ଭୁବନେଶ୍ବର : ରାଜ୍ୟରେ ଆଜି 736 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 481ଜଣ ଚିହ୍ନଟ ହୋଇଥିବାବେଳେ […]
ଭୁବନେଶ୍ବର : ଡ୍ୟୁଟିରେ ଯୋଗଦେବାକୁ ଆସିଥିବା ମହିଳା ଏସ୍ଆଇଙ୍କୁ କରୋନା । ଖୋର୍ଦ୍ଧା ଅବକାରୀ ଅଧୀକ୍ଷକଙ୍କ ଭୁବନେଶ୍ବର ଅଫିସ୍ରେ ଯୋଗଦେବାକୁ ଆସିଥିଲେ। ଦୁଇଦିନ ତଳେ ଯୋଗଦେବାକୁ ଆସିଥିଲେ ସମ୍ପୃକ୍ତ ମହିଳା ଏସ୍ଆଇ । ଦେହ ଖରାପ ଲାଗୁଛି ବୋଲି କହିବାରୁ ତାଙ୍କର […]
ସୀତାରାମ ଅଗ୍ରଓ୍ବାଲ ଚିଲିକା : ରାଜ୍ୟରେ କରୋନା ସ୍ଥିତି ଏବେ ବେଶ୍ ଗମ୍ଭୀର ରହିଛି । ବିଶେଷ କରି ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରେ ସ୍ଥାନୀୟ ସଂକ୍ରମଣ ଏବେ ରାଜ୍ୟ ସରକାରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି । ଏହା ମଧ୍ୟରେ […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲରେ ଦୁଇ ଦିନରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଅଂଚଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟିହୋଇଛି। ଦିନକୁ ଦିନ ଅଂଚଳ ସଙ୍ଗୀନ ହୋଇ ପଡିଛି। ଜିଲ୍ଲାପାଳ ରେଢାଖୋଲ ଗସ୍ତରେ ଆସି ସମୀକ୍ଷା […]
ଭୁବନେଶ୍ବର,ଆଜି ରାଜ୍ୟରେ ମୋଟ 608 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଂଜାମରୁ ସର୍ବାଧିକ 279 ଜଣ ଆରୋଗ୍ୟ ଲାଭ କରିଛନ୍ତି। ଅନ୍ୟ ଜିଲ୍ଲାମାନଙ୍କ ମଧ୍ୟରେ ଯାଜପୁରରୁ 84, ଖୋର୍ଦ୍ଧାରୁ 50, କଟକରୁ 42, କେନ୍ଦୁଝରରୁ 23, ମାଲକାନଗିରିରୁ 21, ପୁରୀ […]
ଭୁବନେଶ୍ବର, କରୋନା ଜାଲରୁ ଏବେ ବି ମୁକୁଳି ପାରୁନାହିଁ ରାଜଧାନୀ ଭୁବନେଶ୍ବର। ପ୍ରାୟ ପ୍ରତିଦିନ ବହୁ ସଂଖ୍ୟାରେ କରୋନା ଆକ୍ରାନ୍ତ ସହରର ବିଭିନ୍ନ ସ୍ଥାନରୁ ଚିହ୍ନଟ ହେଉଛନ୍ତି। ଆଜି ରାଜଧାନୀରୁ 87 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ବାରେଣ୍ଟିନକୁ 41 ଚିହ୍ନଟ […]
ସୀତାରାମ ଅଗ୍ରଓ୍ବାଲ ବାଲୁଗାଁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମାଛ ମାର୍କେଟରୁ ଗତକାଲି ଜଣେ ସ୍ଥାନୀୟ ମାଛ ବେପାରୀ କରୋନା ଆକ୍ରାନ୍ତ ଚିହ୍ନଟ ହେଲାପରେ ଘଟଣାକୁ ଗୁରୁତର ଭାବେ ନେଇ ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲାପାଳ ସୀତାଂଶୁ ରାଉତ,ଜିଲ୍ଲା ଆରକ୍ଷୀ ଅଧିକ୍ଷକ […]
କଟକ : କଟକ ସହରରୁ ଆଜି ଆଉ 11 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ 6 ସରକାରୀ କ୍ବାରେଣ୍ଟାଇନରୁ ହୋମ୍ କ୍ବାରେଣ୍ଟାଇନ୍ରୁ 3ଜଣ, 2 ଜଣ ଲୋକାଲ୍ କେସ୍ ବୋଲି ଜଣାପଡିଛି । ଏମାନଙ୍କ ମଧ୍ୟରେ ପୁରୁଣା ରାଉସାପାଟଣାରୁ […]
କଟକ : କଟକ ଜିଲ୍ଲାପାଳଙ୍କ ଅଫିସ୍ରେ କରୋନା ସ୍ଥିତି ସମୀକ୍ଷା ବୈଠକ ହୋଇଛି । ବୈଠକ ପରେ କରୋନା ଜିଲ୍ଲା ପର୍ଯ୍ୟବେକ୍ଷକ ସୌରଭ ଗର୍ଗ ପ୍ରତିକ୍ରିୟା ରଖିଛନ୍ତି । ଶିଶୁ ଭବନ, ଏସ୍ସିବି ଓ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ପାଇଁ […]
ଭୁବନେଶ୍ବର, ଜାତୀୟ ଗ୍ରୀନ ଟ୍ରିବୁନାଲର ବିଶେଷଜ୍ଞ ସଦସ୍ୟ ତଥା ପୂର୍ବତନ ଡିଜି(ଜଙ୍ଗଲ) ସିଦ୍ଧାନ୍ତ ଦାସଙ୍କୁ ରାଜ୍ୟ ସରକାର ଓଡ଼ିଶା ରିୟଲ ଇଷ୍ଟେଟ୍ ରେଗୁଲେଟୋରୀ ଅଥରିଟି(ଓରେରା) ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି ପଦ ଗତ ମେ ମାସରୁ ଖାଲି ପଡିଥିଲା। ଦାସଙ୍କ […]
ରମେଶ ମହାନ୍ତି ଜଗତସିଂହପୁର: 22 ଦିନ ପାଇଁ ସଟ୍ଡାଉନ୍ ହେବ ପାରାଦୀପ ଆଇଓସିଏଲ୍। ଜୁଲାଇ 25ରୁ ଅଗଷ୍ଟ 15 ତାରିଖ ଯାଏଁ ସଟ୍ଡାଉନ୍ ହେବା ପାଇଁ ନିଷ୍ପତ୍ତି ନିଆଯାଇଛି। ଆଇଓସିଏଲ୍ ତୈଳ ବିଶୋଧାନାଗାର ସଟ୍ଡାଉନ୍ ନେଇ ଜିଲ୍ଲାପାଳ ଏକ ଭିଡିଓ ବାର୍ତ୍ତା […]
ଭୁବନେଶ୍ବର : ଆଜି ରାଜ୍ୟରୁ ପୁଣି ତିନିଜଣଙ୍କ ମୁଣ୍ଡ ନେଇଛି କରୋନା । ଏହି ମୃତକଙ୍କ ମଧ୍ୟରେ ଦୁଇ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବାବେଳେ ଗଜପତି ଜିଲ୍ଲାରୁ ଜଣେ ବୋଲି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ […]
ଭୁବନେଶ୍ବର : ଆଜି ରାଜ୍ୟରେ 591 ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । 25ଟି ଜିଲ୍ଲାରୁ ମୋଟ୍ 591 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 182 ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ 121, କଟକରୁ 38, ବରଗଡରୁ […]
ଭୁବନେଶ୍ବର : ରାଜ୍ୟରେ ଆଜି 591 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 394ଜଣ ଚିହ୍ନଟ ହୋଇଥିବାବେଳେ […]
ରାଇରଙ୍ଗପୁର : ରାଇରଙ୍ଗପୁର ଟାଉନ୍ ଥାନାଠାରେ ଏକ ଅଭାବନୀୟ ଘଟଣା ଘଟିଛି । ଏକ ଟ୍ରାକ୍ଟର ଦୁର୍ଘଟଣାଗସତ ହୋଇଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି । ଟାଉନ୍ ଥାନା ପାତେପାଣି ଗାଁ ପାଖରେ ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟି ପଡିବାରୁ ଜଣଙ୍କର […]
ସୀତାରାମ ଅଗ୍ରଓ୍ବାଲ ବାଲୁଗାଁ : ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓପିଡିକୁ ସାମୟିକ ବନ୍ଦ ହୋଇଥିବା ନେଇ ଏକ ଗୁଜବ ପ୍ରକାଶିତ ହେବା ପରେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଖୋର୍ଦ୍ଧା ସିଡିଏମ୍ଓ ବିଶ୍ବରଞ୍ଜନ ପତି। ନିକଟରେ ବାଲୁଗାଁଠାରୁ ଏକ ଲୋକାଲ୍ […]
କନ୍ଦର୍ପ ବେହେରା ରେଢାଖୋଲ: ସାରା ବିଶ୍ୱରେ କରୋନା କାୟାବିସ୍ତାର କରି ଚାଲିଥିବା ବେଳେ ସମ୍ବଲପୁର ଜିଲ୍ଲା ରେଢାଖୋଲ ସବ୍ଡିଭିଜନ ଏଥିରୁ ବାଦ୍ ପଡି ନ ଥିବା ଜଣା ପଡିଛି। ବାହାର ରାଜ୍ୟରେ ଶ୍ରମିକ ଭାବରେ କାମ କରୁଥିବା ଲୋକମାନେ ରାଜ୍ୟକୁ ପଳାଇ […]
ଭୁବନେଶ୍ୱର, ଆଜି ରାଜ୍ୟରେ 453 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଂଜାମ ଜିଲ୍ଲାରୁ ସର୍ବାଧିକ 220 ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଅନ୍ୟ ଜିଲ୍ଲା ଗୁଡିକ ମଧ୍ୟରେ ସୁନ୍ଦରଗଡ଼ 41, ନବରଙ୍ଗପୁର 33, ଖୋର୍ଦ୍ଧା 28, ବଲାଙ୍ଗିର 26, […]
ଭୁବନେଶ୍ୱର, ହସ୍ପିଟାଲ ଗୁଡିକରେ ସଂକ୍ରମଣ ସଂଖ୍ୟା ବଢୁଥିବାରୁ ଏବଂ ଅନେକ କ୍ଷେତ୍ରରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନେ ସଂକ୍ରମିତ ହେଉଥିବାରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଘରୋଇ ଡାକ୍ତରଖାନାର ଚିକିତ୍ସକଙ୍କ ପାଇଁ ଗାଇଡଲାଇନ ଜାରି କରିଛି । ସମସ୍ତ ନର୍ସିଂହୋମ ଓ କ୍ଲିନିକରେ […]
ଭୁବନେଶ୍ବର, ଏଣିକି ରାଜ୍ୟରେ ଦିନକୁ ହେବ ୧୦ ହଜାର କରୋନା ଟେଷ୍ଟ । ୭ ହଜାର ଆରଟିପିସିଆର ଓ ୩ ହଜାର ଆଂଟିଜେନ ଟେଷ୍ଟ କରାଯିବ । ଓଡିଶାକୁ ଆଉ ୨ ଲକ୍ଷ ଆଟିଂଜେନ କିଟ ଆସିବ ବୋଲି କହିଛନ୍ତି ଇନଷ୍ଟିଚ୍ୟୁଟ […]
ଭୁବନେଶ୍ବର, ଲକ ଡାଉନ ଘୋଷଣା ଯୋଗୁଁ ଜୁଲାଇ 31ଯାଏଁ ମୋ ବସ୍ ବନ୍ଦ ରହିବ । ଏୟାରପୋର୍ଟ, ଷ୍ଟେସନ ଯାତ୍ରୀଙ୍କ ପାଇଁ କାଲିଠାରୁ ସଟଲ୍ ସେବା ଚାଲିବ। ମୋ ବସ୍ ପରିଚାଳନାକାରୀ କୃଟ୍ ପକ୍ଷରୁ ଟୁଇଟ୍ ଯୋଗେ ଏହି ସୂଚନା ଦେଇଛନ୍ତି।