ଭୁବନେଶ୍ୱର : ଆଜି ପ୍ରକାଶ ପାଇବାକୁ ଯାଉଛି ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ। ଏନେଇ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରେସ୍ ମିଟ୍ କରି ଏହି ସୂଚନା ଦେଇଥିଲେ। ଆଜି ଦିନ 11.30 ମିନିଟ […]
ଭୁବନେଶ୍ବର, କୋଭିଡ ମହାମାରି ଯେପରି କାୟା ବିସ୍ତାର କରିବାରେ ଲାଗିଛି, ସେଥିରେ ସମସ୍ତେ ଅସ୍ତବ୍ୟସ୍ତ ହୋଇ ପଡିଲେଣି। ଏପରକି ଏହାକୁ ମୁକାବିଲା କରିବାରେ ସରକାରଙ୍କ ପାଣ୍ଠିର ଅଭାବ ମଧ୍ୟ ପରିଲକ୍ଷିତ ହେଲାଣି। ଏପରି ପରିସ୍ଥିତିରେ ଦେଶ ତଥା ରାଜ୍ୟର ବିଭିନ୍ନ ସଂସ୍ଥା […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡ ପରିସ୍ଥିତି ଓ ରଣନୀତି ସଂପର୍କରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରି ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାରେ ଅଞ୍ଚଳଭିତ୍ତିକ ରଣକୌଶଳ (Location Specific Strategy) […]
ଭୁବନେଶ୍ୱର: ଆଜି ଓଡ଼ିଶା କ୍ରାଇମ ବ୍ରାଞ୍ଚର ସ୍ୱତନ୍ତ୍ର ଟାସ୍କ ଫୋର୍ସ (ଏସଟିଏଫ) ୧.୩୦ କୋଟିରୁ ଅଧିକ ମୂଲ୍ୟର ବ୍ରାଉନ ସୁଗାର ଜବତ କରିଛି। ବାଲେଶ୍ଵର ଜିଲ୍ଲାର ଜଣେ ଏମବିଏ ଛାତ୍ରଙ୍କ ଠାରୁ ବ୍ରାଉନ ସୁଗାର ଜବତ ହୋଇଥିବା ପୋଲିସ ପ୍ରକାଶ କରିଛି। […]
ଭୁବନେଶ୍ବରରୁ: ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ଆଜି ରାଜ୍ୟରେ ୧୫୩୫ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଆଜି ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୨୮୭, ସୁନ୍ଦରଗଡରୁ ୧୭୮, ଗଞ୍ଜାମରୁ ୧୫୬, କନ୍ଧମାଳରୁ ୧୦୫, ପୁରୀରୁ ୯୬, କଟକରୁ ୮୪, […]
ଭୁବନେଶ୍ୱର: ସୋଆ ଡିମଡ୍ ଟୁ ବି ବିଶ୍ୱବିଦ୍ୟାଳୟ ପରିଚାଳିତ ସ୍କୁଲ ଅଫ ହୋଟେଲ ମ୍ୟାନେଜମେଂଟ (ଏସଏଚଏମ) ଠାରେ ନିକଟରେ ୭ ଦିନ ଧରି ଏକ ଫ୍ୟାକଲ୍ଟି ଡେଭେଲପମେଂଟ ପ୍ରୋଗ୍ରାମ ଅନୁଷ୍ଠିତ ହୋଇଯାଇଛି। ଭାରତ ତଥା ଭାରତ ବାହାରୁ ୨୦ ଜଣ ବିଶେଷଜ୍ଞ […]
ଭୁବନେଶ୍ବର, ଅଗଷ୍ଟ ମାସରେ ପଶ୍ଚିମବଙ୍ଗର କିଛି ସ୍ଥାନ ରେ ସମ୍ପୂର୍ଣ୍ଣ ସଟ୍ ଡାଉନ ହେଉଥିବାରୁ ଟ୍ରେନ ସେବା ବାତିଲ, ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯିବାକୁ ନିଷ୍ପତ୍ତି ନିଆଯାଇଅଛି। ପଶ୍ଚିମବଙ୍ଗରେ ଅଗଷ୍ଟ ୨୦, ୨୧, ଓ ୨୭ ତାରିଖରେ ସମ୍ପୂର୍ଣ୍ଣ […]
ରମେଶ ମହାନ୍ତି ଜଗତସିଂହପୁର :ଆଜି ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ନାଉଗାଁ ବ୍ଲକରୁ ୯ଜଣ, କୁଜଙ୍ଗ ବ୍ଲକରୁ ୫ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ଜଣେ, ରଘୁନାଥପୁର ବ୍ଲକରୁ ୪ଜଣ, ତିର୍ତ୍ତୋଲ ବ୍ଲକରୁ ୫ଜଣ ଓ […]
ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 220 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ବାରେଣ୍ଟାଇନ୍ରୁ 134ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ରୁ 84 ଜଣ ଚିହ୍ନଟ ହୋଇଛନ୍ତି ବୋଲି ବିଏମ୍ସି ସୂଚନା ଦେଇଛି । କ୍ବାରେଣ୍ଟାଇନ୍ରୁ 136ଜଣ ଚିହ୍ନଟଙ୍କ ମଧ୍ୟରୁ […]
କଟକ : ଆଜି କଟକ ସହରରୁ 79ଜଣ ପଜିଟିଭ୍ ଚିହ୍ନଟ ହୋଇଛି । ମୋଟ୍ 79ଜଣଙ୍କ ମଧ୍ୟରୁ କଣ୍ଟେନମେଣ୍ଟରୁ 56 ଜଣ ଓ 23ଟି ଲୋକାଲ କଣ୍ଟାକ୍ଟ କେସ୍ ଚିହ୍ନଟ ହୋଇଛି। କଣ୍ଟେନମେଣ୍ଟ ଜୋନ୍ରୁ 31 ଜଣ ଚିହ୍ନଟ ହୋଇଥିବାବେଳେ ସରକାରୀ […]
ଭୁବନେଶ୍ବର : ଖୋର୍ଦ୍ଧା ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧି ନେଇ ଜିଲ୍ଲାପାଳ ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ଜିଲ୍ଲାପାଳ ସନତ କୁମାର ମହାନ୍ତି ଖୋର୍ଦ୍ଧା ଜିଲ୍ଲାରେ ଚଳିତ ଥର ଗଣେଶ ପୂଜା ବନ୍ଦ ହେବ ବୋଲି ସୂଚନା ଦେଇଛନ୍ତି । […]
ଭୁବନେଶ୍ବର : ରାଜ୍ୟରେ ଆଜି କରୋନା ଯୋଗୁଁ ଆଜି 9 ଜଣଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମରୁ ସର୍ବାଧିକ 3 ଜଣଙ୍କ ମୃତ୍ୟୁହୋଇଥିବାବେଳେ ରାୟଗଡାରୁ 2, ସମ୍ବଲପୁର, ମାଲକାନଗିରି, ଖୋର୍ଦ୍ଧା ଓ ବାଲେଶ୍ବରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି […]
ଭୁବନେଶ୍ବର : ଆଜି 29ଟି ଜିଲ୍ଲାରୁ ମୋଟ୍ 2 ହଜାର 239ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 419 ଜଣ ଚିହ୍ନଟ ହୋଇଥିବାସ୍ଥଳେ ଗଞ୍ଜାମରୁ 246, ନୟାଗଡରୁ 147, ବାଲେଶ୍ବରରୁ 130, ରାୟଗଡାରୁ 120 କଟକରୁ 117, […]
ଭୁବନେଶ୍ବର : ରାଜ୍ୟରେ ଆଜି ସର୍ବାଧିକ 2 ହଜାର 239 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ […]
ପଦ୍ମପୁର, ବରଗଡ ଜିଲ୍ଲାର ପଦ୍ମପୁର ପୋଲିସ ବିପୁଳ ପରିମାଣର ଔଷଧ, କଫ ସିରାପ୍ , ଇଂଜେକ୍ସନ ଏବଂ ଟାବଲେଟ ଜବତ କରିଛି। ଏଥିରେ 5ଶହ ବୋତଲ କୋରେକ୍ସ, 4 ହଜାର ପ୍ୟାକେଟ ନିଟ୍ରୋସନ ଟାବେଲଟ ଏବଂ ଦୁଇ ହଜାରଟି ପେଣ୍ଟାଜୋସିନ ଇଂଜେକସନ […]
ମାଲାକାନାଗିରି, ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବର୍ତ୍ତମାନ ଓଡିଶାର ବିଭିନ୍ନ ନଦୀର ଜଳପତନ ବୃଦ୍ଧି ପାଇବାରେ ଲାଗିଛି। ସେହିପରି ମାଲାକାନାଗିରିର ସାବେରୀ ନଦୀ ଫୁଲିବାରୁ ସେଠାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗତକାଲି ଏହି ନଦୀ ବୋଝାଗୁଡାଠାରେ ପାଣି ମାଡିଯିବାରୁ ପୋଡିଆ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଆୟୁଷ ଡ଼ାକ୍ତରମାନେ ଅଳ୍ପ ଦରମା ପାଉଥିଲେ ମଧ୍ୟ ସମସ୍ତ ନିୟମ ମାନି କୋଭିଡ଼୍-୧୯ରେ ଚିକିତ୍ସା କରୁଛନ୍ତି। ସେମାନଙ୍କ ପ୍ରତି ସରକାରଙ୍କ ଉଦାସୀନତା ଓ ବୈମାତୃକ ମନୋଭାବର ବିରୋଧ ଏବଂ ନିଜର ଦାବି ପୂରଣ ପାଇଁ ଅଗଷ୍ଟ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ରାଷ୍ଟ୍ରୀୟ ଯୁବକ କଂଗ୍ରେସ ଏବଂ ରାଜ୍ୟ ଯୁବ କଂଗ୍ରେସ ତରଫରୁ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କ ବିରୋଧରେ ଆଜି ଗଂଜାମ ଜିଲ୍ଲା ଯୁବ କଂଗ୍ରେସ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଏକ ଅଭିଯୋଗ ପତ୍ର ପ୍ରଦାନ […]
ଭୁବନେଶ୍ବରରୁ: ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ଆଜି ରାଜ୍ୟରେ ୧୫୦୩ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଆଜି ଗଞ୍ଜାମ ଜିଲାରୁ ସର୍ବାଧିକ ୨୩୨, କଟକରୁ୧୩୧, ରାୟଗଡାରୁ ୧୧୨, ସୁନ୍ଦରଗଡରୁ ୧୧୧, ବାଲେଶ୍ବରରୁ ୧୦୧, ଖୋର୍ଦ୍ଧାରୁ […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଆଜି ଏକାମ୍ରକ୍ଷେତ୍ର ଯୋଜନା ସଂପର୍କରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ଲିଙ୍ଗରାଜ ମନ୍ଦିର ସନ୍ନିକଟ ୬୬ ଏକ ପରିମିତ ଜମି ଉପରେ ଏହି ଯୋଜନା କାର୍ୟ୍ୟକାରୀ ହେବାକୁ ଯାଉଛି। […]
ଭୁବନେଶ୍ୱର : ଆସନ୍ତା 19 ତାରିଖରେ ପ୍ରକାଶ ପାଇବାକୁ ଯାଉଛି ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ । ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରେସ୍ ମିଟ୍ କରି ଏହି ସୂଚନା ଦେଇଛନ୍ତି । ଆସନ୍ତା […]