ଭୁବନେଶ୍ବର: ଆଜି ଓଡିଶା ରାଜ୍ୟ ନିର୍ବାଚନ କମିଶନର ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିବେ। ଏ ନେଇ କମିଶନର କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି। ସେହି ଅନୁସାରେ ଆଜି ଦିନ 11ଟା 30 ମିନଟରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ। ନିର୍ବାଚନ […]
ଭୁବନେଶ୍ବର: ବର୍ତ୍ତମାନ ଓଡିଶା ରାଜ୍ୟ ନିର୍ବାଚନ କମିଶନରଙ୍କ ଗତିରୁ ସ୍ପଷ୍ଟ ଜଣାପଡିଲାଣି ଯେ, ଓଡିଶାରେ ପଞ୍ଚାୟତ ନିର୍ବାଚନ ନିର୍ଦ୍ଧାରିତ ସମୟ ମଧ୍ୟରେ ହେବ। କାରଣ କମିସନର ଆଦିତ୍ୟ ପ୍ରସାଦ ପାଢୀ ଘନଘନ ବୈଠକ କରି ବିଭିନ୍ନ ମତାମତ ସଂଗ୍ରହରୁ ଏହା ନିଶ୍ଚିତ […]
ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନକୁ ନେଇ ଆଜି ସର୍ବଦଳୀୟ ବୈଠକ ବସିଛି। ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନରଙ୍କ ନେତୃତ୍ଵରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନିର୍ବାଚନକୁ ନେଇ ସବୁ ଦଳର ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି। ଶାସକ ଦଳ ବିଜେଡ଼ି […]
ଭୁବନେଶ୍ବର: ଆଜି ଓଡିଶା ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ସର୍ବଦଳୀୟ ବୈଠକ ଡାକିଛନ୍ତି। ପୂର୍ବରୁ ଏ ନେଇ ସେ ଆଉ ଏକ ବୈଠକ କରିଥିଲେ। ତେବେ ବର୍ତ୍ତମାନ ରାଜ୍ୟରେ କରୋନା ପରିସ୍ଥିତି ନେଇ କିପରି ନିର୍ବାଚନ ହେବ ସେ […]
ଭୁବନେଶ୍ବର: ବର୍ତ୍ତମାନ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ପୂର୍ବରୁ ଓଡିଶାର ସ୍ଥିତି ଯେପରି ଭୟଙ୍କର ଥିଲା ବର୍ତ୍ତମାନ ସେହି ଆଡକୁ କରୋନା ଗତି କରୁଛି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଭବିଷ୍ୟବାଣୀ ଅନୁସାରେ ଆସନ୍ତା ଫେବୃୟାରୀ ମାର୍ଚ୍ଚରେ ସ୍ଥିତି ଅସମ୍ଭାଳ […]
ଭୁବନେଶ୍ବର : ରାଜ୍ୟରେ ପଞ୍ଚାୟତ ନିର୍ବାଚନ କରିବାକୁ ରାଜ୍ୟ ସରକାର ସବୁଜ ସଙ୍କେତ ପ୍ରଦାନ କରିଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ତିନୋଟି ଗେଜେଟ ନୋଟିଫିକସନ ପ୍ରକାଶ କରାଯାଇଛି। ଏଥିରେ ଓଡ଼ିଶା ଜିଲ୍ଲା ପରିଷଦ ଆକ୍ଟ ପ୍ରାବଧାନ ଅନୁସାରେ ସମସ୍ତ […]
ଭୁବନେଶ୍ବର: ଆଜି ଓଡିଶା ରାଜ୍ୟ ନିର୍ବାଚନ କମିଶନର ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ପ୍ରାର୍ଥୀଙ୍କ ନିର୍ବାଚନ ଚିହ୍ନ ଜାରୀ କରିଛନ୍ତି। ଖୁବ୍ ଶିଘ୍ର ନିର୍ବାଚନ ତାରିଖ ଘୋଷଣା ହେବାକୁ ଥିବାରୁ ପ୍ରଥମେ ଏହି ଚିହ୍ନ ଜାରୀ କରାଯାଇଛି। ପୂର୍ବରୁ ନିର୍ବାଚନ କମିଶନର […]
ଭୋପାଳ: ପଞ୍ଚାୟତ ନିର୍ବାଚନକୁ ସ୍ଥଗିତ କରିବାକୁ ମଧ୍ୟପ୍ରଦେଶ କ୍ୟାବିନେଟ ଅନୁମୋଦନ ଦେଇଛି। ନିର୍ବାଚନ ବାତିଲ କରିବାକୁ କ୍ୟାବିନେଟ ଏକ ପ୍ରସ୍ତାବ ଆଗତ କରି ରାଜ୍ୟପାଳଙ୍କ ନିକଟକୁ ପଠାଇଛି। ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର କହିଛନ୍ତି ଯେ, ରାଜ୍ୟପାଳ ଏହି ପ୍ରସ୍ତାବକୁ ଅନୁମୋଦନ କରିବା […]
ଭୁବନେଶ୍ଵର: ପଞ୍ଚାୟତ ନିର୍ବାଚନ ଲାଗି ଅଧ୍ୟାଦେଶ ସମ୍ପର୍କିତ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ଆଇନ ବିଭାଗ ପକ୍ଷରୁ ଏହି ଗେଜେଟ୍ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଣିକି ସତ୍ୟପାଠ ଜରିଆରେ ପ୍ରାର୍ଥୀମାନେ ନିଜର ତଥ୍ୟ ପ୍ରଦାନ କରିବେ। ନାମାଙ୍କନ ଦାଖଲ ସମୟରେ […]
ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନର ପ୍ରସ୍ତୁତି ଆରମ୍ଭ କରିସାରିଲେଣି। ନିୟମ ଅନୁସାରେ ଏହି ନିର୍ବାଚନ ଆସନ୍ତା ଫେବୃୟାରୀରେ ହେବା ଆବଶ୍ୟକ। ଆଉ ସେଥିପାଇଁ ଜାନୁୟାରୀ ମାସଟି ପୁରା ନିର୍ବାଚନ ପାଇଁ ରହିବ। ଏହାକୁ ହିସାବ କଲେ ଆସନ୍ତା […]
ଭୁବନେଶ୍ବର: ଆଜି ଓଡିଶା ରାଜ୍ୟ ନିର୍ବାଚନ କମିଶନର ଆସନ୍ତା ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ କରିଛନ୍ତି ସ୍ବତନ୍ତ୍ର ନିର୍ବାଚନ ଆଚରଣ ବିଧି ଚିଠା। ଯେଉଁଦିନ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ ସେହିଦିନଠାରୁ ଏହା କାର୍ଯ୍ୟକାରି କରାଯିବ ବୋଲି […]
ଭୁବନେଶ୍ବର: ଆସନ୍ତା ବର୍ଷ ରାଜ୍ୟରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନ ଫେବୃଆରୀ ମାସ ୨୦୨୨ର ପ୍ରଥମ ସପ୍ତାହରେ ହେବ। ଏହି ମାସର ଶେଷ ଆଡକୁ ନିର୍ବାଚନ ତାରିଖ ଘୋଷଣା କରାଯିବ। ଆସନ୍ତା ୧୭ ତାରିଖରେ ଚୁଡାନ୍ତ ଭୋଟର […]
ନୂଆଦିଲ୍ଲୀ: ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି। ମଧ୍ୟ ପ୍ରଦେଶ ନିର୍ବାଚନ କମିଶନର ବସନ୍ତ ପ୍ରତାପ ସିଂ ଏହି ତାରିଖ ଘୋଷଣା କରିଛନ୍ତି। ସେହି ଅନୁସାରେ ମଧ୍ୟ ପ୍ରଦେଶରେ ଆସନ୍ତା ଜାନୁୟାରୀ 6 , 28 […]
ଭୁବନେଶ୍ବର: ରାଜ୍ୟରେ ଆଉ କିଛି ମାସ ପରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାକୁ ନେଇ ସମସ୍ତ ରାଜନୈତିକ ଦଳଗୁଡିକ ନିର୍ବାଚନ ଲଢିବା ପାଇଁ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ହେଲେ ନିର୍ବାଚନ ସ୍ଥଗିତ ରହିବା ପାଇଁ […]
ଭୁବନେଶ୍ୱର: ଆସନ୍ତା ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ରେ ୬୭୯୪ ଗୋଟି ଗ୍ରାମ ପଞ୍ଚାୟତ ତଥା ଏଥିମଧ୍ୟରେ ଅନ୍ତର୍ଭୁକ୍ତ ୯୧୯୧୬ଟି ୱାର୍ଡ ଲାଗି ଭୋଟ ଗ୍ରହଣ ହେବ । ଗତ ୨୦୧୭ ପଞ୍ଚାୟତ ନିର୍ବାଚନରେ ୬୮୦୧ ଗ୍ରାମ ପଞ୍ଚାୟତ ଲାଗି ଭୋଟ ଗ୍ରହଣ ହୋଇଥିବା […]
ଭୁବନେଶ୍ବର: ଆସନ୍ତା ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀ ବା ପ୍ରାର୍ଥିନୀମାନେ କେତେ ଖର୍ଚ୍ଚ କରିବେ, କେତେ ଗାଡି ବ୍ୟବହାର କରିପାରିବେ ସେ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଓଡିଶା ରାଜ୍ୟ ନିର୍ବାଚନ କମିଶନର ପ୍ରକାଶ କରିଛନ୍ତି। ବିଜ୍ଞପ୍ତି ଅନୁସାରେ […]
ଭୁବନେଶ୍ୱର : ଆଗାମୀ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରିସାରିଲେଣି । ଏହି ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀ […]
ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ ପରିପ୍ରେକ୍ଷୀରେ ଆଜି ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ସମସ୍ତ ରାଜନୈତିକ ଦଳମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ […]
ଭୁବନେଶ୍ବର: ରାଜ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ସାଧାରଣ ନିର୍ବାଚନ-୨୦୨୨ ନିମନ୍ତେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ଆୟୋଗ ସଚିବ ସମସ୍ତ ରାଜନୈତିକ ଦଳମାନଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି । ଏହି ବୈଠକ ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ […]
ଭୁବନେଶ୍ବର: ରାଜ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ସାଧାରଣ ନିର୍ବାଚନ-୨୦୨୨ ନିମନ୍ତେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ଆୟୋଗ ସଚିବ ସମସ୍ତ ରାଜନୈତିକ ଦଳମାନଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି । ଏହି ବୈଠକ ଆସନ୍ତା ନଭେମ୍ବର ୬ ତାରିଖ ପୂର୍ବାହ୍ନ […]