ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ସମ୍ମୁଖରେ ଭୋଟର କାର୍ଡରେ ଅନିୟମିତତାକୁ ନେଇ ଧାରଣା ଦେଇଛନ୍ତି ଜଣେ ପରିବାର। ଖବର ମୁତାବକ କୁମାରାଙ୍ଗ ଶାସନ ଗ୍ରାମର ଦିଲ୍ଲୀପ କୁମାର ମିଶ୍ର ଚଳିତ ବର୍ଷ ପଞ୍ଚାୟତ ନିର୍ବାଚନରେ କୁମାରାଙ୍ଗ ଗ୍ରାମ […]
ଭୁବନେଶ୍ୱର: ନିର୍ବାଚନ ପ୍ରକି୍ରୟାରେ ଭୋଟଗଣନା ଏକ ମୁଖ୍ୟ କାର୍ଯ୍ୟ ଅଟେ। ଅସାବଧାନ ଭୋଟଗଣତି ଯୋଗୁଁ ସଂପୂର୍ଣ୍ଣ ନିର୍ବାଚନ ଫଳାଫଳ ଭୁଲ ହୋଇପାରେ। ଏ ପରିପ୍ରେକ୍ଷୀରେ ନିର୍ବାଚନ ଅଧିକାରୀମାନଙ୍କର ଗୁରୁଦାୟିତ୍ୱ ରହିଛି। ଭୋଟଗଣତି କେନ୍ଦ୍ର ଉପରେ ନିର୍ବାଚନ ଅଧିକାରୀମାନେ ତୀକ୍ଷ୍ଣ ଦୃଷ୍ଟି ଦେବା […]
ଚିଲିକା: ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇବାରେ ଲାଗିଛି, ସେହି ଅନୁସାରେ ଚିଲିକା ନିର୍ବାଚନ ମଣ୍ଡଳୀର ରାଜନୈତିକ ପାଣିପାଗ ସେତିକି ଜମିବାରେ ଲାଗିଛି। ତେବେ ଚିଲିକା ନିର୍ବାଚନ ମଣ୍ଡଳୀର ୧୪ ନମ୍ବର ଜୋନରେ ବର୍ତ୍ତମାନ ଚିଲିକାବାସୀଙ୍କ ନଜରରେ ରହିଛି। ଏହି ନିର୍ବାଚନ ମଣ୍ଡଳୀରେ […]
ଭୁବନେଶ୍ଵର: ଯାଜପୁର ଜିଲ୍ଲା ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି। ବିଧାୟିକାଙ୍କୁ ୪୮ ଘଣ୍ଟା ପାଇଁ ପ୍ରଚାର ଉପରେ କଟକଣା ଲଗାଯାଇଛି। ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଯୋଗୁଁ ବିଧାୟିକାଙ୍କ ବିରୋଧରେ ରାଜ୍ୟ ନିର୍ବାଚନ କମିଶନ କଟକଣା ଲଗାଇଛନ୍ତି। […]
ଭୁବନେଶ୍ୱର: ଆଜି ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ୨୯ ନଂ ଜିଲ୍ଲା ପରିଷଦ ଜୋନରେ କଂଗ୍ରେସର ମାରାଥନ ପ୍ରଚାର କରାଯାଇଛି । ଉକ୍ତ ଜୋନର କଂଗ୍ରେସ ପ୍ରାର୍ଥୀ ପ୍ରଶନ୍ନ ଦାସ ସପକ୍ଷରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ […]
ସୀତାରାମ ଅଗ୍ରୱାଲ ବାଣପୁର: ପାଖେଇ ଆସୁଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ। ଚଳିତ ଥର କରୋନା ମହାମାରୀ ଲାଗି ନିର୍ବାଚନ କମିଶନର ପଞ୍ଚାୟତ ନିର୍ବାଚନ ପାଇଁ ଏକାଧିକ କଟକଣା ଲଗାଇଥିଲେ ସୁଦ୍ଧା ଅସାମାଜିକ ବ୍ୟକ୍ତିମାନେ ସଦା ସର୍ବଦା ନିର୍ବାଚନ ସମୟରେ ବିଶୃଙ୍ଖଳା […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ବିଜେଡିର ଗୋଷ୍ଠୀ କନ୍ଦଳ ବର୍ତ୍ତମାନ ଦାଣ୍ଡରେ ପଡ଼ି ହାଟରେ ଗଡୁଛି। ଗତକାଲି ପୂର୍ବତନ ଚିଲିକା ବିଜେଡି ବିଧାୟକ ରଘୁନାଥ ସାହୁ କୌଣସି କାର୍ଯ୍ୟରେ ଗୋବିନ୍ଦପୁର ଗ୍ରାମକୁ ଯାଇଥିବା ବେଳେ ତାଙ୍କୁ ଯେଉଁ […]
ଭୁବନେଶ୍ବର: ପୌର ନିର୍ବାଚନ କେବେ ହେବ ତାହା ଘୋଷଣା ହୋଇ ନାହିଁ। ହେଲେ ରାଜ୍ୟ ନିର୍ବାଚନ କମିଶନର ପ୍ରାର୍ଥୀଙ୍କ ପ୍ରଚାର ଖର୍ଚ୍ଚ ପରିମାଣ ନିର୍ଦ୍ଧାରଣ କରିଛନ୍ତି। ସେ ନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ସେହି ବିଜ୍ଞପ୍ତି ଅନୁସାରେ ସେ ଯେଉଁ […]
ଭୁବନେଶ୍ୱର: ରାଜ୍ୟ ନିର୍ବାଚନ ଆୟୋଗ ପଂଚାୟତ ନିର୍ବାଚନ ପ୍ରଚାରର କଟକଣା କୋହଳପାଇଁ ଯେଉଁ ନିଷ୍ପତି ଗ୍ରହଣ କଲେ ତାହାକୁ କଂଗ୍ରେସ ଦଳ ସ୍ୱାଗତ କରେ କିନ୍ତୁ ୨ ଶାସକ ଦଳ ଦ୍ୱାରା ନିୟମ ଉଲ୍ଲଙ୍ଘନ ପ୍ରତି ନିର୍ବାଚନ ଆୟୋଗ ସଂପୂର୍ଣ୍ଣ ସର୍ତକ […]
ଚାନ୍ଦପୁର: ଆସୁଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଚଳିତ ଥର କରୋନା ମହାମାରୀ ଲାଗି ନିର୍ବାଚନ କମିଶନର ପଞ୍ଚାୟତ ନିର୍ବାଚନ ପାଇଁ ଏକାଧିକ କଟକଣା ଲଗାଇଥିଲେ ସୁଦ୍ଧା ଅସାମାଜିକ ବ୍ୟକ୍ତିମାନେ ସଦା ସର୍ବଦା ନିର୍ବାଚନ ସମୟରେ ବିଶୃଙ୍ଖଳା ସୃଷ୍ଟି କରିବା ପାଇଁ ଅନେଇ […]
ଭୁବନେଶ୍ବର: ଆଜି ପ୍ରାର୍ଥୀ ପତ୍ର ଯାଞ୍ଚ ପରେ ବୈଧ ପ୍ରାର୍ଥି ତାଲିକା ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ଅନୁସାରେ ନାକଚ ହେବା ପରେ ଯେଉଁ ବୈଧ ତାଲିକା ରହିଲା ତାହା ହେଲା ଏହିପରି ୱାର୍ଡମେମ୍ବର- ୧ ଲକ୍ଷ ୫୬ […]
ଭୁବନେଶ୍ବର:ଆଜି ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପକ୍ରିୟା ଶେଷ ହେଇଛି। ଆସନ୍ତାକାଲି ଶନିବାରରେ ଏହାର ଯାଞ୍ଚ ପକ୍ରିୟା ଆରମ୍ଭ ହେବ। ତେବେ ଯେଉଁମାନେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାକୁ ଚାହିଁବେ ସେମାନେ 25 ତାରିଖ ସୁଦ୍ଧା କରିପାରିବେ। ପ୍ରାର୍ଥିପତ୍ର ପ୍ରତ୍ୟାହାର […]
ଭୁବନେଶ୍ୱର: ଆମ ରାଜ୍ୟରେ ବର୍ତ୍ତମାନ କରୋନା ହୁ ହୁ ହୋଇ ମାଡ଼ିଚାଲିଛି। ଆସନ୍ତା ଫେବୃୟାରୀ ମାସରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନକୁ ସୁପରିଚାଳନା କରିବା ପାଇଁ ନିୟୋଜିତ ଶିକ୍ଷକ କର୍ମଚାରୀମାନଙ୍କୁ କରୋନା ବୁଷ୍ଟର ଡ଼ୋଜ ଟୀକାକରଣ ସୁନିଶ୍ଚିତ […]
ଭୁବନେଶ୍ବର: ଆଗାମୀ ପଞ୍ଚାୟତ ନିର୍ବାଚନରେ ନିଯୋଜିତ କର୍ମଚାରୀଙ୍କ ପାଇଁ ନିର୍ବାଚନ କମିଶନ ଏକ ବଡ ଘୋଷଣା କରିଛନ୍ତି। ନିର୍ବାଚନ ସମୟରେ ମୃତ୍ୟୁବରଣ କଲେ କର୍ମାଚାରୀମାନଙ୍କ ପରିବାରକୁ ୩୦ ଲକ୍ଷ କ୍ଷତିପୂରଣ ମିଳିବ। ଏ ନେଇ ନିର୍ବାଚନ କମିଶନ ଏକ ନିର୍ଦ୍ଦେଶନାମା ଜାରି […]
ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ ଅଧିକାରୀ ବିଜ୍ଞପ୍ତି ରାଜି କରିଛନ୍ତି। ଗ୍ରାମ ପଞ୍ଚାୟତ କାର୍ଯ୍ଯାଳୟରେ ସରପଞ୍ଚ ଆଉ ସମିତି ସଭ୍ଯଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଥିବା ବେଳେ ଜିଲ୍ଲା ଓ ବ୍ଲକ କାର୍ଯ୍ଯାଳୟରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ […]
ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ଲାଗି କରୋନା ଗାଇଡଲାଇନ ଜାରି କରାଯାଇଛି। ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଏହାକୁ ନେଇ ସ୍ଵତନ୍ତ୍ର ଗାଇଡଲାଇନ ଜାରି କରିଛନ୍ତି। ଗାଇଡଲାଇନ ଅନୁଯାୟୀ, ପ୍ରଚାରରେ ସାମାଜିକ ଗଣମାଧ୍ୟମ ଉପରେ ଅଧିକ ଗୁରୁତ୍ଵ ଦେବା ପାଇଁ ପରାମର୍ଶ […]
ଭୁବନେଶ୍ବର: ରାଜ୍ୟ ନିର୍ବାଚନ କମିଶନର ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏହି ଘୋଷଣା ପରେ ରାଜନୈତିକ ଦଳ ତରଫରୁ ତତ୍ପରତା ପ୍ରକାଶ ପାଇଛି। ହେଲେ ପ୍ରଶ୍ନ ଉଠୁଛି ଏତେ ସପନକୁ ରାତି କାହିଁ। ଅର୍ଥାତ ରାଜନୈତିକ ଦଳଗୁଡିକ ପଞ୍ଚାୟତ […]
ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ କମିଶନର ଘୋଷଣା ଏବଂ ତତ୍ସଂଲଗ୍ନ ମାର୍ଗଦର୍ଶିକା ଓଡ଼ିଆ ପଞ୍ଚାୟତିରାଜ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ସୃଷ୍ଟି କଲା। ଖଳନାୟକ ଭାବରେ ରାଜ୍ୟର ବିଜେଡି ସରକାର ଓ ତାଙ୍କର ବଚସ୍କର ପାଲଟିଥିବା ରାଜ୍ୟ ନିର୍ବାଚନ […]
ଭୁବନେଶ୍ବର: ଆଜି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ଓଡିଶାରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସେହି ଅନୁସାରେ ଓଡିଶାରେ ପାଞ୍ଚୋଟି ପର୍ଯ୍ୟାୟରେ ନିର୍ବାଚନ ହେବ। ଫେବ୍ରୁଆରୀ ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟ, ଫେବ୍ରୁଆରୀ ୧୮ […]
ଭୁବନେଶ୍ବର: ଏଥର ପଞ୍ଚାୟତ ନିର୍ବାଚନ ଏକ ଭିନ୍ନ ଧରଣର ହେବ। କରୋନା କଟକଣା ପାଇଁ ଏଥର ପଞ୍ଚାୟତ ନିର୍ବାଚନ ପ୍ରଚାର ବିହୀନ ନିର୍ବାଚନ ହେବ। ଆଜି ରାଜ୍ୟ ନିର୍ବାଚନ କମିଶନର ଏହି ଘୋଷଣା କରିଛନ୍ତି। ଭୁବନେଶ୍ବରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କମିଶନର […]
ଭୁବନେଶ୍ବର: ଶେଷରେ ଘୋଷଣା ହେଲା ପଞ୍ଚାୟତ ନିର୍ବାଚନ ତାରିଖ। ଆସନ୍ତା ଫେବୃୟାରୀ 16 ତାରିଖରେ ଆରମ୍ଭ ହେବ ଭୋଟିଂ। ଏହା ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହାଣ। ଏହାପରେ 18 ଫେବୃୟାରୀ 20 ଫେବୃୟାରୀ 22 ଫେବୃୟାରୀ ଏବଂ ଶେଷରେ 24 ଫେବୃୟାରୀରେ […]