ସୀତାରାମ ଅଗ୍ରୱାଲ ଚିଲିକା: ଦୀର୍ଘ ଛଅ ଦିନର ବ୍ୟବଧାନ ପରେ ଆସନ୍ତାକାଲି ପୁଣି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧୯ ଶହ ଲୋକଙ୍କୁ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି। ଜାଣନ୍ତୁ […]
ସୀତାରାମ ଅଗ୍ରୱାଲ ବାଣପୁର: ବର୍ତ୍ତମାନ ସାରା ରାଜ୍ୟରେ ଚାଷୀମାନଙ୍କ ମଣ୍ଡି ସମସ୍ୟାକୁ ନେଇ ବିରୋଧ ଦଳ ଆନ୍ଦୋଳନ ଜାରି ରଖିଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ହଳନ୍ଦା ସମବାୟ ସମିତିରେ ଏକ ବଡ଼ ଦୁର୍ନୀତିର ଗୁମର ଫିଟିଛି। ଗୋଟିଏ […]
କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ବନାଂଚଳ ଡଇଁଚା ଗ୍ରାମରେ ରେଢାଖୋଲ ବନବିଭାଗ ତରଫରୁ ଭୂବନେଶ୍ୱରୀ ବନ ସୁରକ୍ଷା ସମିତି , ଡଇଁଚାର ସହଯୋଗରେ ୭୨ ତମ ବନମହୋତ୍ସବ ପାଳିତ ହୋଇଯାଇଛି। ଏହି ବନ ମହୋତ୍ସବ କାର୍ଯ୍ୟକ୍ରମରେ ରେଢାଖୋଲ ରେଞ […]
ରମେଶ ମହାନ୍ତି ଜଗତସିଂହପୁର: କୁଜଙ୍ଗ ବ୍ଲକ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଶୁକ୍ରବାର ପୂର୍ବାହ୍ନ ୯ ଘଟିକା ସମୟରେ ସ୍ଥାନୀୟ ସୂଚନା ଭବନରେ ଅନୁଷ୍ଠିତ ହୋଇଯାଇଛି। ପାରାଦ୍ବୀପ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଂଶିକ ଲକଡ଼ାଉନକୁ ଆଉ ଦୁଇ ସପ୍ତାହ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ସମୟରେ ସମସ୍ତ ଦୋକାନ ବଜାର ଗୁଡିକୁ ସକାଳ ୬ ଘଟିକାରୁ ଅପରାହ୍ନ ୨ ଘଟିକା ଯାଏଁ ଖୋଲିବା […]
ଭୁବନେଶ୍ବର, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରଣାଳୟ ପକ୍ଷରୁ ଜାଳେଣୀ ଗ୍ୟାସର ୨୫ ଟଙ୍କା ଦର ବୃଦ୍ଧି ଓ ବ୍ୟବସାୟିକ ଜଳେଣୀ ଗ୍ୟାସର ସିଲିଣ୍ଡର ପିଛା ୮୪ ଟଙ୍କା ଦର ବୃଦ୍ଧି କରିଛନ୍ତି। ଏହା ବିରୁଦ୍ଧରେ ସମାଜବାଦୀ ପାର୍ଟି ରାଜ୍ୟ କାର୍ଯ୍ୟାଳୟ ପରିସରରେ ଏକ […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଚିଲିକାରେ ଗୋଟିଏ ଫିସିଂ କ୍ୟାଟ୍ ମୃତ ହୋଇଥିବା ଖବର ହସ୍ତଗତ ହୋଇଛି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବନ୍ୟପ୍ରାଣୀ ଅଞ୍ଚଳ ଅନ୍ତର୍ଗତ ସୋରଣ ଚିଲିକା କୂଳରେ ଫିସିଂ କ୍ୟାଟ୍ କୌଣସି କାରଣରୁ ମରି ପଡିଥିବା ଦେଖିବାକୁ ମିଳିଥିଲା। […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀ ବନ୍ୟପ୍ରାଣୀ ବିଭାଗ ଅଧିନସ୍ଥ ସୁନାଖଳା ଚି଼ହ୍ନଟ ସରଂକ୍ଷିତ ଜଙ୍ଗଲ ପରିସରରେ ୭୨ ତମ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଚିଲିକା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି […]
ଖୋର୍ଦ୍ଧା: ଧାନ କିଣା ବିକାରେ ବ୍ୟାପକ ଅବ୍ୟବସ୍ଥା, ଟୋକାନ ସମସ୍ୟାକୁ ନେଇ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିବାଦ କରାଯାଇଛି। ଜିଲ୍ଲା ବିଜେପି ସଭାପତି ରଶ୍ମୀରଞ୍ଜନ ମହାପାତ୍ରଙ୍କ ନେତୃତ୍ଵରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଠାରେ […]
ସୀତାରାମ ଅଗ୍ରୱାଲ ବାଣପୁର: ଟୀକାନେବାକୁ ନେଇ ବାଣପୁରରେ ପ୍ରତିଦିନ ବିଭିନ୍ନ ହୃଦୟ ବିଦାରକ ଦୃଶ୍ୟ ସାମ୍ନାକୁ ଆସୁଛି। ନାଗରିକମାନେ ଦିନ ଦିନ ଧରି ଟୀକା ନେବାପାଇଁ ଧାଡିରେ ଅପେକ୍ଷା କରୁଥିବାର ଦେଖାଯାଇଛି। ବେଆଇନ ଭାବେ ଦିନକ ପୂର୍ବରୁ କେତେକ ବ୍ୟକ୍ତି ଟୀକା […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଭାରତ ସରକାରଙ୍କ ନିୟମିତ ଟୀକାକରଣ କାର୍ଯ୍ୟକ୍ରମରେ ଆଉ ଏକ ଫର୍ଦ୍ଦ ଭାବେ ନିମୋକୋକାଲ କଞ୍ଜୁଗେଟ ଟିକା ବା ପି.ସି.ଭି. କୁ ଯୋଡ଼ା ଯାଇଛି। ତେବେ ଏହି ପରିପ୍ରେକ୍ଷୀରେ ଆଜି କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଠାରେ ମାନ୍ୟବର […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲାରେ ଟୀକାର ଘୋର ଅଭାବ ଦେଖାଯାଇଛି। କ୍ରମାଗତ ଦୁଇ ଦିନ ହେଲା ଜିଲ୍ଲାକୁ ଟୀକା ଆସୁନାହିଁ। ଯାହାଫଳରେ ନାଗରିକ ମାନେ ବହୁ ହଇରାଣ ହରକତ ହେଉଥିବାର ଦେଖାଯାଇଛି। ଘଣ୍ଟା ଘଣ୍ଟା ଧରି ଧାଡିରେ ଛିଡା ହୋଇ […]
ସୀତାରାମ ଅଗ୍ରୱାଲ ଚିଲିକା: କେନ୍ଦ୍ର ସରକାର ସାରା ଦେଶରେ ନିଃଶୁଳ୍କ ଟୀକାକରଣ ପ୍ରକ୍ରିୟାକୁ ଜୋରଦାର କରିଛନ୍ତି। ଅପରପକ୍ଷରେ ରାଜ୍ୟ ସରକାର ୧୮ ରୁ ଉର୍ଦ୍ଧ୍ଵ ବୟସର ସବୁ ବର୍ଗର ବ୍ୟକ୍ତିଙ୍କୁ ଟୀକାକରଣ କରେଇବା ପାଇଁ ଯଥାସମ୍ଭବ ପ୍ରଚେଷ୍ଟା ଜାରି ରଖିଛନ୍ତି। ଅସହାୟ, […]
ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦୋଳଗୋବିନ୍ଦ ପ୍ରଧାନଙ୍କ ୯୬ତମ ଜୟନ୍ତୀ ଉତ୍ସବ କୋଭିଡ଼ ନିୟମକୁ ପାଳନ କରି ସଂକ୍ଷିପ୍ତ ଭାବେ ତାଙ୍କ ପ୍ରତିଷ୍ଠିତ ମହାତ୍ମାଗାନ୍ଧୀ ଐତିହ୍ୟ ସ୍ମାରକୀ ନ୍ୟାସ ପକ୍ଷରୁ ସଭାପତି ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ପୌରହିତ୍ୟରେ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲାରେ ଟୀକାର ଅଭାବ ଦେଖାଯାଇଥିବାରୁ ଆସନ୍ତାକାଲି ଚିଲିକା ନିର୍ବାଚନ ମଣ୍ଡଳୀରେ କେବଳ ଚିଲିକା ବ୍ଲକରେ ୧୬୦ ଲୋକଙ୍କ ପାଇଁ ଟୀକାର ବ୍ୟବସ୍ଥା ହୋଇଛି। କିନ୍ତୁ ବାଣପୁରରେ ଟୀକାକରଣ ବନ୍ଦ ରହିବ। ଚିଲିକା- ୧୮ରୁ ୪୪ ବର୍ଷ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ଆସନ୍ତାକାଲି ପାଖାପାଖୀ ୧୨ ଶହ ଲୋକଙ୍କ ପାଇଁ ଟୀକାର ବ୍ୟବସ୍ଥା ହୋଇଛି। ଜାଣନ୍ତୁ ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲିର ଟୀକାକରଣ ବ୍ୟବସ୍ଥା କେଉଁଠି ଏବଂ କିପରି ନେବେ: ବାଣପୁର: ୧୮ରୁ ୪୪ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ତହସିଲରେ ନୂତନ ତହସିଲଦାର ଭାବେ ନିକଟରେ ଯୋଗ ଦେଇଛନ୍ତି ଯୁବ ଓଏଏସ୍ ଅଧିକାରୀ ସ୍ମୃତିରଞ୍ଜନ ଶତପଥୀ। ୨୦୧୬ ବ୍ୟାଚର ଉକ୍ତ ଓଏଏସ୍ ଅଧିକାରୀ ପୂର୍ବରୁ ଗଜପତି ଜିଲ୍ଲା ଅନ୍ତର୍ଗତ ଆର ଉଦୟଗିରିରେ ତହସିଲଦାର […]
କନ୍ଦର୍ପ ବେହେରା ରେଢାଖୋଲ: ସରକାର ଶିକ୍ଷା ବିଭାଗ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କୈାଣସି ବିଦ୍ୟାଳୟରେ ଶିକ୍ଷକ ଅଭାବ ରହିବ ନାହିଁ ବୋଲି ଡିଣ୍ଡିମ ମଧ୍ୟ ପିଟୁଛନ୍ତି। ଉନ୍ନତ ମାନର ଶିକ୍ଷା ପାଇଁ ଶିକ୍ଷକମାନଙ୍କୁ ଉନ୍ନତ ମାନର ତାଲିମ […]
ସୀତାରାମ ଅଗ୍ରୱାଲ ଚିଲିକା: ବହୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଗତକାଲି ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ତେବେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଣପୁର ବ୍ଲକ, ଏନଏସି ଏବଂ ଚିଲିକା ବ୍ଲକ ଓ ବାଲୁଗାଁ ଏନଏସିରେ ପାସ ହାର […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ଆସନ୍ତାକାଲି ପାଖାପାଖି ୨ ହଜାର ଲୋକଙ୍କୁ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି। ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ […]
ଭୁବନେଶ୍ବର: କରୋନା ମହାମାରୀ ସମୟରେ ରକ୍ତଭାବ ସଙ୍କଟ ଦୂର କରିବା ପାଇଁ ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ଵାନ କ୍ରମେ ଆଜି ବିଜୁଛାତ୍ର ଜନତା ଦଳ ତରଫରୁ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ଏକ […]