ଭୁବନେଶ୍ବର: ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର ବା ଓର୍ସାକ ପକ୍ଷରୁ ଚଳିତ ବର୍ଷ ଅଭିନବ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପ୍ରସ୍ତୁତ ହୋଇଛି। ଚଳିତ ବର୍ଷ ହାଇସ୍କୁଲ ସାର୍ଟିଫିକେଟ୍ ବା ଏଚ୍ଏସ୍ସି ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଉକ୍ତ ସଂସ୍ଥା ସ୍ୱତନ୍ତ୍ର ଟିପ୍ସ […]
ଭୁବନେଶ୍ବର: ଆଜି ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ଓଏଏସ ବା ଓଡିଶା ପ୍ରଶାସନିକ ସେବା ପରୀକ୍ଷା ଫଳ। ଓଡିଶା ପବ୍ଲିକ ସର୍ଭିସ କମିଶନ ଓଡିଶା ଲୋକସେବା ଆୟୋଗଙ୍କ ଦ୍ବାରା ଆୟୋଜିତ କରାଯାଇଥିଲା ଏହି ପରୀକ୍ଷା। ଏଥିରେ ମୋଟ ୩୯୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ […]
ଭୁବନେଶ୍ୱର : ପ୍ରକାଶ ପାଇଛି ଯୁକ୍ତ ଦୁଇ ପରୀକ୍ଷା ଫଳ। ଆଜି ଗଣଶିକ୍ଷାମନ୍ତ୍ରୀ ସମୀର ରଂଜନ ଦାସ ଏହି ଫଳକୁ ଘୋଷଣା କରିଛନ୍ତି । ତେବେ ଏଥର କେବଳ ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି। […]
ଭୁବନେଶ୍ୱର : ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଲାଭ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ପ୍ରତି ଆକର୍ଷିତ କରିବାକୁ ‘ମୋ ସ୍କୁଲ୍ ଅଭିଯାନ’ ଓଡ଼ିଶା ବିଜ୍ଞାନ ଏକାଡେମୀ ଏବଂ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ସହ ମିଳିତ ଭାବରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରୁଛି। ନିକଟରେ […]
ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଆଜି ଆନୁଷ୍ଠାନିକ ଭାବେ ମାଧ୍ୟମିକ ଶିକ୍ଷା ପରିଷଦ, କଟକ ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ ଘୋଷଣା କରିଛନ୍ତି । ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ […]
କଟକ : ଆଜି କଟକ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ମାଟ୍ରିକ୍ ପରୀକ୍ଷା ଫଳ। ଏହି ଫଳରୁ ଜଣାପଡିଛି ଯେ ଏଥର ୮ହଜାର ୬୯୯ ଜଣ ଛାତ୍ରଛାତ୍ରୀ ଫେଲ୍ ହୋଇଛନ୍ତି। ଚଳିତ ବର୍ଷ ମୋଟ ଚଳିତ ବର୍ଷ ମୋଟ ୫ ଲକ୍ଷ […]
କଟକ : ଆଜି କଟକ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ମାଟ୍ରିକ୍ ପରୀକ୍ଷା ଫଳ। ଚଳିତ ବର୍ଷ ୯୦.୫୫% ପାସ୍ ହାର ରହିଛି। ଏଥର ୫ଲକ୍ଷ ୧୭ହଜାର ୮୪୭ ଜଣ ପାସ୍ କରିଥିବା ବେଳେ ୮ହଜାର ୬୯୯ ଜଣ ଫେଲ୍ ହୋଇଛନ୍ତି […]
ଭୁବନେଶ୍ୱର : ଗଣିତ, ବିଜ୍ଞାନ, କମ୍ପୁ୍ୟଟର ବିଜ୍ଞାନ ଏବଂ 21st century skills ରେ ସରକାରୀ ସ୍କୁଲ୍ର ପିଲାମାନଙ୍କୁ ଅଧିକ ଦକ୍ଷ କରିବାକୁ ରାଜ୍ୟ ସରକାରଙ୍କ ‘ମୋ ସ୍କୁଲ୍ ଅଭିଯାନ’ ପୁରାତନ ଛାତ୍ରଛାତ୍ରୀ ଏବଂ ବିଭିନ୍ନ ସଂଗଠନ ମାଧ୍ୟମରେ ଏକାଧିକ କାର୍ଯ୍ୟକ୍ରମ […]
ଭୁବନେଶ୍ବର: ଆଜି ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ନୂଆ କୂଳପତି ନିଯୁକ୍ତି ହୋଇଛନ୍ତି। ବିଶ୍ବବିଦ୍ୟାଳୟର କୁଳାଧୀପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ସେ ହେଉଛନ୍ତି ପ୍ରଫେସର ଗୀତାଞ୍ଜଳି ଦାସ। ସେ କାର୍ଯ୍ୟଭାର ଗ୍ରହଣ କରିବାଠରୁ ଚାରି ବର୍ଷ କିମ୍ବା […]
ଭୁବନେଶ୍ୱର : ଆଜିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି । ସକାଳ ୬ଟାରୁ ସକାଳ ୯ଟା ଯାଏ ପାଠପଢ଼ା ଚାଲିବ। ରାଜ୍ୟରେ ବର୍ତ୍ତମାନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତି ଗ୍ରହଣ କରିଛନ୍ତି। ଏହି ଖରାକୁ […]
ଭୁବନେଶ୍ବର: ଆଜିଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ଏହି ପରୀକ୍ଷା ସକାଳ ଆଠଟାରୁ ଆରମ୍ଭ ହୋଇ ଦିନ ଦଶଟା ପର୍ଯ୍ୟନ୍ତ ଚାଲିଥିଲା। ଏଥର ବୋର୍ଡ ତରଫରୁ ୩ ହଜାର ୫୪୦ଟି କେନ୍ଦ୍ର କରାଯାଇଛି। ଏଥିରେ ମୋଟ ୫ ଲକ୍ଷ ୮୫ ହଜାର […]
ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ ପରୀକ୍ଷା। ଉଚ୍ଚଶିକ୍ଷା ମାଧ୍ୟମିକ ପରିଷଦ ଦ୍ବାରା ପରିଚାଳିତ ଏହି ପରୀକ୍ଷାରେ ଏଥର ୩ ଲକ୍ଷ ୨୧ ହଜାର ୫୦୮ ଜଣ ପରୀକ୍ଷାର୍ଥୀ ଅଛନ୍ତି। ଗୁରୁବାର ଦିନ ଯୁକ୍ତ ଦୁଇ କଳା ଏବଂ ବାଣିଜ୍ୟ […]
ଭୁବନେଶ୍ୱର : ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ସର୍ବାଙ୍ଗୀନ ବିକାଶ ପାଇଁ ସ୍କୁଲ୍ ଓ ବ୍ଲକ୍ସ୍ତରରେ କାର୍ଯ୍ୟକରିବେ ‘ମୋ ସ୍କୁଲ୍’ ଦ୍ୱାରା ମନୋନୀତ ସ୍ୱତନ୍ତ୍ର ସେ୍ୱଚ୍ଛାସେବୀ । ଭିତ୍ତିଭୂମି ବିକାଶ ସହ ପିଲାମାନଙ୍କର ବୌଦ୍ଧିକ ବିକାଶ ପାଇଁ ଏହି ସେ୍ୱଚ୍ଛାସେବୀମାନେ […]
ଭୁବନେଶ୍ବର: ପୁଣିଥରେ ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ କେତେକ ପରିବର୍ତ୍ତନ କରାଯାଇଛି। ପୂର୍ବରୁ ଘୋଷଣା କରାଯାଇଥିବା ତାରିଖରେ ଏହି ପରିବର୍ତ୍ତନ କରାଯାଇଛି। ତେବେ ଏଥିରେ ତିନୋଟି ବିଷୟରେ ପରିବର୍ତ୍ତନ କରାଯାଇଛି। ସେହି ତିନୋଟି ହେଲା ଗଣିତ, ଗୃହ ବିଜ୍ଞାନ ଓ ଭୋକେସନାଲ […]
ଭୁବନେଶ୍ବର : ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତି ଓଡ଼ିଶାର ୨୦୨୨/୨୩ ଶିକ୍ଷା ବର୍ଷ ନିମନ୍ତେ ଦୁଇ ଦିନିଆ ଶିକ୍ଷା ପରିଷଦ ବୈଠକ କେଶବଧାମ୍ କଟକଠାରେ ଅନୁଷ୍ଠିତ ହୋଇଯାଇଅଛି । ଶିକ୍ଷା ବିକାଶ ସମିତିର ସଭାପତି ଡଃ କିଶୋର ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ […]
ଭୁବନେଶ୍ଵର: ଏପ୍ରିଲ ୨୮ ତାରିଖରୁ ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେବ। ଯୁକ୍ତ ୨ ର ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ଏପ୍ରିଲ ୨୮ ତାରିଖରୁ ଆରମ୍ଭ ହେବ। ଗ୍ରୀଷ୍ମ ପ୍ରବାହକୁ ଦେଖି ଗୋଟିଏ ସିଟିଙ୍ଗରେ ପରୀକ୍ଷା […]
ଭୁବନେଶ୍ଵର: ଏପ୍ରିଲ ୨୯ ତାରିଖରୁ ମାଟ୍ରିକ ପରୀକ୍ଷା ହେବ। ଏହା ଏପ୍ରିଲ ୨୯ ତାରିଖରୁ ଆରମ୍ଭ ହୋଇ ମେ’ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ପରୀକ୍ଷା ୨ ଟି ସିଟିଙ୍ଗରେ ହେବ। ପ୍ରଥମ ସିଟିଙ୍ଗ ସକାଳ ୮ ଟାରୁ ଆରମ୍ଭ […]
ଭୁବନେଶ୍ବର: ରାଜ୍ୟରେ କିଛି ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ରାଜ୍ୟରେ ପରୀକ୍ଷାକୁ ନେଇ ମୁଖ୍ୟ ଶାସନ ସଚିବ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ରାଜ୍ୟରେ ଦଶମ ପରୀକ୍ଷା ବିଷୟରେ ଶ୍ରୀ ମହାପାତ୍ର ଏହି […]
ନୂଆଦିଲ୍ଲୀ: ସିବିଏସ୍ଇ, ଆଇସିଏସ୍ଇ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଶାରୀରିକ ପରୀକ୍ଷା ବିରୋଧରେ ଆବେଦନ ଉପରେ ସୁପ୍ରିମକୋର୍ଟ ଖୁବ ଶୀଘ୍ର ଶୁଣିବାକୁ ରାଜି ହୋଇଛନ୍ତି। ଏହି ମାମଲାକୁ ନେଇ ଆବେଦନକାରୀଙ୍କୁ ପ୍ରଧାନ ବିଚାରପତି ଏନ.ଭି. ରାମନା ଆଶ୍ଵାସନା ଦେଇଛନ୍ତି। […]
ଭୁବନେଶ୍ୱର : ରାଜ୍ୟରେ ଲିଙ୍ଗଗତ ସମାନତାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ରାଜ୍ୟ ଜେ-ପାଲ୍ ସହିତ ଏକ ଅଣଆର୍ଥିକ ଚୁକ୍ତି ସ୍ୱାକ୍ଷର କରିବାକୁ ଯାଉଛି । ବିଦ୍ୟାଳୟ ଯାଉଥିବା କିଶୋରକିଶୋରୀମାନଙ୍କ ମଧ୍ୟରେ ଲିଙ୍ଗଗତ ମନୋଭାବ ଏବଂ ଆଚରଣ ପରିବର୍ତ୍ତନ କରି ଏହା […]
ଭୁବନେଶ୍ୱର: ଯୁକ୍ତ ୨ ପରୀକ୍ଷା ବାତିଲ କରିବାକୁ ଛାତ୍ରଛାତ୍ରୀମାନେ ରାଜ୍ୟ ସରକାର ନିକଟରେ ଦାବି କରୁଛନ୍ତି। ଏପରିକି ପରୀକ୍ଷା ବାତିଲ ଦାବିରେ ସେମାନେ ଆନ୍ଦୋଳନ ମଧ୍ୟ କରୁଛନ୍ତି। ଏପରିସ୍ଥଳେ ଏହାକୁ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ […]