ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଥିବାବେଳେ ରାଜ୍ୟର କେତେକ ସ୍ଥାନରେ ବିଶୃଙ୍ଖଳାକାରୀଙ୍କ ଦ୍ୱାରା ଗଣ୍ଡଗୋଳ ହେଉଥିବା ଖବର ନିର୍ବାଚନ କମିଶନଙ୍କ ଦୃଷ୍ଟିକୁ ଆସିଛି। ବିଶେଷ କରି ପୁରୀ ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ବିଶୃଙ୍ଖଳାକାରୀମାନେ ନିର୍ବାଚନ […]
ଭୁବନେଶ୍ବର: ଗତକାଲି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନର ମତଦାନ ହାରର ସଂପୂର୍ଣ୍ଣ ସୂଚନା ଆସିଛି। ସେହି ଅନୁସାରେ ପ୍ରଥମ ପର୍ଯ୍ୟାୟରେ ମୋଟ ମତଦାନ ହାର ହେଲା 77.2 ପ୍ରତିଶତ। ତେବେ ତିରିଶଟି ଜିଲ୍ଲା ମଧ୍ୟରୁ ମାତ୍ର ଆଠଟି ଜିଲ୍ଲାରେ 80 ପ୍ରତିଶତରୁ […]
ଚାନ୍ଦପୁର: ଦ୍ଵିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଉ ମାତ୍ର କିଛି ଘଣ୍ଟା ବାକି ରହିଛି। ଏଭଳି ଘଡି ସନ୍ଧି ମୂହୁର୍ତ୍ତରେ ସବୁ ରାଜନୈତିକ ଦଳ ନିଜ ନିଜର ସମର୍ଥିତ ପ୍ରାର୍ଥୀଙ୍କୁ ଜିତାଇବାକୁ ଜୋର ଲଗାଇଦେଇଛନ୍ତି। ଏପରି ସ୍ଥଳେ ନୟାଗଡ ଜିଲା ଚାନ୍ଦପୁର […]
ସୀତାରାମ ଅଗ୍ରୱାଲ ଚିଲିକା: ରାଜ୍ୟରେ ଆରମ୍ଭ ହୋଇଯାଇଛି ପଞ୍ଚାୟତ ନିର୍ବାଚନ। ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକରେ ତୃତୀୟ ଚରଣ ନିର୍ବାଚନ ଫେବୃଆରୀ ୨୦ ତାରିଖରେ ହେବାକୁ ଥିବା ବେଳେ ଉକ୍ତ ବ୍ଲକର ଅଠରବାଟିଆ ପଞ୍ଚାୟତ ବର୍ତ୍ତମାନ ଚର୍ଚ୍ଚାରେ ଅଛି। ଦେଖିବାକୁ ଗଲେ […]
ଭୁବନେଶ୍ବର: ଆଜି ରାତିରେ ବିଜେଡିର ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ଏକ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଂଜାମ ଜିଲ୍ଲା ବିଜେପି ସଭାପତି ବିଭୂତି ଭୁଷଣ ଜେନାଙ୍କ ବିରୋଧରେ ଏହି ଅଭିଯୋଗ କରାଯାଇଛି। ତାହା ହେଲା ସେ ଏବଂ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ରାଜ୍ୟରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଶେଷ ହୋଇଛି।ଆସନ୍ତା ୧୮ତାରିଖରେ ଦ୍ଵିତୀୟ ପର୍ଯ୍ୟାୟ ପାଇଁ ମତଦାନ ହେବ। ଏହି ଦ୍ଵିତୀୟ ପର୍ଯ୍ୟାୟ ପାଇଁ ଆଜି ନିର୍ବାଚନୀ ପ୍ରଚାର ଶେଷ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ […]
ଭୁବନେଶ୍ୱର: ବିଜେଡି ସବୁ ବେଳେ ଅହିଂସାରେ ବିଶ୍ୱାସ କରେ ଏବଂ ଶାନ୍ତିପୂର୍ଣ ନିର୍ବାଚନ ଦ୍ୱାରା ହିଁ ଗଣତନ୍ତ୍ରକୁ ସୁଦୃଢ କରାଯାଇ ପାରିବ ବୋଲି କହିଛନ୍ତି ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଏବଂ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। […]
ସୀତାରାମ ଅଗ୍ରୱାଲ ଚିଲିକା: ନିର୍ବାଚନ ପ୍ରଚାର ବେଳେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ହଠାତ ଅସୁସ୍ଥ ହୋଇପଡିଛନ୍ତି। ବର୍ତ୍ତମାନ ବିଧାୟକ ଶ୍ରୀ ଜଗଦ୍ଦେବ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ମେଡିକାଲ ଇନଚାର୍ଜ ଡାକ୍ତର ରମାକାନ୍ତ ନାୟକଙ୍କ ସୂଚନା ମୁତାବକ […]
ସୀତାରାମ ଅଗ୍ରୱାଲ ଚିଲିକା: ରାଜ୍ୟରେ ଆଜି ପ୍ରଥମ ଚରଣ ପଞ୍ଚାୟତ ନିର୍ବାଚନର ମତଦାନ ଶେଷ ହୋଇଯାଇଛି। ଆସନ୍ତା ୧୮ ଏବଂ ୨୦ ତାରିଖରେ ଦ୍ଵିତୀୟ ଏବଂ ତୃତୀୟ ଚରଣ ପାଇଁ ମତ ଦାନ ହେବ। ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ […]
ଭୁବନେଶ୍ଵର: ଆଜି ରାଜ୍ୟରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଜାରି ରହିଛି। ବର୍ତ୍ତମାନ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦିନ ୧ ଟା ସୁଦ୍ଧା ରାଜ୍ୟରେ ୬୦ ପ୍ରତିଶତ ମତଦାନ ହୋଇଥିବା ସୂଚନା ରହିଛି। ତେବେ […]
ଭୁବନେଶ୍ବର: ଆଜି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି। କାଁ ଭାଁ ଗଣ୍ଡଗୋଳକୁ ଛାଡି ଦେଲେ ବିଭିନ୍ନ ସ୍ଥାନରେ ଚାଲିଛି ମତଦାନ। ତେବେ ଏହି ପର୍ଯ୍ୟାୟର ୨୩ଟି ପଦବୀ ପାଇଁ ପୁଣି ଥରେ ଭୋଟ ଗ୍ରହଣ ହେବ। କାରଣ […]
ଭୁବନେଶ୍ବର: ଆଜି ସକାଳ ସାତଟାରୁ ରାଜ୍ୟ ବିଭିନ୍ନ ସ୍ଥାନରେ ଚାଲିଛି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ରାଜ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ ଦିନ ୧୧ଟା ସୁଦ୍ଧା ରାଜ୍ୟର ମତଦାନ ହାର ରହିଛି ୩୦ ପ୍ରତିଶତ। ପ୍ରଥମ ପର୍ଯ୍ୟାୟରେ […]
ବରଗଡ: ରାଜ୍ୟରେ ଆଉ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ବରଗଡ ଜିଲ୍ଲା ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମୀକି ପ୍ରଧାନଙ୍କ ଆଜି ସକାଳେ ମୃତ୍ୟୁ ହୋଇଛି। ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ଜଣାପଡିଛି। ତେଣୁ ଆସନ୍ତା ୨୪ […]
ଭୁବନେଶ୍ବର: ବୁଧବାର ଦିନ ହେବ ଓଡିଶା ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ପ୍ରଥମ ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୭୧ଟି ବ୍ଲକରେ ଭୋଟ ଗ୍ରହଣ କରାଯିବ। ଏଥିରେ ୧୬୬୯ ଟି ଗ୍ରାମ ପଞ୍ଚାୟତର ସରପଞ୍ଚ, ୱାର୍ଡ ମେମ୍ବର ଏବଂ ସମିତି […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଆସନ୍ତାକାଲି ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ପ୍ରଥ। ଏହି ନିର୍ବାଚନରେ ୧ ଲକ୍ଷ ୩୨ […]
ଭୁବନେଶ୍ୱର: ଆମେ ସ୍ୱାଧୀନତାର ୭୫ ବର୍ଷର ଅମୃତ ମହୋତ୍ସବ ପାଳନ କରୁଥିଲା ବେଳେ ଆଜି ଆମ ଗଣତନ୍ତ୍ର ଓ ଶାସନ ବ୍ୟବସ୍ଥା କିଭଳି ଚାଲିଛି ତାହା ଆଜି ଏକ ବଡ଼ପ୍ରଶ୍ନବାଚୀ ହୋଇପଡିଛି ବୋଲି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଅତି କ୍ଷୋଭର ସହିତ […]
ଭୁବନେଶ୍ବର: ବୁଧବାର ଦିନ ହେବ ଓଡିଶା ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ସେଥିପାଇଁ ସୋମବାର ଦିନ ଏହାର ପ୍ରଚାର ଶେଷ ହୋଇଛି। ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ। […]
ଭୁବନେଶ୍ବର: ବିଜେଡି ପ୍ରତିନିଧି ଦଳ ଆଜି ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଭେଟି ପଞ୍ଚାୟତ ନିର୍ବାଚନରେ ବିଜେଡି ପ୍ରାର୍ଥୀଙ୍କ ବିରୋଧରେ ଓଡିଶାରେ ହିଂସା ବୃଦ୍ଧି ନେଇ ଅଭିଯୋଗ କରିଛନ୍ତି। ଓଡିଶାର ପଞ୍ଚାୟତ ନିର୍ବାଚନରେ ବିଜେପି ଦ୍ବାରା ହତ୍ୟା ତଥା ଜଘନ୍ୟ ଶାରୀରିକ ଆକ୍ରମଣର […]
ଭୁବନେଶ୍ବର: ଆସନ୍ତା ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଦିନ ସବୈତନିକ ଛୁଟି ଘୋଷଣା କରାଯାଇଛି। ଆଜି ରାଜ୍ୟ ସରକାରଙ୍କ ଶ୍ରମ ବିଭାଗ ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହା ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି। ସେହି […]
ବରଗଡ: ପଞ୍ଚାୟତ ନିର୍ବାଚନ ମଧ୍ୟରେ ଏକ ଦୁଃଖଦ ଖବର ଶୁଣିବାକୁ ମିଳିଛି। ବରଗଡ ଜିଲ୍ଲା ଭଟଲି କେଲେଣ୍ଡା ପାଲି ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀଙ୍କ ଦେହାନ୍ତ ହୋଇଯାଇଛି। ସରପଞ୍ଚ ପ୍ରାର୍ଥୀ ସରୋଜ ସେଠଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି। ତେଣୁ ଆସନ୍ତାକାଲି ହେବାକୁ […]
ଭୁବନେଶ୍ୱର: ତ୍ରିରସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଓ ମତଗଣନା କାର୍ଯ୍ୟ କୋଭିଡ୍-୧୯ ନିୟମାବଳୀର କଡ଼ାକଡ଼ି ଅନୁପାଳନ ସହ ହେବ। ମତଦାନର ପୂର୍ବଦିନ ନିର୍ଦ୍ଧାରିତ ମତଦାନ କେନ୍ଦ୍ରକୁ ଭଲ ଭାବେ ବିଶୋଧନ କରାଯିବ ଓ ମତଦାନ କେନ୍ଦ୍ରରେ ନିୟୋଜିତ ହୋଇଥିବା ସମସ୍ତ […]