ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ସଶକ୍ତିକରଣ, ଶିଳ୍ପ ଏବଂ ସାମାଜିକ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି ସହ ଓଡ଼ିଶା…
ରାଜ୍ୟ ଖବର
ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁଙ୍କ ଦ୍ୱାରା ଆଭାସି ମାଧ୍ୟମରେ କେଉଁଝର ଜିଲ୍ଲାରେ ମୁକ୍ତାକାଶ ରେସ୍ତୋରାଁରେ ଓଡ଼ିଶାର…
ଭୁବନେଶ୍ବର: କେନ୍ଦ୍ର କୋଇଲା, ଖଣି ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏବଂ ରେଳ, କୋଇଲା ଏବଂ ଖଣି ରାଷ୍ଟ୍ରମନ୍ତ୍ରୀ ରାଓସାହେବ ପାଟିଲ ଦାନ୍ଭେ ଆଜି…
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ସନ୍ଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଆଇବି ରୋଡ଼ ସ୍ଥିତ ‘ରାନୀ ପଣ୍ଡା ହଟ ମୋମୋ’ ଷ୍ଟଲରେ ସମାଜସେବୀ ତଥା ଯାତ୍ରା ଜଗତର…
ସୀତାରାମ ଅଗ୍ରୱାଲ ବାଣପୁର: ଗତ ଏକମାସ ତଳେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ କୋଷରଡ଼ା ଗ୍ରାମ ନିକଟସ୍ଥ ଶାଳିଆ ନଦୀରେ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ…
ଭୁବନେଶ୍ୱର: ପ୍ରାକୃତିକ ଦୁର୍ବିପାକ ଓ ବିପର୍ଯ୍ୟୟ ମାନବସମାଜର ଚିରସହଚର। ବିପର୍ଯ୍ୟୟଟିଏ ଆସିଲେ ପରିବାର ତରଫରୁ ଏହାର ମୁକାବିଲା ନିମନ୍ତେ ପ୍ରସ୍ତୁତି କରିହୁଏ। ଜନବସତିରେ ପରିବାର ସହିତ ବସବାସ…
ଭୁବନେଶ୍ୱର: ସଭ୍ୟତାର ଦୁର୍ଲଭ ପ୍ରାଣୀଜାତିକୁ ବଞ୍ଚାଇ ରଖିବା ଆମ ସମସ୍ତଙ୍କର ଦାୟିତ୍ୱ ହେବା ଉଚିତ। ଜଣଙ୍କର ଜୀବିକାର୍ଜନ ପାଇଁ ଅନ୍ୟପ୍ରାଣୀଙ୍କୁ ବିପଦରେ ପକାଇବା ଉଚିତ ନୁହେଁ। ଆଜି…
ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ଏକାମ୍ର ହାଟ ଏବେ ନୂଆ ରୂପରେ। ଏକାମ୍ର ହାଟରେ ହସ୍ତଶିଳ୍ପ, ହସ୍ତତନ୍ତ, ଉତ୍କର୍ଷ କଳା ପ୍ରଦର୍ଶନ, ରୁଚିକର…
ଭୁବନେଶ୍ୱର: ଭାରତରେ କକ୍ରେନ୍ ଇଣ୍ଡିଆ ନେଟୱାର୍କ (ସିଆଇଏନ୍)କାର୍ଯ୍ୟକାରୀ ହେବା ସହିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍ସେସ୍ (ଆଇଡିଏସ୍) ଏଥିରେ ଏକ…
ଭୁବନେଶ୍ୱର: ଆଜି ବିଧିବଧ ଭାବେ ବିଜେଡିରେ ସାମିଲ ହେଲେ ବରି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ତଥା ଯୁବନେତା ବିଶ୍ୱରଞ୍ଜନ ମଲ୍ଲିକ । ବିଜେଡି…
ଭୁବନେଶ୍ୱର: ହସ୍ତଶିଳ୍ପ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ପାଇଁ ରିଲାଏନ୍ସ ସମର୍ଥିତ ଭାରତର ସର୍ବବୃହତ ବିଶ୍ୱବ୍ୟାପୀ ବି୨ବି ପ୍ଲାଟଫର୍ମ ‘କଲାରା’ ଭାରତୀୟ କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ଗୁଡିକୁ ବିଶ୍ୱସ୍ତରରେ ନୂଆ ଗ୍ରାହକଙ୍କ ନିକଟରେ ପହଂଚାଇବା ଦିଗରେ ପ୍ରୟାସ ଆରମ୍ଭ କରିଛି। କଲାରା ପ୍ଲାଟଫର୍ମରେ ମିଳିଥିବା ଉଲ୍ଲେଖନୀୟ ସଫଳତା ଆଧାରରେ ଓଡ଼ିଶାର ମୟୁରଭଞ୍ଜର ପାରମ୍ପରିକ ସବାଇ ଘାସରେ ପ୍ରସ୍ତୁତ ମ୍ୟାଟ ଏବଂ ରଘୁରାଜପୁର ପଟ୍ଟଚିତ୍ର ଅଙ୍କିତ ଖାଦ୍ୟ ପରଷିବା ସାମଗ୍ରୀ ଯଥାକ୍ରମେ ହଂକଂ ଏବଂ ଲଣ୍ଡନରେ ନିଜ ପାଇଁ ବଜାର ସୁଯୋଗ ସୃଷ୍ଟି କରିପାରିଛି। ଓଡ଼ିଶାର ପଥର ଓ କାଠ ଖୋଦିତ କାରୁକାର୍ଯ୍ୟ, ହସ୍ତ ଅଙ୍କିତ ଗଞ୍ଜିଫା କାର୍ଡ, ତାଳପତ୍ର ଖୋଦେଇ, ପଟ୍ଟଚିତ୍ର ଏବଂ ଆଦିବାସୀଙ୍କ ଚିତ୍ରକଳା ଇତ୍ୟାଦି ଅନେକ ଉତ୍ପାଦ ମଧ୍ୟ କଲାରା ପ୍ଲାଟଫର୍ମରେ ସ୍ଥାନ ପାଇବା ସହିତ ସମଗ୍ର ବିଶ୍ୱରେ ଗ୍ରାହକଙ୍କ ନିକଟରେ ପହଂଚି ପାରୁଛି। ଏହି ପ୍ଲାଟଫର୍ମରେ ଭାରତର କୋଣ ଅନୁକୋଣରୁ ବାସଗୃହ ସାଜସଜା, ବାସଗୃହରେ ବ୍ୟବହାର ହେଉଥିବା ବୟନ ସାମଗ୍ରୀ, ଫାଶନ ସାମଗ୍ରୀ, ଖେଳନା, ରୋଷେଇ ଏବଂ ଖାଦ୍ୟ ଖାଇବା ସାମଗ୍ରୀ, ଉପହାର ସାମଗ୍ରୀ, ଆଉଟଡୋର ସାମଗ୍ରୀ, ଆସବାବପତ୍ର ସମେତ ୭୫,୦୦୦ରୁ ଅଧିକ କାରିଗରୀ ଉତ୍ପାଦ ସମଗ୍ର ବିଶ୍ୱର କ୍ରେତାଙ୍କ ନିମନ୍ତେ ଉପଲବ୍ଧ ହେଉଛି। ୨୦୨୧ ଅକ୍ଟୋବର ୨୮ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ଏସିଆର ସର୍ବବୃହତ ଉପହାର ଏବଂ ହସ୍ତଶିଳ୍ପ ମେଳା ଆଇଜିଏଚଏଫରେ କଲାରା ତାହାର ବିଶ୍ୱବ୍ୟାପୀ ବି୨ବି ପ୍ଲାଟଫର୍ମ ଏବଂ ତାହାର ବୈଶିଷ୍ଟ୍ୟ ତଥା ଭାରତୀୟ କାରିଗର ଏବଂ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ଡିଲରମାନଙ୍କ ପାଇଁ ସମଗ୍ର ବିଶ୍ୱରେ ଗ୍ରାହକଙ୍କ ନିକଟରେ ପହଂଚିବାର ସୁପୋଗ ଓ ଲାଭ ସମ୍ପର୍କରେ ପ୍ରଦର୍ଶିତ କରୁଛି। ‘କଲାରା’ ଚିନ୍ନାମଲାଇର ହାତବୁଣା ରୋଷେଇ ତଉଲିଆ ଲସ୍ଏଞ୍ଜେଲସ ବଜାର ପର୍ଯ୍ୟନ୍ତ ପହଞ୍ଚାଇବା, ଓଡ଼ିଶାର ମୟୁରଭଞ୍ଜର ସବାଇଘାସରୁ ପ୍ରସ୍ତୁତ ମ୍ୟାଟ ହଂକଂ ବଜାରରେ, ରଘୁରାଜପୁରର ହସ୍ତ ଅଙ୍କିତ ପଟ୍ଟଚିତ୍ର ଥିବା ଖାଦ୍ୟ ପରଷିବା ସାମଗ୍ରୀ ଲଣ୍ଡନରେ ଷ୍ଟୋର ଗୁଡିକ ପର୍ଯ୍ୟନ୍ତ ପହଂଚାଇବା, ଉତର ପ୍ରଦେଶର ସମ୍ଭଲର ଅସ୍ଥି ଏବଂ ଶିଙ୍ଗରେ ପ୍ରସ୍ତୁତ କାରୁକାର୍ଯ୍ୟ ଦକ୍ଷିଣ ଆଫ୍ରିକାରେ, ମଣିପୁରର ଲଙ୍ଗପି କାନାଡାର ଷ୍ଟୋରଗୁଡିକରେ, ଚନ୍ନାପାଟନା ଖେଳନା ସିଙ୍ଗାପୁରରେ, ସାହାରନପୁରର ହାତଖୋଦେଇ କାଠର ସାଜସଜା ଉପକରଣ ମରିସସରେ, ଆଗ୍ରାର ହାତତିଆରି ସୋପଷ୍ଟୋନ ବର୍ଣ୍ଣର ବ୍ରିଟେନରେ ଏବଂ ଜୟପୁରର ପାରମ୍ପରିକ ଅଳଙ୍କାର ୟୁରୋପ, ଅଷ୍ଟ୍ରେଲିଆ, କାନାଡା, ଆମେରିକା ଏବଂ ଆଉ ଅଧିକ ରାଷ୍ଟ୍ରରେ ପହଂଚାଇବା ଭଳି ଅନେକ ଭାରତୀୟ କାରିଗରି ଉତ୍ପାଦ ଓ ସାମଗ୍ରୀକୁ ସମଗ୍ର ବିଶ୍ୱରେ ବଜାର ଅନୁସନ୍ଧାନ କରିବା ଦିଗରେ ସମର୍ଥ କରାଇଛି। ୬୦୦ରୁ ଅଧିକ ପଞ୍ଜିକୃତ ଅଣୁ, କ୍ଷୁଦ୍ର ଏବଂ ବୃହତ ପ୍ରସ୍ତୁତକାରୀ, କାରିଗର, ଉତ୍ପାଦନକାରୀ, ଏବଂ ରପ୍ତାନିକାରୀଙ୍କୁ ଏହାର ପ୍ଲାଟଫର୍ମରେ ସ୍ଥାନ ଦେଇଥିବା କଲାରାର ୫୦ରୁ ଅଧିକ ରାଷ୍ଟ୍ରରେ ହଜାର ହଜାର ସଂଖ୍ୟାରେ ପଞ୍ଜିକୃତ କ୍ରେତା ରହିଛନ୍ତି ଏବଂ ଏହା ଏକବର୍ଷରୁ କମ ସମୟ ମଧ୍ୟରେ ୪୦ରୁ ଅଧିକ ରାଷ୍ଟ୍ରକୁ ବି୨ବି ସାମଗ୍ରୀ ପରିବହନ କରିଛି। ବିଭିନ୍ନ ରାଷ୍ଟ୍ରରେ ଗ୍ରାହକଙ୍କ ଚାହିଦା, ଉତ୍ପାଦ ଏବଂ ମୂଲ୍ୟ ନିର୍ଦ୍ଧାରଣ ଧାରା ସମ୍ପର୍କରେ ବୁଝିବାକୁ ବିଭିନ୍ନ ତଥ୍ୟ ଏବଂ ପ୍ରଯୁକ୍ତିର ସମ୍ମିଶ୍ରଣକୁ ବ୍ୟବହାର କରି କଲାରା ଭାରତୀୟ କାରିଗରଙ୍କ ଦ୍ୱାରା ଉତ୍ପାଦଗୁଡିକର ବଜାରରେ ଗ୍ରହଣୀୟତା ଏବଂ ବିକ୍ରି ବୃଦ୍ଧି କରିବାକୁ ଉକ୍ତ ତଥ୍ୟ ପୁନଃ ଉତ୍ପାଦନକାରୀଙ୍କୁ ଅବଗତ କରାଉଛି। ରିଲାଏନ୍ସ ସମର୍ଥନରେ କଲାରା ଯୋଗାଣ ଶୃଙ୍ଖଳ, ମୂଳ ସ୍ଥାନରୁ ସଂଗ୍ରହ, ଉତ୍ପାଦର ବିକାଶ, ଆନ୍ତର୍ଜାତିକ ସହଭାଗିତା, ତଥ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ଆଦି କ୍ଷେତ୍ରରେ ସଂହତିକୁ ସମନ୍ୱିତ କରୁଛି। ଏହା ହଜାର ହଜାର ସଂଖ୍ୟକ ଉତ୍ପାଦ ଏବଂ ସେଗୁଡିକୁ ବିମାନ ଓ ସମୁଦ୍ର ପଥରେ ପହଂଚାଇବା, ଚାହିଦା ମୁତାବକ ନିର୍ମାଣ, ନିର୍ଦ୍ଦିଷ୍ଟ ଗ୍ରାହକ ଚାହିଦା ଆଧାରରେ ଉତ୍ପାଦର ବିକାଶ, ଠିକଣା ସମୟ ବଜାୟ ରଖିବା ଏବଂ ବିବିଧ ବିଶ୍ୱସ୍ତରୀୟ ଅର୍ଥ ପୈଠ ବ୍ୟବସ୍ଥା ଆଦି କ୍ଷେତ୍ରରେ ଏମଓକ୍ୟୁ, ମୂଲ୍ୟ, ଅଗ୍ରଣୀ ସମୟ ଏବଂ ଯୋଗାଣ ଶୃଙ୍ଖଳ ଆବଶ୍ୟକତା ସମ୍ପର୍କରେ ଆକଳନ କରିବାର କ୍ଷମତା ରଖୁଥିବା ଏକ ଅନନ୍ୟ ବି୨ବି ବିଶ୍ୱବ୍ୟାପୀ ପ୍ରଯୁକ୍ତି ପ୍ଲାଟଫର୍ମ ନିର୍ମାଣ କରିଛି।
ଭୁବନେଶ୍ବର: ଆଜି ରାଜ୍ୟରେ ୩୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ…
ଭୁବନେଶ୍ୱର: ଆମେରିକାର ୱାସିଂଟନ ଡିସି ସ୍ଥିତ ସ୍ମିଥ୍ସୋନିୟନ୍ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟର ବୋର୍ଡରେ ଇଶା ଅମ୍ବାନିଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ସେ ହେଉଛନ୍ତି ବୋର୍ଡର…
ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଓ ୟୁନିସେଫ୍ ଏବଂ ଭାରତ ଜ୍ଞାନ ବିଜ୍ଞାନ ସମିତି (ବିଜିଭିଏସ୍), ଶିକ୍ଷାସନ୍ଧାନର ମିଳିତ ସହଯୋଗରେ ପ୍ରାଚୀନ…
ଭୁବନେଶ୍ୱର: ଲୋକସେବା ଭବନଠାରେ ଭିଡ଼ିଓ କନ୍ଫରେନ୍ସ ମାଧ୍ୟମରେ ଜିଲ୍ଲାପାଳଙ୍କ ସହିତ ବୈଠକ କରିଛନ୍ତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ।…
ସୀତାରାମ ଅଗ୍ରୱାଲ ଚିଲିକା: ଦୀର୍ଘ ଦିନ ଧରି ପରିତ୍ୟକ୍ତ ଘରେ ପଡିରହିଥିବା ଜଣେ ଗୁରୁତର ରୋଗୀର ଦୁଃଖ ବୁଝିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର। ଅସହାୟ…
ଭୁବନେଶ୍ବର: କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଗୁରୁବାର ଦିନ ପାରାଦୀପ ବନ୍ଦର ଟ୍ରଷ୍ଟ (ପିପିଟି) ଏବଂ ମହାନଦୀ କୋଲ ଫିଲ୍ଡସ୍ ଲିମିଟେଡ (ଏମସିଏଲ)ର ବିଭିନ୍ନ ପ୍ରକଳ୍ପ…
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ର ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ସିବିଆଇ ତଦନ୍ତ,ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବୀ ନେଇ କଂଗ୍ରେସର…
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ର ବୃହତ ଜଳବିଦ୍ୟୁତ ଯୋଜନା ମାଧ୍ୟମରେ ଜଳସେଚନ ବ୍ୟବସ୍ଥା କରାଯାଉଥିବା ବେଳେ ପ୍ରତିବର୍ଷ କେନାଲ ଘାଇ ହୋଇ ଚାଷ…
ସୀତାରାମ ଅଗ୍ରୱାଲ ଚିଲିକା: ୧୯୭୧ ମସିହାର ଭାରତ ଓ ପାକିସ୍ତାନ ଯୁଦ୍ଧ ହେଉଛି ଏକ ସ୍ବର୍ଣ୍ଣିମ ଇତିହାସ। ଯେଉଁ ଯୁଦ୍ଧଦ୍ୱାରା ବାଂଲାଦେଶ ପାଇଥିଲା ନୂତନ ଜୀବନ। ଉକ୍ତ…

