ନୂଆଦିଲ୍ଲୀ: ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ରଥ ଯାତ୍ରା କରିବା ଆବେଦନ ଉପରେ ସୁପ୍ରିମକୋର୍ଟ ରାୟ ଶୁଣାଇଛନ୍ତି। ପୁରୀ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ରଥ ଯାତ୍ରା କରିବାକୁ ସୁପ୍ରିମକୋର୍ଟ ଅନୁମତି ଦେଇନାହାନ୍ତି। କେବଳ ପୁରୀରେ ରଥଯାତ୍ରା କରିବାକୁ ସୁପ୍ରିମକୋର୍ଟ କହିଛନ୍ତି। […]
ଭୁବନେଶ୍ବର, ଗତ ବର୍ଷ ଏବଂ ଚଳିତ ବର୍ଷ ଶ୍ରୀମନ୍ଦିର ଇତିହାସରେ ରଥଯାତ୍ରା ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି। କରୋନା ସଂକ୍ରାମଣ ପାଇଁ ଗତ ବର୍ଷ ମଧ୍ୟ ବିନା ଭକ୍ତରେ ରଥଯାତ୍ରା ଆୟୋଜିତ ହୋଇଥିଲା। ଚଳିତ ବର୍ଷ ମଧ୍ୟ ସେହିପରି ବିନା […]
ଭୁବନେଶ୍ବର, ଗତବର୍ଷ ଏହି ରଥଯାତ୍ରା ବେଳକୁ ବହୁ ବାଦବିବାଦ ପରେ ଶେଷରେ ରଥ ବଡ ଦାଣ୍ଡରେ ରଥ ଗଡିଥିଲା। ହେଲେ ସେତେବେଳେ ଜଗତର ନାଥ ଜଗନ୍ନାଥଙ୍କ ଏହି ଲୀଳାକୁ କେହି ବୁଝିପାରିଲେ ନାହିଁ। ବହୁ ନାଟ ଖେଳିବା ପରେ ଶେଷରେ ରଥଯାତ୍ରା […]
ଭୁବନେଶ୍ବର, ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି। ଏହା ପଛରେ ଏକ କିମ୍ବଦନ୍ତୀ ରହିଛି । ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ […]
ଭୁବନେଶ୍ବର, ପ୍ରତି ବର୍ଷ ଜ୍ୟେଷ୍ଠ ମାସ ପୂର୍ଣ୍ଣିମାରେ ତିନି ଠାକୁର ସ୍ନାନ ମଣ୍ଡପକୁ ବିଜେ କରି ୧୦୮ କଳସୀ ଜଳରେ ସ୍ନାନ କରିଥାନ୍ତି। ଏହି ପରଂପରା ଜଗନ୍ନାଥ ସଂସ୍କୃତିରେ କାହିଁ କେଉଁ କାଳରୁ ପାଳିତ ହୋଇଆସୁଛି। ସେଥିପାଇଁ ଏହି ଦିନକୁ ଦେବସ୍ନାନ […]