ରାଜ୍ୟ ଖବର

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ନିର୍ବାଚିତ ସରକାର ଅଛି ଓ ବିଭିନ୍ନ ବିଭାଗର ବିଭାଗୀୟ ମନ୍ତ୍ରୀ ଅଛନ୍ତି ଏମିତି ଏବେ ଅନୁଭବ କରିହେଉନି। କାରଣ ରାଜ୍ୟରେ ଏବେ ଆଇନ୍‌ର…

ଭୁବନେଶ୍ଵର: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ  ବିଶ୍ଵାଳଙ୍କ ଆଜି ପରଲୋକ ହୋଇଯାଇଛି। ଭୁବନେଶ୍ଵର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ୮୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଯାଇଛି।…

ନୂଆଦିଲ୍ଲୀ: ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ରାଜ୍ୟର ଖଣି ଏବଂ ଶିଳ୍ପ ମନ୍ତ୍ରୀମାନଙ୍କର ଏକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଓଡ଼ିଶାରେ  ଆୟୋଜିତ ହେଉଥିବା ଏହି…

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବଡ ବ୍ୟବଧାନରେ ପରାଜୟ ଜାଣିବାପରେ ଓଡ଼ିଶା ବିଜେପିର କର୍ମୀମାନେ ଗଭୀର ଅବସାଦଗ୍ରସ୍ତ ଓ ହତାଶ ହୋଇଛନ୍ତି। ମନୋବଳ ଭାଙ୍ଗି ଯାଇଥିବା ଏହି…

ଭୁବନେଶ୍ବର: ଆଜି ରାଜ୍ୟରେ ବିଧାୟକ ପୁରସ୍କାର କମିଟି ଗଠନ ହୋଇଛି। ବାଚସ୍ପତି ଡା ସୂର୍ଯ୍ୟନାରାୟଣ ପାତ୍ର ଏହି ପୁରସ୍କାର କମିଟି ଗଠନ କରିଛନ୍ତି। ଏହି କମିଟିରେ ବାଚସ୍ପତି…

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ପୂର୍ବାହ୍ନରେ ଜିଲ୍ଲାସ୍ତରୀୟ ଏନ୍ଫୋର୍ସମେଣ୍ଟ ସ୍କ୍ୱାର୍ଡ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ଅଞ୍ଚଳରେ କୋଟପା ଅଧିନିୟମକୁ କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ ଏକାଧିକ…

ଭୁବନେଶ୍ବର: ପୌର ନିର୍ବାଚନ କେବେ ହେବ ତାହା ଘୋଷଣା ହୋଇ ନାହିଁ। ହେଲେ ରାଜ୍ୟ ନିର୍ବାଚନ କମିଶନର ପ୍ରାର୍ଥୀଙ୍କ ପ୍ରଚାର ଖର୍ଚ୍ଚ ପରିମାଣ ନିର୍ଦ୍ଧାରଣ କରିଛନ୍ତି। ସେ…

ଭୁବନେଶ୍ୱର: ୨୦୧୮ ମସିହାରେ ହେବାକୁ ଥିବା ୧୦୭ ମ୍ୟୁନିସିପାଲିଟି ଓ ଏନ୍‌.ଏ.ସି. ଓ ୩ଟି ମ୍ୟୁନିିିସିପାଲ କର୍ପୋରେସନର ୧୭୫୬ଟି ୱାର୍ଡ଼ର ନିର୍ବାଚନ କରିବା ପାଇଁ ଗତକାଲି ରାଜ୍ୟ…

ଭୁବନେଶ୍ୱର: ରୁଷିଆ ୟୁକ୍ରେନ ଆକ୍ରମଣ କରିବା ଆରମ୍ଭ କରିଦେଇଛି। ଏହି ଅକ୍ରମଣରେ ଏପର୍ଯ୍ୟନ୍ତ ୩୦୦ରୁ ଉର୍ଦ୍ଧ୍ୱ ଲୋକ ମରିବା ସହିତ ୫୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି…

ଭୁବନେଶ୍ୱର: ଡ଼ିଜିଟାଲ ପରିବର୍ତନର ବିଭିନ୍ନ ଦିଗ ଏବଂ ବିଭିନ୍ନ କ୍ଷେତ୍ରରେ ଏହାର ପ୍ରୟୋଗକୁ ନେଇ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ବିଜନେସ…

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୩୯ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୩୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…

ଭୁବନେଶ୍ୱର: ଦିବ୍ୟାଙ୍ଗମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ନିଯୁକ୍ତି ମେଳା ଭୁବନେଶ୍ୱର ଠାରେ ଆୟୋଜିତ ହୋଇଯାଇଛି। ଦିବ୍ୟାଙ୍ଗଙ୍କ ପାଇଁ ଜାତୀୟ କ୍ୟାରିଅର ସେବା କେନ୍ଦ୍ର (ଏନସିଏସସିଡିଏ), ଭୁବନେଶ୍ୱର, ଭାରତ…

ଖୋର୍ଦ୍ଧା: ଆଜି ରାଜ୍ୟରେ ଶେଷ ହେଲା ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ। କାଁଭା କିଛି ସ୍ଥାନକୁ ଛାଡିଦେଲେ ରାଜ୍ୟର ପ୍ରାୟ ସବୁ ସ୍ଥାନରେ ଶାନ୍ତିଶୃଙ୍ଖଳାରେ ମତଦାନ ଶେଷ ହୋଇଛି।…

ଭୁବନେଶ୍ୱର: ବିଭିନ୍ନ ରାଜ୍ୟର ଖଣି ଓ ଇସ୍ପାତ ମନ୍ତ୍ରୀମାନଙ୍କର ଏକ ମନ୍ତ୍ରୀସ୍ତରୀୟ ସମ୍ମିଳନୀ କୋଣାର୍କ ଓ ଭୁବନେଶ୍ୱର ଠାରେ ଆୟୋଜନ ହେବ। ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ…

ଗଂଜାମ: ଆଜି ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ ଥିଲା। ଏଥିରେ ଆସ୍କା ନିର୍ବାଚନ ମଣ୍ଡଳୀରେ ମଧ୍ୟ ମତଦାନ କରାଯାଇଥିଲା। ଆଜି ବିଜେଡି ସାଂସଦ ପ୍ରମିଳା…

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ ପୂର୍ବରୁ ବିଜେପି ପ୍ରାର୍ଥୀ ଟଙ୍କା ବାଣ୍ଟୁଥିବା ବେଳେ ଧରାପଡିଛନ୍ତି। ସେ ହେଉଛନ୍ତି ସୁନ୍ଦରଗଡ ଜିଲ୍ଲାର ସୁନ୍ଦରଗଡ ସଦର…

ଭୁବନେଶ୍ବର: ଆଜି ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟଦାନ ଚାଲିଛି। ରାଜ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ ଦିନ ୧୨ ଟା ୩୦ ସୁଦ୍ଧା ରାଜ୍ୟରେ ୫୫…

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୪୨ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୩୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…

ଭୁବନେଶ୍ବର: ଆଜି ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ। ଏହି ପର୍ଯ୍ୟାୟରେ ୨୫ଟି ଜିଲ୍ଲାର ୪୮ଟି ବ୍ଲକରେ ହେବ ଏହି ମତଦାନ। ଆଜି ସକାଳ ସାତଟାରୁ…

ଭୁବନେଶ୍ୱର: ତ୍ରିରସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଓ ମତଗଣନା କାର୍ଯ୍ୟ କୋଭିଡ୍‌-୧୯ ନିୟମାବଳୀର କଡ଼ାକଡ଼ି ଅନୁପାଳନ ସହ ହେବ। ମତଦାନର ପୂର୍ବଦିନ ନିର୍ଦ୍ଧାରିତ ମତଦାନ କେନ୍ଦ୍ରକୁ…