ଭୁବନେଶ୍ବର: ଦେଶରେ କ୍ରୀଡ଼ା ଓ ଖେଳର ପ୍ରୋତ୍ସାହନ ଲାଗି ଭାରତ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏହା କହିଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂ ଠାକୁର। ସେ କହିଥିଲେ ଯେ […]
ଭୁବନେଶ୍ବର: ଜାନୁୟାରୀ 2023 ରେ ଭୁବନେଶ୍ୱର ଏବଂ ରାଉରକେଲା ଠାରେ ଅନୁଷ୍ଠିତ ହେବାକୁ ଥିବା FIH (ଏଫଆଇଏଚ) ହକି ପୁରୁଷ ବିଶ୍ୱକପ 2023 ସମୟରେ ଯାତ୍ରୀଙ୍କ ଚାହିଦା ଏବଂ ଅତିରିକ୍ତ ଯାତ୍ରୀ ଭିଡକୁ ଦୃଷ୍ଟିରେ ରଖି ଏବଂ ରେଳ ଯାତ୍ରୀ ମାନଙ୍କୁ […]
ସୀତାରାମ ଅଗ୍ରୱାଲ ଚିଲିକା: ପୁରୁଷ ହକି ବିଶ୍ୱକପକୁ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରବାଟୀ ଷ୍ଟାଡିଅମ ରେ ଅନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ୧୩ ତାରିଖଠାରୁ ୨୯ ତାରିଖ ପର୍ଯ୍ୟନ୍ତ ଉକ୍ତ ବିଶ୍ୱକପ ରାଉରକେଲା ବିର୍ସା ମୁଣ୍ଡା ଏବଂ ଭୁବନେଶ୍ୱର […]
ଭୁବନେଶ୍ବର: ଆଜି ରଂଗାରଂଗ ପରିବେଷ ମଧ୍ୟରେ କଟକ ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେବ ବିଶ୍ବକପ ହକି ଉଦଘାଟନ ସମାରୋହ। ଏହି ସମାରୋହ ଆଜି ଦିନ 3ଟା ବେଳକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ଏହାପରେ ଆରମ୍ଭ ହେବ ସଂସ୍କୃତିକ ସମାରୋହ। […]
ଗୁଆହାଟୀ: ଗୁଆହାଟୀ ଦିନିକିଆରେ ଶ୍ରୀଲଙ୍କାକୁ ଭାରତ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୬୭ ରନ ବ୍ୟବଧାନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ୍ ଇଣ୍ଡିଆ ତିନି ମ୍ୟାଚ୍ ବିଶିଷ୍ଟ ସିରିଜରେ ୧-୦ ରେ ଅଗ୍ରଣୀ ହାସଲ କରିଛି। ଭାରତ […]
ଭୁବନେଶ୍ବର: ଆସନ୍ତାକାଲି ବହୁ ପ୍ରତୀକ୍ଷିତ ପୁରୁଷ ହକି ବିଶ୍ବକପର ଉଦଘାଟନ ଉତ୍ସବ। ଏହି ଉତ୍ସବ କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏକ ରଂଗାରଂଗ କାର୍ଯ୍ୟକ୍ରମ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିବେ। ସେଥିପାଇଁ ଆସନ୍ତାକାଲି କଟକ ମ୍ୟୁନିସପାଲ […]
କଟକ: ଆସନ୍ତାକାଲି ବେଶ ରଂଗାରଂଗ ଉତ୍ସବ ମଧ୍ୟରେ ଉଦଘାଟିତ ହେବ ହକି ବିଶ୍ବକପ ମହାସମର। ଏଥିପାଇଁ କଟକ ବାରବାଟୀ ଷ୍ଟାଡିୟମର ସ୍ଥିତି ପରଖିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5ଟି ସଚିବ ଭି କେ ପାଣ୍ଡିଆନ। ସେ ସକାଳୁ ପୁରା ଷ୍ଟାଡିୟମ […]
ନୂଆଦିଲ୍ଲୀ: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ତିନିଟି ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଆଜି ଖେଳାଯିବ। ଏହି ସିରିଜ୍ ମାଧ୍ୟମରେ ଟିମ୍ ଇଣ୍ଡିଆ ଦିନିକିଆ ବିଶ୍ୱକପ୍-୨୦୨୩ ପାଇଁ ପ୍ରସ୍ତୁତି ଆରମ୍ଭ କରି। ପ୍ରଥମ ମ୍ୟାଚ୍ରେ ଦୁଇ ଦଳ ମଧ୍ୟରେ ସଂଘର୍ଷପୂର୍ଣ୍ଣ […]
ନୂଆଦିଲ୍ଲୀ: ଭାରତୀୟ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ପାକିସ୍ତାନର ପୂର୍ବତନ କ୍ରିକେଟର ସଲମାନ ବଟ ଏକ ବଡ ବୟାନ ଦେଇଛନ୍ତି। ରାଜକୋଟରେ ଶ୍ରୀଲଙ୍କା ବିପକ୍ଷରେ ସୁର୍ଯ୍ୟକୁମାର ଯାଦବଙ୍କ ଇନିଂସରେ ସଲମାନ ବଟ ଅତ୍ୟନ୍ତ ପ୍ରଭାବିତ ହୋଇଛନ୍ତି। ଶ୍ରୀଲଙ୍କା ବିପକ୍ଷ ତୃତୀୟ ତଥା […]
ନୂଆଦିଲ୍ଲୀ: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ୨୦୨୧-୨୩ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ଚାମ୍ପିଅନସିପ୍ ଅଧୀନରେ ତିନୋଟି ଟେଷ୍ଟ ସିରିଜର କେବଳ ୮ ଟି ମ୍ୟାଚ୍ ଖେଳାଯିବ। ଏହି ଆଠଟି ମ୍ୟାଚ୍ ର ଫଳାଫଳରୁ ଦୁଇଟି ଦଳ ସ୍ଥିର କରିବ, ଯେଉଁମାନେ […]
ନୂଆଦିଲ୍ଲୀ: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଜାନୁଆରୀ ୧୦ ତାରିଖରେ ଖେଳାଯିବ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ୍ ଗୁଆହାଟିର ବାରସାପରା କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ। ଏହି ଦିନିକିଆ ସିରିଜ୍ ମାଧ୍ୟମରେ […]
ଭୁବନେଶ୍ୱର: ଓଡିଶା ରାଜ୍ୟ ସଚିବାଳୟ ବ୍ୟାଡମିଣ୍ଟନ ସଂଘ (ଓସସବା) ଆନୁକୂଲ୍ୟରେ ସଚିବାଳୟ ପରିସରରେ ଗତ ତିନିଦିନ ଧରି ଚାଲିଥିବା ଏସ୍ବିଆଇ କପ୍ ତ୍ରୟୋଦଶ ସେକ୍ରେଟେରିଏଟ୍ ଓପନ୍ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ ଶୁକ୍ରବାର ଦିନ ଉଦଯାପିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ବିଭିନ୍ନ ବର୍ଗରେ […]
ନୂଆଦିଲ୍ଲୀ: ରାଜକୋଟରେ ଖେଳାଯାଇଥିବା ଟି-୨୦ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚରେ ଟିମ୍ ଇଣ୍ଡିଆ ଶ୍ରୀଲଙ୍କାକୁ ୯୧ ରନ୍ ରେ ପରାସ୍ତ କରିଛି। ଏହା ସହ ଭାରତୀୟ ଦଳ ମଧ୍ୟ ୨-୧ରେ ସିରିଜ୍ ଜିତିଛି। ଏହି କର ବା ମର ମ୍ୟାଚରେ […]
ନୂଆଦିଲ୍ଲୀ: ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜରେ ଭାରତ ଏବଂ ଶ୍ରୀଲଙ୍କା ସମାନ ସ୍ଥିତିରେ ରହିଛନ୍ତି। ସିରିଜର ନିର୍ଣ୍ଣାୟକ ମ୍ୟାଚ୍ ଆଜି ରାଜକୋଟରେ ଖେଳାଯିବ। ଏହି ମ୍ୟାଚ୍ ଭାରତୀୟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଅତ୍ୟନ୍ତ ଚ୍ୟାଲେଞ୍ଜିଂ ହୋଇପାରେ। ସିରିଜ୍ ବଞ୍ଚାଇବାକୁ […]
ନୂଆଦିଲ୍ଲୀ: ଭାରତର ତାରକା ଟେନିସ୍ ଖେଳାଳି ସାନିଆ ମିର୍ଜା ତାଙ୍କ ବ୍ୟକ୍ତିଗତ ଜୀବନରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତାଙ୍କ ସହ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକଙ୍କ ମଧ୍ୟରେ ସବୁକିଛି ଠିକ୍ ଚାଲିନାହିଁ। ସେମାନଙ୍କ ଛାଡପତ୍ର ଖବର ମଧ୍ୟ ଦୀର୍ଘ ସମୟ […]
ନୂଆଦିଲ୍ଲୀ: ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ କରାଚି ଟେଷ୍ଟ ମ୍ୟାଚ୍ ଡ୍ରରେ ଶେଷ ହୋଇଛି। ତେବେ ଏହି ଟେଷ୍ଟ ସିରିଜ୍ ପରେ ଯଦି ଆମେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ପଏଣ୍ଟ ଟେବୁଲକୁ ଦେଖିବା ତେବେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡର ଦଳ ଯଥାକ୍ରମେ […]
ସୀତାରାମ ଅଗ୍ରୱାଲ ଚିଲିକା: ଆସନ୍ତା ୧୧ତାରିଖରେ କଟକ ବାରବାଟୀ ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ ହକି ବିଶ୍ୱକପ ୨୦୨୩ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବାକୁ ଥିବାବେଳେ ୧୩ ତାରିଖରୁ ରାଉରକେଲା ସ୍ଥିତ ବିର୍ସା ମୁଣ୍ଡା ହକି ଷ୍ଟାଡିଅମରେ ଉକ୍ତ ବିଶ୍ୱକପ ଆରମ୍ଭ […]
ନୂଆଦିଲ୍ଲୀ: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟି-୨୦ ସିରିଜରେ ଭାରତୀୟ ଓପନର୍ ବ୍ୟାଟ୍ସମ୍ୟାନ୍ ଏପର୍ଯ୍ୟନ୍ତ ବିଫଳ ହୋଇଛନ୍ତି। ଏଥିରେ ଓପନର୍ ଇଶାନ୍ କିଶାନ୍ ପ୍ରଥମ ମ୍ୟାଚ୍ ରେ ୩୭ ରନ୍ ସଂଗ୍ରହ କରିଥିଲେ। ଏହା ପରେ ଦ୍ୱିତୀୟ ମ୍ୟାଚରେ ସେ […]
ରାଉରକେଲା: ବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳିଙ୍କୁ ଏକ କୋଟି ଟଙ୍କା ଲେଖାଏଁ ଦିଆଯିବ। ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ରାଉରକେଲାରେ ମୁଖ୍ୟମନ୍ତ୍ରୀ ସର୍ବବୃହତ୍ତ ହକି ଷ୍ଟାଡିୟମ ଉଦଘାଟନ କରି ସେ ଏହା କହିଛନ୍ତି। ଉପସ୍ଥିତ […]
ରାଉରକେଲା: ସାରା ଓଡିଶା ପାଇଁ ଆଜି ଆନନ୍ଦ ଓ ଉତ୍ସବର ଦିନ। ଖୁସିର ଦିନ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଉରକେଲାଠାରେ ସର୍ବବୃହତ ହକି ଷ୍ଟାଡିଅମ, ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। […]
ସମ୍ବଲପୁର: ସାରା ରାଜ୍ୟରେ ବିଶ୍ବକପ ହକି ଟ୍ରଫିକୁ ସ୍ବାଗତ କରାଯାଉଛି। ବିଭିନ୍ନ ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ଭିନ୍ନ ଭିନ୍ନ ସଂସ୍ଥା ଏହାକୁ ସ୍ବାଗତ କରୁଛନ୍ତି। ସେହିପରି ସମ୍ବଲପୁର ବିଶ୍ବବିଦ୍ୟାଳୟର ଛାତ୍ରୀଛାତ୍ରୀ ମଧ୍ୟ ଏହାକୁ ବିପୁଳ ସଂଖ୍ୟାରେ ସ୍ବାଗତ କରିଛନ୍ତି। ସେଠାରେ ଟ୍ରଫି […]