ନୂଆଦିଲ୍ଲୀ: ରାଜ୍ୟସଭାରେ ଆଜି ଶପଥ ନେଇଛନ୍ତି ଓଡ଼ିଶାର 4 ନବ ନିର୍ବାଚିତ ରାଜ୍ୟସଭା ସାଂସଦ । ଓଡ଼ିଆରେ ଶପଥ ନେଲେ 4 ସାଂସଦ । ସାଂସଦ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର ଓ ମମତା ମହାନ୍ତ ଶପଥ ନେଇଛନ୍ତି […]
ସମ୍ବଲପୁର : ଲୋକପ୍ରିୟ ସମ୍ବଲପୁରୀ ଗୀତ ‘ରଙ୍ଗବତୀ’ ଗୀତ ନାଁରେ ଗାଁର ନାମକୁ ନାମିତ କରାଯାଇଛି । ବିଖ୍ୟାତ ଲୋକ ସଙ୍ଗୀତ ରଙ୍ଗବତୀ ନାଁରେ ନାମିତ ହେଲା ଗାଁ । ରଙ୍ଗବତୀ ଗୀତର ଗୀତିକାର ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ ‘ବିଲୁଙ୍ଗ’ର ନାମ […]
ଭୁବନେଶ୍ବର, ଆଜି ଭୁବନେଶ୍ବରରୁ 91 ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ବିଏମ୍ସି ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ 72 ଜଣ ହୋମ୍ କ୍ବାରେଣ୍ଟାଇନ୍ରୁ ରହିଥିବାବେଳେ 19 ଜଣ ଲୋକାଲ୍ କେସ୍ ରହିଛି । […]
ଭୁବନେଶ୍ବର : ଓଡ଼ିଶାରେ କରୋନା କାୟା ବିସ୍ତାର କରି ଚାଲିଥିବାବେଳେ ଆଜି ନବୀନ ପଟ୍ଟନାୟକ ଭ୍ୟାକସିନ୍ ସମ୍ପର୍କରେ ଅଦର ପୁନାଓ୍ବାଲାଙ୍କ ସହ ଆଲୋଚନା କରିଛନ୍ତି । ସେରମ ଇନ୍ଷ୍ଟିଚ୍ୟୁଟ୍ ସିଇଓ ଅଦର ପୁନାଓ୍ବାଲାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ […]
ରାୟଗଡା : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାୟଗଡା ଜିଲ୍ଲାକୁ ଆସନ୍ତା 7 ଦିନ ପାଇଁ ସଟ୍ଡାଉନ୍ ଘୋଷଣା କରାଯାଇଛି । ଆସନ୍ତାକାଲିଠାରୁ ଜୁଲାଇ 29 ତାରିଖ ଯାଏଁ ସଟ୍ଡାଉନ୍ ରହିବା ନେଇ ଘୋଷଣା କରିଛନ୍ତି ଜିଲ୍ଲାପାଳ । କରୋନା ସଂକ୍ରମଣ […]
ଭୁବନେଶ୍ବର, ଦେଶରେ କାରୋନା ମହାମାରି ପରିସ୍ଥିତିରେ ସବୁ ସ୍କୁଲଗୁଡିକ ଖୋଲିବା ପ୍ରାୟ ଅନିଶ୍ଚତତା ଭିତରେ ଗତି କରୁଛି । ଗୋଟିଏ ପଟେ ପିଲାଙ୍କ ସ୍ୱାସ୍ଥ୍ୟ-ସୁରକ୍ଷା ଚିନ୍ତା, ଅନ୍ୟପଟେ ସେମାନଙ୍କ ଶିକ୍ଷା-ସମସ୍ୟାକୁ ଆଧାର କରି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ସମସ୍ତ ରାଜ୍ୟ […]
ଭୁବନେଶ୍ବର : ଆଜି ରାଜ୍ୟରେ ଗୋଟିଏ ଦିନରେ ଏକ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା 100 ଡେଇଁସାରିଛି। ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା 20 ହଜାର ନିକଟତର ହୋଇଛି । ଆଜି […]
ଭୁବନେଶ୍ବର : ଆଜି ରାଜ୍ୟରୁ ପୁଣି ପାଞ୍ଚୋଟି ମୁଣ୍ଡ ନେଇଛି କରୋନା । ଆଜି ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ତିନିଜଣ ଥିବାବେଳେ ଗଜପତି ଓ କନ୍ଧମାଳରୁ ଜଣେ ଲେଖାଏଁ ରହିଛନ୍ତି ବୋଲି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ […]
ଭୁବନେଶ୍ବର : ଆଜି 28ଟି ଜିଲ୍ଲାରୁ ମୋଟ୍ 1078 ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 371 ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ 121, ରାୟଗଡାରୁ 96, ମାଲ୍କାନଗିରିରୁ 66, କଟକରୁ 57, ଜଗତସିଂହପୁରରୁ 35, ଝାରସୁଗୁଡାରୁ 34, ସୁନ୍ଦରଗଡରୁ […]
ଭୁବନେଶ୍ବର : ରାଜ୍ୟରେ ଆଜି 1078 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 721ଜଣ ଚିହ୍ନଟ ହୋଇଥିବାବେଳେ […]
ବ୍ରହ୍ମପୁର : ଲକ୍ଡାଉନ୍ରେ ଲୋକଙ୍କ ସୁବିଧା ପାଇଁ ଅର୍ଥାତ୍ ଏହି ସମୟରେ ଲୋକଙ୍କୁ ଜରୁରୀକାଳୀନ ସେବା ପ୍ରଦାନ କରିବା ପାଇଁ 22ଟି ଅଟୋ ଚଳାଚଳ କରିବ। ଏନେଇ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି । ସମ୍ପୃକ୍ତ 22 […]
କନ୍ଧମାଳ : କରୋନା ସଂକ୍ରମଣକୁ ଦୃଷ୍ଟିରେ ଓଡ଼ିଶାର ଏହି ଜିଲ୍ଲାରେ ସପ୍ତାହେ ପାଇଁ ବ୍ୟାଙ୍କକୁ ବନ୍ଦ କରାଯାଇଛି । କନ୍ଧମାଳ ଜିଲ୍ଲାର ସମସ୍ତ ବ୍ୟାଙ୍କ ସପ୍ତାହେ ପାଇଁ ବନ୍ଦ ।ଜିଲ୍ଲାରେ କିଛି ବ୍ୟାଙ୍କ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ […]
ଭୁବନେଶ୍ବର : ଭୁବନେଶ୍ବରରେ ପ୍ରତିଷ୍ଠା ହେବ ଡେଡିକେଟେଡ୍ କୋଭିଡ୍ ହସ୍ପିଟାଲ । ଆଜି ମୁଖ୍ୟମନ୍ତ୍ରୀ କୋଭିଡ୍ ସମୀକ୍ଷା ବୈଠକରେ ଏନେଇ ନିଷ୍ପତ୍ତି ନେଇଛନ୍ତି । ଆଦିତ୍ୟ-ଅଶ୍ବିନୀ ଡାକ୍ତରଖାନା ପକ୍ଷରୁ ପ୍ରତିଷ୍ଠା ହେବ କୋଭିଡ୍ ହସ୍ପିଟାଲ । 30ଟି ଆଇସିୟୁ ସହିତ 150 […]
ବଣାଇ : ହତ୍ୟାର ମାସେ ପରେ ମାଟିତଳୁ ଶବ ଉଦ୍ଧାର ହୋଇଛି । ବଣାଇର ମହୁଲପଦା ଥାନା ଉପରକନିଆ ଗ୍ରାମ ନିକଟ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି। ହତ୍ୟାର ମାସେ ପରେ ମାଟି ତଳୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମହୁଲପଦା […]
ସମ୍ବଲପୁର : ଆସନ୍ତାକାଲିଠାରୁ ସମ୍ବଲପୁର ଜିଲ୍ଲା ସଟ୍ଡାଉନ୍ । 22 ତାରିଖଠାରୁ ଆସନ୍ତା ଜୁଲାଇ 31 ତାରିଖ ପର୍ଯ୍ୟନ୍ତ ସଟ୍ଡାଉନ୍ ରହିବ ସମ୍ବଲପୁର ଜିଲ୍ଲା । କରୋନା ସଂକ୍ରମଣ ରୋକିବାକୁ ଜିଲ୍ଲା ପ୍ରଶାସନ ପଦକ୍ଷେପ ଗ୍ରହଣ କରିଛି । 10 ଦିନିଆ […]
ରାୟଗଡା : ରାୟଗଡା ଜିଲ୍ଲା କୋଲନରା ତହସିଲଦାର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତହସିଲଦାର ଆକ୍ରାନ୍ତ ହେବା ନେଇ ରାୟଗଡା ଜିଲ୍ଲାପାଳ ସୂଚନା ଦେଇଛନ୍ତି । ତହସିଲଦାରଙ୍କ ସହ ଆଉ କିଛି ସରକାରୀ କର୍ମଚାରୀ ମଧ୍ୟ ସଂକ୍ରମିତ ହୋଇଛନ୍ତି । କୋଲନରା […]
ଭୁବନେଶ୍ବର, କରୋନା ସଂକ୍ରମଣ ଏବଂ ତଦ୍ଜନିତ ଲକ୍ଡାଉନ ଓ ସଟ୍ଡାଉନ ଗରିବ ଲୋକଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ […]
ଭୁବନେଶ୍ବର, ରାଜ୍ୟରେ ଡାକ୍ତରଙ୍କ ଅବସର ବୟସ ସୀମା 65 ବର୍ଷକୁ ବୃଦ୍ଧି କରିଛନ୍ତି। ରାଜ୍ୟରେ କରୋନା ସ୍ଥିତି ନେଇ ଆଜି ବସିଥିବା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି। ପୂର୍ବରୁ ଡାକ୍ତରଙ୍କ ଅବସର ବୟସ ସୀମା 62 ବର୍ଷ ଥିଲା। […]
କଟକ, କୋଭିଡ ମୁକାବିଲା ପାଇଁ କଟକ ସକାଶେ ରାଜ୍ୟ ସରକାର ଆଜି 15 କୋଟି ଟଂକାର ସହାୟତା ଘୋଷଣା କରିଛନ୍ତି। କଟକରେ ଖୋଲାଯିବ ଆଉ ଚାରିଟି କୋଭିଡ ହସ୍ପିଟାଲ। ନିକଟରେ 3ଟି ହସ୍ପିଟାଲ ପାଇଁ ନିଷ୍ପତ୍ତି ହୋଇଥିଲା ବେଳେ ଆଜି ଆଉ […]
ଭୁବନେଶ୍ବର, ରାଜ୍ୟରେ ଆଜି ଆଉ 400 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଂଜାମ ଜିଲ୍ଲାରୁ ସର୍ବାଧିକ 137 କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହା ପଛକୁ କଟକରୁ 58, ଖୋର୍ଦ୍ଧାରୁ 46, କୋରାପୁଟରୁ 41, ଯାଜପୁରରୁ 37, କେନ୍ଦୁଝରରୁ 14, […]
କଟକ, କଟକରୁ ଆଜି ଆଉ 32 କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ 5 ଲୋକାଲ କଣ୍ଟାକ୍ଟ କେସ୍ ରହିଥିବା ବେଳେ ଅନ୍ୟମାନେ କ୍ବାରେଣ୍ଟିନରୁ ବୋଲି କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଦେୱାନ ବଜାର, ଜଗତପୁରରୁ, ଟୋଲ୍ […]