ଭୁବନେଶ୍ବର : ଆଜି ରାଜ୍ୟରେ କରୋନା ଯୋଗୁଁ ସର୍ବାଧିକ 13ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ 6ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା ଓ କୋରାପୁଟରୁ 2ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବର ଓ ବରଗଡ ଓ ନୟାଗଡରୁ […]
ଭୁବନେଶ୍ବର: ଆଜି ରାଜ୍ୟରୁ ମୋଟ୍ 1734ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ମୋଟ୍ 29ଟି ଜିଲ୍ଲାରୁ ଆଜି 1734ଜଣ କରୋନା ଆକ୍ରାନ୍ତଚିହ୍ନଟ ହୋଇଛନ୍ତି। ଆଜି ଗଞ୍ଜାମକୁ ଟପି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ 342 ଜଣ ଚିହ୍ନଟ ହୋଇଥିବାବେଳେ […]
ଭୁବନେଶ୍ବର : ରାଜ୍ୟରେ ଆଜି 1734 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 1075ଜଣ ଚିହ୍ନଟ ହୋଇଥିବାବେଳେ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ଚଅଁରପୁର ଗ୍ରାମରୁ ଗତକାଲି ରାତିରେ ଏକ ନବଜାତ ଶିଶୁ ଉଦ୍ଧାର କରାଯାଇଛି। ଆମ୍ବ ତୋଟାରୁ ମିଳିଲା ୨ଦିନର ଶିଶୁପୁତ୍ର ମିଳିଥିଲା ବୋଲି ସୂଚନାରହିଛି। ଜିଲ୍ଲା ଚାଇଲ୍ଡଲାଇନ ସଂଯୋଜକ ନରେଶ ଗୋଚ୍ଛାୟତଙ୍କ […]
ସମ୍ବଲପୁର, ଗତକାଲି ରାତିରୁ ହୀରାକୂଦ ଜଳ ଭଣ୍ଡାରର ୮ଟି ଗେଟ୍ ଖୋଲାଯାଇଛି। କାରଣ ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୦୮.୫୦ ଘନଫୁଟ ରହିଥିବାରୁ ଏହି ପଦକ୍ଷେପ ନିଆଯାଇଛି। ହୀରାକୂଦ କର୍ତ୍ତୁପକ୍ଷଙ୍କ କହିବା ଅନୁସାରେ ବର୍ତ୍ତମାନ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୩୫ […]
ଭୁବନେଶ୍ବର, ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣ ବଳୟ ସୃଷ୍ଟି ହୋଇଛି, ଯାହା ଫଳେରେ ଆଜିଠାରୁ ଓଡିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତାକାଲି ଏହି ବର୍ଷାର ପ୍ରକୋପ ବଢିପାରେ ବୋଲି ପୂର୍ବାନୁମାନ କରାଯାଇଛି। କାରଣ […]
ସୀତାରାମ ଅଗ୍ରୱାଲ ବାଣପୁର: ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମଗ୍ର ଜିଲ୍ଲାରେ ଆଜି ୨୭୪ ଜଣ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏପରିକି ଗତକାଲି ଖୋର୍ଦ୍ଧା ଜିଲ୍ଲା ଆକ୍ରାନ୍ତଙ୍କ ସଂଖ୍ୟାରେ ଗଞ୍ଜାମ ଜିଲ୍ଲାକୁ ଟପିଯାଇଥିଲା। […]
ବ୍ରହ୍ମପୁର, ଗାଁରେ ଭୋଜି କଲେ କେହି ଜାଣିପାରିବେ ନାହିଁ। ଏହା ଭାବି ତିନି ଦିନ ତଳେ ସମସ୍ତେ ଯୋଜନା କଲେ ଶନିବାର ଦିନ ଭୋଜି କରିବେ। ସେହି ଅନୁସାରେ ସବୁ ଯୋଗାଡ ହେଲା, ପରିବାପତ୍ର ମଧ୍ୟ କିଣାହେଲା। ଆଜି ସକାଳୁ ସକାଳୁ […]
କଟକ : ଆଜି କଟକରୁ 76 କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ୍ ପଜିଟିଭ୍ଙ୍କ ମଧ୍ୟରୁ 60 ଜଣ କ୍ବାରେଣ୍ଟାଇନ୍ ଓ 16 ଜଣ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । ସେହିପରି କ୍ବାରେଣ୍ଟାଇନ୍ରୁ 60ରୁ କଣ୍ଟେନମେଣ୍ଟ ଜୋନ୍ରୁ 46 […]
ଆଜି ରାଜଧାନୀ ଭୁବନେଶ୍ବରରୁ 190ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି କ୍ବାରେଣ୍ଟାଇନ୍ରୁ 138ଜଣ ଚିହ୍ନଟ ହୋଇଥିବାବେଳେ 52 ଜଣ ଲୋକାଲ୍ କଣ୍ଟାକ୍ଟ କେସ୍ ଚିହ୍ନଟ ହୋଇଛନ୍ତି ବୋଲି ବିଏମ୍ସି ସୂଚନା ଦେଇଛି । କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା 138ଜଣଙ୍କ […]
ରମେଶ ମହାନ୍ତି ଜଗତସିଂହପୁର :ଜଗତସିଂହପୁର ଜିଲ୍ଲା ସଦର ମହକୁମାକୁ ରେଳପଥ ସଂଯୋଗ କରାଯିବା ନିମନ୍ତେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜଗତସିଂହପୁର ବିଜେପି ଜିଲ୍ଲା ସଭାପତି ସତ୍ୟବ୍ରତ ମହାପାତ୍ରଙ୍କ ଜରିଆରେ ଆଜି ପ୍ରଦାନ କରାଯାଇଛି। କଟକ -ପାରାଦ୍ବୀପ ରେଳପଥର […]
ବରଗଡ, ବିଜେପି ସାଂସଦ ସୁରେଶ ପୂଜାରୀ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ସେ ତାଙ୍କର ସ୍ବାବ ପରୀକ୍ଷା ପାଇଁ ଦେଇଥିଲେ। ତାଙ୍କ ପାଖରେ କୌଣସି ଲକ୍ଷଣ ନ ଥିଲେ ମଧ୍ୟ ସମସ୍ତେ ପରୀକ୍ଷା କରୁଥିବାରୁ ସେ ମଧ୍ୟ କରିଥିଲେ। ଆଜି […]
ଅଡଭା, ଗତ କିଛି ମାସ ଧରି ଗଜପତି ଜିଲ୍ଲାରେ ଗଂଜେଇ ଧରପଗଡ ଜୋରଦାର ଚାଲିଛି। ପ୍ରତି ସପ୍ତାହରେ ଜିଲ୍ଲାର କୈଣସି ନା କୈଣସି ଥାନା ଚୋରା ଗଂଜେଇ ଜବତ କରିବାରେ ଲାଗିଛନ୍ତି। ସେହିପରି ଆଜି ଅଡଭା ଥାନା ପୋଲିସ ବିପୁଳ ପରିମାଣର […]
ବାଲିପଡ଼ା: ବର୍ତ୍ତମାନ ସମୟରେ ଗର୍ଭବତୀ ମହିଳା ମାନେ ପ୍ରସବ ସମୟରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । କୌଣସି ସରକାରୀ ଡାକ୍ତରଖାନାକୁ ଜରୁରୀକାଳୀନ ପରିସ୍ଥିତିରେ ଚିକିତ୍ସା କିମ୍ବା ପ୍ରସବ ପାଇଁ ଗଲେ ପ୍ରଥମେ ନମୁନା ପରୀକ୍ଷା କରିବା ପାଇଁ ଧାଡିରେ ଜଗିବାକୁ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ଖୋର୍ଦ୍ଧା ଜିଲ୍ଲା ବାଣପୁର ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳ ରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ବ୍ରେକ ଦେବା ପାଇଁ ବାଣପୁର ପ୍ରଶାସନ କେତେ ଗୋଟି କଡ଼ା ନିଷ୍ପତ୍ତି ନେଇଛି । ନିକଟରେ ନୂତନ […]
ଭୁବନେଶ୍ବର : ଆଜି ରାଜ୍ୟରୁ ପୁଣି 12 ଜଣଙ୍କ ଜୀବନ ନେଲା କରୋନା । ଗଞ୍ଜାମ, କନ୍ଧମାଳ, କେଉଁଝର ଓ ଖୋର୍ଦ୍ଧା ଜିଲ୍ଳାରୁ 2 ଲେଖାଏଁ ମୃତ୍ୟୁବରଣ କରିଥିବାବେଳେ ବାଲେଶ୍ବର, ବରଗଡ, ଗଜପତି ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି […]
ଭୁବନେଶ୍ବର : ଆଜି ରାଜ୍ୟରୁ ମୋଟ୍ 1643 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ୍ 28ଟି ଜିଲ୍ଲାରୁ ଆଜି 1643 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ସର୍ବାଧିକ ଖୋର୍ଦ୍ଧା ଓ ଗଞ୍ଜାମରୁ 274ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ରାୟଗଡାରୁ 136, […]
ଭୁବନେଶ୍ବର : ରାଜ୍ୟରେ ଆଜି 1643 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 1018ଜଣ ଚିହ୍ନଟ ହୋଇଥିବାବେଳେ […]
ନୂଆଦିଲ୍ଲୀ, ବରିଷ୍ଠ ଆଇଏଏସ ତଥା ଜମ୍ମୁକାଶ୍ମୀରର ପୂର୍ବତନ ଉପରାଜ୍ୟପାଳ ଗିରିଶ ମୁର୍ମୁ ଆଜି ମହାଲେଖା ନିୟନ୍ତ୍ରକ ଓ ମହା ସମୀକ୍ଷକ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ସେ ରାଷ୍ଟ୍ରପତି ଭବନରେ ଶପଥପାଠ କରିବା ପରେ ସିଏଜି ଅଫିସକୁ ଦାୟିତ୍ବ ଗ୍ରହଣ କରିବା […]
ଭୁବନେଶ୍ୱର: ଡିଜିଟାଲ୍ ପ୍ରକ୍ରିୟାରେ କିଭଳି ଭାବରେ ଅପରାଧର ମୁକାବିଲା କରାଯାଇପାରିବ ସେହି ସମାଧାନର ସୂତ୍ର ବାହାର କରି ସ୍ମାର୍ଟ ଇଣ୍ଡିଆ ହାକାଥନ୍- ୨୦୨୦ ପ୍ରତିଯୋଗିତାରେ ବିଜୟୀ ହୋଇଛନ୍ତି ଶିକ୍ଷା ଓ ଅନୁସନ୍ଧାନର ଛାତ୍ରଛାତ୍ରୀ। ସୋଆ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଟାଙ୍ଗୀ ବ୍ଲକରେ ବଜ୍ରାଘାତରେ ଜଣେ ମୃତ ଏବଂ ତିନି ଜଣ ଆହତ ହୋଇଥିବା ସୂଚନା ରହିଛି। ଚାଷ ଜମିକୁ ରୂଆରୋଇ କାର୍ଯ୍ୟ କରିବାକୁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଛି। ହରିପୁର ଗ୍ରାମର ବର ଗାଡିଆ ଗହୀରରେ […]