ଭୁବନେଶ୍ବର: ଭାରତୀୟ ସୂଚନା ସେବା (ଆଇଆଇଏସ) ୨୦୨୨ ଓ ୨୦୨୩ ବ୍ୟାଚର ୯ ଜଣ ଶିକ୍ଷାନବୀସ ପ୍ରଶିକ୍ଷଣ ଭ୍ରମଣ କାର୍ଯ୍ୟକ୍ରମ ଅନ୍ତର୍ଗତ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ସେମାନେ ଭୁବନେଶ୍ବରରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟରତ […]
ନୂଆଦିଲ୍ଲୀ: ପରୀକ୍ଷା ପେ ଚର୍ଚ୍ଚା ୨୦୨୪ ଛାତ୍ରଛାତ୍ରୀଙ୍କ ମନରୁ ଚାପ ହ୍ରାସ ପାଇଁ ଏକ ଅନନ୍ୟ ପ୍ରୟାସ। ଏହାର ଅବ୍ୟବହିତ ପୂର୍ବରୁ ଜାନୁୟାରୀ ୨୩, ୨୦୨୪ ଦିନ ଦେଶବ୍ୟାପୀ ୬୫୭ କେନ୍ଦ୍ରୀୟ ବିଦ୍ୟାଳୟ ଓ ୧୨୨ ନବୋଦୟ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ […]
ନୂଆଦିଲ୍ଲୀ : ପତ୍ର ସୂଚନା କାର୍ଯ୍ୟାଳୟ ବା ପିଆଇବିର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଶ୍ରୀ ସତ୍ୟେନ୍ଦ୍ର ପ୍ରକାଶ ଆଜି କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଶ୍ରୀ ପ୍ରକାଶ ଭାରତୀୟ ସୂଚନା ସେବାର ୧୯୮୮ ବ୍ୟାଚର ଅଧିକାରୀ। ଏଥିପୂର୍ବରୁ ସେ କେନ୍ଦ୍ରୀୟ ଯୋଗାଯୋଗ ବ୍ୟୁରୋର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ‘ଗୁଜରାଟ ଗୌରବ ଅଭିଯାନ’କାର୍ଯ୍ୟକ୍ରମରେ ଆଜି ଯୋଗ ଦେଇଛନ୍ତି । ‘ଗୁଜରାଟ ଗୌରବ ଅଭିଯାନ’ କାଳରେ ପ୍ରଧାନମନ୍ତ୍ରୀ ନବସାରୀର ଏକ ଆଦିବାସୀ ବହୁଳ ଅଞ୍ଚଳ ଖୁଦଭେଲ ଠାରେ ଅନେକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ କରିଛନ୍ତି । […]
ନୂଆଦିଲ୍ଲୀ: ବାଜରା ଓ ସେହି ଜାତୀୟ ଖାଦ୍ୟଶସ୍ୟର ଗୁରୁତ୍ୱକୁ ସ୍ୱୀକୃତି ପ୍ରଦାନ କରି ଭାରତ ସରକାର ୨୦୧୮କୁ ବାଜରାବର୍ଷ ଭାବେ ପାଳନ କରିଥିଲେ । ଏହି ବର୍ଷ ପାଳନର ପ୍ରଧାନ ଲକ୍ଷ୍ୟ ଥିଲା ବାଜରା ଜାତୀୟ ଫସଲ ଚାଷକୁ ପ୍ରୋତ୍ସାହିତ କରିବା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୁକ୍ତରାଷ୍ଟ୍ର ଆମେରିକା ଗସ୍ତ ଅବସରରେ ୨୩ ସେପ୍ଟେମ୍ବର ୨୦୨୧ରେ ୱାଶିଂଟନ ଡିସି ଠାରେ ଯୁକ୍ତରାଷ୍ଟ୍ର ଆମେରିକାର ଉପରାଷ୍ଟ୍ରପତି କମଳା ହ୍ୟାରିସଙ୍କୁ ସାକ୍ଷାତ କରିଛନ୍ତି। ପ୍ରଥମ ଥର ପାଇଁ ବ୍ୟକ୍ତିଗତ ସାକ୍ଷତ ହୋଇଥିବାରୁ ସେମାନେ ଖୁସି ବ୍ୟକ୍ତ […]
ନୂଆଦିଲ୍ଲୀ: ଓଡିଶାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ ପରେ ଏବେ ଭାରତ ସରକାର ସେହିପରି ନିଷ୍ପତି କରିଛନ୍ତି। ଆୟୁଶମାନ ଭାରତ ଯୋଜନାରେ ହିତାଧିକାରୀଙ୍କୁ ଯୋଗାଇ ଦିଆଯିବ ଡିଜିଟାଲ ସ୍ବାସ୍ଥ୍ୟ ପରିଚୟ ପତ୍ର। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ […]
ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭିୟା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାରଙ୍କ ଉପସ୍ଥିତିରେ କୋଭିଡ ପରବର୍ତ୍ତୀ ପରିସ୍ଥିତିର ପରିମାପକ ଉନ୍ମୋଚନ କରିଛନ୍ତି । ଏହି ପରିମାପକ […]
ନୂଆଦିଲ୍ଲୀ: ସମାଜର ବଞ୍ଚିତ ବର୍ଗଙ୍କ ପାଇଁ ବିଶ୍ୱସ୍ତରୀୟ ଇଣ୍ଟରନେଟ ଏବଂ ଟେଲି-ଯୋଗାଯୋଗ ସୁବିଧା ଯୋଗାଇ ଦିଆଯିବ ବୋଲି ନିକଟରେ କେନ୍ଦ୍ର ଦୂରସଞ୍ଚାର ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଥିଲେ। ତାଙ୍କ ଘୋଷଣା ଅନୁରୂପ, ଏହି ଲକ୍ଷ୍ୟ ହାସଲ ଦିଗରେ ଭାରତ […]
ଭୁବନେଶ୍ବର: କୋଭିଡ୧୯ ମହାମାରୀ ସମୟରେ କେତେକ ଟ୍ରେନ ରେ ଖରାପ ପୃଷ୍ଠପୋଷକତାକୁ ଦୃଷ୍ଟିରେ ରଖି ନିମ୍ନଲିଖିତ ଅନୁଯାୟୀ ନିମ୍ନରେ ଉଲ୍ଲେଖ କରାଯାଇଥିବା ସ୍ୱତନ୍ତ୍ର ଟ୍ରେନ୍ ବାତିଲ୍ କରିବାକୁ ନିଷ୍ପତ୍ତି ନିଆଯାଇଛି। ସେଗୁଡିକ ହେଲା ସେପ୍ଟେମ୍ବର ୧୬ ରୁ ୨୨ ତାରିଖ ପର୍ଯ୍ୟନ୍ତ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ଆତ୍ମନିର୍ଭର ଭାରତ’ ସଂକଳ୍ପ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ସରକାର ଅଟୋମୋବାଇଲ ଏବଂ ଡ୍ରୋନ ଉଦ୍ୟୋଗ କ୍ଷେତ୍ର ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନାକୁ ମଞ୍ଜୁର କରିଛନ୍ତି। ଏହି ଉଦ୍ଦେଶ୍ୟ ନିମନ୍ତେ ୨୬, […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଦୂରସଞ୍ଚାର କ୍ଷେତ୍ରରେ ଅନେକ ଢାଞ୍ଚାଗତ ଏବଂ ପ୍ରକ୍ରିୟାଗତ ସଂସ୍କାରକୁ ଅନୁମୋଦନ କରିଛନ୍ତି। ଏହି ସଂସ୍କାର ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହିତ ରୋଜଗାର ଅବସରକୁ ସୁରକ୍ଷିତ ରଖିବ। ଏହା […]
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଏମ ଭେଙ୍କେୟା ନାଇଡ଼ୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଲୋକସଭା ବାଚସ୍ପତି ଓମ୍ ବିରଳା ଆଜି ଆନ୍ତର୍ଜାତିକ ଗଣତନ୍ତ୍ର ଦିବସ ଅବସରରେ ମିଳିତ ଭାବେ ‘ସଂସଦ ଟିଭି’ ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ […]
ନୂଆଦିଲ୍ଲୀ: ଇଜ୍ ଅଫ୍ ଡୁଇଙ୍ଗ୍ ବିଜନେସ୍ (ଇଓଡିବି) ପଦକ୍ଷେପ ଅନୁଯାୟୀ, ୩୦ କୋଟି ଟଙ୍କା ବ୍ୟୟରେ ଗୋଟିଏ ଭ୍ରାମ୍ୟମାଣ ଏକ୍ସ-ରେ କଣ୍ଟେନର ସ୍କାନିଂ ସିଷ୍ଟମ (ଏମ୍ଏକ୍ସସିଏସ୍) ସ୍ଥାପନ କରାଯାଇଛି ଯାହା ବ୍ୟକ୍ତିଙ୍କ ଦ୍ୱାରା ପରୀକ୍ଷଣ ହ୍ରାସ କରିବ ଏବଂ ବନ୍ଦରରେ କଣ୍ଟେନର […]
ନୂଆଦିଲ୍ଲୀ, ଆଜି ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ନୂଆଦିଲ୍ଲୀରେ ହୋଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଅଷ୍ଟ୍ରେଲିଆର ପ୍ରତିରକ୍ଷା ମନ୍ତ୍ରୀ ପିଟର ଡଟ୍ଟନଙ୍କ ସହ ବୈଦେଶିକ ମନ୍ତ୍ରୀ ଡ ଜୟଶଙ୍କର ଏବଂ ଅଷ୍ଟ୍ରେଲିଆର ବୈଦେଶିକ ମନ୍ତ୍ରୀ […]
ନୂଆଦିଲ୍ଲୀ: ପ୍ରମୁଖ ବନ୍ଦର କ୍ରୀଡା ନିୟନ୍ତ୍ରଣ ବୋର୍ଡର କ୍ରୀଡା ପ୍ରଶିକ୍ଷାର୍ଥୀ ସ୍କିମ୍ ଅଧୀନରେ ପାରାଦୀପ ବନ୍ଦର କ୍ରୀଡ଼ା ପରିଷଦ ୯ ସେପ୍ଟେମ୍ବରରୁ ୧୦ ସେପ୍ଟେମ୍ବର ୨୦୨୧ ପର୍ଯ୍ୟନ୍ତ ପାରାଦୀପ ବନ୍ଦର ସ୍ଥିତ ଗୋପାବନ୍ଧୁ ଷ୍ଟାଡିୟମ୍ରେ ଭଲିବଲ୍, କ୍ରିକେଟ୍, ଫୁଟବଲ୍ ଏବଂ ଆଥଲେଟିକ୍ […]
ନୂଆଦିଲ୍ଲୀ: ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ କହିଛନ୍ତି ଯେ ଦେଶର ସୁରକ୍ଷାକୁ ମଝବୁତ କରିବା ପାଇଁ ଓଡିଶା ସମେତ ଅନ୍ୟ ୧୯ ଟି ସ୍ଥାନରେ ଜରୁରୀକାଳୀନ ଅବତରଣ ସୁବିଧା ବିକାଶ କରାଯିବ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ […]
ନୂଆଦିଲ୍ଲୀ : କେରଳର କୋଝିକୋଡ ଜିଲ୍ଲାରେ ନିପା ଭାଇରସର ଏକ ମାମଲା ସାମ୍ନାକୁ ଆସିଛି । କେରଳର କୋଝିକୋଡ ଜିଲ୍ଲାରେ ୩ ସେପ୍ଟେମ୍ବର ୨୦୨୧ରେ ଏନ୍ସେଫାଲାଇଟିସ୍ ଏବଂ ମାୟୋକାର୍ଡିଟିସ ଲକ୍ଷଣ ଥିବା ଏକ ୧୨ବର୍ଷର ବାଳକକ ନିପା ଭାଇରସ ସଂକ୍ରମିତ ହୋଇଥିବା […]
ନୂଆଦିଲ୍ଲୀ, ଛାତ୍ରମାନଙ୍କ ଭିତରେ ଥିବା ଅନ୍ତର୍ନିହିତ ପ୍ରତିଭାର ଉପଯୁକ୍ତ ବିକାଶର ସମନ୍ୱୟ ଘଟାଇବା ଦାୟିତ୍ୱ ଶିକ୍ଷକ ସମାଜର; ଜଣେ ଉତ୍ତମ ଶିକ୍ଷକ ହେଉଛନ୍ତି ବ୍ୟକ୍ତିତ୍ୱ ଗଠନର ପ୍ରକୃତ ନିର୍ମାତା, ଜଣେ ସମାଜ ନିର୍ମାତା ଏବଂ ଜଣେ ରାଷ୍ଟ୍ର ନିର୍ମାତା ବୋଲି ରାଷ୍ଟ୍ରପତି […]
ସମ୍ବଲପୁର : କ୍ଷେତ୍ରୀୟ ସ୍ତରରେ କାର୍ଯ୍ୟ କରୁଥିବା ସାମ୍ବାଦିକମାନଙ୍କ ପାଇଁ ଭାରତ ସରକାର ବିଭିନ୍ନ କଲ୍ୟାଣମୂଳକ ଯୋଜନା କାର୍ୟ୍ୟକାରୀ କରୁଛନ୍ତି।ଏସବୁ ଯୋଜନାର ସୁବିଧା ନେବାକୁ ସାମ୍ବାଦିକମାନଙ୍କୁ ପରାମର୍ଶ ଦେଇଛନ୍ତି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଓଡ଼ିଶା ପ୍ରାନ୍ତ ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ […]
ନୂଆଦିଲ୍ଲୀ, କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡବୀୟ ଆଜି ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ କ୍ଷେତ୍ରର ସ୍ୱାସ୍ଥ୍ୟମନ୍ତ୍ରୀ ଓ ପ୍ରମୁଖ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବମାନଙ୍କ ସହ ୨୦୨୫ ମସିହା ସୁଦ୍ଧା ଏକ ଯକ୍ଷ୍ମାମୁକ୍ତ […]