ରାଜ୍ୟ ଖବର

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଥିବା ରିଲାଏନ୍ସ ଫାଉଣ୍ଡେସନ ଓଡ଼ିଶା ଆଥଲେଟିକ୍ସ ହାଇ ପରଫରମାନ୍ସ ସେଂଟର (ଏଚପିସି)ର ୮ ଜଣ କ୍ରୀଡାବିତ ଗତ ସପ୍ତାହରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨୩…

ଭୁବନେଶ୍ବର: ଓଡିଶାର ବରିଷ୍ଠ ସାମ୍ବାଦିକ ତଥା ସଂପାଦକ ବିବେକାନନ୍ଦ ଦାସଙ୍କର କରୋନାନେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ…

ଭୁବନେଶ୍ବର: ଆଜି ରାଜ୍ୟରେ ୫୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ…

ଭୁବନେଶ୍ବର: ପୂର୍ବତଟ ରେଳପଥ ପକ୍ଷରୁ ଆଜି ଭୁବନେଶ୍ୱରସ୍ଥ ରେଳବାଇ ଅଡିଟୋରିୟମ ଠାରେ ୬୬ତମ ରେଳସପ୍ତାହ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ପାଳିତ ହୋଇଯାଇଅଛି।  ଏହି ସମାରୋହ ରେ…

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ…

ଭୁବନେଶ୍ୱର: ଆଚ୍ଛା ଦିନର ପ୍ରତିଶ୍ରୁତି ଦେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମହାଳାୟା’ ଭଳି ଏକ ଆଚ୍ଛାଦିନର ସୁଯୋଗ ନେଇ ଆଜି ପୁଣି ଦେଶର ସାଧାରଣ ମଧ୍ୟବିତ୍ତ, ନିମ୍ନ…

ଭୁବନେଶ୍ବର: ବର୍ତ୍ତମାନ ମଝି ନଈରେ ଭାସୁଛନ୍ତି କଂଗ୍ରେସ ନେତା ପ୍ରଦୀପ ମାଝି। ସକାଳେ ଶୁଭୁଛି କଂଗ୍ରେସ ଛାଡିବେ, ପୁଣି ସଂଧ୍ୟାରେ ଶୁଭୁଛି ନାଇଁ ଛାଡିବେ ନାହିଁ। କେତେବେଳେ…

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଦୈନନ୍ଦିନ କାର୍ଯ୍ୟରେ ଉନ୍ନତ ବୈଷୟିକ ଜ୍ଞାନକୌଶଳର ବ୍ୟାପକ ଉପଯୋଗ ଉପରେ ଏକ ବୈଠକ ଆଜି ବାଚସ୍ପତି ଡ଼ଃ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ…

ସୀତାରାମ ଅଗ୍ରୱାଲ ବାଣପୁର: ଆଶ୍ଵିନ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବାଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ ଭଗବତୀ ଓ ଦେବୀ କନକ ଦୂର୍ଗାଙ୍କ ସହସ୍ରକୁମ୍ଭାଭିଷେକ ହୋଇ ପାର୍ବଣର…

ନୂଆଦିଲ୍ଲୀ: ନିଦ୍ରା ହୀନତା ଅନ୍ୟାନ୍ୟ ରୋଗର ମୂଳ କାରଣ। ଅନିଦ୍ରା ରୋଗରେ ପୀଡିତ ଲୋକମାନେ ନିରନ୍ତର ଥକ୍କା ଅନୁଭବ କରନ୍ତି। ରାତିର ବିଶ୍ରାମ ଅଭାବରୁ ଜଣେ ବ୍ୟକ୍ତି…

ଭୁବନେଶ୍ୱର: ୨୧ ମାସର ଶିଶୁର ଛାତିରୁ ୫୦୦ ଗ୍ରାମ ଓଜନର ଏକ ବଡ ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ…

ଭୁବନେଶ୍ବର: ଆଜି ରାଜ୍ୟରେ ୫୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ…

ଭୁବନେଶ୍ବର: ଆଜି ହେଉଛି ପବିତ୍ର ମହାଳୟା। ଏହି ପରିପ୍ରେକ୍ଷୀରେ ଆଜି ପିତୃପୁରୁଷଙ୍କୁ ସନ୍ତୁଷ୍ଠ କରିବା ପାଇଁ ଆଜିର ଦିନରେ ଶ୍ରାଦ୍ଧ ପ୍ରଦାନ କରାଯାଇଥାଏ। ବିଶେଷ କରି ଶ୍ରୀମନ୍ଦିର…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ମୋ ସରକାରର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ସହଯୋଗ ଉପରେ ଡଃ ଗୋପବନ୍ଧୁ ଦାଶଙ୍କ ଲିଖିତ ଗବେଷଣାଭିତ୍ତିକ ପୁସ୍ତକ ଡାଇନାମିକ ଅଫ ଇଣ୍ଡୋ…

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ମା’ ଭଗବତୀଙ୍କ ଭେଟ ଅମବାସ୍ୟା ଜାରି ରହିଛି। ଓଡିଶା ପ୍ରସିଦ୍ଧ ଶକ୍ତିପୀଠ ମା’ ଭଗବତୀଙ୍କ ଭେଟ ଅମବାସ୍ୟାରେ ଶ୍ରଦ୍ଧାଳୁମାନଙ୍କ…

ଭୁବନେଶ୍ବର: ସୋମବାର ସନ୍ଧ୍ୟାରେ ବାଣପୁର ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଚୋରା ମୋବାଇଲ ସିମ କାର୍ଡ ବିକ୍ରି ଅଭିଯୋଗରେ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା ମୁତାବକ…

କନ୍ଦର୍ପ ବେହେରା  ରେଢାଖୋଲ: ଜଙ୍ଗଲ ସୁରକ୍ଷା ଦିଗରେ ତଥା ପଶୁ ପକ୍ଷୀମାନଙ୍କର ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ବନବିଭାଗ ଶ୍ରେଷ୍ଠ ବନସୁରକ୍ଷା ସମିତି ମାନଙ୍କୁ ପୁରସ୍କାର ପ୍ରଦାନ…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିୁଚ୍ୟଟ୍‌ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡାକ୍ତର ଶିବ ପ୍ରସାଦ ଦଳାଇଙ୍କୁ ‘ଗୁରୁ ଗୌରବ ସମ୍ମାନ’ରେ…

ଭୁବନେଶ୍ୱର: ଦିଲ୍ଲୀସ୍ଥିତ ଏନ୍‌ଭାଇରନ୍‌ମେଂଟ ଆଣ୍ଡ ସୋସିଆଲ୍ ଡେଭଲପ୍‌ମେଂଟ ଆସୋସିଏସନ୍ (ଇଏସ୍‌ଡିଏ) ପକ୍ଷରୁ ଆୟୋଜିତ ଇଏସ୍‌ଡିଏ ପରିବେଶ ଉତ୍କର୍ଷତା ସମ୍ମାନ-୨୦୨୧ କାର୍ଯ୍ୟକ୍ରମରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ…