ଭୁବନେଶ୍ବର, ଦିନକୁ ଦିନ ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି। ବିଶେଷ କରି ଲୋକାଲ କଣ୍ଚ୍ରାକ୍ଟ କେସ୍ ବଢୁଥିବାରୁ ରାଜଧାନୀବାସୀଙ୍କ ପାଇଁ ଚିନ୍ତା ବଢିଯାଇଛି। ଆଜି ଗୋଟିଏ ଦିନରେ ସର୍ବାଧିକ 124 କରୋନା ଆକ୍ରାନ୍ତ […]
ବ୍ରହ୍ମପୁର, ଗଞ୍ଜାମ ଜିଲାରେ ଆଜି(ଶୁକ୍ରବାର) ରାତି ୯ ଟାରୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ ହେବ। ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ ଲକ୍ଡାଉନ୍ ପ୍ରକ୍ରିୟା ଜାରି ରହିବ। ଅପରପକ୍ଷରେ ଗଞ୍ଜାମ ଜିଲ୍ଲାର ୯ଟି ସହରରେ ୨୧ ତାରିଖ ପର୍ଯ୍ୟନ୍ତ ଜାରି ହୋଇଥିବା ସଟ୍ଡାଉନ୍କୁ ଉଠାଇ […]
ଭୁବନେଶ୍ବର : କୋଭିଡ୍ ଯୋଦ୍ଧା ଅଙ୍ଗନଓ୍ବାଡି ଓ ଆଶା କର୍ମୀଙ୍କ ପରିବାର ପାଇଁ ସରକାର ଆଜି ଏକ ବଡ ଘୋଷଣା କରିଛନ୍ତି । ଡ୍ୟୁଟିରେ ଥାଇ ଅଙ୍ଗନଓ୍ବାଡି, ଆଶା କର୍ମୀଙ୍କ ମୃତ୍ୟୁ ଘଟିଲେ ପରିବାରକୁ ଭତ୍ତା ମିଳିବ ବୋଲି ସୂଚନା ରହିଛି […]
ବେଙ୍ଗାଲୁରୁ : ଭାରତର ପୂର୍ବତନ ପାରା ବ୍ୟାଡ଼ମିଣ୍ଟନ ଖେଳାଳି ତଥା ପୂର୍ବତନ ବ୍ୟାଡ଼ମିଣ୍ଟନ କୋଚ ରମେଶ ଟୀକାରାମ କରୋନାରେ ମୃତ୍ୟୁ ବରଣ କରିଛନ୍ତି । ସେ ବେଙ୍ଗାଲୁରୁ ଏକ ହସ୍ପିଟାଲରେ ମୃତ୍ୟୁ ବରଣ କରିଛନ୍ତି ଏବଂ ମୃତ୍ୟୁ ବରଣ କରିବା ବେଳକୁ […]
ଭୁବନେଶ୍ବର : କମିଶନରେଟ୍ ପୋଲିସ୍ର ସମସ୍ତ କର୍ମଚାରୀଙ୍କୁ ଫିଟ୍ନେସ୍ ଟାର୍ଗେଟ୍ ଦିଆଯାଇଛି । ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି କମିଶନର ସୁଧାଂଶୁ ଷଡଙ୍ଗୀ । ଏକ ସପ୍ତାହ ମଧ୍ୟରେ ସବୁ କର୍ମଚାରୀଙ୍କ ଉଚ୍ଚତା, ଓଜନ ମାପ ହେବ । ସବୁ କର୍ମଚାରୀଙ୍କୁ […]
ଭୁବନେଶ୍ବର : ଆଜି ପୁଣି 4 ଜଣଙ୍କ ମୁଣ୍ଡ ନେଇଛି କରୋନା । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ 2 ଜଣ ଥିବାବେଳେ ଗଜପତି ଓ ଅନୁଗୁଳରୁ ଜଣେ ଲେଖାଏଁ ରହିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି […]
ସୀତାରାମ ଅଗ୍ରଓ୍ବାଲ ଟାଙ୍ଗୀ : ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଗ୍ରାମ ପଂଚାୟତର ରତନପୁର ପାଟଣା ସାହିରେ ଗତ କାଲି ରାତିରେ ଜଣେ ବିବାହିତ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତ୍ୟୁ ମହିଳାଙ୍କ ନାମ ସୁକାନ୍ତି ସାହୁ ବୋଲି ଜଣାପଡିଛି । […]
ଭୁବନେଶ୍ବର : ଆଜି ରାଜ୍ୟରୁ ସର୍ବାଧିକ 718 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 24 ଜିଲ୍ଲାରୁ 718 ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 231 ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା 150, ମାଲ୍କାନଗିରିରୁ 54, କଟକରୁ 32, କେଉଁଝରରୁ […]
ଭୁବନେଶ୍ୱର: ଆଜି ରାଜ୍ୟରେ 718 ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 479ଜଣ ଚିହ୍ନଟ ହୋଇଥିବାବେଳେ239ଟି ଲୋକାଲ କେସ୍ ରହିଛି । ଗଞ୍ଜାମରୁ ସର୍ବାଧିକ 231 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 24ଟି […]
ଭୁବନେଶ୍ବର : ନୟାପଲ୍ଲୀ ସୀତାପୁର ଓ ତ୍ରିନାଥ ବସ୍ତିକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଅଧିକ କରୋନା କରୋନା ସଂକ୍ରମିତ ଚିହ୍ନଟ ହେବାରୁ ଏହି ଅଞ୍ଚଳକୁ ବିଏମ୍ସି କଣ୍ଟେନମେଣ୍ଟ ଜୋନ୍ ଘୋଷିତ କରିଛି । ଆଜିଠୁ ଏହି ଅଞ୍ଚଳରେ କଟକଣା […]
ଭୁବନେଶ୍ବର : ଭୁବନେଶ୍ବର ୟୁନିଟ୍ -4 ମାର୍କେଟକୁ ବନ୍ଦ ରଖିବାକୁ ବିଏମ୍ସି ନିଷ୍ପତ୍ତି ନେଇଛି । ୟୁନିଟ୍ -4 ମାର୍କେଟ୍କୁ ଲାଗି ରହିଥିବା ମାର୍କେଟ୍ ବି ବନ୍ଦ ରହିବ ବୋଲି ସୂଚନା ରହିଛି । କରୋନା ସଂକ୍ରମଣ ରୋକିବା ପାଇଁ କଟକଣା […]
ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବହୁଳ ସକ୍ରିୟ ସଂକ୍ରମିତ ଥିବା 4ଟି ଜିଲ୍ଲା ଯଥା-ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର ଏବଂ ରାଉରକେଲା ମହାନଗର ନିଗମରେ ଆଜି ରାତି 9ଟାରୁ 14ଦିନିଆ ଲକ୍ଡାଉନ୍ […]
କନ୍ଦର୍ପ ବେହେରା ରେଢାଖୋଲ: ଚାରି ଦିନ ଦିନ ତଳେ ରେଢାଖୋଲ ଡାକ୍ତରଖାନାରେ ଏକ ଶିଶୁର ମୃତ୍ୟୁକୁ ନେଇ ଶିଶୁର ପିତା ମାତା ରେଢାଖୋଲ ଥାନାରେ ଓ ଏସ୍ଡିଏମ୍ଓ ଙ୍କ ଠାରେ ଅଭିଯୋଗ କରିଥିଲେ। ଯାହାକି ଡାକ୍ତର ମହାଶୟ ଏହା ମିଥ୍ୟା ଓ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି ଜିଲ୍ଲା: କଲମପୁର ବ୍ଲକ , ବିଜମରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଦୁଲକୀବନ୍ଧ M/S – ISWAR AGRO SALES ଦୋକାନ ମାଲିକଙ୍କ ନାମରେ ଆସିଛି ବଡ଼ ସଙ୍ଗୀନ ଅଭିଯୋଗ। କଲମପୁର , କୋକସରା , ଜୟପାଟଣା ବ୍ଲକର […]
ଭୁବନେଶ୍ବର : ଲକ୍ଡାଉନ୍ କଟକଣା ନେଇ ରାଜ୍ୟ ସରକାରଙ୍କ ଗାଇଡ୍ ଲାଇନ୍ ଜାରି କରିଛନ୍ତି। ଏହି ଲକ୍ ଡାଉନ୍ ସମୟରେ କଟକଣାରୁ ପ୍ରତିରକ୍ଷା, କେନ୍ଦ୍ରୀୟ ସୁରକ୍ଷା ବଳ ବାଦ୍ ରହିବେ। ସେହିପରି ଟେଲିକମ୍, ପୋଷ୍ଟ ଅଫିସ୍ ଓ ଟ୍ରେଜେରୀ ଖୋଲା ରହିବ। […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ଅଂଚଳରୁ ଚୋରା ବେପାରୀମାନେ କେନ୍ଦୁପତ୍ର ଚାଲାଣ କରୁଥିବା ସମୟରେ ବନବିଭାଗ ହାତରେ ଧରା ପଡିଛନ୍ତି। ପ୍ରକାଶ ଯେ, ରେଢାଖୋଲ ବନଖଣ୍ଡ ଗୋଗୁଆ ପଂଚାୟତର ଲାଇଜା ପାଖରେ ଆଜି ଭୋରରୁ ଏକ ହାଇଭା ଗାଡିରେ କେନ୍ଦୁପତ୍ର ଚୋରା […]
ଭୁବନେଶ୍ବର, ଆଜି ରାଜ୍ୟରେ ଆଉ 401 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ଯାଜପୁର ଜିଲ୍ଲାରୁ ସର୍ବାଧିକ 98 ଜଣ ସୁସ୍ଥ ହୋଇଛନ୍ତି। ଏହା ପଛକୁ ଗଂଜାମରୁ 84, ସୁନ୍ଦରଗଡ଼ରୁ 46, ଗଜପତିରୁ 36, ଝାରସୁଗୁଡାରୁ 30 ଜଣ ସୁସ୍ଥ […]
ନୂଆଦିଲ୍ଲୀ: ମହାନଦୀ ଜଳ ବିବାଦର ପରବର୍ତ୍ତୀ ଶୁଣାଣି ଆସନ୍ତା ଅଗଷ୍ଟ 8 ତାରିଖ ଦିନ ହେବ। ବିବାଦ ସହ ସମ୍ପୃକ୍ତ ବିଭାଗ ସବୁ ଆବଶ୍ୟକ କାଗଜପତ୍ର ଦାଖଲ କରିବା ପରେ ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୮ ତାରିଖ ଦିନ ୧୧ଟା ବେଳେ […]
ଭୁବନେଶ୍ବର : ଆଜି ଭୁବନେଶ୍ବରରୁ 60 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ 60 ଆକ୍ରାନ୍ତଙ୍କ ମଧ୍ୟରୁ 40 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ 20ଟି ଲୋକାଲ୍ କେସ୍ ରହିଛି ବୋଲି ବିଏମ୍ସି ଟୁଇଟ୍ ଯୋଗ ସୂଚନା ଦେଇଛି । ଆଜି […]
ଭୁବନେଶ୍ବର, ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ଦଳର 36 ଜଣ ନେତାଙ୍କୁ ରାଜ୍ୟସ୍ତରୀୟ ସାଧାରଣ ସମ୍ପାଦକ ପଦରେ ନିଯୁକ୍ତି ଦେଇଛନ୍ତି। ଏମାନଙ୍କୁ ବିଭିନ୍ନ ବିଭାଗର ଦାୟିତ୍ବ ଦିଆଯାଇଛି। ଆସନ୍ତୁ ନଜର ପକାଇବା କାହାକୁ ମିଳିଛି କେଉଁ ଦାୟିତ୍ବ। ସୁଶାନ୍ତ ସିଂହ(ସଶକ୍ତ […]
ଭୁବନେଶ୍ବର : ରାଜ୍ୟରୁ ଆଉ ଦୁଇଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ମୃତକ ଦ୍ବୟ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ରହିଛି । ମୃତକ ଦ୍ବୟଙ୍କ ମଧ୍ୟରୁ ଜଣେ 51 ବର୍ଷ ପୁରୁଷ ଥିବାବେଳେ ସେ ମେଦବହୁଳତାରେ ପୀଡ଼ିତ ଥିଲେ […]