ନୂଆଦିଲ୍ଲୀ, କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ରାଷ୍ଟ ମନ୍ତ୍ରୀ ଏବଂ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଆଜି ଭାରତର ହକି ଜାଦୁକର ସ୍ବର୍ଗୀୟ ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଅବସରରେ ନୂଆଦିଲ୍ଲୀର ଧ୍ୟାନ ଚାନ୍ଦ ଷ୍ଟାଡ଼ିଅମ୍ ଠାରେ ତାଙ୍କ ପ୍ରତିମୂର୍ତ୍ତିରେ […]
ଦୁବାଇ : ଚେନ୍ନାଇ ସୁପର କିଙ୍ଗସକୁ ଶକ୍ତ ଧକ୍କା । ଆଇପିଏଲରୁ ଓହରିଛନ୍ତି ବ୍ୟାଟ୍ସମ୍ୟାନ ସୁରେଶ ରାଇନା । ବ୍ୟକ୍ତିଗତ କାରଣରୁ ରାଇନା ଭାରତ ଫେରି ଆସିଥିବା ଜଣାପଡିଛି । ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ଏହାର ସିଇଓ କେ.ଭି . […]
ବେଙ୍ଗାଲୁରୁ : ସମ୍ମାନଜନକ ଦ୍ରୋଣାଚାର୍ଯ୍ୟ ପୁରସ୍କାରର ସମ୍ମାନିତ ହେବାର କିଛି ଘଣ୍ଟା ପୂର୍ବରୁ ବେଙ୍ଗାଲୁରୁରେ ଜଣେ ଅନୁଭବୀ ଆଥଲେଟ୍ କୋଚ୍ ପୁରୁଷୋତ୍ତମ ରାୟଙ୍କର ମୃତ୍ୟୁ ହୋଇଯାଇଛି । ଶୁକ୍ରବାର ରାତ୍ରିରେ ତାଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି । ଆଜି ତାଙ୍କ […]
ନୂଆଦିଲ୍ଲୀ : ଜାତୀୟ କ୍ରୀଡା ଦିବସ ଅବସରରେ ବିଭିନ୍ନ ବର୍ଗରେ କ୍ରୀଡାବିତଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ମାନିତ କରିଥିଲେ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମ ଥର ପାଇଁ ଭର୍ଚୁଆଲ ସମ୍ମିଳନୀରେ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା । ସାଇର ବିଭିନ୍ନ […]
ୟୁଏଇ : ଆଇପିଏଲ୍ ଖେଳିବାକୁ ୟୁଏଇ ଯାଇଥିବା ମହେନ୍ଦ୍ର ସିଂହ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗସ୍ଙ୍କୁ ଝଟ୍କା ଲାଗିଛି । ଚେନ୍ନାଇ ସୁପରକିଙ୍ଗସ୍ର ଜଣେ ଖେଳାଳୀଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏହି ଦଳର 12ଜଣ ସର୍ପୋର୍ଟ ଷ୍ଟାଫ୍ ମଧ୍ୟ […]
ମୁମ୍ବାଇ : ବିରୁଷ୍କାଙ୍କ ତାଙ୍କ ଫ୍ୟାନ୍ସ ମାନଙ୍କ ପାଇଁ ଖୁସି ଖବର ଆଣିଛନ୍ତି । ବିରୁଷ୍କା ନୂଆ ବର୍ଷରେ ନୂଆ ଅତିଥିଙ୍କ ସ୍ବାଗତ କରିବେ ବୋଲି ସୂଚନା ଦେଇଛନ୍ତି । ନିଜେ କୋହଲି ଏକ ଟ୍ୱିଟ୍ ଜରିଆରେ ଏହି ସୂଚନା ଦେଇଛନ୍ତି […]
ଜାମାଇକା : ବିଶ୍ୱର ଦ୍ରୁତତମ ଧାବକ ଉସେନ ବୋଲ୍ଟଙ୍କୁ କରୋନା ହୋଇଥିବାର ସୂଚନା ରହିଛି । ସୋମବାର ବିଳମ୍ବିତ ରାତ୍ରିରେ ଟ୍ୱିଟ୍ କରି ବୋଲ୍ଟ ସୂଚନା ଦେବା ସହିତ ନିଜର ସମର୍ଥକଙ୍କୁ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି । ନିଜର 34 […]
ନୂଆଦିଲ୍ଲୀ: ଚଳିତ ବର୍ଷ ଅର୍ଜୁନ ପୁରସ୍କାରରୁ ବଞ୍ଚିତ ହୋଇଥିବାରୁ ଅଲିମ୍ପିକ୍ ବ୍ରୋଞ୍ଜ ପଦକ ବିଜେତା ସାକ୍ଷୀ ମଲିକ୍ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କ୍ରୀଡା ମନ୍ତ୍ରୀ କିରେନ୍ ରିଜିଜୁଙ୍କୁ ଟୁଇଟ ମାଧ୍ୟମରେ ନିଜର ଅସନ୍ତୋଷ ପ୍ରକାଶ […]
ଭୁବନେଶ୍ୱର: ଓଡ଼ିଆ ଧାବିକା ଦୂତୀ ଚାନ୍ଦଙ୍କୁ ମିଳିବ ଅର୍ଜୁନ ପୁରସ୍କାର । କେନ୍ଦ୍ର କ୍ରୀଡା ମନ୍ତ୍ରାଳୟ ତରଫରୁ ଏନେଇ ଘୋଷଣା କରାଯାଇଛି । ଚଳିତ ବର୍ଷ 27 ଜଣ ଖେଳାଳିଙ୍କୁ ଏହି ସମ୍ମାନ ଜନକ ଅର୍ଜୁନ ପୁରସ୍କାର ପ୍ରଦାନ କରାଯିବ ବୋଲି […]
ନୂଆଦିଲ୍ଲୀ : କେନ୍ଦ୍ର କ୍ରୀଡା ମନ୍ତ୍ରାଳୟ ପକ୍ଷରୁ ଆଜି ଚାରି ଖେଳାଳିଙ୍କ ନାମ ରାଜୀବ ଗାନ୍ଧୀ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି। ଭାରତୀୟ ଷ୍ଟାର କ୍ରିକେଟର ରୋହିତ ଶର୍ମା, ଟୋକିଓ ଅଲମ୍ପିକ୍ସ ଯୋଗ୍ୟତା ହାସଲକାରୀ ବିନେଶ ଫୋଗଟ, ଟେବୁଲ ଟେନିସ୍ ଷ୍ଟାର […]
ନୂଆଦିଲ୍ଲୀ : ଭିଭୋ ଆଇପିଏଲ୍ ଟାଇଟଲ୍ ପ୍ରାୟୋଜକରୁ ଓହରିବା ପରେ ଆଇପିଏଲ୍ 2020ର କିଏ ଟାଇଟଲ୍ ପ୍ରାୟୋଜକ ହେବ ସେନେଇ କଳ୍ପନାଜଳ୍ପନା ଲାଗି ରହିଥିଲା । ତେବେ ସମସ୍ତ କଳ୍ପନା ଜଳ୍ପନାକୁ ଶେଷ କରି ଆଇପିଏଲ୍ 2020 ଟାଇଟଲ୍ ପ୍ରାୟୋଜକର ବାଜି […]
ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟର ତଥା ଉତ୍ତରପ୍ରଦେଶର କ୍ୟାବିନେଟ୍ ମନ୍ତ୍ରୀ ଚେତନ ଚୌହାନ ଆଉ ନାହାଁନ୍ତି । କିଡ୍ନୀ ସଂକ୍ରମଣ ଯୋଗୁଁ ଗୁରୁତର ହେବା ପରେ ତାଙ୍କୁ ଗୁରୁଗାଓଁସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଗତ ମାସରେ ସେ […]
ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟର ତଥା ଉତ୍ତରପ୍ରଦେଶର କ୍ୟାବିନେଟ୍ ମନ୍ତ୍ରୀ ଚେତନ ଚୌହାନ ଗୁରୁତର । କିଡ୍ନୀ ସଂକ୍ରମଣ ଯୋଗୁଁ ଗୁରୁତର ହେବା ପରେ ତାଙ୍କୁ ଗୁରୁଗାଓଁସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ […]
ନୂଆଦିଲ୍ଲୀ: ଭେଟେରାନ ବ୍ୟାଟ୍ସମ୍ୟାନ୍ ସୁରେଶ ରାଇନା ଭାରତର ପୂର୍ବତନ ଅଧିନାୟକ ଏମଏସ ଧୋନିଙ୍କ ସହ ଯୋଗ ଦେଇ ସମସ୍ତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଧୋନିଙ୍କ ପରି ରାଇନା ଏହାକୁ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ଅଫିସିଆଲ୍ କରିଥିଲେ। “ଏହା ତୁମ […]
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ଅନ୍ୟତମ ସଫଳ ଅଧିନାୟକ ତଥା ଭାରତକୁ ବିଶ୍ଵକପ ବିଜୟୀ କରାଇଥିବା ଦ୍ଵିତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି ଆନ୍ତର୍ଜାତିକ କ୍ରିକେଟରୁ ଅବସର ଗ୍ରହଣ କରିବାକୁ ଘୋଷଣା କରିଛନ୍ତି। ଏକ ଭିଡିଓ ବାର୍ତ୍ତା ଜରିଆରେ ଧୋନୀ ନିଜର […]
ନୂଆଦିଲ୍ଲୀ : ଆଜି ଦେଶବ୍ୟାପୀ 74ତମ ସ୍ବାଧୀନତା ଦିବସ ପାଳନ ହେଉଛି । ସ୍ବାଧୀନତା ଦିବସ ଅବସରରେ କ୍ରୀଡାବିତ୍ମାନେ ଦେଶବାସୀଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି । ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି, ଅଲମ୍ପିକ୍ସ ପଦକ ବିଜୟିନୀ ସାକ୍ଷୀ […]
ଲଣ୍ଡନ୍ : 35 ବର୍ଷର ଏକ ପୁରୁଣା ଜୋତା 4.59 କୋଟିରେ ବିକ୍ରି ହୋଇଛି । ତେବେ ଏହି ଜୋତାଟି କୌଣସି ମାମୁଲି ଜୋତା ନୁହେଁ । ଏହି ଜୋତା ହେଉଛି ଆମେରିକାର ପୂର୍ବତନ ବରିଷ୍ଠ ବାସ୍କେଟବଲ୍ ଖେଳାଳୀ ମାଇକେଲ୍ ଜୋର୍ଡାନ୍ଙ୍କର […]
ଜୟପୁର : ଚଳିତ ଥର କରୋନା ଯୋଗୁଁ ଆଇପିଏଲ୍କୁ ସ୍ଥଗିତ ରଖାଯାଇଥିବାବେଳେ ସେପ୍ଟେମ୍ବର 10ରୁ ଏହା ୟୁଏଇରେ ଆରମ୍ଭ ହେବାକୁ ଯାଉଛି। ତେବେ ଆଇପିଏଲ୍ ଆରମ୍ଭ ପୂର୍ବରୁ କରୋନାର ଝଟ୍କା ଲାଗିଛି । ଆଇପିଏଲ୍ ଆରମ୍ଭ ହେବା ପୂର୍ବରୁ କରୋନାରେ ଆକ୍ରାନ୍ତ […]
ବେଙ୍ଗାଲୁରୁ : ସାରା ଭାରତରେ କରୋନା କାୟା ମେଲାଇ ସାରିଥିବାବେଳେ ନେତା, ଅଭିନେତା, ଖେଳାଳୀ ପରି ବହୁ ନାମୀଦାମୀ ହସ୍ତୀମାନେ ମଧ୍ୟ ଏହାର କବଳରୁ ମୁକ୍ତି ପାଇପାରୁନାହାନ୍ତି । ପୂର୍ବରୁ ଅଭିନେତା ଅମିତାଭ ବଚ୍ଚନ, ଗୃହମନ୍ତ୍ରୀ ଅମିତ୍ ଶାହା, ତାମିଲନାଡୁ ରାଜ୍ୟପାଳଙ୍କ […]
ମୁମ୍ବାଇ : ଚୀନ୍ କମ୍ପାନୀ ଭିଭୋ ସହ ଆଇପିଏଲ୍ ସ୍ପନସରସିପ୍ ଚୁକ୍ତି ବିଚ୍ଛିନ୍ନ ହେବା ପରେ କ୍ରିକେଟ ବୋର୍ଡ ପକ୍ଷରୁ ଏନେଇ ପୁନର୍ବାର ଟେଣ୍ଡର ଆହ୍ୱାନ କରାଯାଇଛି । ଜିଓ, ଟାଟା ଏବଂ ଅନ୍ୟାନ୍ୟ କମ୍ପାନୀ ଏହି ଦୌଡରେ ରହିଥିବା ବେଳେ […]
ୱାଶିଂଟନ୍ : ୟୁଏସ୍ ଓପନରୁ ଓହରି ଯାଇଛନ୍ତି ବିଶ୍ୱର ଦୁଇ ନମ୍ବର ମାନ୍ୟତା ପ୍ରାପ୍ତ ଟେନିସ୍ ଖେଳାଳୀ ରାଫେଲ୍ ନାଦାଲ । ଚଳିତ ମାସର ୩୧ ତାରିଖରୁ ଅନୁଷ୍ଠିତ ହେବାକୁ ଥିବା ୟୁଏସ୍ ଓପନ୍ରୁ ନାଦାଲ୍ ଓହରିବା ନେଇ ଟ୍ୱିଟ୍ କରି […]