ଭୁବନେଶ୍ବର: ପ୍ରତିବର୍ଷ କିମ୍ବଦନ୍ତୀ ହକି ଖେଳାଳି ମେଜର ଧିଆନ ଚାନ୍ଦଙ୍କ ଜନ୍ମ ବାର୍ଷିକୀରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଛି। ଏହି ଅବସରରେ ଓଡ଼ିଶା କ୍ରୀଡା ଏବଂ ଖେଳ ପ୍ରତି ଉଲ୍ଲେଖନୀୟ ଅବଦାନକୁ ରାଜ୍ୟ ସରକାର ସମ୍ମାନିତ କରିଥିଲେ। ଭୁବନେଶ୍ୱରରେ ଆୟୋଜିତ […]
ନୂଆଦିଲ୍ଲୀ: ଜାତୀୟ କ୍ରୀଡ଼ା ଦିବସ ୨୦୨୩ ଅବସରରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂହ ଠାକୁର ଆଜି ଜେଏଲଏନ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଫିଟ୍ ଇଣ୍ଡିଆ କୁଇଜ୍ ର ତୃତୀୟ ସଂସ୍କରଣର ଶୁଭାରମ୍ଭ କରିଛନ୍ତି। ଏହି […]
ନୂଆଦିଲ୍ଲୀ: ଏସିଆ କପ୍-୨୦୨୩ ଅଗଷ୍ଟ ୩୦ ତାରିଖରୁ ଆରମ୍ଭ ହେବ। ସେପ୍ଟେମ୍ବର ୨ ତାରିଖରେ ପାକିସ୍ତାନ ବିପକ୍ଷରେ ଟିମ୍ ଇଣ୍ଡିଆ ଏହାର ପ୍ରଥମ ମ୍ୟାଚ୍ ଖେଳିବ। ଏହି ଟୁର୍ଣ୍ଣାମେଣ୍ଟରେ ରୋହିତ ଶର୍ମା ଏକ ବିଶେଷ ସଫଳତା ହାସଲ କରିପାରନ୍ତି। ପୂର୍ବତନ କ୍ରିକେଟର […]
ନୂଆଦିଲ୍ଲୀ: ୱାର୍ଲ୍ଡ ଆଥଲେଟିକ୍ସ ଚାମ୍ପିୟନସିପରେ ସ୍ୱର୍ଣ୍ଣ ଜିତିଥିବା ନୀରଜ ଚୋପ୍ରାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରି କହିଛନ୍ତି ଯେ, ‘ପ୍ରତିଭାଶାଳୀ ନୀରଜ ଚୋପ୍ରା ଉତ୍କୃଷ୍ଟତାର ଉଦାହରଣ। ତାଙ୍କ ନିଷ୍ଠା, ସଠିକତା ଏବଂ ଉତ୍ସାହ ତାଙ୍କୁ […]
ନୂଆଦିଲ୍ଲୀ: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତି ନୀରଜ ଚୋପ୍ରା ଇତିହାସ ସୃଷ୍ଟି କରିଛନ୍ତି। ହଙ୍ଗେରୀର ବୁଡାପେଷ୍ଟରେ ଚାଲିଥିବା ପୁରୁଷ ଜାଭେଲିନ୍ ଥ୍ରୋ ଫାଇନାଲରେ ବିଶ୍ଵର ଆଥଲେଟ୍ସଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରି ସେ ଦ୍ୱିତୀୟ ପ୍ରୟାସରେ […]
ନୂଆଦିଲ୍ଲୀ: ବୁଡାପେଷ୍ଟରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପ୍ରେ ଭାରତୀୟ ପୁରୁଷ 4×400 ମିଟର ରିଲେ ଦଳ ଇଭେଣ୍ଟର ହିଟ୍ରେ 2 ମିନିଟ 59.05 ଘଣ୍ଟା କରି ଏସୀୟ ରେକର୍ଡ ଭାଙ୍ଗିଛି। ଭାରତୀୟ ଦଳ ମଧ୍ୟ 9 ଟି ଦଳ ମଧ୍ୟରେ ଚାଲିଥିବା […]
ନୂଆଦିଲ୍ଲୀ: ଏସୀୟ କ୍ରିକେଟ୍ ର ମହାକୁମ୍ଭ ଅର୍ଥାତ୍ ଏସିଆ କପ୍ ଅଗଷ୍ଟ ୩୦ ତାରିଖରୁ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ପାକିସ୍ତାନ ଏବଂ ନେପାଳ ମଧ୍ୟରେ ଖେଳାଯିବ। ଏଥି ସହିତ, ଟିମ୍ ଇଣ୍ଡିଆ ୨୦୨୩ ଏସିଆ କପ୍ ରେ ସେପ୍ଟେମ୍ବର […]
ନୂଆଦିଲ୍ଲୀ: ଭାରତୀୟ ମହିଳା ଦୃଷ୍ଟିହୀନ କ୍ରିକେଟ୍ ଦଳ ଇତିହାସ ସୃଷ୍ଟି କରିଛି। ବାସ୍ତବରେ ଭାରତୀୟ ମହିଳା ଦୃଷ୍ଟିହୀନ କ୍ରିକେଟ୍ ଦଳ ଆଇବିଏସ ବିଶ୍ୱ ଗେମ୍ସରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ସ୍ୱର୍ଣ୍ଣ ପଦକ ଜିତିଛି। ଭାରତୀୟ ମହିଳା ଦୃଷ୍ଟିହୀନ କ୍ରିକେଟ୍ ଦଳ ଫାଇନାଲ […]
ନୂଆଦିଲ୍ଲୀ: ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ (ଏମୱାଇଏଏସ୍) ଆଗାମୀ ଏସିଆନ୍ ଗେମ ରେ ୩୮ କ୍ରୀଡ଼ା ପ୍ରତିଯୋଗୀତାରେ ଅଂଶଗ୍ରହଣ କରିବା ପାଇଁ ୬୩୪ ଜଣ ଖେଳାଳୀଙ୍କୁ ସ୍ବୀକୃତି ପ୍ରଦାନ କରିଛି, ଯାହା ଭାରତୀୟ ଅଲମ୍ପିକ ସଂଘ (ଆଇଓଏ) ଦ୍ବାରା ଅନୁମୋଦିତ […]
ନୂଆଦିଲ୍ଲୀ: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପ୍-୨୦୨୩ ରେ ଭାରତୀୟ ଆଥଲେଟ୍ ନୀରଜ ଚୋପ୍ରା ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ ପୁରୁଷ ଜାଭେଲିନ୍ ଥ୍ରୋ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ନୀରଜ ତାଙ୍କର ପ୍ରଥମ ପ୍ରୟାସରେ ୮୮.୭୭ ମିଟର ଦୂରତାକୁ ଜାଭେଲିନ୍ ଫିଙ୍ଗିଥିଲେ। ସ୍ୱିଡେନର […]
ନୂଆଦିଲ୍ଲୀ: ଏସିଆ କପ୍ ୨୦୨୩ ଶୀଘ୍ର ଆରମ୍ଭ ହେବ। ଏହା ପୂର୍ବରୁ ଟିମ୍ ଇଣ୍ଡିଆ ପାଇଁ ଏକ ଖୁସି ଖବର ଅଛି। ଅଭ୍ୟାସ ମ୍ୟାଚରେ ଶ୍ରେୟସ୍ ଆୟର ଚମତ୍କାର ପ୍ରଦର୍ଶନ କରିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଆୟର ବାଙ୍ଗାଲୋରର ନ୍ୟାସନାଲ କ୍ରିକେଟ୍ […]
ନୂଆଦିଲ୍ଲୀ: ୪୯ ବର୍ଷ ବୟସରେ କର୍କଟ ରୋଗ ହେତୁ ଜିମ୍ବାୱେ ଦଳର ପୂର୍ବତନ ଅଧିନାୟକ ତଥା ଭେଟେରାନ ଅଲରାଉଣ୍ଡର ହିଥ ଷ୍ଟ୍ରିକ୍ ଙ୍କ ମୃତ୍ୟୁ ଖବର ପାଇବା ପରେ ସମଗ୍ର କ୍ରିକେଟ୍ ଜଗତରେ ଶୋକର ଲହରୀ ଖେଳିଯାଇଛି। ଏହି ସମୟରେ, ତାଙ୍କ […]
ନୂଆଦିଲ୍ଲୀ: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଟି -୨୦ ସିରିଜର ତୃତୀୟ ତଥା ଶେଷ ମ୍ୟାଚ୍ ଆଜି ଖେଳାଯିବ। ଭାରତ ୨-୦ରେ ଆଗୁଆ ରହିଛି। ବର୍ତ୍ତମାନ ସେମାନେ ଏକ କ୍ଳିନ ସ୍ୱିପ୍ ଉଦ୍ଦେଶ୍ୟରେ ପଡିଆକୁ ଓହ୍ଲାଇବେ। ସିରିଜର ପ୍ରଥମ ମ୍ୟାଚ୍ ସମୟରେ […]
ନୂଆଦିଲ୍ଲୀ: ଜିମ୍ବାୱେ ଦଳର ପୂର୍ବତନ ଅଧିନାୟକ ତଥା ଭେଟେରାନ ଅଲରାଉଣ୍ଡର ହିଥ ଷ୍ଟ୍ରିକ୍ ଙ୍କ ଗତକାଲି ୪୯ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ। ଜିମ୍ବାୱେ ପାଇଁ ହିଥ ଷ୍ଟ୍ରିକ୍ ଅନ୍ତର୍ଜାତୀୟ […]
ନୂଆଦିଲ୍ଲୀ: ଭାରତୀୟ ଦଳର ବରିଷ୍ଠ ଚୟନ କମିଟି ଆସନ୍ତା ଅଗଷ୍ଟ ୨୧ ତାରିଖରେ ଏସିଆ କପ୍ ପାଇଁ ୧୭ ଜଣିଆ ଦଳ ଘୋଷଣା କରିଛି। ଦୀର୍ଘ ଦିନ ପରେ ଏହି ଦଳରେ ଅନେକ ଖେଳାଳିଙ୍କ ପ୍ରତ୍ୟାବର୍ତ୍ତନ ଦେଖିବାକୁ ମିଳିଛି, ଯେଉଁଥିରେ କେ.ଏଲ୍ […]
ନୂଆଦିଲ୍ଲୀ: ଭାରତ ବନାମ ଆୟର୍ଲାଣ୍ଡ ମଧ୍ୟରେ ଟି -୨୦ ସିରିଜର ଅନ୍ତିମ ମ୍ୟାଚ୍ ଅଗଷ୍ଟ ୨୩ ତାରିଖରେ ଖେଳାଯିବ। ଟିମ୍ ଇଣ୍ଡିଆ ତିନି ମ୍ୟାଚ୍ ବିଶିଷ୍ଟ ସିରିଜରେ କ୍ରମାଗତ ଦୁଇଟି ମ୍ୟାଚ୍ ଜିତି ସିରିଜ୍ ଜିତିଛି। ବର୍ତ୍ତମାନ ଟିମ୍ ଇଣ୍ଡିଆ ତୃତୀୟ […]
ନୂଆଦିଲ୍ଲୀ: ବର୍ଷର CEAT ଟେଷ୍ଟ କ୍ରିକେଟରଙ୍କ ନାମ ଘୋଷଣା କରାଯାଇଛି। ନ୍ୟୁଜିଲ୍ୟାଣ୍ଡର ଖେଳାଳି କେନ୍ ୱିଲିୟମସନ ବର୍ଷର ଟେଷ୍ଟ କ୍ରିକେଟର ଭାବରେ ମନୋନୀତ ହୋଇଛନ୍ତି। ବାସ୍ତବରେ, ଗତ ବର୍ଷ କେନ୍ ୱିଲିୟମ୍ସନ୍ ପାଇଁ ବହୁତ ଭଲ ଥିଲା। ବିଶେଷ କରି ଏହି […]
ନୂଆଦିଲ୍ଲୀ: ୨୦୨୩ ଏସିଆ କପ୍ ପାଇଁ ବିସିସିଆଇ ୧୮ ସଦସ୍ୟ ବିଶିଷ୍ଟ ଟିମ୍ ଇଣ୍ଡିଆ ଘୋଷଣା କରିଛି। ମୁଖ୍ୟ ଦଳରେ ୧୭ ଖେଳାଳିଙ୍କୁ ଚୟନ କରାଯାଇଛି। ଏହି ସମୟରେ ସଞ୍ଜୁ ସାମସନ ଦଳ ସହିତ ୧୮ ତମ ଖେଳାଳି (ବ୍ୟାକ୍ ଅପ୍) […]
ନୂଆଦିଲ୍ଲୀ: ଏସୀୟ କ୍ରିକେଟ୍ ର ମହା ସଂଗ୍ରାମ ତଥା ଏସିଆ କପ୍ ଅଗଷ୍ଟ ୩୦ରୁ ଖେଳାଯିବ। ଏହି ଟୁର୍ଣ୍ଣାମେଣ୍ଟ ପାଇଁ ବିସିସିଆଇ ଟିମ୍ ଇଣ୍ଡିଆ ଘୋଷଣା କରିଛି। ୨୦୨୩ ଏସିଆ କପ୍ ପାଇଁ ବିସିସିଆଇ ୧୭ ଜଣିଆ ଦଳ ଚୟନ କରିଛି। […]
ନୂଆଦିଲ୍ଲୀ: ଅଗଷ୍ଟ ୩୦ ତାରିଖରୁ ଆରମ୍ଭ ହେବାକୁ ଥିବା ଏସିଆ କପ୍ ପାଇଁ ଆଜି ଟିମ୍ ଇଣ୍ଡିଆ ଘୋଷଣା କରାଯିବ। ଏସିଆ କପ୍ ପାଇଁ ଟିମ୍ ଇଣ୍ଡିଆରେ ଏକ ବଡ ପରିବର୍ତ୍ତନ ହେବା ନିଶ୍ଚିତ। ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ ହରାଇଥିବା […]
ନୂଆଦିଲ୍ଲୀ: ଅଗଷ୍ଟ ୩୦ ତାରିଖରୁ ଏସିଆ କପ୍ ଆୟୋଜିତ ହେଉଛି। ଏଥି ସହିତ, ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ୍ ମ୍ୟାଚ ସେପ୍ଟେମ୍ବର ୧୭ ତାରିଖରେ ଖେଳାଯିବ। ତେବେ ଏସିଆ କପ୍ ପାଇଁ ଭାରତୀୟ ଦଳ ସୋମବାର ଦିନ ଘୋଷଣା କରାଯିବ। ଏହି ସମୟରେ […]