ସୀତାରାମ ଅଗ୍ରୱାଲ ଚିଲିକା: ସମସ୍ତଙ୍କୁ କୋଭିଡ଼ ସଂକ୍ରମଣର ଭୟ। ସେଥିପାଇଁ ଟୀକା ନେବାକୁ ସମସ୍ତେ ଚାହାଁନ୍ତି। ଏଥି ନିମନ୍ତେ ବିଗତ ଦିନରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଟୀକା ନେବାପାଇଁ ଜନସାଧାରଣଙ୍କ ପ୍ରବଳ ଭିଡ଼ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ବଡି ଭୋରରୁ ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଆରପିଏଫ ଥାନା ଅଧିକାରୀ ମହେଶ୍ଵର ଚଣ୍ଡରାୟଙ୍କ ପ୍ରତ୍ୟେକ୍ଷ ତତ୍ଵାବଧାନରେ ବାଲୁଗାଁ ରେଳ ଷ୍ଟେସନରେ କୋଭିଡ଼ ନିୟମ ଉଲ୍ଲଂଘନ, ନିଶାଦ୍ରବ୍ୟ ଚୋରା ଚାଲାଣ ଏବଂ ଅସାମାଜିକ କାର୍ଯକଳାପ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଏବେ କ୍ଷିପ୍ର ଗତିରେ ବଢିଚାଲିଛି। ଦୈନିକ ସଂକ୍ରମଣ ଏବେ ୪ ଲକ୍ଷରେ ପହଞ୍ଚିଛି। ଏହାସହିତ ରାଜ୍ୟର ସ୍ଥିତି ସଙ୍ଗୀନ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। […]
ରମେଶ ମହାନ୍ତି ଜଗତସିଂହପୁର: କରୋନାର ଦ୍ୱିତୀୟ ଲହରୀ ସଂକ୍ରମଣ ଦୃତ ଗତିରେ ହୁ ହୁ ହୋଇ ବଢୁଥିବା ବେଳେ ଜଗତସିଂହପୁର ଜିଲ୍ଲାରେ ଆଜି ସର୍ବାଧିକ ୨୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପାରାଦ୍ବୀପରୁ ସର୍ବାଧିକ ୫୦ଜଣ ଆକ୍ରାନ୍ତ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଏନଏସିରେ କରୋନା କ୍ଷିପ୍ରଗତିରେ କାୟା ବିସ୍ତାର କରିଚାଲିଛି। ଗତକାଲି ବାଲୁଗାଁ ଏନଏସି ର ଅଶୋକ ନଗରରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ଚିଲିକାର ଅତିରିକ୍ତ ତହସିଲଦାର ଉକ୍ତ ଅଞ୍ଚଳକୁ […]
ରମେଶ ମହାନ୍ତି ଜଗତସିଂହପୁର: କୋଭିଡ୍-୧୯ ଦ୍ୱିତୀୟ ଲହରୀର ଦୃତ ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ଅପରାହ୍ନରେ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବଜାର କମିଟି କର୍ମକର୍ତ୍ତାଙ୍କ ସହିତ ଜିଲ୍ଲା ପ୍ରଶାସନର ଏକ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। […]
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ କୋଭିଡ଼ ମହାମାରୀରୁ ସାଧାରଣ ଲୋକଙ୍କୁ ସାହାଯ୍ୟ ସହଯୋଗର ହାତ ବଢାଇବା ପାଇଁ ବିଜୁ ଯୁବ ଜନତା ଦଳ ଓଡ଼ିଶା ତରଫରୁ କୋଭିଡ଼ ହେଲ୍ପ ଲାଇନ୍ ସେଣ୍ଟର ଉଦ୍ଘାଟିତ ହୋଇଯାଇଛି। ବିଜୁ ଯୁବ ବ୍ୟାପାର […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁର ଗାନ୍ଧୀ ଛକଠାରେ ଆଜି ପୂର୍ବାହ୍ନରେ ବାଲୁଗାଁ ଓ ବାଣପୁରର ବିଭିନ୍ନ ମହାବିଦ୍ୟାଳୟର ଯୁକ୍ତ ୨ ଛାତ୍ରମାନେ ପରୀକ୍ଷା ବାତିଲ ଦାବି ନେଇ ରାଜ ରାସ୍ତା ଅବରୋଧ କରିଥିଲେ। ସୂଚନା ମୁତାବକ ଚଳିତ […]
ରମେଶ ମହାନ୍ତି ଜଗତସିଂହପୁର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଜଗତସିଂହପୁର ଜିଲ୍ଲାର ବରପୁତ୍ର ଗୋପବନ୍ଧୁ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜଗତସିଂହପୁର ସହରର ବଙ୍ଗଳାଛକ ଓ ଖେରସ ଛକ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ତହସିଲରେ ଦୀର୍ଘ ମାସ ଧରି ଅତିରିକ୍ତ ତହସିଲଦାର ପଦବୀ ଖାଲି ପଡିଥିଲା। ଗତ ବର୍ଷ ପୂର୍ବତନ ଅତିରିକ୍ତ ତହସିଲଦାର ମନ୍ମଥ ବେହରାଙ୍କ ବାଣପୁର ତହସିଲଦାର ରୂପେ ପଦୋନ୍ନତି ହେବା ଦିନଠାରୁ ଉକ୍ତ ପଦବୀ […]
ସୀତାରାମ ଅଗ୍ରୱାଲ ବାଣପୁର: ବର୍ତ୍ତମାନ କରୋନା ମହାମାରୀ ଖୋର୍ଦ୍ଧା ଜିଲ୍ଲାରେ ତାଣ୍ଡବ ସୃଷ୍ଟି କରିଛି। ଏହାକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣାକୁ ଧୀରେ ଧୀରେ କଡାକଡି କାରାଯାଉଥିବା ବେଳେ କେବଳ ଅତି ଜରୁରୀକାଳୀନ କାର୍ଯ୍ୟକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁମତି […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଜିଲ୍ଲାପାଳଙ୍କ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲାରୁ ୧୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପାରାଦ୍ବୀପରୁ ସର୍ବାଧିକ ୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତିର୍ତ୍ତୋଲ ବ୍ଳକରୁ ୧୯ ଜଣ, କୁଜଙ୍ଗ ବ୍ଲକରୁ ୧୯ଜଣ,ଜଗତସିଂହପୁର ବ୍ଳକରୁ ୧୭ଜଣ , […]
ସୀତାରାମ ଅଗ୍ରୱାଲ ବାଣପୁର: ସରପଞ୍ଚଙ୍କ ପ୍ରତିନିଧି ବାର୍ଦ୍ଧକ୍ୟ ଏବଂ ଦିବ୍ୟାଙ୍ଗ ଭତ୍ତାପାଇଁ ହିତାଧିକାରୀଙ୍କୁ ଦୀର୍ଘ ୭ କିଲୋମିଟର ଦୌଡ଼ାଉଥିବାର ଅଭିଯୋଗ ହେଉଛି। ଅସହ୍ୟ ତାତି ସହ କରୋନା ସଂକ୍ରମଣଙ୍କୁ ଭୃକ୍ଷେପ ନକରି ହିତାଧିକାରୀଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ସରପଞ୍ଚଙ୍କ ପ୍ରତିନିଧି ହଇରାଣ କରୁଥିବା […]
କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ଠାରେ ଅତିରିକ୍ତ ଜିଲ୍ଲା ଓ ଦୈାରାଜଜ୍ କୋର୍ଟ ଉଦ୍ଘାଟିତ ହୋଇଯାଇଛି। ଓଡିଶା ଉଚ୍ଚନ୍ୟାୟାଳୟର ମୂଖ୍ୟ ବିଚାରପତି ଡ.ଜଷ୍ଟିସ୍ ଏସ୍.ମୁରଲୀଧର ଭର୍ଚୁଆଲ୍ ମୋଡ୍ ରେ ଏହି ବହୁ ପ୍ରତିକ୍ଷିତ ଅତିରିକ୍ତ ଜିଲ୍ଲା ଓ ଦୈାରାଜଜ୍ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ସଂପ୍ରତି କରୋନାର ଭୟାଭୟତା ସମଗ୍ର କଳାହାଣ୍ଡି ଜିଲ୍ଲାକୁ କବଳିତ କରିବାରେ ଲାଗିଛି। ସେଥିରୁ ଗୋଲାମୁଣ୍ଡା ବ୍ଲକ ବାଦ ପଡିନାହିଁ। ସାଂପ୍ରତିକ ସ୍ଥିତିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ଗୋଲାମୁଣ୍ଡା ବ୍ଲକରେ ବଢିବାରେ ଲାଗିଛି। ସଂକ୍ରମିତଙ୍କ ମଧ୍ୟରୁ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଯୁକ୍ତ ଦୁଇ ପରୀକ୍ଷା ଅନଲାଇନ କିମ୍ବା ବାତିଲ ଦାବିରେ ଆଜି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଯୁକ୍ତ ଦୁଇ ପରୀକ୍ଷା ଅନଲାଇନ ଅଥବା ବାତିଲ କରିବା ପାଇଁ ଦୁର୍ଗା ଚରଣ ଚିଲିକା […]
ରମେଶ ମହାନ୍ତି ଜଗତସିଂହପୁର: ଗାଁ ଗହଳିର ଉନ୍ନତିକରଣ ନିମନ୍ତେ ସରକାରଙ୍କ ତରଫରୁ କୋଟି କୋଟି ଟଙ୍କାର ଅନୁଦାନ ଆସୁଥିବା ବେଳେ ଠିକାଦାରଙ୍କ ସହ ବିଭାଗୀୟ କିଛି ଅସାଧୁ ଅଫିସରଙ୍କ ମଧୁଚନ୍ଦ୍ରିକା ଯୋଗୁଁ ଯେନତେନ ପ୍ରକାରେ ନିମ୍ନମାନର କାର୍ଯ୍ୟ କରି ସିଂହ ଭାଗ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଅନ୍ତର୍ଗତ ବୋରିଗାଁ ଗ୍ରାମରେ ଇଲେଭେନ ଷ୍ଟାର କ୍ରିକେଟ ଟୁର୍ଣ୍ଣାମେଣ୍ଟର ଅଷ୍ଟାଦଶତମ ସଂସ୍କରଣ ଉଦଯାପିତ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟକୁ ବୋରିଗାଁର ଇଲେଭେନ ଷ୍ଟାର କ୍ଲବ ଆୟୋଜନ କରିଥିଲା। ଏଥିରେ ୮ଟି ଟିମ୍ ଭାଗ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଅବସ୍ଥିତ ଥିବା ଶାଳିଆ ଡ୍ୟାମ ନିକଟରୁ ଶନିବାର ସନ୍ଧ୍ୟାରେ ତିନି ଜଣ ଅଜଣା ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଜଣେ ବ୍ୟକ୍ତିଙ୍କଠାରୁ ଟଙ୍କା ସହ ଏଟିଏମ୍ କାର୍ଡ, ପର୍ସ, ଗାଡି […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ପୋଲିସକୁ ମିଳିଛି ସଫଳତା। ତୋରସିଂହ ଗ୍ରାମରେ ଘଟିଥିବା ଲକ୍ଷାଧିକ ଟଙ୍କା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ବାଣପୁର ପୋଲିସ। ଏ ନେଇ ଆଜି ଅପରାହ୍ନରେ ବାଣପୁର ଥାନା ପରିସରରେ ଏକ ସାମ୍ବାଦିକ […]