ପୁରୀ: ସରିଲା ତିନିଠାକରୁଙ୍କ ଲୀଳାଖେଳା। ଆଜି ହେଉଛି ନିଳାଦ୍ରୀବିଜେ, ଆଜି ତିନିଠାକୁର ବାହୁଡିବେ ରତ୍ନ ସିଂହାସନକୁ। ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ବ୍ୟବସ୍ଥା କରାଯାଇଛି। ଦୀର୍ଘ ନଅ ଦିନ ଧରି ତିନିଠାକୁର ତିନି ରଥରେ ବିଜେ କରି ଭକ୍ତଙ୍କୁ ଦେଇଥିଲେ ଦର୍ଶନ। […]
ପୁରୀ: ତିନିଠାକୁର ରଥାଋଢ ହେବା ପରେ ଆରମ୍ଭ ହୋଇଥିଲା ଛେରା ପହଁରା ନୀତି। ଗଜପତି ମହାରାଜା ଦିବ୍ୟସିଂହ ଦେବ ତିନି ରଥରେ ଛେରା ପହଁରା କାର୍ଯ୍ୟ କରିଥିଲେ। ଏହାପରେ ଚାରମାଳ ଫିଟା ଯିବା ପରେ ଲକ୍ଷଲକ୍ଷ ଭକ୍ତଙ୍କ ଗହଣରେ ଆରମ୍ଭ ହୋଇଥିଲା ବଡ […]
ପୁରୀ, ବିନା ଭକ୍ତରେ ମହାପ୍ରଭୃଙ୍କ ସୁନାବେଶ ସଂପର୍ଣ୍ଣ ହୋଇଛି। ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ନିତି ସଂପର୍ଣ୍ଣ ହୋଇଛି। ପୂଜା ବିଧି ଅନୁସାରେ ଅପରାହ୍ନରେ ଶ୍ରୀଜିୟୁଙ୍କ ସୁନାବେଶ ଆରମ୍ଭ ହୋଇଥିଲା। ଏଥିରେ ଶ୍ରୀଜଗନ୍ନାଥ, ବଡଠାକୁର ବଳଭଦ୍ର ଏବଂ ମା ସୁଭଦ୍ରାଙ୍କୁ […]
ପୁରୀ, ଆଜି ଶ୍ରୀଜିୟୁଙ୍କର ସୁନାବେଶ ଅନୁଷ୍ଠିତ ହେବ। ରଥଯାତ୍ରା ଏବଂ ବାହୁଡା ପରି ସୁନାବେଶ ମଧ୍ୟ ସେହି କଟକଣା ଭିତରେ ହେବ। ଏଥିପାଇଁ ସୋମବାରଠାରୁ ପୁରୀରେ କର୍ଫୁଲାଗୁ କରାଯାଇଛି। ଏହି କର୍ଫ୍ୟୁ ବୁଧବାର ରାତି ପର୍ଯ୍ୟନ୍ତ ବଳବତ୍ତର ରହିଛି। ପୂର୍ବରୁ ଶ୍ରୀମନ୍ଦିର […]
ପୁରୀ, ମନ୍ଦିର ପ୍ରଶାସନ ଜାରି କରିଥିବା ସମୟ ନିର୍ଘଣ୍ଟର ବହୁ ପୂର୍ବରୁ ବାହୁଡା ରଥ ଟଣା ଆରମ୍ଭ ହୋଇଯାଇଛି। ନିର୍ଦ୍ଧାରିତ ସମୟ ଅନୁସାରେ ଅଜି ଅପରାହ୍ନ 4 ଟାରେ ରଥଟଣା ହୋଇଥାଆନ୍ତା। ହେଲେ ଏହାର ଯଥେଷ୍ଠ ପୂର୍ବରୁ ଅର୍ଥାତ ଅପରାହ୍ନ ଗୋଟିଏ […]
ପୁରୀ, ଚଳିତ ବର୍ଷ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏକ ନୂଆ ରେକର୍ଡ କରିଛନ୍ତି। ତାହା ହେଲା ସେ ଶ୍ରୀଜିୟୁଙ୍କ ସେବା କରିବାରେ ୫୦ ବର୍ଷ ପୁରଣ କରିଛନ୍ତି। ସେ ୧୯୭୧ ମସିହାରୁ ଠାକୁରଙ୍କ ଏହି ସେବା କରି ଆସୁଛନ୍ତି। […]
ପୁରୀ, ବାହୁଡା ଯାତ୍ରାର ଏକ ଅନନ୍ୟ ପରଂପରା ହେଉଛି ତିନିଠାକୁରଙ୍କ ମାଉସୀମା ମନ୍ଦିରରେ ପୋଡପିଠା ଖିଆ। ଏହି ପରଂପରା କାହିଁ କେଉଁ କାଳରୁ ପ୍ରଚଳିତ ହୋଇ ଆସୁଛି। ତିନିଠାକୁର ଗୁଣ୍ଡିଚା ମନ୍ଦିରରୁ ଆଗପଛ ହୋଇ ବାହାରିବା ପରେ ବାଟରେ ଏହି ପୋଡପିଠା […]
ପୁରୀ, ବର୍ତ୍ତମାନ ବାହୁଡା ଯାତ୍ରା ପାଇଁ ସମସ୍ତ ରୀତିନୀତି ନିର୍ଦ୍ଧିରତ ସମୟ ପୂର୍ବରୁ ଚାଲିଛି। ତିନି ରଥର ତିନିଠାକୁର ବିରାଜମାନ କରିବା ପରେ ଏବେ ଛେରା ପହଁରା ନୀତି ଚାଲିଛି। ଗଜପତି ଦିବ୍ୟସିଂହ ଦେବ ନିର୍ଦ୍ଧାରିତ ସମୟ ପୂର୍ବରୁ ପହଁଚି ଏହି […]
ପୁରୀ, ଆଜି ହେଉଛି ପବିତ୍ର ବାହୁଡା ଯାତ୍ରା। ଏହି ଉପରଲେକ୍ଷ ଶ୍ରୀଗୁଣ୍ଡିଚା ମନ୍ଦିରରୁ ତିନିଠାକୁରଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଛି। ପ୍ରଥମେ ସୁଦର୍ଶନ ଦେବଦଳନ ରଥରେ ବିଜେ କରିବା ପରେ ପ୍ରଭୃ ବଳଭଦ୍ର ପହଣ୍ଡି ବିଜେ କରି ରଥାଋଢ ହୋଇଛନ୍ତି। ପୂର୍ବ […]
ପୁରୀ, ତିନିଠାକୁର ମଙ୍ଗଳବାର ଦିନ ଶ୍ରୀମନ୍ଦିରକୁ ଫେରିବେ। ସେଥିପାଇଁ ମନ୍ଦିର ପ୍ରଶାସନ ତରଫରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜ୍ଞାମାଳ ଆସିବା ପରେ ତିନିରଥରେ ଚାରମାଳ ବନ୍ଧା କାର୍ଯ୍ୟ ଆରମ୍ଭ ହୋଇଥିଲା। ଯାହା ରାତି ଭିତରେ ଶେଷ କରାଯାଇଛି। ଏହା ପୂର୍ବରୁ […]
ଭୁବନେଶ୍ବର, ଆସନ୍ତାକାଲି ମଙ୍ଗଳବାରରେ ମହାପ୍ରଭୃ ତାଙ୍କ ଜନ୍ମବେଦୀର ଲୀଳା ସାରି ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ। ସେଥିପାଇଁ ପ୍ରସ୍ତୁତି ଶେଷ ହୋଇଛି। ବାହୁଡା ପୂର୍ବଦିନ ସଂଧ୍ୟା ଦର୍ଶନ ଥିବାରୁ ଭକ୍ତମାନଙ୍କ ଭିଡ ପରିଲକ୍ଷିତ ହେବା କଥା। ହେଲେ କରୋନା କଟକଣା ପାଇଁ ସଂଧ୍ୟା […]
ଭୁବନେଶ୍ବର, ଗତକାଲି ମା ଲକ୍ଷ୍ମୀ ରାଗରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ଯାଇଥିଲେ। ସେଠାରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଭାଙ୍ଗିଦେଲେ। ଏହାପରେ ରାଗ ଶାନ୍ତ କରିବା ପାଇଁ କାଲି ରାତିରେ ଜଗନ୍ନାଥ ମା ଲକ୍ଷ୍ମୀଙ୍କ ଭେଟ ହୋଇଥିଲା। ଏହା ଥିଲା ଗତକାଲି […]
ପୁରୀ, ତିନିଠାକୁର ଆଜି ଅପରାହ୍ନରେ ତିନି ରଥରୁ ଆଡପ ମଣ୍ଡପକୁ ବିଜେ କରିଛନ୍ତି। ନଅ ଦିନ ଧରି ସେ ନିଜ ଜନ୍ମ ବେଦୀରେ ରହିବେ। ହେଲେ ଦୁଃଖର କଥା ତିନି ଠାକରୁ ଏକା ଏକା ବସିବେ ସିନେ କୌଣସି ଭକ୍ତଙ୍କୁ ଦେଖିପାରିବେ […]
ଦିଲ୍ଲୀପ ହାଲି ଓଡ଼ିଆ ଜନମାନସ ସହ ଜଗନ୍ନାଥ ସଂସ୍କୃତି ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଆଉ ଏଥିରୁ ଓଡ଼ିଆ ଫିଲ୍ମ ଦୁନିଆ ବା ବାଦ୍ ପଡ଼ନ୍ତା କିଭଳି? ଶ୍ରୀଜଗନ୍ନାଥଙ୍କ ମହିମା ବର୍ଣ୍ଣିତ କାହାଣୀକୁ ନେଇ ବିଭିନ୍ନ ସମୟରେ ଅନେକ ଓଡ଼ିଆ ଫିଲ୍ମ […]
ପୁରୀ, ଆସନ୍ତାକାଲି ମହାପ୍ରଭୃଙ୍କ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତିନି ରଥ ସିଂହଦ୍ବାରରେ ଲାଗିଛି। ଆଜି ଆଜ୍ଞାମାଳ ଆସିବା ପରେ ପ୍ରଥମେ ନନ୍ଦିଘୋଷ, ଦେବଦଳନ ଏବଂ ତାଳଧ୍ବଜ ରଥକୁ ସିଂହଦ୍ବାର ନିକଟକୁ ନିଆଯାଇ ଗୁଣ୍ଡିଚା ମନ୍ଦିର ମୁହାଁ ରଖାଯାଇଛି। […]
ଭୁବନେଶ୍ବର, ପୁରୀ ଶ୍ରୀକ୍ଷେତ୍ରରେ ରଥଯାତ୍ରାର ପରଂପରା କାହିଁ କେଉଁ କାଳରୁ ପାଳିତ ହୋଇ ଆସୁଛି। ଏହାର ପ୍ରମାଣ ବିଭିନ୍ନ ସମୟରେ ଐତିହାସିକମାନେ ବର୍ଣ୍ଣନା କରିଛନ୍ତି। ସେହିପରି ବହୁ ପ୍ରାଚୀନ ପୁରାଣରେ ମଧ୍ୟ ପ୍ରଭୃ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ବର୍ଣ୍ଣନା ମଧ୍ୟ ରହିଛି। ସେଗୁଡିକ […]
ନୂଆଦିଲ୍ଲୀ: ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ରଥ ଯାତ୍ରା କରିବା ଆବେଦନ ଉପରେ ସୁପ୍ରିମକୋର୍ଟ ରାୟ ଶୁଣାଇଛନ୍ତି। ପୁରୀ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ରଥ ଯାତ୍ରା କରିବାକୁ ସୁପ୍ରିମକୋର୍ଟ ଅନୁମତି ଦେଇନାହାନ୍ତି। କେବଳ ପୁରୀରେ ରଥଯାତ୍ରା କରିବାକୁ ସୁପ୍ରିମକୋର୍ଟ କହିଛନ୍ତି। […]
ଭୁବନେଶ୍ବର, ଗତ ବର୍ଷ ଏବଂ ଚଳିତ ବର୍ଷ ଶ୍ରୀମନ୍ଦିର ଇତିହାସରେ ରଥଯାତ୍ରା ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି। କରୋନା ସଂକ୍ରାମଣ ପାଇଁ ଗତ ବର୍ଷ ମଧ୍ୟ ବିନା ଭକ୍ତରେ ରଥଯାତ୍ରା ଆୟୋଜିତ ହୋଇଥିଲା। ଚଳିତ ବର୍ଷ ମଧ୍ୟ ସେହିପରି ବିନା […]
ଭୁବନେଶ୍ବର, ଗତବର୍ଷ ଏହି ରଥଯାତ୍ରା ବେଳକୁ ବହୁ ବାଦବିବାଦ ପରେ ଶେଷରେ ରଥ ବଡ ଦାଣ୍ଡରେ ରଥ ଗଡିଥିଲା। ହେଲେ ସେତେବେଳେ ଜଗତର ନାଥ ଜଗନ୍ନାଥଙ୍କ ଏହି ଲୀଳାକୁ କେହି ବୁଝିପାରିଲେ ନାହିଁ। ବହୁ ନାଟ ଖେଳିବା ପରେ ଶେଷରେ ରଥଯାତ୍ରା […]
ଭୁବନେଶ୍ବର, ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି। ଏହା ପଛରେ ଏକ କିମ୍ବଦନ୍ତୀ ରହିଛି । ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ […]
ଭୁବନେଶ୍ବର, ପ୍ରତି ବର୍ଷ ଜ୍ୟେଷ୍ଠ ମାସ ପୂର୍ଣ୍ଣିମାରେ ତିନି ଠାକୁର ସ୍ନାନ ମଣ୍ଡପକୁ ବିଜେ କରି ୧୦୮ କଳସୀ ଜଳରେ ସ୍ନାନ କରିଥାନ୍ତି। ଏହି ପରଂପରା ଜଗନ୍ନାଥ ସଂସ୍କୃତିରେ କାହିଁ କେଉଁ କାଳରୁ ପାଳିତ ହୋଇଆସୁଛି। ସେଥିପାଇଁ ଏହି ଦିନକୁ ଦେବସ୍ନାନ […]