ରାଜ୍ୟ ଖବର

ସୀତାରାମ ଅଗ୍ରୱାଲ ବାଣପୁର: ଆଉ ଗୋଟିଏ ଲଘୁଚାପ ବଙ୍ଗୋପସାଗରରେ ସକ୍ରିୟ ରହିଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଅନେକ ସ୍ଥାନରେ ପ୍ରବଳ…

ଭୁବନେଶ୍ୱର : ବିଗତ ଦୁଇ ଦିନର ସାମ୍ବାଦିକ ସମ୍ମିଳନୀରେ ଆମେ କହିଥିଲୁ ଯେ ଓଡିଶା କଂଗ୍ରେସ ହେଉଛି ଓଡିଶା ବିଜେପିର ବି-ଟିମ୍। ତେବେ ଆଶ୍ଚର୍ଯ୍ୟର କଥା ହେଉଛି…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ…

ଭୁବନେଶ୍ୱର: ସମଗ୍ର ପୂର୍ବ ଉପକୂଳରେ ଟ୍ରଫ୍ ଲାଇନ୍‌ର ପ୍ରଭାବ ଯୋଗୁଁ ଓଡ଼ିଶାର ବିଭିନ୍ନ ଅଂଚଳରେ ବର୍ଷା ଜାରି ରହିଥିବା ବେଳେ ବଙ୍ଗୋପସାଗରରେ ଆଉ ଗୋଟିଏ ଲଘୁଚାପ ଦାନା…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ଗସ୍ତରେ ଯିବେ। ସେଠାରେ ସେ ଜିଲ୍ଲାବାସୀଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର…

ଭୁବନେଶ୍ୱର: ବଲିଉଡ଼ ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରିବା ପାଇଁ ଆଜି ଆମ ଅଧିକାର ପକ୍ଷରୁ ଆବାହକ ଅମିୟ ପାଣ୍ଡବ ଓ ମହାସଚିବ…

ଭୁବନେଶ୍ୱର: ଉତ୍ତମ ରୋଗୀ ସେବା କ୍ଷେତ୍ରରେ ସବୁବେଳେ ଆଗଧାଡ଼ିରେ ରହି ନୂତନ ଜ୍ଞ୍ୟାନ କୌଶଳ ସମ୍ପନ୍ନ ଓ ଅତ୍ୟାଧୁନିକ ସରଞ୍ଜାମ ଆପଣେଇବାରେ ଅଗ୍ରଣୀ ଥିବା ଇନଷ୍ଟିଚ୍ୟୁଟ୍ ଅଫ…

ଭୁବନେଶ୍ୱର: ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ କରାଯାଇଥିବା ୬ ଘଂଟିଆ ଧର୍ମଘଟ ସଫଳ ହୋଇଛି । ମମିତା…

କନ୍ଦର୍ପ ବେହେରା ରେଢାଖୋଲ: ଆଜି ସକାଳେ ନାକଟିଦେଉଳ ଥାନା କୁଡାନାଳି ନିକଟରେ ଏକ ଟ୍ରାକଟର ଭାରସାମ୍ୟ ହରାଇ ଓଲଟି ପଡିବାରୁ ଘଟଣା ସ୍ଥଳରେ ଡ୍ରାଇଭର ମୃତ୍ୟୁବରଣ ହୋଇଥିବା…

ଭୁବନେଶ୍ୱର : ଓଡିଶା କଂଗ୍ରେସର ଆଜିର ହରତାଳ ଏକ ଜୋକରେ ପରିଣତ ହୋଇଛି । କୋଭିଡ ମହାମାରୀ ସମୟରେ ଓଡିଶା ବିଜେପି ଦ୍ୱାରା ପ୍ରାୟୋଜିତ ଓଡିଶା କଂଗ୍ରେସର…

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ସୁରେଶ ଚନ୍ଦ୍ର ଦଳାଇଙ୍କୁ ବଦଳି କରିଦେଇଛନ୍ତି। ତାଙ୍କୁ ଉତ୍ତର ଓଡିଶା ଆରଡିସି…

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏହି ୮…

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେଉଛି ତିନିଦିନିଆ ରାଜାରାଣୀ ସଙ୍ଗୀତ ଉତ୍ସବ। ଏହା ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ସନ୍ଧ୍ୟା ୬ଟାରୁ ରାତି ୮ଟା…

ଭୁବନେଶ୍ବର: ଆଜି ସାରା ରାଜ୍ୟରୁ ୨୬୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୪୪ ଜଣ ଥିବା ବେଳେ କ୍ବାରଣ୍ଟାଇନରୁ…

ଭୁବନେଶ୍ୱର : ଧିରେଧିରେ ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣକୁ ଆସିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି…

ଭୁବନେଶ୍ବର: ଆଜି ମମିତା ମେହେରଙ୍କୁ ନ୍ୟାୟ ଦାବୀରେ ପ୍ରଦେଶ କଂଗ୍ରେସ 6 ଘଣ୍ଟିଆ ହରତାଳ କରିଛି। ପୂର୍ବରୁ ଓଡିଶା ବନ୍ଦ କରିବ ବୋଲି ଘୋଷଣା କରାଯାଇଥିଲା। ହେଲେ…

ଭୁବନେଶ୍ୱର :  ଆଗାମୀ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରିସାରିଲେଣି । ଏହି ନିର୍ବାଚନକୁ ଅବାଧ ଓ ନିରପେକ୍ଷ…

ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ ତରଫରୁ ଆଜି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏଥିରେ ରାଜ୍ୟବାସୀ ତଥା ସମଭାବାପନ୍ନ ରାଜନୈତିକ ଦଳ ଓ ସାମାଜିକ ସଂଗଠନମାନେ…

ଭୁବନେଶ୍ଵର: ବରିଷ୍ଠ ସାମ୍ବାଦିକ ତଥା ବାଲେଶ୍ଵର ଜିଲ୍ଲା ଭୋଗରାଇର ଜଣାଶୁଣା ସମାଜସେବୀ ଗୌତମବୁଦ୍ଧ ଦାସ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଆଜି ଏଠାରେ ଆୟୋଜିତ ଏକ…