ତାଳଚେର : କରୋନା ପାଇଁ ସବୁ ପୂଜା ପର୍ବାଣୀ ଉପରେ କଟକଣା ଜାରି କରାଯାଇଛି । ଚଳିତ ବର୍ଷ ତାଳଚେରର ପ୍ରସିଦ୍ଧ ଗଣେଶ ପୂଜା ଉପରେ କିନ୍ତୁ ରୋକ୍ ଲାଗିଛି । କରୋନାକୁ ଦୃଷ୍ଟିରେ ରଖି ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି। […]
ଭୁବନେଶ୍ବର : ରାଜ୍ୟର ସମସ୍ତ ଆର୍ଟିଓ ଅଫିସ୍ରେ କାମ ଚାଲୁ ପାଇଁ ନିର୍ଦ୍ଦେଶ ରହିଛି । ଅନୁମତିପ୍ରାପ୍ତ କର୍ମଚାରୀଙ୍କୁ ନେଇ ଅଫିସ୍ ଖୋଲିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ପରିବହନ କମିଶନର । ନିର୍ଦ୍ଦେଶ ସମ୍ପର୍କରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା […]
ପୁରୀ: ଓଡ଼ିଶାରେ ବାରମାସରେ ତେର ପର୍ବ ପାଳିତ ହୁଏ । ବିଭିନ୍ନ ପର୍ବପର୍ବାଣୀରେ ଶ୍ରୀଜୀଉମାନେ ଭିନ୍ନଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । ଏହିକ୍ରମରେ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ । ଭାଦ୍ରବ ମାସ କୃଷ୍ଣପକ୍ଷ ଦଶମୀ […]
ଭୁବନେଶ୍ବର : ଆଜି ରାଜ୍ୟରେ କରୋନା ଯୋଗୁଁ ଦଶ ଜଣଙ୍କ ମୃତ୍ୟୁ ଘଟିଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 4 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପୁରୀ ଜିଲ୍ଲାରୁ 3 ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସୁନ୍ଦରଗଡ, ସମ୍ବଲପୁର ଓ କଟକରୁ ଜଣେ […]
ଭୁବନେଶ୍ବର : ଆଜି 30ଟି ଜିଲ୍ଲାରୁ 1977 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ332 ଚିହ୍ନଟ ହୋଇଥିବାବେଳେ ଗଞ୍ଜାମରୁ 280, ମୟୂରଭଞ୍ଜରୁ 120, ଭଦ୍ରକ ରୁ 118, କଟକରୁ 101, ଗଜପତିରୁ 93, କୋରାପୁଟରୁ 90, ସୁନ୍ଦରଗଡରୁ 88, ପୁରୀରୁ […]
ଭୁବନେଶ୍ବର : ରାଜ୍ୟରେ ଆଜି 1977 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 1241ଜଣ ଚିହ୍ନଟ ହୋଇଥିବାବେଳେ […]
ରମେଶ ମହାନ୍ତି ଜଗତସିଂହପୁର: ଶାଶୁ ମୃତ୍ୟୁର ଦଶକର୍ମ ଚାଲିଥିବା ବେଳେ ବୋହୂର ମୃତ୍ୟୁ ହୋଇଛି ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ତିର୍ତ୍ତୋଲ ବ୍ଳକ ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତରେ। ସୂଚନାନୁଯାୟୀ ଗୋବିନ୍ଦପୁର ଗ୍ରାମର ମୁରଲୀଧର ପ୍ରଧାନଙ୍କ ପତ୍ନୀଙ୍କର ୧୦ଦିନ ତଳେ […]
ଭୁବନେଶ୍ବର: ଓଡିଶାର ଖ୍ୟାତନାମା ସାମ୍ବାଦିକ ତଥା “ଦି ଫିନାନ୍ସିଆଲ ଏକ୍ସପ୍ରେସ” ର ପୂର୍ବତନ ବ୍ୟୁରୋ ମୁଖ୍ୟ ଦିଲୀପ ବିଶୋୟୀଙ୍କୁ ରାଜ୍ୟ ସୂଚନା କମିଶନର ସଦସ୍ୟ ଭାବେ ନିଯୁକ୍ତି ଦେବାଲାଗି ଆଜି ନିଷ୍ପତ୍ତି ହୋଇଛି। କମିଶନ ସଦସ୍ୟ ଚୟନ ଲାଗି ଆଜି ମୁଖ୍ୟମନ୍ତ୍ରୀ ନବୀନ […]
ଭୁବନେଶ୍ବର: ଆଜି ରାଜ୍ୟରେ ୧୪୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ସୂଚନା ରାଜ୍ୟ ସରକାର ଦେଇଛନ୍ତି। ଆଜି ଗଞ୍ଜାମରୁ ୨୫୫, ଖୁର୍ଦ୍ଧାରୁ ୨୨୮, ଗଜପତିରୁ ୧୩୯, ବଲାଙ୍ଗୀରରୁ ୧୦୦, ସମ୍ବଲପୁରରୁ ୯୫, କଟକରୁ ୭୧, ସୁନ୍ଦରଗଡରୁ ୫୭, ପୁରୀରୁ ୪୫, […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୨୩୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୦୫ ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଫରେଷ୍ଟ ପାର୍କ […]
ଭୁବନେଶ୍ୱର: ଗଂଜାମ ଜିଲ୍ଲାରେ ଏକ ତୃତୀୟାଂଶ ଲୋକଙ୍କ ଠାରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି। ନିକଟରେ ବ୍ରହ୍ମପୁରରେ ଶେଷ ହୋଇଥିବା ସିରୋ (ସେରୋଲୋଜିକାଲ) ସର୍ଭେରୁ ଏହା ଜଣାପଡ଼ିଛି। ଆରଏମ୍ଆରସି ନିର୍ଦ୍ଦେଶିକା ଡା.ସଂଘମିତ୍ରା ପତି ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ବ୍ରହ୍ମପୁରରେ ସିରୋ […]
ଭୁବନେଶ୍ବର : ବିଶ୍ବ ଅଙ୍ଗଦାନ ଦିବସରେ ଆଜି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଙ୍ଗଦାନ ପାଇଁ ସୂରଜ ସମ୍ମାନ ପ୍ରଦାନ କରାଯାଇଛି । ଅଙ୍ଗଦାନ ପାଇଁ ତିନି ମହିଳାଙ୍କୁ ମରଣୋତ୍ତର ସୂରଜ ସମ୍ମାନ ପ୍ରଦାନ କରାଯାଇଛି । ବ୍ରହ୍ମପୁରର […]
ଭୁବନେଶ୍ବର : ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ସ୍ବତନ୍ତ୍ର ସଚିବ ଗିରଫ ହୋଇଛନ୍ତି । ସ୍ବତନ୍ତ୍ର ସଚିବ ଅଜୟ ଦାସଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଅଜୟ […]
ଭୁବନେଶ୍ବର : ଆସନ୍ତା ଚାରି ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ […]
ଭୁବନେଶ୍ବର : ଆୟୁଷ ନିର୍ଦ୍ଦେଶକ ବିଭୂ ପ୍ରସାଦ ଷଡଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଓଏଏସ୍ ବିଭୁ ଷଡଙ୍ଗୀ ସ୍ବତନ୍ତ୍ର ସଚିବ ପାହ୍ୟା ଅଫିସର ଥିଲେ । ବିଭୂଙ୍କ ନାଁରେ ମହିଳା ସହକର୍ମୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ ଥିଲା […]
ଭୁବନେଶ୍ବର : କରୋନା ପାଇଁ ମନ୍ଦିର ତଥା ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିଥିବାବେଳେ ପୂଜା ପାର୍ବଣରେ ମଧ୍ୟ କଟକଣା ଲଗାଯାଇଛି । ଚଳିତ ଥର କାଉଡି ଯାତ୍ରାକୁ ସ୍ଥଗିତ ରଖାଯାଇଥିବାବେଳେ ଗଣେଶ ପୂଜା ଉପରେ ମଧ୍ୟ କରୋନାର ମାଡ ଦେଖାଯାଇଛି । […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗତ ମାର୍ଚ୍ଚ ମାସଠାରୁ ଧିରେ ଧିରେ କରୋନା ମହାମାରୀର ଉଗ୍ର ରୂପ ଦେଖିବାକୁ ମିଳୁଛି । ଯାହାଫଳରେ କ୍ଷୁଦ୍ର ବ୍ୟବସାୟୀଙ୍କଠାରୁ ଆରମ୍ଭ କରି ମଧ୍ୟବର୍ତ୍ତୀ ତଥା ଖଟିଖିଆମାନେ ବିଭିନ୍ନ ପ୍ରକାରର ଅସୁବିଧା ଦେଇ ଗତି କରୁଛନ୍ତି […]
ଭୁବନେଶ୍ୱର : ରାଜ୍ୟରେ ଗତକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ 15ଟି କଲେଜରେ ଫଳାଫଳ ଶୂନ ରହିଛି । ଏହାକୁ ନେଇ ଉକ୍ତ 15ଟି ଉଚ୍ଚ ମାଧ୍ୟମିକ ସ୍କୁଲକୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । […]
ଭୁବନେଶ୍ବର : ଆଜି ରାଜ୍ୟରେ କରୋନା ଯୋଗୁଁ 9 ଜଣଙ୍କ ମୃତ୍ୟୁ ଘଟିଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ3 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ କଟକ ଓ ମୟୂରଭଞ୍ଜ ଜିଲ୍ଲାରୁ 2ଜଣ ଲେଖାଏଁ ମୃତ୍ୟୁ ହୋଇଛନ୍ତି । ସୁନ୍ଦରଗଡ ଓ କନ୍ଧମାଳରୁ ଜଣେ […]
ଭୁବନେଶ୍ବର :ଆଜି 30ଟି ଜିଲ୍ଲାରୁ 1981 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 274 ଜଣ ଚିହ୍ନଟ ହୋଇଥିବାସ୍ଥଳେ ଗଞ୍ଜାମରୁ 267ଜଣ ଚିହ୍ନଟ ହୋଇଛନ୍ତି। କନ୍ଧମାଳରୁ 179, ସୁନ୍ଦରଗଡରୁ 145, କଟକରୁ 131,କୋରାପୁଟରୁ 97, ପୁରୀରୁ 77,ଭଦ୍ରକରୁ 65, ମାଲ୍କାନଗିରିରୁ […]
ଭୁବନେଶ୍ବର : ରାଜ୍ୟରେ ଆଜି 1981 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 1225ଜଣ ଚିହ୍ନଟ ହୋଇଥିବାବେଳେ […]