ଭୁବନେଶ୍ବର : ଆଜି ଭୁବନେଶ୍ବରରୁ 137 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି 137 ପଜିଟିଭଙ୍କ ମଧ୍ୟରୁ 98 ଜଣ କ୍ବାରେଣ୍ଟାଇନ୍ ଥିବାବେଳେ 39 ଜଣ ଲୋକାଲ୍ କଣ୍ଟାକ୍ଟ କେସ ବୋଲି ସୂଚନା ଦେଇଛି ବିଏମସି । କ୍ବାରେଣ୍ଟାଇନ୍ରେ ଥିବା 98ଜଣଙ୍କ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଶେରଗଡ଼ ବ୍ଲକ୍ ନରେନ୍ଦ୍ରପୁର ଗ୍ରାମରେ ଜଣେ ୧୦ ବର୍ଷୀୟ ନାବାଳିକା ଝିଅକୁ ଦୁଷ୍କର୍ମ ଘଟିଛି। ଏହି ସମ୍ବେଦନଶୀଳ ଘଟଣା ଗ୍ରାମରେ ପ୍ରଚାର ହେଲାପରେ ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇ ଅଭିଯୁକ୍ତକୁ ଗୋଟିଏ କଠୋରୀରେ ବନ୍ଦ କରି ହିଂଜିଳି […]
ଭୁବନେଶ୍ବର : ଆଜି ରାଜ୍ୟରୁ ପାଞ୍ଚୋଟି ମୁଣ୍ଡ ନେଇଛି କରୋନା । ପାଞ୍ଚ ମୃତକଙ୍କ ମଧ୍ୟରେ ମାଲ୍କାନଗିରିରୁ ଜଣେ, ଫୁଲବାଣୀରୁ ଜଣେ, ଗଞ୍ଜାମରୁ ଜଣେ, ବାଲେଶ୍ବରରୁ ଜଣେ, ପୁରୀରୁ ଜଣେ ରହିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ […]
ଭୁବନେଶ୍ବର : ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ରେଜଲ୍ଟ । ଭିଡିଓ ଜରିଆରେ ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ । ବିଧିବଦ୍ଧଭାବେ ଏନେଇ ଘୋଷଣା କଲେ ମନ୍ତ୍ରୀ ସମୀର ଦାଶ । ଚଳିତ ବର୍ଷ ପୁଅକୁ ପଛରେ ପକାଇଛନ୍ତି […]
ଭୁବନେଶ୍ବର : ଆଜି ମୋଟ୍ 28ଟି ଜିଲ୍ଲାରୁ 1068 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 245 ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ 194, ସୁନ୍ଦରଗଡରୁ 112, ଗଜପତିରୁ 88, କୋରାପୁଟରୁ 66, କଟକରୁ 61, ନୟାଗଡ ଓ ବାଲେଶ୍ବରରୁ […]
ଭୁବନେଶ୍ବର : ରାଜ୍ୟରେ ଆଜି 1068 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 662ଜଣ ଚିହ୍ନଟ ହୋଇଥିବାବେଳେ 406ଟି […]
ଭୁବନେଶ୍ବର : ଯୁକ୍ତ ତିନି ଆଡମିଶନ୍ ଲାଗି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ୍ସ ଜାରି କରାଯାଇଛି । ଗୋଟିଏ ପର୍ଯ୍ୟାୟରେ ତିନି ରାଉଣ୍ଡରେ ଆଡ୍ମିଶନ୍ ହେବ । ସାମସ୍ (SAMS) ପୋର୍ଟାଲ୍ରେ ଛାତ୍ରଛାତ୍ରୀମାନେ ନିଜ ମୋବାଇଲ୍ ଓ ଇ-ମେଲ୍ ଆଇଡି […]
ଭଦ୍ରକ : ଭଦ୍ରକର ଏକତା ମାର୍କେଟ ଓ କଚେରୀ ବଜାରକୁ 72 ଘଣ୍ଟା ପାଇଁ ସଟ୍ଡାଉନ୍ କରାଯାଇଛି । ଜଣେ ବ୍ୟବସାୟୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଭଦକ୍ର ମ୍ୟୁନିସିପାଲଟି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ଆଜି ସକାଳ […]
ଭୁବନେଶ୍ୱର: ବହୁ ପ୍ରତିକ୍ଷୀତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ, ମଧ୍ୟମା (ସଂସ୍କୃତ)ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ଦିନ 11ଟା 30ରେ ଜଣାପଡ଼ିବ । 2ଟି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ସିମୁଣ୍ଡା ଗ୍ରାମରେ ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଉଛନ୍ତି ବିଷ୍ଣୁପ୍ରିୟା ରାଉତ (୫୦)। ଘଟଣାରୁ ପ୍ରକାଶ ଯେ ସେ ଆଜି ଅପରାହ୍ନ ୪ଟା […]
ଭୁବନେଶ୍ୱର: ରାଜ୍ୟରୁ ଆଜି 19ଟି ଜିଲ୍ଲାରୁ 687ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 307 ଜଣ ସୁସ୍ଥ ହୋଇଥିବାବେଳେ ଜଗତସିଂହପୁର […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁରରେ ଗତକାଲି ଆମ୍ବୁଲାନସ ରୋଗୀ ନନେବାରୁ ଜଣକ ମୃତ୍ୟୁ ଘଟଣା ମନରୁ ନ ଲିଭିଲା ବେଳେ ଆଜି ଡ଼ାକ୍ତରଙ୍କ ଅବହେଳାରୁ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ଏକ ହୃଦୟ ବିଦାରକ ତଥା ମାନବିକତାହୀନ ଘଟଣା […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ପୁଣି ୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବିରିଡ଼ି ବ୍ଲକରୁ ୨୦ଜଣ, ରଘୁନାଥପୁର ବ୍ଲକରୁ ୧୩ଜଣ, ପାରାଦ୍ଵୀପରୁ ୪ଜଣ, କୁଜଙ୍ଗ ବ୍ଲକରୁ ୩ଜଣ, ତିର୍ତ୍ତୋଲ ବ୍ଳକରୁ ୨ଜଣ, ଏରସମା […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଆଜି ରାଜ୍ୟ ସରକାର ଓଏଏସ୍ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଆଜି ୧୩ ଜଣ ଓଏଏସ୍ ଅଫିସରଙ୍କୁ ବଦଳି କରାଯିବା ସହ ନୂତନ ନିଯୁକ୍ତି ଦିଆଯାଇଛି। ଏହିକ୍ରମରେ କଳାହାଣ୍ଡିର ଅତିରିକ୍ତ ଜିଲ୍ଲାପାଳ ଥିବା ବିଶ୍ବଜିତ୍ ରାୟଙ୍କୁ କେନ୍ଦ୍ରାପଡା […]
ଭୁବନେଶ୍ୱର: ୨୦୧୯ ରେ ଭୋଟ ନେବା ପାଇଁ ବାହାନା କରି କାଳିଆ ଯୋଜନା ମାଧ୍ୟମରେ ଦିଆଯାଇଥିବା ଟଙ୍କା କରୋନା ଦୁର୍ଦ୍ଦିନ ସମୟରେ ଫେରସ୍ତ ଦେବାକୁ ନୋଟିସ ଦେବା ସାଧାରଣ ଜନତାଙ୍କ ପାଇଁ ବେଡି ଉପରେ କୋରଡା ସଦୃଶ ବୋଲି ଓଡିଶା ପ୍ରଦେଶ […]
କନ୍ଧମାଳ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାକୁ 10 ଦିନ ଲକ୍ଡାଉନ୍ ପାଇଁ ଘୋଷଣା କରିଛନ୍ତି ଜିଲ୍ଲାପାଳ । 29 ତାରିଖ ସକାଳ 5ରୁ 7 ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ଲକ୍ଡାଉନ୍ ରହିବ ଏହି ଜିଲ୍ଲା । ତେବେ […]
ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 215 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ 150 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ 65 ଜଣ ଲୋକାଲ୍ କେସ ବୋଲି ସୂଚନା ଦେଇଛି ବିଏମ୍ସି । ଆଇଗିଣିଆ […]
ପୁରୀ : ଲକ୍ଡାଉନ୍ ଯୋଗୁଁ ଶିକ୍ଷାନୁଷ୍ଠାନ ସବୁ ବନ୍ଦ କରାଯାଇଛି । ଏହି ସମୟରେ ଅନଲାଇନ୍ ଜରିଆରେ ପିଲାମାନେ ପାଠ ପଢୁଛନ୍ତି । ସରକାରୀ ହେଉ କି ବେସରକାରୀ ବିଦ୍ୟାଳୟ ଏବେ ସମେସ୍ତ ଅନଲାଇନ୍ରେ ପିଲାମାନଙ୍କୁ ପାଠ ପଢାଉଛନ୍ତି । ଜୁମ୍ […]
କଟକ : କଟକ ସହରର ଆଜି ଆଉ 41 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି 41ଜଣଙ୍କ ମଧ୍ୟରୁ 39 ଜଣ କ୍ବାରେଣ୍ଟାଇନ୍ ଓ 2 ଜଣ ଲୋକାଲ କେସ ରହିଛି ବୋଲି କଟକ ମହାନଗର ନିଗମ ସୂଚନା […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ମହାମାରୀ ପାଇଁ ଲାଗୁ ହୋଇଥିବା ଲକଡାଉନ୍ ଓ ସଟଡାଉନ ଯୋଗୁଁ ଲୋକ ପଦାକୁ ବାହାରୁ ନଥିବା ବେଳେ ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅଞ୍ଚଳରେ ଗୋରୁଚୋର ମାତିଥିବା ଅଭିଯୋଗ ହେଉଛି। ଅଭିନବ ଉପାୟରେ ବୁଲାଗୋରୁ, ଷଣ୍ଢ […]
ସୀତାରାମ ଅଗ୍ରଓ୍ବାଲ ବାଲୁଗାଁ : ସମଗ୍ର ଦେଶ ତଥା ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । କରୋନାକୁ ପ୍ରତିହତ କରିବା ପାଇଁ ମାସ୍କ […]