ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଆଇ.ଏମ.ଏସ ଓ ସମ ହସ୍ପିଟାଲରେ ସୋମବାର ଗୁରୁଦିବସ ପାଳନ କରାଯାଇଅଛି। ପ୍ରତି ବର୍ଷ ପରି ପୂର୍ବତନ ରାଷ୍ଟ୍ରପତି ତଥା ଶିକ୍ଷାବିତ୍ ଡ. ସର୍ବପଲ୍ଲି ରାଧାକ୍ରିଷ୍ଣଙ୍କ ସ୍ମୃତିଚାରଣରେ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରାଯାଇଥିଲା। ଗୁରୁକୁଳ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି (ସେପ୍ଟେମ୍ବର ୭ ତାରିଖ) ରେ ୨ ହଜାର ୬ ଶହ ୫୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଅଛି। ଏ ନେଇ ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର -ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ବାଲୁଗାଁ ଅଶୋକ ନଗରସ୍ଥିତ ଶ୍ରୀ ଉମାମହେଶ୍ବର ବଣିକ ସଂଘ ସଭାଗୃହଠାରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା। ବାଲୁଗାଁ ଏସଡିପିଓ ମାନସ ରଞ୍ଜନ […]
କନ୍ଦର୍ପ ବେହେରା ରେଢାଖୋଲ:-ତାଙ୍କର ଖେଳ ପ୍ରତି ବହୁତ ଆଗ୍ରହ। ଉଚ୍ଚ ଶିକ୍ଷିତ ହୋଇ ଜଣେ ଫର୍ମାସିଷ୍ଟ ଭାବରେ କୃତିତ୍ୱ ହାସଲ କରି ମଧ୍ୟ ସରକାର ତାଙ୍କୁ ଚାକିରି ଖଣ୍ଡିଏ ଦେଇ ପାରି ନ ଥିଲେ। ଜୀବନରେ ଯେଉଁ ସ୍ୱପ୍ନ ଦେଖିଥିଲେ ସ୍ୱପ୍ନ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ସେପ୍ଟେମ୍ବର ୬ ତାରିଖ) ରେ ୭ ଶହ ୧୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୩ ଟି ଟୀକା କେନ୍ଦ୍ରରେ ଅନଲାଇନ ସ୍ଲଟ ବୁକିଂ ବ୍ୟବସ୍ଥା ହୋଇଛି। […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା କୁହୁଡି ଫାଣ୍ଡି ଅନ୍ତର୍ଗତ ସୋରଣ ଗ୍ରାମର ଏକାଧିକ ସ୍ଥାନରେ ଅବକାରୀ ବିଭାଗ ଏବଂ କୁହୁଡି ଫାଣ୍ଡି ପୋଲିସ ମିଳିତ ଭାବେ ଚଢ଼ାଉ କରିଥିଲେ। ଉକ୍ତ ଚଢ଼ାଉରେ ସମୁଦାୟ ୯୫ ଲିଟର ଆସ୍କା ଫଟି ଜବତ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନ ଓ ନେହେରୁ ଯୁବକେନ୍ଦ୍ର ମିଳିତ ଆନୁକୁଲ୍ୟରେ ଆଜାଦି କା ଅମୃତ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆଇଏମ୍ଏସ ଆଣ୍ଡ ସମ୍ ହସ୍ପିଟାଲ୍ର ଖାଦ୍ୟ ଓ ପୋଷଣ ବିଭାଗ ପକ୍ଷରୁ ଜାତୀୟ ପୋଷଣ ମାସ ପାଳନ କରାଯାଇଛି। ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ସେପ୍ଟେମ୍ବର ୪ ତାରିଖ) ରେ ୧ ହଜାର ୪ ଶହ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୬ ଟି ଟୀକା କେନ୍ଦ୍ରରେ ଅନଲାଇନ ସ୍ଲଟ ବୁକିଂ ବ୍ୟବସ୍ଥା […]
ଭୁବନେଶ୍ୱର: ସାମାଜିକ ଅନୁଷ୍ଠାନ ‘ସବୁଜ ଭାରତ’ ପକ୍ଷରୁ ସହିଦ ନଗରସ୍ଥିତ ୟୁପିଏସ୍ ହସ୍ପିଟାଲ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସବୁଜ ଭାରତର ସଭାପତି ସତ୍ୟବ୍ରତ ଜେନାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଏମ୍ସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ସେପ୍ଟେମ୍ବର ୩ ତାରିଖ) ରେ ୧ ହଜାର ୩ ଶହ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୬ ଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ସେପ୍ଟେମ୍ବର ୨ ତାରିଖ) ରେ ୧ ହଜାର ୨ ଶହ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୬ ଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ […]
ସୀତାରାମ ଅଗ୍ରୱାଲ ଚିଲିକା: ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଅଗଷ୍ଟ ୩୧ ତାରିଖରେ ସାରା ରାଜ୍ୟରେ ପୋୖରାଞ୍ଚଳ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦରେ ସ୍ୱାୟତ୍ତ ଶାସନ ଦିବସ ପାଳନ କରାଯାଇଅଛି। ଏହି ଅବସରରେ ଖୋର୍ଦ୍ଧାଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଓ ବାଣପୁର ବିଜ୍ଞାପିତ […]
ଭୁବନେଶ୍ୱର: ପବିତ୍ର ଜନ୍ମାଷ୍ଟମୀ ଅବସରରେ ରେଳ ବିହାର ମାର୍କେଟ କମ୍ପେ୍ଲକ୍ସଠାରେ ରେଳ ବିଭାଗ ଯୁବ ପରିଷଦ ପକ୍ଷରୁ ଏକ ସର୍ବଦଳୀୟ ସଭା ଓ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ପ୍ରତ୍ୟୁଷ ଭଞ୍ଜଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ପୂର୍ବତନ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ସେପ୍ଟେମ୍ବର ୧ ତାରିଖ) ରେ ୧ ହଜାର ୧ ଶହ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୬ ଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ […]
ବାଣପୁର, ପୁରୀ ସାଂସଦ ପିନାକୀ ମିଶ୍ର ଆଜି ଚିଲିକା ନିର୍ବାଚନ ମଣ୍ଡଳୀ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ସେ ନିର୍ବାଚିତ ହୋଇ ସାରିବା ପରେ ଏହା ଥିଲା ତାଙ୍କର ପ୍ରଥମ ଗସ୍ତ। ଏହି ଗସ୍ତ ସମୟରେ […]
ସୀତାରାମ ଅଗ୍ରୱାଲ ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଏନଏସି ଏବଂ ଚିଲିକା ବ୍ଲକରେ ୮୦୦ ଡୋଜ ଟୀକା ଦିଆଯିବ। ଯେଉଁଥିରୁ ଶିକ୍ଷକ ମାନଙ୍କୁ ୨୫୦ ଡୋଜ ଟୀକା ଦିଆଯିବ। ଏ ନେଇ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି। […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ରାଜ୍ୟ ମନ୍ତ୍ରୀ ମଣ୍ଡଳରେ କଳାହାଣ୍ଡି ଜିଲ୍ଲାରୁ ପ୍ରତିନିଧିତ୍ୱ କରୁଥିବା ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ରଙ୍କ ୫୨ତମ ଜନ୍ମ ଦିବସ ଉପଲକ୍ଷେ ସମଗ୍ର ଜିଲ୍ଲାରେ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଯାଇଛି। ଶନିବାର ସକାଳେ […]
ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ଅଗଷ୍ଟ ୩୦ ତାରିଖ) ରେ ୮ ଶହ ୮୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୬ ଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ପାହାଡ ଜଙ୍ଗଲ ଘେରା ଗ୍ରାମାଂଚଳର ଜନ ସାଧାରଣଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ଅଣ୍ଟା ଭିଡିଛି। ସାମ୍ବାଦିକ ସଂଘ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକର ଉପାନ୍ତ ଅଂଚଳ ନର […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆସନ୍ତାକାଲି (ଅଗଷ୍ଟ ୨୫୮ ତାରିଖ) ରେ ୧ ହଜାର ୨୫୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୬ ଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ […]