ନୂଆଦିଲ୍ଲୀ: ଜାନୁଆରୀ ୧୯ ତାରିଖରୁ ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ବିସିସିଆଇ ଭାରତୀୟ ଦଳରେ ଦୁଇଟି ପରିବର୍ତ୍ତନ କରିଛି। ଅଫ୍ ସ୍ପିନର ଜୟନ୍ତ ଯାଦବ ଏବଂ ଦ୍ରୁତ ବୋଲର ନବଦୀପ ସାଇନିଙ୍କୁ ଟିମ୍ ଇଣ୍ଡିଆରେ […]
କେପଟାଉନ: କେପଟାଉନରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍ ଖେଳାଯାଉଛି। ଟିମ୍ ଇଣ୍ଡିଆ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଯାହା ପ୍ରଥମ ଇନିଂସରେ ଭାରତ ୨୨୩ ରନ କରି […]
ଭୁବନେଶ୍ୱର: ହରିୟାଣାର ପଞ୍ଚକୁଲା ଠାରେ ଅନୁଷ୍ଠିତ ପ୍ରଥମ ଅଶ୍ୱିନୀ ଗୁପ୍ତା ମେମୋରିଆଲ ସର୍ବଭାରତୀୟ ସବଜୁନିୟର ରାକିଙ୍ଗ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟରେ ଓଡିଶା ସାଇ ବ୍ୟାଡ଼ମିନଟନ ଏକାଡେମୀର ଦୁଇ ଖେଳାଳି ରୌପ୍ୟ ଜିତିଛନ୍ତି। ଏହି ପ୍ରତିଯୋଗିତାରେ ବିଭିନ୍ନ ବର୍ଗରେ ଓଡ଼ିଶା ସାଇ ବ୍ୟାଡ଼ମିନଟନ ଏକାଡେମୀର […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍ ମଙ୍ଗଳବାର ଠାରୁ କେପଟାଉନରେ ଖେଳାଯିବ। ତିନି ମ୍ୟାଚ୍ ବିଶିଷ୍ଟ ସିରିଜ୍ ୧-୧ ରେ ବରାବର ରହିଛି। ସେଞ୍ଚୁରିଅନରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଟିମ୍ […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ମ୍ୟାଚ୍ ଜାନୁଆରୀ ୧୧ ତାରିଖରୁ ଖେଳାଯିବ। ଦୁଇ ଦଳ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ସିରିଜ୍ ବର୍ତ୍ତମାନ ଏକ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। କେପଟାଉନର ନ୍ୟୁଲାଣ୍ଡ […]
ଭୁବନେଶ୍ୱର: ବିଶିଷ୍ଟ ମହିଳା ଫୁଟବଲ କୋଚ ନନ୍ଦକିଶୋର ପଟ୍ଟନାୟକ ମେମୋରିଆଲ ମହିଳା ଫୁଟବଲ ଟୁର୍ଣ୍ଣାମେଣ୍ଟ ଆସନ୍ତା ଫେବୃୟାରୀ ମାସ ୬ ତାରିଖରୁ ସିଟି କ୍ଲବ ନୟାପଲ୍ଲୀ, ଭୁବନେଶ୍ୱର ପକ୍ଷରୁ ଆରମ୍ଭ ହେବ ବୋଲି ଭୁବନେଶ୍ୱର କ୍ଲବ ପରିସରରେ ଅନୁଷ୍ଠିତ ଏକ ସାମ୍ବାଦିକ […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚରେ ଘରୋଇ ଦଳ ୭ ୱିକେଟ୍ ରେ ଜିତିନେଇଛି। ଏହା ସହ ସିରିଜ୍ ୧-୧ ଡ୍ରରେ ରହିଛି। ଯଦି ଭାରତୀୟ ଦଳକୁ ସିରିଜ୍ ଜିତିବାକୁ ପଡିବ, ତେବେ ଶେଷ ମ୍ୟାଚ୍ରେ […]
ଜୋହାନ୍ସବର୍ଗ: ଜୋହାନ୍ସବର୍ଗର ୱାନଡର୍ସ ଠାରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ସାତୋଟି ୱିକେଟ୍ ରେ ଭାରତକୁ ପରାସ୍ତ କରିଛି। ଏହା ସହ ଘରୋଇ ଦଳ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୧ରେ ବରାବର ରହିଛି। ଦକ୍ଷିଣ ଆଫ୍ରିକାର ଏହି […]
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳକୁ ଚଳିତ ବର୍ଷ ବହୁତ କ୍ରିକେଟ୍ ଖେଳିବାକୁ ପଡିବ। ଗତ ବର୍ଷ ଭଳି ଏହି ବର୍ଷ ମଧ୍ୟ ଆଇସିସି ଟି-୨୦ ବିଶ୍ୱକପ ଆୟୋଜିତ ହେବାକୁ ଯାଉଛି। ଏହା ବ୍ୟତୀତ ଟିମ୍ ଇଣ୍ଡିଆର ସମସ୍ତ ଖେଳାଳି ମଧ୍ୟ ଆଇପିଏଲ୍ […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍ ଜୋହାନ୍ସବର୍ଗର ୱାନଡର୍ସ ୱିକେଟ୍ ଗ୍ରାଉଣ୍ଡରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକାକୁ ଜିତିବା ପାଇଁ ଭାରତ ୨୪୦ ରନ୍ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଏହି ଟାର୍ଗେଟ୍ […]
ଭୁବନେଶ୍ୱର: ଏକାଧିକ ପ୍ରଭାବଶାଳୀ ପ୍ରଦର୍ଶନ ପରେ ଓଡ଼ିଶାର ନୟାଗଡର ୨୨ ବର୍ଷ ବୟସ୍କା ଭାରୋତଳନକାରୀ ଝିଲ୍ଲୀ ଦଳବେହେରା ଚଳିତ ବର୍ଷ ଶେଷଭାଗରେ ଚୀନର ହାଙ୍ଗଝୁଠାରେ ହେବାକୁ ଯାଉଥିବା ଏସୀୟ କ୍ରୀଡାରେ ନିଜର ଛାପ ଛାଡିବାକୁ ପ୍ରତିବଦ୍ଧ ଅଛନ୍ତି। ଡିସେମ୍ବର ମାସରେ ଝିଲ୍ଲୀ […]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଠାରେ ଖେଳାଯାଇଥିବା ଦିବାରାତ୍ରି ମ୍ଯାଚରେ ବାଲୁଗାଁ ଇଲେଭେନ ଷ୍ଟାର ଚମ୍ପିୟାନ ହୋଇଛି। ବ୍ରହ୍ମପୁରକୁ ହରାଇ ବାଲୁଗାଁ ଇଲେଭେନ ଷ୍ଟାର ଚମ୍ପିୟାନ ହୋଇଛି। ବ୍ରହ୍ମପୁର ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୫୬ ରନ ସଂଗ୍ରହ […]
ଜୋହାନ୍ସବର୍ଗ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍ ଜୋହାନ୍ସବର୍ଗରେ ଖେଳାଯାଉଛି। ଏହି ମ୍ୟାଚରେ ଟିମ୍ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଖେଳୁ ନାହାଁନ୍ତି। ତାଙ୍କ ପିଠିରେ ଯନ୍ତ୍ରଣା ଥିବାରୁ ସେ ବିଶ୍ରାମ ନେଇଛନ୍ତି। କୋହଲିଙ୍କ ସ୍ଥାନରେ […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍ ଆଉ କିଛି ସମୟ ପରେ ଜୋହାନ୍ସବର୍ଗର ୱାନଡର୍ସ ଗ୍ରାଉଣ୍ଡରେ ଖେଳାଯିବ। ଏହି ସିରିଜରେ ଟିମ୍ ଇଣ୍ଡିଆ ୧-୦ ରେ ଆଗୁଆ ରହିଛି। ସେଞ୍ଚୁରିଅନରେ ଖେଳାଯାଇଥିବା ସିରିଜର ପ୍ରଥମ […]
ନୂଆଦିଲ୍ଲୀ: ଭାରତ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ କ୍ରିକେଟ୍ ଦକ୍ଷିଣ ଆଫ୍ରିକା ୧୭ ଜଣିଆ ଦଳ ଘୋଷଣା କରିଛି। ନିକଟରେ ନେଦରଲ୍ୟାଣ୍ଡ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିବା ବୋଲିଂ ଅଲରାଉଣ୍ଡର ୱେନ ପାର୍ନେଲ ଏବଂ ଜୁବେର ହମଜା […]
ନୂଆଦିଲ୍ଲୀ: ସେଞ୍ଚୁରିଅନରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏକ ଐତିହାସିକ ବିଜୟ ପଞ୍ଜିକୃତ କରିଥିବା ଭାରତୀୟ ଦଳ ବର୍ତ୍ତମାନ ଦ୍ୱିତୀୟ ଟେଷ୍ଟ ପାଇଁ ପ୍ରସ୍ତୁତ ହେଉଛି। ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍ ଜୋହାନ୍ସବର୍ଗରେ ଖେଳାଯିବ। କ୍ୟାପଟେନ ବିରାଟଙ୍କ ନେତୃତ୍ୱରେ […]
ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ବିସିସିଆଇ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମା ଫିଟ୍ ନୁହଁନ୍ତି, ସେଥିପାଇଁ କେ.ଏଲ୍ ରାହୁଲଙ୍କୁ ଅଧିନାୟକତ୍ୱ ଦାୟିତ୍ଵ ଦିଆଯାଇଛି। ଅନ୍ୟପକ୍ଷରେ ଦ୍ରୁତ ବୋଲର ଜସପ୍ରୀତ ବୁମ୍ରାଙ୍କୁ […]
ନୂଆଦିଲ୍ଲୀ: ସୀମିତ ଓଭର ଏବଂ ଟେଷ୍ଟ ଫର୍ମାଟରେ ଭିନ୍ନ ଭିନ୍ନ ଅଧିନାୟକଙ୍କୁ ନେଇ ଭାରତୀୟ କ୍ରିକେଟ୍ ଦଳ ମ୍ୟାଚ ଖେଳିବ। ସୀମିତ ଓଭର ଅଧିନାୟକତ୍ୱ ରୋହିତ ଶର୍ମାଙ୍କ ହାତରେ ଥିବାବେଳେ ଟେଷ୍ଟ ଦଳ ବିରାଟ କୋହଲିଙ୍କ ନେତୃତ୍ୱରେ ଅଛି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ […]
ଦୁବାଇ: ଶାରଜାଠାରେ ଖେଳାଯାଉଥିବା ଅଣ୍ଡର-୧୯ ଏସିଆ କପ୍ ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ଭାରତୀୟ ଦଳ ବାଂଲାଦେଶକୁ ୧୦୩ ରନରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଡିସେମ୍ବର ୩୧ ତାରିଖରେ ଟାଇଟଲ ମ୍ୟାଚରେ ଶ୍ରୀଲଙ୍କା ସହିତ ମୁହାଁମୁହିଁ ହେବ ଟିମ […]
ନୂଆଦିଲ୍ଲୀ: ସେଞ୍ଚୁରିଅନର ସୁପର ସ୍ପୋର୍ଟ ପାର୍କରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକାକୁ ୧୧୩ ରନରେ ପରାସ୍ତ କରି ଟିମ୍ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ବାସ୍ତବରେ ସେଞ୍ଚୁରିଅନରେ ଜିତିବାରେ ଭାରତ ଏସିଆର ପ୍ରଥମ ଦେଶ ହୋଇପାରିଛି। ସେଞ୍ଚୁରିଅନରେ ଟିମ୍ ଇଣ୍ଡିଆର […]
ନୂଆଦିଲ୍ଲୀ: ପୂର୍ବତନ କ୍ରିକେଟର ଦୀନେଶ ମୋଙ୍ଗିଆ ଏକ ରାଜନୈତିକ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ଆଜି ଭାରତୀୟ ଜନତା ପାର୍ଟିରେ ଯୋଗଦେବେ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମୋଙ୍ଗିଆ ଆଜି ଦିଲ୍ଲୀର କେନ୍ଦ୍ରରେ ଶାସକ ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କରିବ। […]