ଆଞ୍ଚଳିକ

ଖୋର୍ଦ୍ଧା: ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୨୫ତମ ପୂଣ୍ୟ ତିଥି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଜି ଖୋର୍ଦ୍ଧା…

ଭୁବନେଶ୍ୱର: ଭୁବନେଶ୍ୱରରେ ଆନ୍ତର୍ଜାତୀୟ ଲାୟନ୍ସ କ୍ଲବ ୩୨୨ସି୪ ଜିଲ୍ଲାର ଜିଲ୍ଲା ସମ୍ମିଳନୀ ହୋଟେଲ ଏକ୍ସଲେନ୍ସିଠାରେ ଅନୁଷ୍ଠିତ ହୋଇଯାଇଛି। ଆନ୍ତର୍ଜାତୀୟ ଲାୟନ୍ସ କ୍ଲବ ଯାହାକି ପୃଥିବୀର ବୃହତମ ଏନ.ଜି.ଓ.…

ଭୁବନେଶ୍ବର: ସାମାଜିକ ନ୍ୟାୟ, ସାମ୍ୟବାଦ ପ୍ରତିଷ୍ଠା, ସମତାଭିତ୍ତିକ ସମାଜ ଗଠନରେ ଆମ୍ବେଦକରଙ୍କ ଭୂମିକା ଅତୁଳନୀୟ ଥିଲା। ତାଙ୍କ ଦ୍ୱାରା ପ୍ରଣୀତ ସମ୍ବିଧାନ ଆଜି କୋଟି କୋଟି ଭାରତୀୟଙ୍କ…

ଭୁବନେଶ୍ୱର: ୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ଓଡ଼ିଶାରେ ସିଲଭର ଗାନ୍ଧୀ ନାମରେ ପରିଚିତ ମୋହନ ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ରାଷ୍ଟ୍ରପତିଙ୍କ ଦ୍ୱାରା ସମ୍ମାନିତ ଏବଂ ସିଲ୍‌ଭର…

ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ସହରରେ ବିଶାଳ ବାଇକ ରାଲି ଅନୁଷ୍ଠିତ ହୋଇଯାଇଛି। ହନୁମାନ ଜୟନ୍ତୀ ଉପଲକ୍ଷେ ବଜରଙ୍ଗ ଦଳ ପକ୍ଷରୁ ଉକ୍ତ ରାଲି…

ଦୁଷ୍ମନ୍ତ କୁମାର ପଣ୍ଡା କଲାହାଣ୍ଡି: ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସଭାଗୃହ ଠାରେ ବାବା ସାହେବ୍ ଡ ବି ଆର୍ ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ସ୍ମୃତିସଭା ଓ ଆଲୋଚନା…

ଭୁବନେଶ୍ୱର: ସମ୍ପ୍ରତି କ୍ରମାଗତଭାବେ ବୃକ୍ଷଛେଦନ ଫଳରେ ରାଜ୍ୟରେ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ବୃକ୍ଷଛେଦନ ଫଳରେ ବଢୁଛି ବିଶ୍ୱତାପମାନ, ବୃଦ୍ଧିପାଉଛି ଅଂଶୁଘାତ ଜନିତ ମୃତ୍ୟୁ। ପ୍ରବଳ…

ଭୁବନେଶ୍ୱର: ପବିତ୍ର ଓଡ଼ିଆ ନବବର୍ଷରେ ଓଡ଼ିଶାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ପୂଣ୍ୟ ଉତ୍କଳ ଫାଉଣ୍ଡେସନର ଅଷ୍ଟମ ବାର୍ଷିକ ପ୍ରତିଷ୍ଠା ଦିବସ ଭୁବନେଶ୍ୱରସ୍ଥିତ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା…

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପବିତ୍ର ରୁକୁଣା ରଥଯାତ୍ରା ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଚାଲିଥିବା ଲିଙ୍ଗରାଜ ମହୋତ୍ସବ ଚାଲୁ ରହିଛି। ଚତୁର୍ଥ ଦିବସରେ ସୁକନ୍ୟା…

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ବାଣପୁର ବ୍ଲକରେ ବାଲ୍ୟ ବିବାହ ନିରୋଧ ସଚେତନତା ଅଭିଯାନ ଆରମ୍ଭ ହୋଇଯାଇଛି। ବ୍ଲକ ସିଡ଼ିପିଓ ସରୋଜ ବାଳା ଆଚାର୍ଯ୍ୟଙ୍କ ତତ୍ୱାବଧାନରେ ପ୍ରତି…

ସୀତାରାମ ଅଗ୍ରୱାଲ ବାଣପୁର: ବର୍ତ୍ତମାନ ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟ ଜୋରସୋରରେ ଜାରି ରହିଛି। କିନ୍ତୁ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ବାନାମ୍ବର ସରକାରୀ…

ଭୁବନେଶ୍ୱର: ଲାୟନ୍ସ କ୍ଲବ ଭୁବନେଶ୍ୱର ନୟାପଲ୍ଲୀର ୨୦୨୨-୨୩ ବର୍ଷ ପାଇଁ ନୂଆପଲ୍ଲୀସ୍ଥିତ ଲାୟନ୍ସ ଭବନରେ ନୂତନ କର୍ମକର୍ତ୍ତା ଚୟନ ପ୍ରକ୍ରିୟା ଶେଷ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅନୁଷ୍ଠିତ…

କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ବ୍ଲକ୍ ର ଡଇଁଚା ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ମେଳା ଅନୁଷ୍ଠିତ ହୋଇଯାଇଛି।…

ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ରାଜ୍ୟର ସମସ୍ତ ପୌରାଞ୍ଚଳରେ ଉପାଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ଚାଲିଥିବାବେଳେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳିର ବାଲୁଗାଁ ଏନଏସିରେ ଉକ୍ତ ନିର୍ବାଚନ…

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ରାଜ୍ୟର ସମସ୍ତ ପୌରାଞ୍ଚଳରେ ଉପାଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳିର ବାଣପୁର ଏନଏସିରେ…

ଭୁବନେଶ୍ୱର: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଦ୍ୱାରା ପ୍ରତିଷ୍ଠିତ ରାଜନୈତିକ ଦଳ ‘ଅଲ୍ ଇଣ୍ଡିଆ ଫରୱାର୍ଡ଼ ବ୍ଲକ୍‌’ର ଜାତୀୟ ପରିଷଦ ବୈଠକ ଆସନ୍ତା ଅପ୍ରେଲ୍ ୮ ଓ…

ଭୁବନେଶ୍ୱର: ସଂରକ୍ଷଣ ଓ ଅନ୍ୟାନ୍ୟ ସେବା ସଂପର୍କିତ ସାମର୍ଥ୍ୟ ନିର୍ମାଣ ସମ୍ବନ୍ଧୀୟ ଏକ ୫ ଦିନିଆ ପ୍ରଶିକ୍ଷଣ ଶିବିର କୌଶଲ୍ୟାଗଙ୍ଗସ୍ଥିତ କେନ୍ଦ୍ରୀୟ ମଧୁର ଜଳଜୀବ ପାଳନ କେନ୍ଦ୍ର…

ଭୁବନେଶ୍ୱର : ଏମ୍‌ସ ଭୁବନେଶ୍ୱରର ନ୍ୟୁରୋ ସର୍ଜରୀ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗ ପକ୍ଷରୁ ଇଣ୍ଡିଆନ୍ ସୋସାଇଟି ଅଫ୍ ପେରିଫେରାଲ୍ ନର୍ଭ ସର୍ଜରୀ (ଆଇଏସପିଏନଏସ) ର ୧୦ମ…

ଭୁବନେଶ୍ବର : ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତି ଓଡ଼ିଶାର ୨୦୨୨/୨୩ ଶିକ୍ଷା ବର୍ଷ ନିମନ୍ତେ ଦୁଇ ଦିନିଆ ଶିକ୍ଷା ପରିଷଦ ବୈଠକ କେଶବଧାମ୍ କଟକଠାରେ ଅନୁଷ୍ଠିତ ହୋଇଯାଇଅଛି…

ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ଜନନେତା, ପୂର୍ବତନ ମନ୍ତ୍ରୀ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ବରିଷ୍ଠ ଆଇନ୍‌ଜ୍ଞ ସ୍ୱର୍ଗତ ଗଙ୍ଗାଧର ମହାପାତ୍ରଙ୍କ ୧୬ତମ ଶ୍ରାଦ୍ଧ ଦିବସ ରାଜ୍ୟ କଂଗ୍ରେସ…