ଭୁବନେଶ୍ବର, ଯେ କୌଣସି ସଂସ୍ଥା ଚାହିଁଲେ ଖୋଲି ପାରିବେ କୋଭିଡ୍ କେୟାର ହୋମ୍ । ଘରୋଇ ଅନୁଷ୍ଠାନ, ଘରୋଇ କମ୍ପାନି କିମ୍ବା ଯେକୌଣସି ସଂସ୍ଥା ଚାହିଁଲେ କୋଭିଡ୍ କେୟାର ହୋମ୍ ଖୋଲି ପାରିବେ। ତେବେ ନିଜ ସଂସ୍ଥାର କର୍ମଚାରୀଙ୍କ ସୁବିଧା ଏବଂ […]
ଭୁବନେଶ୍ବର : ବଡ଼ ବାବୁମାନେ ଯଦି ଠିକ୍ ସମୟରେ ଅଫିସ ନ ପହଞ୍ଚିବେ ତେବେ ତଳିଆ କର୍ମଚାରୀଙ୍କୁ କଥା କିଏ ପଚାରେ। ଏ ଘଟଣା ଆମ ସରକାରଙ୍କ ବଡ଼ ବଡିଆଙ୍କ ପାଇଁ କିଛି ନୂଆ କଥା ନୁହେଁ। ହେଲେ ବେଳେ ବେଳେ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ବାଣପୁରର ଝିଅ ଅନୀଶା ଏବେ ଜୀ ସାଥର୍କ ଚ୍ୟାନେଲ୍ରେ ପ୍ରସାରିତ ହେଉଥିବା ଲୋକପ୍ରିୟ ଧାରାବାହିକ ’ଅଞ୍ଜଳି’ରେ ଅଭିନୟ କରୁଛନ୍ତି। ପିତା ଦିଲ୍ଲୀପ କୁମାର ପଟ୍ଟନାୟକ ଓ ମାତା ସଂଯୁକ୍ତା ଦାସଙ୍କ କନ୍ୟା ଅନୀଶା ଅଧୁନା ବିଜେବି ସ୍ବୟଂଶାସିତ […]
ଭୁବନେଶ୍ବର, କୋଭିଡ-19 ପରିଚାଳନା ବ୍ୟବସ୍ଥାରେ କିଛିଟା ପରିବର୍ତ୍ତନ ଆଣିଛନ୍ତି ରାଜ୍ୟ ସରକାର। ଲକ୍ଷଣ ନଥିବା ବା ସାମାନ୍ୟ ଲକ୍ଷଣ ଥିବା କରୋନା ରୋଗୀଙ୍କୁ ଏଣିକି ହୋମ୍ ଆଇସୋଲେସନରେ ରଖିବା ପାଇଁ ଅନୁମତି ଦିଆଯିବ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରିବର୍ତ୍ତିତ ନିୟମ […]
ଭୁବନେଶ୍ୱର : ଆସନ୍ତା ୪୮ ଘଣ୍ଟା ମଧ୍ୟମରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଟ୍ରପ୍ ଲାଇନ୍ ପ୍ରଭାବରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର […]
ଭୁବନେଶ୍ବର, ଭୁବନେଶ୍ବର ମହାନଗର ଅଞ୍ଚଳରେ ଆଉ 14 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 14 ଜଣଙ୍କ ମଧ୍ୟରୁ 10 ଜଣ ଲୋକାଲ କଣ୍ଟାକ୍ଟ ହୋଇଥିବା ବେଳେ 4 ଡଣ କ୍ବାରେଣ୍ଟାଇନରୁ ଚିହ୍ଟଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ବର୍ଷକର ଶିଶୁ କନ୍ୟା […]
କଟକ, କଟକ ମହାନଗର ଅଞ୍ଚଳରେ ଆଜି ଆଉ 16 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା 16 ଜଣଙ୍କ ମଧ୍ୟରୁ 8 ଜଣ ଲୋକାଲ କଣ୍ଟାକ୍ଟ କେସ୍ ଥିବା କଟକ ମହାନଗର ନିଗମ ସିଏମସି ପକ୍ଷରୁ ସୂଚନା ଦିଆଯାଇଛି। ରାଉସପାଟଣାରେ […]
ଭୁବନେଶ୍ବର : ଭୁବନେଶ୍ବରର ସେଭେନ୍ ବାଟାଲିଅନ୍ର ଜଣେ ସିପାହୀଙ୍କ ମୃତ୍ୟୁ । ଶନିବାର ଦିନ ଅସୁସ୍ଥ ହୋଇ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଶନିବାର ବିଳମ୍ବିତ ରାତ୍ରିରେ ସମ୍ପୃ୍କ୍ତ ସିପାହୀଙ୍କ ମୃତ୍ୟୁ ଘଟିଥିବାର ସୂଚନା ରହିଛି । ମୃତ୍ୟୁ ପରେ […]
ଭଞ୍ଜନଗର : ଅସ୍ଥାୟୀ କୋଭିଡ୍ କେନ୍ଦ୍ରରେ ଜଣଙ୍କର ମୃତ୍ୟୁ ହୋଇଛି । ବେଲଗୁଣ୍ଠା ଏନ୍ଏସି ନୋଡାଲ ଜିଟି ହାଇସ୍କୁଲ କୋଭିଡ୍ କେନ୍ଦ୍ରରେ ମୃତ୍ୟୁ ଘଟିଥିବାର ସୂଚନା ରହିଛି । ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ ଆଣିଛନ୍ତି ମୃତକଙ୍କ ପୁଅ । ଗତକାଲି […]
ଭୁବନେଶ୍ବର : ଆସନ୍ତା ଜୁଲାଇ 31 ଭିତରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ମାଟ୍ରିକ ଖାତା ଦେଖା ସରିଥିବାର ସୂଚନା ଦେଇଛନ୍ତି ମନ୍ତ୍ରୀ । ଖାତା […]
ଭୁବନେଶ୍ବରୁ : ଆଜି ରାଜ୍ୟରୁ 6ଜଣଙ୍କ ମୁଣ୍ଡ ନେଇଛି କରୋନା । ଗଞ୍ଜାମରୁ 4 ଜଣଙ୍କ ଜୀବନ ଯାଇଥିବାବେଳ କଟକ ଓ ଭୁବନେଶ୍ବରରୁ ଜଣେ ଲେଖାଏଁ ରହିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି । ଗଞ୍ଜାମରୁ […]
ଭୁବନେଶ୍ବର : ଆଜି ରାଜ୍ୟର 23ଟି ଜିଲ୍ଲାରୁ 616 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଗଞ୍ଜାମରୁ ସର୍ବାଧିକ 283 ଜଣ ଚିହ୍ନଟ ହୋଇଥିବାବେଳେ କୋରାପୁଟରୁ 50, ନବରଙ୍ଗପୁରରୁ 40,ବରଗଡରୁ 31, ଖୋର୍ଦ୍ଧାରୁ 29, ବାଲେଶ୍ବରରୁ 27, କଟକ ଓ କେଉଁଝରରୁ 23, […]
ଭୁବନେଶ୍ବର : ରାଜ୍ୟରେ ଆଜି 616 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା । ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 415 ଜଣ ଚିହ୍ନଟ ହୋଇଥିବାବେଳେ […]
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଆଉ ଜଳେଶ୍ୱରରେ ସ୍ଥିତି ଜଟିଳ ଥିବାରୁ ଏହି ମ୍ୟୁନିସିପାଲଟିକୁ ଜିଲ୍ଲାପାଳ ଶଟ୍ଡାଉନ୍ ଘୋଷଣା କରିଛନ୍ତି। ଆଜି ସନ୍ଧ୍ୟା 5ଟା ଠାରୁ 17 ତାରିଖ ସକାଳ 5ଟା ଯାଏ ଶଟ୍ଡାଉନ୍ […]
ବାରିପଦା: ମୟୂରଭଞ୍ଜ ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କର ପରଲୋକ ହୋଇଯାଇଛି। ବାରିପଦାର ବେଲଗଡ଼ିଆ ସ୍ଥିତ ରାଜପ୍ରାସାଦରେ ଗତକାଲି ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବାର ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ 94 ବର୍ଷ ହୋଇଥିଲା। ରାଜମାତା ଗତକାଲି […]
ଭୁବନେଶ୍ବର, ପ୍ରଖ୍ୟାତ ଅଭିନେତା ଅମିତାଭ ବଚନ କରୋନା ପଜେଟିଭ ଚିହ୍ନଟ ହେବା ପରେ ସେ ବର୍ତ୍ତମାନ ମୁମ୍ବାଇର ଲୀଲାବତି ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ସୁଦର୍ଶନ ପୁରୀ ବେଳାଭୂମିରେ ନିର୍ମାଣ […]
ଭୁବନେଶ୍ବର, କରୋନା ଭୂତାଣୁ ରୋଗ (କୋଭିଡ୍-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ କଟକ ଜିଲ୍ଲାର କୋଭିଡ୍ ପର୍ଯ୍ୟବେକ୍ଷକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. […]
ଭୁବନେଶ୍ବର: ଆଜି ରାଜ୍ୟରେ ୩୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଗଂଜାମ ଜିଲ୍ଲାରୁ ସର୍ବାଧିକ ୧୦୬ ଜଣ ସୁସ୍ଥ ହୋଇଛନ୍ତି। ଏହା ପଛକୁ କଟକରୁ ୭୧, ସୁନ୍ଦରଗଡ଼ ଏବଂ […]
ସୀତାରାମ ଅଗ୍ରଓ୍ବାଲ ଚିଲିକା : ଶେଷରେ ସମସ୍ତ ଅପେକ୍ଷାରେ ଅନ୍ତ ଘଟିଛି । ପ୍ରାୟ ଦେଢ ମାସ ପରେ ସୁଦୂର ସାଉଦିରୁ ଗାଁରେ ପହଞ୍ଚିଲା ବାବୁଲାଙ୍କ ମରଶରୀର । ବୁକୁଥରା ଚିତ୍କାରରେ ଫାଟିଲା ହରିକୁଣ୍ଡ ବରଡି ଗାଁ ଦାଣ୍ଡ । ଲକ […]
କଟକ : କଟକ ମହାନଗର ନିଗମ ଅଞ୍ଚଳରୁ ହଟିବ ସଟ୍ଡାଉନ୍ । ଏନେଇ ସିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସଟ୍ଡାଉନ୍ ହଟିବା ପରେ ଦୋକାନ ବଜାର ଖୋଲିବା ନେଇ ସିଏମ୍ସି ପକ୍ଷରୁ ଏକ ନୋଟିସ୍ ଜାରି କରାଯାଇଛି । […]
କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଲାଂଜିଗଡ ବ୍ଲକରେ କାର୍ଯ୍ୟରତ ଜିପିଟିଏ ସୁବ୍ରତ କୁମାର ମଲ୍ଲିକ ବିଲ୍ କରିଦେବାକୁ ୩୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଦ୍ୱାରା ଧରାପଡିଥିବା ଜଣାପଡିଛି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଲାଂଜିଗଡ ବ୍ଲକ ଅନ୍ତର୍ଗତ କୁମଖାଲ […]