ଭୁବନେଶ୍ବର, ଆସନ୍ତା ଚାରି ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଏହାର ପ୍ରଭାବରେ ଆସନ୍ତା 3 ତାରିଖରୁ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି। ଏହା ଦ୍ବାରା ରାଜ୍ୟର ଅନେକ ନଦୀ […]
ରମେଶ ମହାନ୍ତି ଜଗତସିଂହପୁର : ଆଜି ଜଗତସିଂହପୁର ଜିଲ୍ଲାରୁ ୧୭ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଗତସିଂହପୁର ବ୍ଲକରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରଘୁନାଥପୁର ବ୍ଲକରୁ ୩ଜଣ, ବିରିଡ଼ି ବ୍ଲକରୁ ୩ଜଣ ଓ କୁଜଙ୍ଗ,ନାଉଗାଁ, ତିର୍ତ୍ତୋଲ, ଏରସମା […]
ରମେଶ ମହାନ୍ତି ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାରୁ ଶନିବାର ଓ ରବିବାର ସଟ୍ଡାଉନ୍ କଟକଣା ଉଠିଲା । ଆସନ୍ତାକାଲିଠାରୁ ସପ୍ତାହାନ୍ତ ସଟଡାଉନ୍ ଲାଗୁ ହେବ ନାହିଁ । ତେବେ ପୂର୍ବ ନିୟମ ମୁତାବକ ସକାଳ ୭ଟାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଦୁର୍ଘଟଣାରେ ଆହତ ଜଣେ ଯୁବକଙ୍କୁ ଆଜି ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଉଦ୍ଧାର କରି ମେଡ଼ିକାଲ୍ ନେବାରେ ସହାୟତା କରିଥିଲେ। ଆଜି ଜଣେ ଯୁବକ ବ୍ରହ୍ମପୁର ଆଡ଼ୁ ଆନ୍ଧ୍ରା ପଟକୁ ଯାଉଥିବାବେଳେ କନିଷି ଛକ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ପାରାଦ୍ବୀପର ଟ୍ରେଡ୍ ସେଣ୍ଟର ଠାରେ ୨୦୦ଶଯ୍ୟା ବିଶିଷ୍ଟ କୋଭିଡ୍ କେୟାର ସେଣ୍ଟର ପାରାଦ୍ବୀପ ପୋର୍ଟ ଅଧ୍ୟକ୍ଷ ରିଙ୍କେଶ ରାୟ ଏବଂ ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି। ଏହି କୋଭିଡ୍ କେୟାର […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୋଟ ୨୦, ୫୧୭ କରୋନା ରୋଗୀଙ୍କୁ ସୁସ୍ଥ କରାଇବାରେ ଆମର ଡାକ୍ତର ଓ ସ୍ଵାସ୍ଥ୍ୟକର୍ମୀଙ୍କର ବିଶେଷ ଭୂମିକା ରହିଛି। ଆଜି ଗଞ୍ଜାମରୁ ସର୍ବାଧିକ ୨୧୨, କଟକରୁ ୧୧୬, […]
ଭୁବନେଶ୍ୱର : ଆଜି ସରକାରଙ୍କ ତରଫରୁ ଅନଲକ୍ 3.0ର ଗାଇଡଲାଇନ ଜାରି କରିଛନ୍ତି । ଏହି ଗାଇଡ ଲାଇନ୍ ଅନୁସାରେ ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି ଓ ରାଉରକେଲାରେ ଲକ୍ଡାଉନ୍କୁ ହଟାଯାଇଥିବାବେଳେ ପୂର୍ବବତ୍ ସାପ୍ତାହିକ୍ ସଟ୍ଡାଉନ୍ ଜାରି କରାଯାଇଛି । ଏହି […]
ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ଭୟାବହ ସ୍ଥିତିକୁ ଯାଉଛି। ଏହାକୁ ମୁକାବିଲା କରିବାକୁ ତୁରନ୍ତ ପଦକ୍ଷେପ ନିଆ ନଗଲେ, ଏହା ଗୋଷ୍ଠୀ ସଂକ୍ରମଣ ଆଡକୁ ଯିବାର ଯଥେଷ୍ଟ ଆଶଙ୍କା ଅଛି ବୋଲି କହିଛନ୍ତି ପିସିସି ସଭାପତି ଶ୍ରୀ ନିରଞ୍ଜନ […]
ଭୁବନେଶ୍ବର: ଆଜି ରାଜ୍ୟସରକାର ଅନଲକ୍ 3.0ର ଗାଇଡ ଲାଇନ ଜାରି କରିଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚାରେଟି ଜିଲ୍ଲା ଓ ଦୁଇଟି ମହାନଗର ନିଗମକୁ ଜୁଲାଇ 31 ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରିଥିଲେ। ତେବେ ଏହି ଅନ୍ଲକ୍ […]
ଭୁବନେଶ୍ବର: ଆଜି ଅଗଷ୍ଟ ମାସ ପାଇଁ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର। -କଣ୍ଟେନମେଣ୍ଟ ଜୋନ୍ରେ ଲକ୍ଡାଉନ୍ ସମ୍ପୂର୍ଣ୍ଣ ଭାବେ ଲାଗୁ ରହିବ। ଏଠାରେ ଅବାଧ ପ୍ରବେଶ ଓ ପ୍ରସ୍ଥାନ ଉପରେ କଟକଣା ଲାଗୁ କରାଯାଇଛି । -ଅଗଷ୍ଟ 31 ତାରିଖ […]
ଭୁବନେଶ୍ବର: କରୋନା କଟକଣାକୁ ଆଖିଆଗରେ ରଖି ରାଜ୍ୟ ସରକାରଙ୍କ ତରଫରୁ ଆଜି ପ୍ରେସ୍ ମିଟ୍ କରାଯାଇଛି। ଗତକାଲି କେନ୍ଦ୍ର ସରକାରଙ୍କ ତରଫରୁ ଅନଲକ୍ 3.0ର ଗାଇଡଲାଇନ୍ ଜାରି କରାଯାଇଥିବାବେଳେ ଆଜି ରାଜ୍ୟସରକାର ଅନ୍ଲକ 3.0ର ଗାଇଡଲାଇନ୍ ଜାରି କରିଛନ୍ତି। ତେବେ ଏହି […]
କଟକ : କଟକ ଶିଶୁଭବନରେ ଜଣେ କରୋନା ପଜିଟିଭ୍ ଶିଶୁର ମୃତ୍ୟୁ ହୋଇଛି । ତେବେ ଶିଶୁ ପୁତ୍ରର ମୃତ୍ୟୁ ହେବା ପରେ କ ଶିଶୁ ପୁତ୍ରର ବାପା ମା’ ଶିଶୁ ପୁତ୍ରକୁ ଧରି ହସ୍ପିଟାଲରୁ ଚମ୍ପଟ ମାରିଛନ୍ତି । ଏନେଇ […]
ଭୁବନେଶ୍ୱର, ଆଜି ପୂର୍ବାହ୍ନରେ ସ୍ଥାନୀୟ ସଂସ୍କୃତି ଭବନ ସମ୍ମିଳନୀ କକ୍ଷଠାରେ ନୌ-ବାଣିଜ୍ୟ ଐତିହ୍ୟ ଗ୍ୟାଲେରୀର ଶୁଭ ଉନ୍ମୋଚନ କରାଯାଇଛି । ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏଥିରେ ମୁଖ୍ୟ ଅତିଥି ଭାବେ […]
ଭୁବନେଶ୍ବର : ଆଜି ଭୁବନେଶ୍ବରରୁ 128 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କ୍ବାରେଣ୍ଟାଇନ୍ରୁ 85 ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ କଣ୍ଟାକ୍ଟ 43 ଜଣ ରହିଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) […]
ଭୁବନେଶ୍ବର, ୦୨୮୬୧/୦୨୮୬୨ ଭୁବନେଶ୍ୱର-ରାଉରକେଲା-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ସେବାକୁ ଅଗଷ୍ଟ ମାସ ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କାଯିବାକୁ ନିଷ୍ପତ୍ତି ନିଆଯାଇଅଛି। ଏହି ଟ୍ରେନ ଅଗଷ୍ଟ ମାସ ୩ ତାରିଖ ରୁ ୧୨ ତାରିଖ ମଧ୍ୟରେ ଶନିବାର ଓ ରବିବାର ବ୍ୟତୀତ ରାଉରକେଲା […]
ହେମାଙ୍ଗ ପ୍ରସାଦ ରାଉଳ ଗଞ୍ଜାମ : ଆଜି ପାଞ୍ଚଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରାଯିବା ସହ କୋର୍ଟ ଚାଲାଣ କରାଯାଇଅଛି । ମାହୁଡାର ମାହୁଡା ସର୍ଭିସ କୋ-ଅପରେଟିଭ୍ ସୋସିଆଇଟି ବ୍ୟାଙ୍କର ଲୁଟ୍ ଯୋଜନା କରୁଥିବାବେଳେ ଧରା ପଡିଛନ୍ତି । ଧରାପଡିଥିବା ପାଞ୍ଚ […]
କଟକ : ଆଜି କଟକ ସହରରୁ 22 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । 22 ଜଣ ସଂକ୍ରମିତଙ୍କ ମଧ୍ୟରୁ 15 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ 7ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ବୋଲି ସିଏମ୍ସି ଟୁଇଟ୍ ଯୋଗେ ସୂଚନା ଦେଇଛି। […]
ଭୁବନେଶ୍ବର : ଆଜି ରାଜ୍ୟରେ ଆଉ 8ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲାରୁ ଗଞ୍ଜାମ ଜିଲ୍ଲାରୁ 4ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା, ନୟାଗଡ, ସୁନ୍ଦରଗଡ ଓ ଗଜପତିରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ […]
ଭୁବନେଶ୍ବର : ଆଜି 29 ଜିଲ୍ଲାରୁ ମୋଟ୍ 1499 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 368 ଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ 214 ଜଣ, ଗଜପତିରୁ 97, ଢେଙ୍କାନାଳରୁ 92, କୋରାପୁଟରୁ 81, ସୁନ୍ଦରଗଡରୁ 75, ନୟାଗଡରୁ 67, […]
ଭୁବନେଶ୍ବର : ରାଜ୍ୟରେ ଆଜି 1499 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 914ଜଣ ଚିହ୍ନଟ ହୋଇଥିବାବେଳେ […]
କଟକ : ଏସ୍ସିବି କାଜୁଆଲଟିରେ କରୋନା ଆକ୍ରାନ୍ତ ହନ୍ତସନ୍ତ ହେଉଥିବାର ଅଭିଯୋଗ ହୋଇଛି। ଏସ୍ସିବି କାଜୁଆଲିଟିରେ ୧୨ ଘଣ୍ଟା ଧରି ବିଷ ପିଇଥିବା ରୋଗୀ ପଡିଥିବାର ଅଭିଯୋଗ ହୋଇଛି। କାଲି ବାଲେଶ୍ବରରୁ ଆସି ରାତି ୯ଟାରେ କାଜୁଆଲିଟିରେ ଭର୍ତ୍ତି ହୋଇଥିଲେ। ବିଷ […]