ଚେନ୍ନାଇ: ବ୍ୟାଡମିଣ୍ଟନ ଖେଳାଳି ସାଇନା ନେହୱାଲଙ୍କ ସମ୍ପର୍କରେ ବିବାଦୀୟ ଟୁଇଟ୍ ପ୍ରସଙ୍ଗରେ ଚେନ୍ନାଇ ପୋଲିସ ଅଭିନେତା ସିଦ୍ଧାର୍ଥଙ୍କୁ ସମାନ କରିଛି। ଚେନ୍ନାଇ ପୋଲିସ କମିଶନର ଶଙ୍କର ଜୀୱଲ ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ, ବ୍ୟାଡମିଣ୍ଟନ ଖେଳାଳି ସାଇନା ନେହୱାଲଙ୍କ […]
ନୂଆଦିଲ୍ଲୀ: ଓମାନରେ ଆଜି (ଜାନୁୟାରୀ ୨୦ ତାରିଖ) ଖେଳା ଯାଉଥିବା ଲିଜେଣ୍ଡସ୍ ଲିଗ୍ କ୍ରିକେଟ୍ ସିରିଜର ଉଦଘାଟନୀ ମ୍ଯାଚରେ ଇଣ୍ଡିଆ ମହାରାଜଜ ଏବଂ ଏସିଆ ଲାୟନ୍ସ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଏସିଆ ଲାୟନ୍ସ କୁ ହରାଇ ଇଣ୍ଡିଆ ମହାରାଜାଜ ବିଜୟ […]
ନୂଆଦିଲ୍ଲୀ: ବିରେନ୍ଦ୍ର ସେହୱାଗଙ୍କ ପଡ଼ିଆକୁ ଫେରିବା ପାଇଁ ଅପେକ୍ଷା କରୁଥିବା ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର ଅଛି। ଟିମ୍ ଇଣ୍ଡିଆର ଏହି ପୂର୍ବତନ ବିସ୍ଫୋରକ ଓପନର୍ ବିରେନ୍ଦ୍ର ସେହୱାଗ ବ୍ୟକ୍ତିଗତ କାରଣରୁ ଲିଜେଣ୍ଡସ୍ ଲିଗ୍ କ୍ରିକେଟ୍ (ଏଲଏଲ୍ସି) ର ପ୍ରଥମ […]
ନୂଆଦିଲ୍ଲୀ: ପାର୍ଲର ବୋଲାଣ୍ଡ ପାର୍କରେ ଖେଳାଯାଇଥିବା ପ୍ରଥମ ODI ରେ ଦକ୍ଷିଣ ଆଫ୍ରିକା 31 ରନରେ ଭାରତକୁ ପରାସ୍ତ କରିଛି। ଏହା ସହ ଆୟୋଜକ ଦଳ ତିନି ମ୍ୟାଚ୍ ବିଶିଷ୍ଟ ସିରିଜରେ 1-0ରେ ଆଗୁଆ ହୋଇଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ଖେଳିବା […]
ନୂଆଦିଲ୍ଲୀ: ଭାରତର ଟେନିସ୍ ତାରକା ସାନିଆ ମିର୍ଜା ଅବସର ଘୋଷଣା କରିଛନ୍ତି। ୨୦୨୨ ତାଙ୍କର ଶେଷ ଋତୁ ହେବ ଏବଂ ଏହା ପରେ ସେ ଅବସର ନେବେ। ବାର୍ତ୍ତମାନ ସାନିଆ ଅଷ୍ଟ୍ରେଲିୟ ଓପନରେ ଭାଗ ନେବାକୁ ଯାଇଛନ୍ତି। ସେଠାରେ ସେ ଏହା […]
ନୂଆଦିଲ୍ଲୀ: ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ପାର୍ଲରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍ ଜିତି ଏହି ମ୍ଯାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପିଚ୍କୁ ଦେଖି […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍ ପାର୍ଲରେ ଖେଳାଯିବ। ଟେଷ୍ଟ ସିରିଜରେ ଭାରତକୁ ପରାସ୍ତ କରିବା ପରେ ଦକ୍ଷିଣ ଆଫ୍ରିକା ଦଳର ମନୋବଳ ବୃଦ୍ଧି ପାଇଛି। ଏଥିସହିତ ଭାରତୀୟ ଦଳ ନୂଆ ଅଧିନାୟକଙ୍କ ସହ ଦିନିକିଆ […]
ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ହରାଇଥିବା ଭାରତୀୟ ଦଳ ଏବେ ଦିନିକିଆ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଟିମ୍ ଇଣ୍ଡିଆର ୯ ଖେଳାଳି ମଧ୍ୟ ଦକ୍ଷିଣ ଆଫ୍ରିକାରେ ପହଞ୍ଚିଛନ୍ତି। ଏହି ଖେଳାଳିମାନେ ଶୀଘ୍ର ସେଠାରେ ଉପସ୍ଥିତ ଥିବା ଟେଷ୍ଟ […]
ନୂଆଦିଲ୍ଲୀ: ଟେଷ୍ଟ ମ୍ୟାଚର ଅଧିନାୟକତ୍ୱ ଛାଡି ବିରାଟ କୋହଲି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଇସ୍ତଫା ପରେ ଭାରତୀୟ କ୍ରିକେଟରେ ‘କ୍ୟାପଟେନ ବିରାଟ’ ଯୁଗ ଶେଷ ହୋଇଥିଲା। କୋହଲି ଟିମ୍ ଇଣ୍ଡିଆକୁ ନୂଆ ଉଚ୍ଚତାକୁ ନେଇଛନ୍ତି। କୁହାଯାଏ ଯେ ବିରାଟ ଦଳ […]
ନୂଆଦିଲ୍ଲୀ: ଟେଷ୍ଟ ଅଧିନାୟକତ୍ୱ ଛାଡିବାକୁ ନେଇ ବିରାଟ କୋହଲିଙ୍କ ହଠାତ୍ ନିଷ୍ପତ୍ତିକୁ ଟି-୨୦ ଏବଂ ଦିନିକିଆ ଦଳର ଅଧିନାୟକ ରୋହିତ ଶର୍ମା ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଏହା ସହିତ ସେ ତାଙ୍କ ପୂର୍ବତନ ଅଧିନାୟକଙ୍କୁ ଭବିଷ୍ୟତ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ରୋହିତ […]
ନୂଆଦିଲ୍ଲୀ: ଜାନୁଆରୀ ୧୯ ତାରିଖରୁ ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ବିସିସିଆଇ ଭାରତୀୟ ଦଳରେ ଦୁଇଟି ପରିବର୍ତ୍ତନ କରିଛି। ଅଫ୍ ସ୍ପିନର ଜୟନ୍ତ ଯାଦବ ଏବଂ ଦ୍ରୁତ ବୋଲର ନବଦୀପ ସାଇନିଙ୍କୁ ଟିମ୍ ଇଣ୍ଡିଆରେ […]
କେପଟାଉନ: କେପଟାଉନରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍ ଖେଳାଯାଉଛି। ଟିମ୍ ଇଣ୍ଡିଆ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଯାହା ପ୍ରଥମ ଇନିଂସରେ ଭାରତ ୨୨୩ ରନ କରି […]
ଭୁବନେଶ୍ୱର: ହରିୟାଣାର ପଞ୍ଚକୁଲା ଠାରେ ଅନୁଷ୍ଠିତ ପ୍ରଥମ ଅଶ୍ୱିନୀ ଗୁପ୍ତା ମେମୋରିଆଲ ସର୍ବଭାରତୀୟ ସବଜୁନିୟର ରାକିଙ୍ଗ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟରେ ଓଡିଶା ସାଇ ବ୍ୟାଡ଼ମିନଟନ ଏକାଡେମୀର ଦୁଇ ଖେଳାଳି ରୌପ୍ୟ ଜିତିଛନ୍ତି। ଏହି ପ୍ରତିଯୋଗିତାରେ ବିଭିନ୍ନ ବର୍ଗରେ ଓଡ଼ିଶା ସାଇ ବ୍ୟାଡ଼ମିନଟନ ଏକାଡେମୀର […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍ ମଙ୍ଗଳବାର ଠାରୁ କେପଟାଉନରେ ଖେଳାଯିବ। ତିନି ମ୍ୟାଚ୍ ବିଶିଷ୍ଟ ସିରିଜ୍ ୧-୧ ରେ ବରାବର ରହିଛି। ସେଞ୍ଚୁରିଅନରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଟିମ୍ […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ମ୍ୟାଚ୍ ଜାନୁଆରୀ ୧୧ ତାରିଖରୁ ଖେଳାଯିବ। ଦୁଇ ଦଳ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ସିରିଜ୍ ବର୍ତ୍ତମାନ ଏକ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। କେପଟାଉନର ନ୍ୟୁଲାଣ୍ଡ […]
ଭୁବନେଶ୍ୱର: ବିଶିଷ୍ଟ ମହିଳା ଫୁଟବଲ କୋଚ ନନ୍ଦକିଶୋର ପଟ୍ଟନାୟକ ମେମୋରିଆଲ ମହିଳା ଫୁଟବଲ ଟୁର୍ଣ୍ଣାମେଣ୍ଟ ଆସନ୍ତା ଫେବୃୟାରୀ ମାସ ୬ ତାରିଖରୁ ସିଟି କ୍ଲବ ନୟାପଲ୍ଲୀ, ଭୁବନେଶ୍ୱର ପକ୍ଷରୁ ଆରମ୍ଭ ହେବ ବୋଲି ଭୁବନେଶ୍ୱର କ୍ଲବ ପରିସରରେ ଅନୁଷ୍ଠିତ ଏକ ସାମ୍ବାଦିକ […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚରେ ଘରୋଇ ଦଳ ୭ ୱିକେଟ୍ ରେ ଜିତିନେଇଛି। ଏହା ସହ ସିରିଜ୍ ୧-୧ ଡ୍ରରେ ରହିଛି। ଯଦି ଭାରତୀୟ ଦଳକୁ ସିରିଜ୍ ଜିତିବାକୁ ପଡିବ, ତେବେ ଶେଷ ମ୍ୟାଚ୍ରେ […]
ଜୋହାନ୍ସବର୍ଗ: ଜୋହାନ୍ସବର୍ଗର ୱାନଡର୍ସ ଠାରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ସାତୋଟି ୱିକେଟ୍ ରେ ଭାରତକୁ ପରାସ୍ତ କରିଛି। ଏହା ସହ ଘରୋଇ ଦଳ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୧ରେ ବରାବର ରହିଛି। ଦକ୍ଷିଣ ଆଫ୍ରିକାର ଏହି […]
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳକୁ ଚଳିତ ବର୍ଷ ବହୁତ କ୍ରିକେଟ୍ ଖେଳିବାକୁ ପଡିବ। ଗତ ବର୍ଷ ଭଳି ଏହି ବର୍ଷ ମଧ୍ୟ ଆଇସିସି ଟି-୨୦ ବିଶ୍ୱକପ ଆୟୋଜିତ ହେବାକୁ ଯାଉଛି। ଏହା ବ୍ୟତୀତ ଟିମ୍ ଇଣ୍ଡିଆର ସମସ୍ତ ଖେଳାଳି ମଧ୍ୟ ଆଇପିଏଲ୍ […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍ ଜୋହାନ୍ସବର୍ଗର ୱାନଡର୍ସ ୱିକେଟ୍ ଗ୍ରାଉଣ୍ଡରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକାକୁ ଜିତିବା ପାଇଁ ଭାରତ ୨୪୦ ରନ୍ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଏହି ଟାର୍ଗେଟ୍ […]
ଭୁବନେଶ୍ୱର: ଏକାଧିକ ପ୍ରଭାବଶାଳୀ ପ୍ରଦର୍ଶନ ପରେ ଓଡ଼ିଶାର ନୟାଗଡର ୨୨ ବର୍ଷ ବୟସ୍କା ଭାରୋତଳନକାରୀ ଝିଲ୍ଲୀ ଦଳବେହେରା ଚଳିତ ବର୍ଷ ଶେଷଭାଗରେ ଚୀନର ହାଙ୍ଗଝୁଠାରେ ହେବାକୁ ଯାଉଥିବା ଏସୀୟ କ୍ରୀଡାରେ ନିଜର ଛାପ ଛାଡିବାକୁ ପ୍ରତିବଦ୍ଧ ଅଛନ୍ତି। ଡିସେମ୍ବର ମାସରେ ଝିଲ୍ଲୀ […]