ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ତଳମୁହାଁ ହେବାରେ ଲାଗିଛି। ଦେଶରେ ସଂକ୍ରମଣ ସଂଖ୍ୟା ମଧ୍ୟ କମିବାରେ ଲାଗିଛି। ଏହି ପ୍ରରିପ୍ରେକ୍ଷୀରେ ଦେଶରେ ଅନେକ ରାଜ୍ୟର ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଥିବା ବେଳେ ଓଡିଶାରେ କେବେ ସ୍କୁଲ […]
ନୂଆଦିଲ୍ଲୀ: ଆଜି ସଂସଦରେ ଅର୍ଥମନ୍ତ୍ରୀ ଶିକ୍ଷା କ୍ଷେତ୍ରରେ ଏକ ବଡ ଘୋଷଣା କରିଛନ୍ତି। ତାହା ହେଲା ଚଳିତ ଶିକ୍ଷା ବର୍ଷରେ ଦେଶରେ 200 ଟି ଶିକ୍ଷା ଚ୍ୟାନେଲ ଖୋଲାଯିବ। ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଏହି ଶିକ୍ଷା ଚ୍ୟାନେଲରେ ପାଠ ପଢାଯିବ। ପ୍ରତିଟି […]
ସୀତାରାମ ଅଗ୍ରୱାଲ ବାଲୁଗାଁ: କରୋନା ମହାମାରୀରେ ପରୀକ୍ଷା ବାତିଲ ଦାବିରେ ରାଜପଥ ଅବରୋଧ କରିଛନ୍ତି ଶତାଧିକ ଛାତ୍ର। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅଞ୍ଚଳରୁ ଏପରି ଦୃଶ୍ୟ ସାମ୍ନାକୁ ଆସିଛି। ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଶତାଧିକ ଛାତ୍ର ବାଲୁଗାଁ ଗାନ୍ଧୀ […]
ଭୁବନେଶ୍ବର: ରାଜ୍ୟରେ କରୋନା ଗ୍ରାଫ ତଳ ମୁହାଁ ହେବାରେ ଲାଗିଛି। ତେଣୁ ରାଜ୍ୟରେ ହେବାକୁ ଥିବା ବୋର୍ଡ ପରୀକ୍ଷା ଠିକ ସମୟରେ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସଂକେତ ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାରୁ ଦଶମ […]
ଭୁବନେଶ୍ଵର: ଆସନ୍ତା ୫ ତାରିଖରେ ହିଁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଆସେସମେଣ୍ଟ ପରୀକ୍ଷା ଅନୁଷ୍ଠିତ ହେବ। ଏହାକୁ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସ୍ପଷ୍ଟ କରିଛନ୍ତି। କରୋନା ସଂକ୍ରମଣକୁ ଦେଖି ସରକାରୀ ବିଦ୍ୟାଳୟଗୁଡିକରେ କଟକଣାକୁ କଡାକଡି […]
ଭୁବନେଶ୍ୱର: ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେଣୁ ଏହି ପରୀକ୍ଷା ପାଇଁ ଫର୍ମପୂରଣ ତାରିଖ ଘୋଷଣା ହୋଇଛି। ଡିସେମ୍ବର ୨୭ ତାରିଖରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେବ। କଳା, ବାଣିଜ୍ୟ, ବିଜ୍ଞାନ […]
ଭୁବନେଶ୍ବର: ସ୍କୁଲ ଖୋଲିବାକୁ ନେଇ ଅବିଭାବକମାନଙ୍କ ମନରେ ଅନେକ ଆଶଙ୍କା ରହିଛି। ତେବେ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ଏକ ବଡ ବୟାନ ଦେଇଛନ୍ତି। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାର କୌଣସି ସମ୍ଭାବନା ନାହିଁ ବୋଲି ମନ୍ତ୍ରୀ ସମୀର […]
ଭୁବନେଶ୍ଵର: ଆଜି ଯୁକ୍ତ ୨ ପରୀକ୍ଷା ଫଳ ଘୋଷଣା ହୋଇଛି। ଯୁକ୍ତ ୨ ର ଅଫଲାଇନ ପରୀକ୍ଷା ଫଳ ପ୍ରକାଶ ହୋଇଛି। ଅଫଲାଇନରେ ମୋଟ ୧୨ ହଜାର ୩୨୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ତନ୍ମଧ୍ୟରୁ ୮୪୬୦ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। […]
ଭୁବନେଶ୍ବର: ରାଜ୍ୟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ପାଇଁ ସ୍କିମ ଅଫ ଆସେସମେଣ୍ଟ ବ୍ୟବସ୍ଥା ଲାଗୁ ହେବାକୁ ଯାଉଛି। ଦଶମ ଶ୍ରେଣୀ ପରୀକ୍ଷାରେ ସଂସ୍କାର ଆଣିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଏଭଳି ଯୋଜନା କରିଛି। ନବମ ଓ ଦଶମ […]