ନୂଆଦିଲ୍ଲୀ: ରାଞ୍ଚିରେ ଖେଳାଯାଇଥିବା ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚରେ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକାକୁ ୭ ୱିକେଟ୍ ରେ ପରାସ୍ତ କରିଛି। ଏହା ସହ ଭାରତୀୟ ଦଳ ଲକ୍ଷ୍ନୌରେ ପରାଜୟର ପ୍ରତିଶୋଧ ନେଇ ସିରିଜକୁ ୧-୧ରେ ବରାବର […]
ନୂଆଦିଲ୍ଲୀ/ଭୁବନେଶ୍ୱର: ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫଏଫ)ର ସଭାପତି କଲ୍ୟାଣ ଚୌବେ ଆଜି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଭେଟିଛନ୍ତି। ଆସନ୍ତା ୧୧ ତାରିଖରେ ଭୁବନେଶ୍ୱରେ ଅନୁଷ୍ଠିତ ହେବାକୁ ଥିବା ୧୭ […]
ନୂଆଦିଲ୍ଲୀ: ମହିଳା ଏସିଆ କପରେ ୨୪ ଘଣ୍ଟା ମଧ୍ୟରେ ପଡ଼ିଆରେ ଅବତରଣ କରିଥିବା ଭାରତୀୟ ଦଳ ପରାଜୟକୁ ଭୁଲି ବିଜୟ ଟ୍ରାକକୁ ଫେରିଛି। ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ ନିୟମିତ ଅଧିନାୟକ ହରମାନପ୍ରୀତ କୌରଙ୍କ ବିନା ଆଜି ୫୯ ରନ୍ ରେ […]
ନୂଆଦିଲ୍ଲୀ: ମହିଳା ଟି-୨୦ ଏସିଆ କପ୍ ୨୦୨୨ରେ ପାକିସ୍ତାନ ଭାରତକୁ ୧୩ ରନ୍ ରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ଭାରତକୁ ୧୩୮ ରନ୍ର ଟାର୍ଗେଟ ଦେଇଥିଲା। ଏହାର ଜବାବରେ ଭାରତୀୟ ଦଳ ମାତ୍ର ୧୨୪ ରନ୍ ସ୍କୋର […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଲକ୍ଷ୍ନୌର ଇକାନା ଷ୍ଟାଡିୟମରେ ଖେଳାଯାଇଛି। ଲକ୍ଷ୍ନୌରେ ଖେଳାଯାଇଥିବା ଏହି ରୋମାଞ୍ଚକର ମ୍ୟାଚରେ ଦକ୍ଷିଣ ଆଫ୍ରିକା ଭାରତକୁ ୯ ରନରେ ପରାସ୍ତ କରିଛି। ପ୍ରଥମେ […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ ସିରିଜ ଆଜିଠାରୁ ଆରମ୍ଭ ହେଉଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ଏହି ଷ୍ଟାଡିୟମରେ ପ୍ରଥମ ଥର ପାଇଁ ଟିମ୍ ଇଣ୍ଡିଆ ଦିନିକିଆ ମ୍ୟାଚ୍ ଖେଳିବ। ଏହି ଦିନିକିଆ […]
ଭୁବନେଶ୍ଵର: ଅକ୍ଟୋବର ୨ ତାରିଖ ୨୦୨୨ ରେ ସଂଯୁକ୍ତ ଆରବ ଏମିରେଟ୍ସରେ ବିଶ୍ୱର ସର୍ବବୃହତ ପ୍ରବାସୀ ଓଡିଆ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ୯ମ ସଂସ୍କରଣ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଏକ ସ୍ମରଣୀୟ ମ୍ୟାଚ ଦୁଇ ଦଳ ମଧ୍ୟରେ ଖେଳାଯାଇଛି। ଓଡିଆ ଗ୍ଲାଡିଏଟର୍ସ […]
ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ ପାଇଁ ସମସ୍ତ ଦଳ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏହି ସମୟରେ ଆଇସିସି ଟି-୨୦ ବ୍ୟାଟିଂ ର଼୍ୟାଙ୍କିଙ୍ଗକୁ ନେଇ ଚର୍ଚ୍ଚା ଜାରି ରହିଛି। ବାସ୍ତବରେ ଭାରତର ତାରକା ବ୍ୟାଟ୍ସମ୍ୟାନ୍ ସୂର୍ଯ୍ୟକୁମାର ଯାଦବ ଟି-୨୦ […]
ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ଆନ୍ତର୍ଜାତୀୟ ସିରିଜ୍ ୨-୧ ରେ ଜିତିବା ପରେ ଭାରତୀୟ ଦଳ ବର୍ତ୍ତମାନ ପରବର୍ତ୍ତୀ କାର୍ଯ୍ୟ ପାଇଁ ପ୍ରସ୍ତୁତ ହେଉଛି। ଭାରତର ପରବର୍ତ୍ତୀ ବଡ କାର୍ଯ୍ୟ ହେଉଛି ଆଇସିସି ଟି-୨୦ ବିଶ୍ୱକପ […]
ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ୨୦୨୨ ଟି-୨୦ ବିଶ୍ୱକପ ପୂର୍ବରୁ ଟିମ୍ ଇଣ୍ଡିଆ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଆହତ କାରଣରୁ ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମ୍ରାଙ୍କୁ ଟି-୨୦ ବିଶ୍ୱକପରୁ ବାଦ୍ ଦିଆଯାଇଛି। ସୋମବାର ରାତିରେ ବିସିସିଆଇ […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ୍ ଆଜି ସନ୍ଧ୍ୟାରେ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯିବ। ଟିମ୍ ଇଣ୍ଡିଆ ଏହି ସିରିଜର ଉଭୟ ଓପନିଂ ମ୍ୟାଚ୍ ଜିତି ଏହି ସିରିଜ୍ କବଜା […]
ନୂଆଦିଲ୍ଲୀ: ଅକ୍ଟୋବର ୪ ତାରିଖରେ ଖେଳାଯିବାକୁ ଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଏହି ସିରିଜରେ ୨-୦ ଅଗ୍ରଣୀ ହାସଲ କରିବା ପରେ ଟିମ୍ ଇଣ୍ଡିଆ ତୃତୀୟ ଟି-୨୦ […]
ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ବିସିସିଆଇ ଭାରତୀୟ ଦଳ ଘୋଷଣା କରିଛି। ଉପ-ଅଧିନାୟକ ଦାୟିତ୍ଵ ଶ୍ରେୟସ୍ ଆୟରଙ୍କ କାନ୍ଧରେ ଥିବାବେଳେ ଶିଖର ଧାୱନଙ୍କୁ ଅଧିନାୟକ କରାଯାଇଛି। ଦୁଇ ୱିକେଟ୍ କିପର ଇଶାନ୍ କିଶାନ୍ ଏବଂ ସଞ୍ଜୁ ସାମସନଙ୍କୁ […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଆଜି ସନ୍ଧ୍ୟାରେ ଗୁଆହାଟୀରେ ଖେଳାଯିବ। ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏପରି ପରିସ୍ଥିତିରେ, ତାଙ୍କ ପାଇଁ ଏହି […]
ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଏକ ଫୁଟବଲ ମ୍ୟାଚ୍ ସମୟରେ ଏକ ଭୟଙ୍କର ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଦୁଇଟି ଫୁଟବଲ ଦଳର ସମର୍ଥକମାନଙ୍କ ମଧ୍ୟରେ ସଂଘର୍ଷ ହୋଇଛି, ଏହା ପରେ ଏହି ସଂଘର୍ଷ ଏତେ ହିଂସାତ୍ମକ ହୋଇପଡିଥିଲା ଯେ ଏପର୍ଯ୍ୟନ୍ତ ଏଥିରେ ୧୫୦ […]
ନୂଆଦିଲ୍ଲୀ: ଇଣ୍ଡିଆ ଲିଜେଣ୍ଡ୍ସ ପୁଣି ଥରେ ୱାର୍ଲ୍ଡ ସେଫ୍ଟି ସିରିଜ୍ ଟାଇଟଲ୍ ଜିତିଛି। ଗତକାଲି ରାତିରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଇଣ୍ଡିଆ ଲିଜେଣ୍ଡ୍ସ ଶ୍ରୀଲଙ୍କା ଲିଜେଣ୍ଡ୍ସକୁ ୩୩ ରନରେ ପରାସ୍ତ କରିଛି। ଏଠାରେ ନମନ ଓଝା ଇଣ୍ଡିଆ ଲିଜେଣ୍ଡ୍ସର ପାଇଁ ଏକ […]
ନୂଆଦିଲ୍ଲୀ: ୨୦୨୨ ମହିଳା ଏସିଆ କପରେ ଭାରତୀୟ ମହିଳା ଦଳ ବିଜୟ ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚରେ ଟିମ୍ ଇଣ୍ଡିଆ ଶ୍ରୀଲଙ୍କାକୁ ୪୧ ରନରେ ପରାସ୍ତ କରିଛି। ସିଲହଟରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତୀୟ ମହିଳା ଦଳ ପ୍ରଥମେ ବ୍ୟାଟିଂ […]
ନୂଆଦିଲ୍ଲୀ: ରୋଡ ସେଫ୍ଟି ୱାର୍ଲ୍ଡ ସିରିଜର ଦ୍ୱିତୀୟ ସଂସ୍କରଣର ଅନ୍ତିମ ମ୍ୟାଚ୍ ଆଜି ଖେଳାଯିବ। ଏହି ମ୍ୟାଚରେ ଶ୍ରୀଲଙ୍କା ଲିଜେଣ୍ଡ୍ସ ସହିତ ଇଣ୍ଡିଆ ଲିଜେଣ୍ଡ୍ସ ପ୍ରତିଦ୍ୱନ୍ଦ୍ୱିତା କରିବ। ଇଣ୍ଡିଆ ଲିଜେଣ୍ଡ୍ସର ନେତୃତ୍ଵ ସଚିନ ତେନ୍ଦୁଲକରଙ୍କ ହାତରେ। ସଚିନ୍ ଗତ ସିଜନରେ ମଧ୍ୟ […]
ନୂଆଦିଲ୍ଲୀ: ରୋଡ ସେଫ୍ଟି ୱାର୍ଲ୍ଡ ସିରିଜ୍ ୨୦୨୨ ର ପ୍ରଥମ ସେମିଫାଇନାଲ ମ୍ୟାଚ୍ ଗୁରୁବାର ଦିନ ରାୟପୁରରେ ଇଣ୍ଡିଆ ଲିଜେଣ୍ଡ୍ସ ଏବଂ ଅଷ୍ଟ୍ରେଲିଆ ଲିଜେଣ୍ଡ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍ରେ ଇଣ୍ଡିଆ ଲିଜେଣ୍ଡ୍ସ ଦଳ ଚାରିଟି ବଲ ପୂର୍ବରୁ ପାଞ୍ଚ ୱିକେଟ୍ […]
ଅହମ୍ମଦାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ୩୬ତମ ଜାତୀୟ କ୍ରୀଡ଼ାର ଶୁଭାରମ୍ଭ ଗୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଦ୍ବାରା ଦେସାରରେ ବିଶ୍ବସ୍ତରୀୟ ‘‘ସ୍ବର୍ଣ୍ଣିମ ଗୁଜରାଟ କ୍ରୀଡ଼ା ବିଶ୍ବବିଦ୍ୟାଳୟ’’ ଉଦଘାଟନ କରାଯାଇଥିଲା। ଜାତୀୟ କ୍ରୀଡ଼ାରେ […]
ନୂଆଦିଲ୍ଲୀ: ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ବଡ ଝଟକା ଲାଗିଛି। ଆହତ କାରଣରୁ ଟିମ୍ ଇଣ୍ଡିଆର ତାରକା ଦ୍ରୁତ ବୋଲର ଜସପ୍ରୀତ ବୁମ୍ରା ବିଶ୍ୱକପରୁ ବାଦ ପଡିଛନ୍ତି। ବୁମରାଙ୍କ ପିଠିରେ ଆଘାତ […]