ହେମାଙ୍ଗ ପ୍ରସାଦ ରାଉଳ ଦିଗପହଣ୍ଡି : ବଡଡୁମୁଳା ଗାଁରେ ପିଇଟି ଶିକ୍ଷକ ଭାବେ କାର୍ଯ୍ୟରତ ଥିବାବେଳେ ଦିଗପହଣ୍ଡିରେ ରହୁଥିଲେ ସୀମାଞ୍ଚଳ ସାହୁ। ରବିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଏହି ସାହିରେ ପଶି ଶିକ୍ଷକଙ୍କ ସମେତ ଆଖପାଖ କିଛି ଲୋକଙ୍କ ଘର […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ଗତକାଲି ଅପରାହ୍ନରେ ନୂତନ ଭାବେ ଦାୟିତ୍ୱ ନେଇଥିବା ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ପ୍ରଥମ ଥର ପାଇଁ ଚିଲିକା ନିର୍ବାଚନମଣ୍ଡଳୀ ପରିଦର୍ଶନରେ ଆସିଥିଲେ । ଉକ୍ତ ଗସ୍ତରେ ଉପଜିଲ୍ଲାପାଳ ଅଶୋକ କୁମାର ବେହୁରିଆ ମଧ୍ୟ […]
ଭୁବନେଶ୍ବର : ରାଜ୍ୟରେ ଆଜି କରୋନା ଯୋଗୁଁ ଆଜି ଦଶ ଜଣଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ 4 ଜଣଙ୍କ ମୃତ୍ୟୁହୋଇଥିବାବେଳେ ବରଗଡ, କଟକ, ଗଞ୍ଜାମ, ପୁରୀ,ସୁନ୍ଦରଗଡ ଓ ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି […]
ଭୁବନେଶ୍ବର : ଆଜି 29ଟି ଜିଲ୍ଲାରୁ ମୋଟ୍ 2 ହଜାର 224ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 311 ଜଣ ଚିହ୍ନଟ ହୋଇଥିବାସ୍ଥଳେ ଗଞ୍ଜାମରୁ 243, କଟକରୁ 194, ରାୟଗଡାରୁ 160, ବାଲେଶ୍ବରରୁ 142, ସୁନ୍ଦରଗଡରୁ 136, […]
ଭୁବନେଶ୍ବର : ରାଜ୍ୟରେ ଆଜି 2 ହଜାର 224 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 1390ଜଣ ଚିହ୍ନଟ […]
କୋରାପୁଟ : ବହୁଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ସଜା କାଟୁଥିବା ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ଘଟିଛି । ନେତ୍ରାନନ୍ଦଙ୍କ ମୃତ୍ୟୁ ନେଇ କୋରାପୁଟ ଜେଲ୍ ଅଧୀକ୍ଷକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜେଲ […]
ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନା ବାନ୍ଧୁଛି । ଫଳରେ ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟର ଆଠଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ୧୯ ତାରିଖ ଦିନ ଆଉ ସାତୋଟି ଜିଲ୍ଲାରେ ମଧ୍ୟ ପ୍ରବଳ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଆଜି ମୋହନା ପୋଲିସ୍ ପକ୍ଷରୁ ୧୩ ବସ୍ତା ଗଂଜେଇ ଜବତ ହୋଇଥିବାବେଳେ ଏହା ଚାଲାଣ କରୁଥିବା ଅଭିଯୋଗରେ ୨ ଜଣକୁ ଗିରଫ କରାଯାଇଛି। ଘଟଣାରୁ ପ୍ରକାଶ ଯେ ମୋହନା ଆର୍ ଉଦୟଗିରି ଏସ୍ଡ଼ିପିଓଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାରେ ପ୍ରଥମ କୋଭିଡ଼୍ ଯୋଦ୍ଧା ଡ଼ାକ୍ତର ତଥା ଓଡ଼ିଶାର ଦ୍ୱିତୀୟ କୋଭିଡ଼୍ ଯୋଦ୍ଧା ଡ଼ାକ୍ତର ଭାବେ ଭାଟକୁମରଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡା. ବି. କ୍ରିଷ୍ଣା (୪୫)ଙ୍କ କରୋନାରେ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ […]
ଭୁବନେଶ୍ୱର, ରାଜଧାନୀର ୟୁନିଟ ୬ ସ୍ଥିତ ଡାକ୍ତର ମାନଙ୍କ ରହିବା ପାଇଁ ଥିବା କ୍ବାର୍ଟରର ଏକ ସୋଫା ଭିତରୁ ବାହାରିଲା ଏକ ସାପ। ଆଶ୍ଚର୍ଯ୍ୟ ହେବାର କିଛି ନାହିଁ। ଏକ ମୂଷାକୁ ଖାଇବା ପାଇଁ ସାପଟି ଘର ଭିତରକୁ ଆସି ସୋଫା […]
ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ଆଜି ରାଜ୍ୟରେ ୧୫୫୦ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଆଜି ଗଞ୍ଜାମ ଜିଲାରୁ ସର୍ବାଧିକ ୩୫୫, ଖୁର୍ଦ୍ଧାରୁ ୨୪୧, ସୁନ୍ଦରଗଡରୁ ୧୧୮, କଟକରୁ ୯୯, ସମ୍ବଲପୁରରୁ ୮୯, ଢେଙ୍କାନାଳରୁ […]
ଭୁବନେଶ୍ୱର : ମହାନ୍ ରାଷ୍ଟ୍ରପୁରୁଷ, ଦୂରଦ୍ରଷ୍ଟା, ଭାରତରତ୍ନ ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱିତୀୟ ପୂଣ୍ୟତିଥିରେ ରାଜ୍ୟ ବିଜେପି ନେତୃବୃନ୍ଦ ଓ କାର୍ଯ୍ୟକତାଙ୍କ ସମେତ ସାରା ଓଡିଶାବାସୀ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟ ମୁଖପାତ୍ର ଶ୍ରୀ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ବାଣପୁର ବ୍ଲକ ସାମ୍ନାରେ ପ୍ରଶାସନ ତରଫରୁ ନିର୍ମାଣଧୀନ ଏକ ପାଚେରୀକୁ ନେଇ ବିବାଦ ସୃଷ୍ଟି ହୋଇଛି। ଗତ ଦୁଇ ଦିନ ତଳେ ବାଣପୁର ବ୍ଲକ ପ୍ରଶାସନ ତରଫରୁ ପାଚେରୀ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ଏହାକୁ ନେଇ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ନାଭାଲ ଫାଣ୍ଡି ପାଖରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି। ଉକ୍ତ ଦୁର୍ଘଟଣାରେ ଚାରି ଜଣ ଆହତ ହୋଇଥିବାସ୍ଥଳେ ଦୁଇଜଣଙ୍କ ଅବସ୍ଥା ଗୁରୁତର ଅଛି। ସୂଚନା ମୁତାବକ ଆଜି ସକାଳ ପାଖାପାଖି […]
ଭୁବନେଶ୍ବର : ରାଜ୍ୟରେ ଆଜି କରୋନା ଯୋଗୁଁ ଆଜି ଦଶ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଓ ଭୁବନେଶ୍ବରରୁ 2 ଜଣ ଲେଖାଏଁ ମୃତ୍ୟୁବରଣ କରିଥିବାବେଳେ କଟକ, ବଲାଙ୍ଗିର, ଯାଜପୁର କନ୍ଧମାଳ,ସୋନପୁର, ଭଦ୍ରକରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବାର ରାଜ୍ୟ […]
ଭୁବନେଶ୍ବର : ଆଜି ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 30ଟି ଜିଲ୍ଲାରୁମୋଟ୍ 2 ହଜାର 924ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସର୍ବାଧିକ 50 ହଜାରଟେଷ୍ଟ ହୋଇଥିବାବେଳେ ଆଜି 2 ହଜାର 924 କରୋନା […]
ଭୁବନେଶ୍ବର : ରାଜ୍ୟରେ ଆଜି ସର୍ବାଧିକ 2 ହଜାର 924 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ […]
ଆଠଗଡ : ପୁରୁଣା କଟକ- ସମ୍ବଲପୁର ରାସ୍ତା ବୁଡିଯାଇଛି । ପୁରୁଣା କଟକ- ସମ୍ବଲପୁର ରାସ୍ତାରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ମାଧପୁର ପାଖରେ ପ୍ରାୟ ଅଢେଇ କିମି ରାସ୍ତା ପାଣିରେ ବୁଡିଯାଇଥିବାର ସୂଚନା ରହିଛି । […]
ଭୁବନେଶ୍ବର : ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କରୋନା ଟେଷ୍ଟ ହୋଇଥିବାର ସୂଚନା ରହିଛି । 24 ଘଣ୍ଟାରେ 52 ହଜାର 795 କରୋନା ଟେଷ୍ଟ ହୋଇଥିବାର ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗର ଅତିରିମୁକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତମହାପାତ୍ର […]
ଆସିକା : ଆସିକା ଥାନା ଅଞ୍ଚଳରୁ ମୃତଦେହ ଉଦ୍ଧାର କରାଯାଇଛି । ମନ୍ଦିର ପରିସରରେ ମହିଳାଙ୍କ ରକ୍ତାକ୍ତ ମୃତଦେହ ଠାବ କରାଯାଇଛି । ହରିଡାପଦର ଗାଁ ଶିବ ମନ୍ଦିର ପରିସରରେ ମହିଳାଙ୍କ ରକ୍ତାକ୍ତ ମୃତଦେହ ଠାବ ହୋଇଛି । ମହିଳାଙ୍କୁ କେହି […]
ଭୁବନ: ଲଗାଣ ବର୍ଷା ଯୋଗୁଁ ଢେଙ୍କାନାଳ ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଜିଲ୍ଲାର ଭୁବନ ବ୍ଲକ ସର୍ବାଧିକ ପ୍ରଭାବିତ ହୋଇଥିବାବେଳେ ଏହି ବ୍ଲକର ବହୁ ଗାଁ ଏବେ ପାଣି ଘେରରେ ରହିଛନ୍ତି । ଜାତୀୟ ରାଜପଥ-53ର ବାଉଁଶକଣା ନିକଟରେ 20 […]