କଟକ : ଏଣିକି ପ୍ରତ୍ୟେକ ବୁଧବାର ଦିନ କଟକ ମାଲଗୋଦାମ ବନ୍ଦ ରହିବ ବୋଲଇ ସିଏମ୍ସି ସୂଚନା ଦେଇଛି । ମାଲ୍ଗୋଦାମ ନିକଟରେ ଥିବା ବେହେରା ସାହିରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସିଏମ୍ସି ଏପରି ପଦକ୍ଷେପ ନେଇଛି । ତେବେ […]
ଭୁବନେଶ୍ବର, ପୁଣି ଏକ ଲଘୁଚାପ ଆସୁଛି। ଆସନ୍ତା 9 ତାରିଖରେ ଏହା ବଙ୍ଗୋସାଗରରେ ସଂଗଠିତ ହେବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ସେ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ଏସଆରସି ଚିଠି ଲେଖି ସତର୍କ କରାଇ ଦେଇଛନ୍ତି। ଅଗଷ୍ଟ ପ୍ରଥମ ସପ୍ତାହରେ […]
ଭୁବନେଶ୍ବର, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି ବରିଷ୍ଠ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀ। ସେ ଏହି ବିଭାଗର ଅତିରିକ୍ତ ଦାୟିତ୍ବରେ ରହିବେ। ବର୍ତ୍ତମାନ ବିଷ୍ଣୁପଦ ରାଜସ୍ବ ଓ […]
ଭୁବନେଶ୍ବର, ଗତ ୫ ମାସ ଧରି ଓଡିଶା କୋଭିଡ ବିରୁଦ୍ଧରେ ଲଢେଇ ଜାରି ରହିଛି। ଏହି ଲଢେଇର ଆଗଧାଡିରେ ରହିଥିବା କୋଭିଡ ଯୋଦ୍ଧା ମାନଙ୍କ ତ୍ୟାଗ ଓ ଉତ୍ସର୍ଗୀକୃତ ସେବା ଯୋଗୁଁ ଆଜି ରାଜ୍ୟର କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୨୫ ହଜାରରେ […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ନାନ କ୍ରମେ ଆଜି ସଂଧ୍ୟା ୬ ଘଣ୍ଟିକାରେ ବିଜେଡି କାର୍ଯ୍ୟାଳୟରେ ନିରବ ପ୍ରାର୍ଥନା ସହିତ ଶପଥ ପାଠ ହୋଇଯାଇଛି। ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ସଞ୍ଜୟ […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଆଜି ସଂଧ୍ୟା 6ଟା ବେଳେ ସାରା ଓଡିଶା ଗୋଟିଏ ମିନିଟ ପାଇଁ ନିରବି ଯାଇଥିଲା। କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଦେବା ପାଇଁ ଗତକାଲି ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଥିଲେ। ସେହି […]
ଭୁବନେଶ୍ବର : ରାଜ୍ୟରେ ଆଉ 2ଟି ପ୍ଲାଜ୍ମା ବ୍ୟାଙ୍କ ଉଦ୍ଘାଟିତ ହୋଇଛି । ବ୍ରହ୍ମପୁର ଏମ୍କେସିଜି ଓ ବୁର୍ଲା ଭୀମସାରରେ ଦୁଇଟି ପ୍ଲାଜ୍ମା ବ୍ୟାଙ୍କ ଉଦ୍ଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏହି ଦୁଇ ପ୍ଲାଜ୍ମା […]
ଭୁବନେଶ୍ବର : ଆଜି ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତିକର ଖବର ରହିଛି । ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ରାଜ୍ୟରୁ 1255 ଜଣ ସୁସ୍ଥ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା […]
ଭୁବନେଶ୍ବର : ଆଜି ଭୁବନେଶ୍ବରରୁ 137 ପଜିଟିଭ୍ ଚିହ୍ନଟ ହୋଇଥିବାର ସୂଚନା ରହିଛି । ଏହି ନୂତନ 137ଜଣଙ୍କ ମଧ୍ୟରୁ 113 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ 24ଟି ଲୋକାଲ୍ କେସ୍ ରହିଛି ବୋଲି ବିଏମ୍ସି ଟୁଇଟ୍ ଯୋଗେ ସୂଚନା ଦେଇଛି […]
ରାଉରକେଲା : ରାଉରକେଲା ମହାନଗର ନିଗମ ଅଫିସ୍କୁ ସାଧାରଣ ଲୋକଙ୍କ ପ୍ରବେଶକୁ ମନା କରାଯାଇଛି । ଅଗଷ୍ଟ 31 ଯାଏଁ ଅଫିସ୍ ଯିବାକୁ ବାରଣ କରିଛନ୍ତି ଆରଏମ୍ସି କମିଶନର । ଅଫିସ୍ରୁ 4 ଜଣ ଇଞ୍ଜିନିୟର ସହ କିଛି କର୍ମଚାରୀ ପଜିଟିଭ୍ […]
ଭୁବନେଶ୍ବର : ଓଡ଼ିଶାର ପୂର୍ବତନ ଡିଜି ଏସଏନ୍ ତିଓ୍ବାରୀଙ୍କ ପରଲୋକ ହୋଇଛି । ଆଜି ସକାଳରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବାର ସୂଚନା ଦେଇଛନ୍ତି ତାଙ୍କ ପରିବାର ଲୋକେ । ମୃତ୍ୟୁବେଳକୁ ତାଙ୍କୁ 81ବର୍ଷ ହୋଇଥିଲା । […]
ଭୁବନେଶ୍ବର : ଭୁବନେଶ୍ବରରେ ଥିବା ଏକମାତ୍ର ପ୍ରାଣୀଉଦ୍ୟାନ ନନ୍ଦନକାନନ ଏବେ ଖୋଲିବନି । ପର୍ଯ୍ୟଟକଙ୍କ ପାଇଁ ଏବେ ଖୋଲିବନି ନନ୍ଦନକାନନ । ବର୍ଷା ଦିନରେ ନନ୍ଦନକାନନ ଖୋଲିବା ସମ୍ଭାବନା ନାହିଁ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । କରୋନା ସ୍ଥିତି ଠିକ୍ ରହିଲେ […]
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାରେ କଟକଣାରେ ସାମାନ୍ୟ କୋହଳ କରାଯାଇଛି । ଅନୁମତିପ୍ରାପ୍ତ ଦୋକାନ ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାରେ ଅନୁମତି ପ୍ରାପ୍ତ ସମସ୍ତ ଦୋକାନ ସକାଳ 7ଟାରୁ ଅପରାହ୍ନ 4ଟା ପର୍ଯ୍ୟନ୍ତ ଖୋଲା ରହିବ। […]
ଭୁବନେଶ୍ୱର : ଆଜି ଅଯୋଧ୍ୟାରେ ବହୁ ପ୍ରତୀକ୍ଷିତ ଭୂମି ପୂଜନ ଅନୁଷ୍ଠିତ ହେଉଛି । ଏହି ଅବସରରେ ସାରା ଦେଶବାସୀ ରାମନାମ ଜପିବା ସହିତ ଏହି ପ୍ରତୀକ୍ଷିତ ମୁହୂର୍ତ୍ତକୁ ଆକୁଳ ସହକାରେ ଅପେକ୍ଷା କରିଛନ୍ତି । ଆଜିର ଏକ ଐତିହାସିକ ଦିବସକୁ […]
ଭୁବନେଶ୍ବର : ଆଜି ରାଜ୍ୟରୁ କରୋନା 9ଜଣଙ୍କ ଜୀବନ ନେଇଛି । ଗଞ୍ଜାମରୁ ସର୍ବାଧିକ 5 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା, ଗଜପତି, ସୁନ୍ଦରଗଡ, ଓ କେନ୍ଦୁଝରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ବୋଲି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ […]
ଭୁବନେଶ୍ବର : ଆଜି ରାଜ୍ୟର 28ଟି ଜିଲ୍ଲାରୁ ମୋଟ୍ 1337ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 201ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ 196, କଟକରୁ 168ଜଣ, ସୁନ୍ଦରଗଡରୁ 83, କେଉଁଝରରୁ 80, ଗଜପତିରୁ 75, ପୁରୀରୁ […]
ଭୁବନେଶ୍ବର : ରାଜ୍ୟରେ ଆଜି 1337 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 815ଜଣ ଚିହ୍ନଟ ହୋଇଥିବାବେଳେ […]
ଭୁବନେଶ୍ବର : ଆଜି ଟୁଇନ୍ ସିଟିରେ ଦୁଇ ମିନିଟ୍ ପାଇଁ ଟ୍ରାଫିକ୍ ବନ୍ଦ ରହିବ । ସନ୍ଧ୍ୟା 6ଟାରୁ 6ଟା2 ମିନିଟ୍ ପାଇଁ ବନ୍ଦ ରହିବ ଟ୍ରାଫିକ୍ । କରୋନା ଯୋଦ୍ଧାଙ୍କ ପାଇଁ ନିରବ ପ୍ରାର୍ଥନା ଲାଗି ଆଜି ଟୁଇନ୍ ସିଟିରେ […]
ସୀତାରାମ ଅଗ୍ରୱାଲ ଚିଲିକା: ବାଣପୁର-ବାଲୁଗାଁ ବାଇପାସ ନିକଟ ପାରିକଂସାରୀ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି ଯେଉଁଥିରେ ଜଣେ ବ୍ୟକ୍ତିଙ୍କ ପ୍ରାଣ ଯାଇଥିବା ବେଳେ ଆଉଜଣେ ବ୍ୟକ୍ତିଙ୍କ ବାମ ଗୋଡ଼ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ମିଳିଥିବା ସୂଚନା ଅନୁସାରେ ଆଜି […]
ଭୁବନେଶ୍ବର, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀଙ୍କ କାର୍ଯ୍ୟ ଅବଧି ଆଜି ଶେଷ ହେଲା। ସେଥିପାଇଁ ବିଭାଗ ତରଫରୁ ସଂସ୍କୃତି ଭବନରେ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଏଥିରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି […]
ଭୁବନେଶ୍ବର,ଏହି କାର୍ଯ୍ୟକ୍ରମରେ ରାଜ୍ୟ ଅଭିଲେଖାଗାର ପକ୍ଷରୁ ପ୍ରକାଶିତ ‘ସଂସ୍କୃତି ଚର୍ଚ୍ଚା’ର ପ୍ରଥମ ଖଣ୍ଡ ମନ୍ତ୍ରୀ ଜ୍ୟୋତୀ ପ୍ରକାଶ ପାଣିଗ୍ରାହୀ ଓ ଉପସ୍ଥିତ ଅତିଥିମାନଙ୍କ ଦ୍ୱାରା ଲୋକା ର୍ପିତ ହୋଇଥିଲା। ରାଜ୍ୟ ଅଭିଲେଖାଗାର ଆନୁକୂଲ୍ୟରେ ପ୍ରତି ମାସରେ ଅନୁଷ୍ଠିତ ‘ସଂସ୍କୃତି ଚର୍ଚ୍ଚା’ କାର୍ଯ୍ୟକ୍ରମରେ […]