ରାଜ୍ୟ ଖବର

ଭୁବନେଶ୍ବର: ଆଜି ସକାଳୁ ବ୍ରଜରାଜନଗର ଉପନିର୍ବାଚନର ଭୋଟ ଗଣତି ଚାଲିଛି। ବର୍ତ୍ତମାନ ଚାରି ରାଉଣ୍ଡ ସୁଦ୍ଧା ବିଜେଡି ଯଥେଷ୍ଠ ଭୋଟରେ ଆଗୁଆ ରହିଥିବାର ଜଣାପଡିଛି। ନିର୍ବାଚନ ଅଧିକାରୀ…

ଭୁବନେଶ୍ବର: ଆଜି ବ୍ରଜରାଜନଗର ଉପନିର୍ବାଚନର ଭୋଟ ଗଣତି କରାଯିବ। ସେଥିପାଇଁ ଝାରସୁଗୁଡା ଇଂଜିନିୟରିଂ କଲେଜରେ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି ଭୋଟ ଗଣତି ଆଜି ସକାଳ ଆଠଟାରୁ…

ଭୁବନେଶ୍ୱର : ଭାରତୀୟ ଜନତା ପାର୍ଟି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ସଂଖ୍ୟାଲଘୁ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ସିକନ୍ଦର ଅଲ୍ଲୀ ବିଭିନ୍ନ ଜିଲ୍ଲା…

ଭୁବନେଶ୍ୱର: ଆଜି ନବସଂକଳ୍ପ ଚିନ୍ତନ ଶିବିରରେ ଆୟୋଜିତ ଦ୍ୱିତୀୟ ଦିନ ଅଧିବେଶନରେ ସାରା ରାଜ୍ୟରେ ବ୍ଲକ ସ୍ତରରୁ ଆସିଥିବା କଂଗ୍ରେସ ନେତୃବୃନ୍ଦ ତଥା ଜିଲ୍ଲା ଓ ରାଜ୍ୟସ୍ତରୀୟ…

ଭୁବନେଶ୍ବର: ଓଡିଶା ଶକ୍ତି ପୂଜାର ପ୍ରାଚୀନ ପୀଠ। ଝଙ୍କଡ ପୀଠ ତନ୍ମଧ୍ୟରୁ ଅନ୍ୟତମ ପ୍ରସିଦ୍ଧ ମାତୃ ଉପାସନା ପୀଠ। ଝଙ୍କଡବାସିନୀ ମା ସାରଳାଙ୍କ ଆଶୀର୍ବାଦରୁ ସାରଳା ଦାସ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ଦିଗ୍‌ବିନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ…

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ନବନିଯୁକ୍ତ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବ ସଂକଳ୍ପ ଶିବିର ଭୁବନେଶ୍ୱର ଇନିଷ୍ଟିଚ୍ୟୁଟ ଅଫ ଇଞ୍ଜିନିୟରର୍ସ…

ଭୁବନେଶ୍ବର: ଓଡ଼ିଶାରେ ନବନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିମାନଙ୍କ ଦକ୍ଷତା ବୃଦ୍ଧି ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶୁଭ ଉଦ୍‌ଘାଟିତ ହେବ। ଦିନ…

ଭୁବନେଶ୍ବର: ଶେଷ ହେଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ ମତଦାନ। ବର୍ତ୍ତମାନ ଫଳାଫଳକୁ ଅପେକ୍ଷା। ହେଲେ ଏଥର ଫଳ ମଧ୍ୟ ସେହି ବିଜେଡି ଖାତାକୁ ଯିବ। କାରଣ ଓଡିଶାରେ…

ଖୋର୍ଦ୍ଧା: ଆଜି ଏକ ଚୋରା ବାଇକ ରାକେଟର ଖୋର୍ଦ୍ଧା ଟାଉନ ଥାନା ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ଚାରି ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। କୌଣସି…

ଭୁବନେଶ୍ବର: ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ବ୍ରଜରାଜନଗର ଉପନିର୍ବାଚନର ଚୁଡାନ୍ତ ଭୋଟ ପ୍ରତିଶତ ଆସିଛି। ତଥ୍ୟ ଅନୁସାରେ ଗତକାଲି ବ୍ରଜରାଜନଗରରେ ୭୧ ପ୍ରତିଶତ ଭୋଟ…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଜଳଯୋଗ ମାଧ୍ୟମରେ ଜଣେ ସମାଜସେବୀ ନିଆରା ପ୍ରୟାସ କରିଛନ୍ତି। ଜନୈକ ସମାଜସେବୀ ଜଳଯୋଗ କରି ବିଶ୍ବଶାନ୍ତି ଓ ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରିଛନ୍ତି।…

ଭୁବନେଶ୍ୱର: ଏକ ବିରଳ ସ୍ୱାସ୍ଥ୍ୟଗତ ସମସ୍ୟାରେ ପୀଡ଼ିତ ଥିବା ଜଣେ ୯ ବର୍ଷ ବାଳିକାର ଚିକିତ୍ସା କରି ତାକୁ ସୁସ୍ଥ କରିବାରେ ସଫଳ ହୋଇପାରିଛନ୍ତି ସମ୍ ଅଲ୍ଟିମେଟ୍…

ଭୁବନେଶ୍ବର: ଦକ୍ଷିଣ ବାଂଲାଦେଶ ଓ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଓଡିଶାରେ ଦୁଇ ଦିନ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ…

ଭୁବନେଶ୍ବର: ଆଜି ଫୋରମ୍ ଫର୍ ସ୍ମାର୍ଟ ସିଟିଜେନ୍ସ’ ଓ ‘ସଂକଳ୍ପ’ର ସହଯୋଗରେ  ‘ଶତାବ୍ଦୀର ଓଡ଼ିିଶା’ ଶୀର୍ଷକ ଏକ ଦୁଇ ଦିନିଆ କନ୍‌କ୍ଲେଭ୍ ଆୟୋଜିତ ହୋଇଛି । ଏହାକୁ…

ଭୁବନେଶ୍ୱର: ବିବାହ ଏକ ସାମାଜିକ ପରମ୍ପରା। ପତି ପତ୍ନୀ ଉଭୟ ଏହାକୁ ନିଭାଇବାକୁ ଶପଥ ନିଅନ୍ତି। କିନ୍ତୁ ସତରେ କଣ ସ୍ୱାମୀ ସ୍ତ୍ରୀ ଏହି ଶପଥ ପାଳନ…

ଭୁବନେଶ୍ୱର: ସ୍ୱାଧୀନତାର ଅମୃତ ମହୋତ୍ସବ ଉପଲକ୍ଷେ ରାଜଭବନରେ ଦୁଇଦିନିଆ ଚିତ୍ରଶିଳ୍ପୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରସିଦ୍ଧ ଚିତ୍ରଶିଳ୍ପୀ ରାମହରି ଜେନା, ବଳଦେବ ମହାରଥା, ରବିନାରାୟଣ ରଥ,…

ଭୁବନେଶ୍ବର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଦ୍ୱିତୀୟ ବର୍ଷ ସଂଘ ଶିକ୍ଷାବର୍ଗ ସ୍ଥାନୀୟ ଉତ୍କଳ ବିପନ୍ନ ସହାୟତା ସମିତି ପରିସରରେ ଅନୁଷ୍ଠିତ ହୋଉଅଛି । ଏହି ସଂଘ ଶିକ୍ଷାବର୍ଗର…

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଓଏଏସ ସ୍ତରରେ ଛୋଟ ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି…

ଭୁବନେଶ୍ୱର: ଗରିବ କଲ୍ୟାଣ ଓ ମହିଳା ସଶକ୍ତିକରଣ ଉପରେ ପ୍ରାଧାନ୍ୟ ଦେଇ କେନ୍ଦ୍ର ସରକାର ସମାଜର ସବୁ ଶ୍ରେଣୀ ନାଗରିକଙ୍କ କଲ୍ୟାଣ ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ…

ଭୁବନେଶ୍ୱର: ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରାୟୋଜିତ ତଥା କୃଷି ଓ କୃଷକ ମଙ୍ଗଳ ମନ୍ତ୍ରଣାଳୟ ଦ୍ୱାରା…