ଭୁବନେଶ୍ବର: ଆଜି ରାଜ୍ୟରୁ ୪୧୦୮ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୨୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୯୨ ଜଣ, ଯାଜପୁରରୁ ୨୧୨, ଅନୁଗୁଳରୁ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ଗତକାଲି ରାତ୍ରିରେ ବାଣପୁର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ବାଣପୁର-ବାଲୁଗାଁ ବାଇପାସ ନିକଟସ୍ଥ ମଠପାଟଣା ଛକରେ ଏକ ବୁଲେଟ ମଟରସାଇକଲ ବୋଝେଇ କଣ୍ଟେନର ଦୁର୍ଘଟଣାଗ୍ରସ୍ତ ହୋଇଛି ଯେଉଁଥିରେ ଏକ ଷଣ୍ଢ ର ମୃତ୍ୟୁ […]
ଭୁବନେଶ୍ୱର: ଆସନ୍ତା 9ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ଆଣ୍ଡାମାନ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ଆନ୍ଧ୍ର […]
ରମେଶ ମହାନ୍ତି ଜଗତସିଂହପୁର : ଭାରତୀୟ ନିର୍ବାଚନ କମିଶନ ପକ୍ଷରୁ ନିର୍ବାଚନ ତାରିଖ ଘୋଷଣା ହେବା ପରେ ନିର୍ବାଚନ ସମୟ ଯେତିକି ପାଖେଇ ଆସୁଛି ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ସେତିକି ବୃଦ୍ଧି ପାଉଛି। ଯେହେତୁ କୌଣସି ରାଜନୈତିକ ଦଳ ପକ୍ଷରୁ […]
ଭୁବନେଶ୍ୱର: ଦୀର୍ଘ ସାତ ମାସ ପରେ ଖୋଲିଲା ଭୁବନେଶ୍ୱର ନନ୍ଦନକାନନ ପ୍ରାଣୀ ଉଦ୍ୟାନ। ଆଜି ସକାଳ 8ଟାରୁ ଏହା ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିଛି। କାଉଣ୍ଟର ସମେତ ଅନଲାଇନ ଯୋଗେ ଟିକଟ ବିକ୍ରି ହେଉଛି। ଅପରପକ୍ଷରେ ସ୍ୱଚ୍ଛତା ଓ ସାମାଜିକ ଦୂରତ୍ୱକୁ […]
ମାଲକାନଗିରି : ପୁଣିଥରେ ଏକ ଶ୍ରମିକ ଗାଡି ଦୁର୍ଘଟଣାଗସ୍ତ ହୋଇଛି । ଭାରସାମ୍ୟ ହରାଇ ବସ୍ ଓଲଟିଯବା ଫଳରେ 7ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ ଏନ୍ଏଚ୍ – 326 ଚମ୍ପାଖାରିଠାରେ ଶ୍ରମିକ ନେଇ ଯାଉଥିବା ଏକ ବସ୍ […]
ଭୁବନେଶ୍ବର : କଟକ ଓ ଭୁବନେଶ୍ବରରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଟୁଇନ୍ ସିଟିରେ ପ୍ରବଳ ବର୍ଷା ଜାରି ରହିଛି । ଆଗାମୀ 2ରୁ 3 ଘଣ୍ଟା ଯାଏଁ […]
ଭୁବନେଶ୍ବର : 65 ବର୍ଷ ବୟସରେ ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ଘଟିଛି । ଗତକାଲି ରାତ୍ରି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ବିଜେଡି ବିଧାୟକ ପ୍ରଦୀପ ମହାରଥୀ । ପ୍ରଦୀପ ମହାରଥୀଙ୍କ ବିୟୋଗରେ ବହୁ ବିଶିଷ୍ଟ […]
ଭୁବନେଶ୍ବର : ବିଧାନସଭାରେ ଶୋକ ପ୍ରସ୍ତାବ ପରେ କାଲି ଯାଏଁ ଗୃହ ମୁଲତବୀ ରହିଛି । କାଲି ଦିନ 10ଟା 30 ଯାଏଁ ଗୃହ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଶୋକ ପ୍ରସ୍ତାବ ଆଗତ […]
ଭୁବନେଶ୍ବର, ଆଜି ବିଧାନସଭା ଆରମ୍ଭରେ ବିଧାୟକ ପ୍ରଦୀପ ମହାରାଥୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି। ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହାପରେ ବିରୋଧୀ ଦଳର ନେତା ପ୍ରଦୀପ ନାୟକ ଏହି […]
ରମେଶ ମହାନ୍ତି ଜଗତସିଂହପୁର : ତିର୍ତ୍ତୋଲ ଉପନିର୍ବାଚନର ସମୟ ଯେତିକି ପାଖେଇ ଆସୁଛି ଭୋଟ ହାତେଇବା ପାଇଁ କୁଜିନେତା ମାନଙ୍କର ଧାଁ ଧପଡ ସେତିକି ବଢିବାରେ ଲାଗିଛି। ହେଲେ ଭୁଲିଯାଉଛନ୍ତି ଲୋକଙ୍କ ସମସ୍ୟା ଏମିତିକି ପ୍ରଶାସନକୁ ଅଭିଯୋଗ କରିବା ପରେ ମଧ୍ୟ […]
ଭୁବନେଶ୍ବର, ପିପିଲି ବିଧାୟକ ତଥା ରାଜ୍ୟ ରାଜନୀତିର ଜଣେ ବରିଷ୍ଠ ନେତା ପ୍ରଦୀପ ମହାରାଥୀଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦାର ସହ କରାଯିବ। ଆଜି ଏ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି ବିଳମ୍ବତି ରାତିରେ ମହାରାଥୀଙ୍କ ପରଲୋକ ହୋଇଯାଇଛି। ତାଙ୍କ ମରଶରୀରକୁ […]
ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କେନ୍ଦ୍ରାପଡା ଜିଲ୍ଲାରୁ 2 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ବୌଦ୍ଧ, ଜଗତସିଂହପୁର ଓ […]
ଭୁବନେଶ୍ବର : ରାଜ୍ୟରେ ଆଜି 3 ହଜାର 326କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 1945ଜଣ ଚିହ୍ନଟ […]
ଭୁବନେଶ୍ବର, ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ସେ ମୃତ୍ୟୁବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ 66 ବର୍ଷ ବୟସ ହୋଇଥିଲା। […]
କଟକ, ଆଜି ପେଟ୍ରୋଲିୟ ଏବଂ ପ୍ରାକୃତିକ ଗ୍ୟାସ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବେଚ୍ଛାକୃତ ଭାବେ ପ୍ଲାଜମା ଦାନ କରିଛନ୍ତି। କଟକ ଏସସିବି ମେଡିକାଲ ଯାଇ ଧର୍ମେନ୍ଦ୍ର ଏହି ପ୍ଲାଜମା ଦାନ କରିଛନ୍ତି। ପୂର୍ବରୁ ନୂଆଦିଲ୍ଲୀରେ ସେ କରୋନା ଆକ୍ରାନ୍ତ […]
ଭୁବନେଶ୍ବର, ବର୍ତ୍ତମାନ ସୁଦ୍ଧା ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ କୌଣସି ପରିବର୍ତ୍ତନ ଆସି ନାହିଁ। ସୋ କରୋନାରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସେ ଭେଣ୍ଟିଲେଟରରେ […]
ଭୁବନେଶ୍ବର: ଆଜି ରାଜ୍ୟରୁ ୪୦୬୬ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୬୪୮ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୫୨୧ ଜଣ, ଅନୁଗୁଳରୁ ୨୨୫, […]
କନ୍ଦର୍ପ ବେହେରା ରେଢାଖୋଲ: ସରକାର ଗରୀବ ଲୋକମାନଙ୍କ ପାଇଁ ବହୁ ପ୍ରକାର ଯୋଜନା ପ୍ରଣୟନ କରିଛନ୍ତି। ଯାହାର ଘର ନାହିଁ ତାକୁ ବିଜ୍ଜୁପକ୍କାଘର ହେଉ ବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରି ଘର ଯୋଗାଇ ଦେବାକୁ ବ୍ୟବସ୍ଥା କରିଛନ୍ତି। ସରକାରଙ୍କ […]
ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବାରୁ ଚାରୋଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହି ଚାରୋଟି ଜିଲ୍ଲା ଯଥା- ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା […]
ଭୁବନେଶ୍ବର ମହାନଗରରୁ ଆଜି ଆଉ 329ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ମୋଟ୍ 329 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ରୁ 110ଜଣ ରହିଥିବାବେଳେ 219ଜଣ ଲୋକାଲ କଣ୍ଟାକ୍ଟ କେସ୍ ଚିହ୍ନଟ ହୋଇଥିବାର ବିଏମ୍ସି ଟୁଇଟ୍ ଯୋଗେ ସୂଚନା […]