ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଆଇନସେବା ପ୍ରାଧିକରଣ ଓ ବନବିଭାଗ ମିଳିତ ଆନୁକୂଲ୍ୟରେ ନାଲିବର ଉଚ୍ଚ ବିଦ୍ୟାଳୟ ପରିସରରେ ବନମହୋତ୍ସବ ସପ୍ତାହ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଆଇନସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା […]
କନ୍ଦର୍ପ ବେହେରା ରେଢାଖୋଲ: ଡଇଁଚା ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ କୁ ସମ୍ବଲପୁର ଜିଲ୍ଲା ଶିକ୍ଷା ଅଧିକାରୀ ମୀନାରାଣୀ ମଣ୍ଡଳ ପରିଦର୍ଶନ କରିଛନ୍ତି। ବିଦ୍ୟାଳୟର ବିଭିନ୍ନ ସମସ୍ୟା ସଂପର୍କରେ ଶିକ୍ଷା ଅଧିକାରୀ ପ୍ରଧାନ ଶିକ୍ଷକଙ୍କୁ ପଚାରି ବୁଝିଥିଲେ। ବିଦ୍ୟାଳୟରେ ଅଭାବ ଥିବା […]
ସୀତାରାମ ଅଗ୍ରୱାଲ ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧ ହଜାର ୪୦୦ ଲୋକଙ୍କୁ ଟୀକା ଦିଆଯିବ। ତେବେ ବାଣପୁରରେ ଉକ୍ତ ଟୀକା କେବଳ ଦ୍ଵିତୀୟ ଡୋଜ ନେବାକୁ ଥିବା ନାଗରିକମାନଙ୍କୁ ଦିଆଯିବ। କିନ୍ତୁ ଚିଲିକାରେ କେବଳ ବାଲୁଗାଁ […]
ସୀତାରାମ ଅଗ୍ରୱାଲ ବାଣପୁର: ଜଣେ ୮୩ ବର୍ଷୀୟ ବୃଦ୍ଧଙ୍କୁ ଅକ୍ଷତ ଏବଂ ଜୀବନ୍ତ ଅବସ୍ଥାରେ ଗଭୀର କୂପରୁ ଉଦ୍ଧାର କରି ପ୍ରଶଂସା ସାଉଁଟିଛି ଅଗ୍ନିଶମ ବିଭାଗ। ଏପରି ଘଟଣା ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ନାଚୁଣୀ ଅଞ୍ଚଳରେ ଘଟିଯାଇଛି। ସୂଚନା […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ବ୍ଲକର ବିଭିନ୍ନ ଟୀକାକେନ୍ଦ୍ର ଗୁଡିକରେ ସ୍ଥାନୀୟ ଦଲାଲମାନଙ୍କ ପ୍ରାଦୁର୍ଭାବ ବଢ଼ୁଥିବାର ଖବର ଗତକଲି ଏବଂ ଆଜି ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେବେ ଏହାକୁ ଗୁରୁତର ସହ ନେଇଛି ସ୍ଥାନୀୟ ପ୍ରଶାସନ। […]
ସୀତାରାମ ଅଗ୍ରୱାଲ ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧ ହଜାର ୪୫୦ ଲୋକଙ୍କୁ ଟୀକା ଦିଆଯିବ। ତେବେ ବାଣପୁରରେ ଉକ୍ତ ଟୀକା କେବଳ ଦ୍ଵିତୀୟ ଡୋଜ ନେବାକୁ ଥିବା ନାଗରିକମାନଙ୍କୁ ଦିଆଯିବାକୁ ଥିବାବେଳେ ଚିଲିକାରେ କେବଳ ବାଲୁଗାଁ […]
ରମେଶ ମହାନ୍ତି ଜଗତସିଂହପୁର: ଗତକାଲି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ କୁଜଙ୍ଗ ବଜାର କମିଟି କର୍ମକର୍ତ୍ତାଙ୍କ ସହିତ ଜିଲ୍ଲା ପ୍ରଶାସନର ଏକ ବୈଠକ ଅନୁଷ୍ଠିତ ହୋଇଯାଇଥିଲା। ଏହି ବୈଠକରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଅଧ୍ୟକ୍ଷତା କରି କହିଥିଲେ ଯେ, […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ସମଗ୍ର ଦେଶ ତଥା ରାଜ୍ୟ ମହାମାରୀ କରୋନାରେ ଆତଙ୍କିତ। ରାଜ୍ୟର ବିଭିନ୍ନ ଜିଲ୍ଲା ଗୁଡିକରେ ପର୍ଯ୍ୟାୟକ୍ରମେ ଲକ୍ଡାଉନ୍ ସାଙ୍ଗକୁ ସପ୍ତାହାନ୍ତ ସଟଡ଼ାଉନ ଜାରି ରହିଛି। ପ୍ରଶାସନ ପକ୍ଷରୁ ସାମାଜିକ ଦୂରତ୍ୱ ରକ୍ଷା କରିବା, ସଦାସର୍ବଦା ମାସ୍କ ପରିଧାନ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର-ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଦୁଇ ଦିନ ବ୍ୟାପି ‘ସେବା ଦିବସ’ର ଆଜି ଉଦଯାପନ ହୋଇଯାଇଅଛି। ଗତକାଲି ସଂଗଠନ ପକ୍ଷରୁ ଅନ୍ନପୂର୍ଣ୍ଣା ଦିବସ ପାଳନ ଉପଲକ୍ଷେ ବାଣପୁର ସବ ଜେଲ ନିକଟସ୍ଥ ଜରାନିବାସର […]
ସୀତାରାମ ଅଗ୍ରୱାଲ ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧ ହଜାର ୩୫୦ ଲୋକଙ୍କୁ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି। ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ […]
ସୀତାରାମ ଅଗ୍ରୱାଲ ଚିଲିକା/ଟାଙ୍ଗୀ : ଓଡିଶା ସରକାରଙ୍କ ବନବିଭାଗ ଦ୍ୱାରା ସାରା ରାଜ୍ୟରେ ଜୁଲାଇ ପ୍ରଥମ ସପ୍ତାହକୁ ବନ ମହୋତ୍ସବ ରୂପେ ପାଳନ କରାଯାଉଛି। ତେବେ ଚଳିତ ବର୍ଷ ମଧ୍ୟ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଦ୍ୱାରା କୋଭିଡ଼ କଟକଣା ଅନୁଯାୟୀ […]
ଭୁବନେଶ୍ୱର, ମହତାବ ରୋଡରୁ ନାରାୟଣୀ କ୍ଲବ ରାସ୍ତାରେ ଭୀମଟାଙ୍ଗି ପ୍ରବେଶ ରାସ୍ତାରେ ଶେଷ ପଯ୍ୟାୟରେ ପହଂଚିଛି ଶ୍ରୀଜଗନାଥ ମନ୍ଦିର ନିର୍ମାଣ୍ଣ । ୨୫ପୁଟ୍ର ଏହି ମନ୍ଦିରରେ ଶ୍ରୀଜଗନାଥ, ବଳଭଦ୍ର, ଦେବୀ ସୁଭଦ୍ରାଙ୍କ ସମେତ ଲକ୍ଷ୍ମୀ ଓ ବିମଳାଙ୍କ ସ୍ୱତନ୍ତ୍ର ମନ୍ଦିର ମଧ୍ୟ […]
ସୀତାରାମ ଅଗ୍ରୱାଲ ବାଣପୁର: ମହାମାରୀ କରୋନାର ଭୟାବହ ସଂକ୍ରମଣରେ ଅମ୍ଳଜାନ ଓ ରକ୍ତ ଅଭାବରୁ ଶହ ଶହ ଜୀବନ ଚାଲିଯାଉଛି। ପ୍ରତିଦିନ ଖବର କାଗଜ ଓ ଦୂରଦର୍ଶନରେ ଏହିସବୁ ଘଟଣା ହତବାକ କରିଦେଉଥିବା ବେଳେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ୍ […]
ସୀତାରାମ ଅଗ୍ରୱାଲ ଚିଲିକା: କରୋନା ମହାମାରୀ କାରଣରୁ ତାଲାବନ୍ଦ ସମୟରେ ରାଜ୍ୟର ସମସ୍ତ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶକୁ ବାରଣ କରାଯାଇଛି। ପରିଣାମ ସ୍ବରୂପ ବିଭିନ୍ନ ମନ୍ଦିର ର ପୂଜକ ଓ ସେବାୟତ ମାନେ ଦୟନୀୟ ଅବସ୍ଥାରେ କାଳାତିପାତ କରୁଛନ୍ତି। ଏହାକୁ ହୃଦୟଙ୍ଗମ […]
ଭୁବନେଶ୍ୱର, ରାଜଧାନୀ ବରିଷ୍ଠ ଖବର କାଗଜ ବିତରକ ଗୌରାଙ୍ଗ ସାମଲଙ୍କ ବିୟୋରେ ଅଲ ନିଉଜପେପର ସପ୍ଲାୟର୍ସ ସୋସିଆଲ ୱେଲଫେୟାର ଆସୋସିଏସନ ଏବଂ ପ୍ରିୟଦର୍ଶିନୀ ମାର୍କେଟ ବ୍ୟବସାୟୀ ସଂଘର ମିଳିତ ସହଯୋଗରେ ମାର୍କେଟ ପରିସରରେ (ସିଆରପି ଜୋନ) ପରିସରରେ ଆଜି ଏକ ଶୋକ […]
ସୀତାରାମ ଅଗ୍ରୱାଲ ଚିଲିକା: ଦୀର୍ଘ ଛଅ ଦିନର ବ୍ୟବଧାନ ପରେ ଆସନ୍ତାକାଲି ପୁଣି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧୯ ଶହ ଲୋକଙ୍କୁ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି। ଜାଣନ୍ତୁ […]
ସୀତାରାମ ଅଗ୍ରୱାଲ ବାଣପୁର: ବର୍ତ୍ତମାନ ସାରା ରାଜ୍ୟରେ ଚାଷୀମାନଙ୍କ ମଣ୍ଡି ସମସ୍ୟାକୁ ନେଇ ବିରୋଧ ଦଳ ଆନ୍ଦୋଳନ ଜାରି ରଖିଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ହଳନ୍ଦା ସମବାୟ ସମିତିରେ ଏକ ବଡ଼ ଦୁର୍ନୀତିର ଗୁମର ଫିଟିଛି। ଗୋଟିଏ […]
କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ବନାଂଚଳ ଡଇଁଚା ଗ୍ରାମରେ ରେଢାଖୋଲ ବନବିଭାଗ ତରଫରୁ ଭୂବନେଶ୍ୱରୀ ବନ ସୁରକ୍ଷା ସମିତି , ଡଇଁଚାର ସହଯୋଗରେ ୭୨ ତମ ବନମହୋତ୍ସବ ପାଳିତ ହୋଇଯାଇଛି। ଏହି ବନ ମହୋତ୍ସବ କାର୍ଯ୍ୟକ୍ରମରେ ରେଢାଖୋଲ ରେଞ […]
ରମେଶ ମହାନ୍ତି ଜଗତସିଂହପୁର: କୁଜଙ୍ଗ ବ୍ଲକ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଶୁକ୍ରବାର ପୂର୍ବାହ୍ନ ୯ ଘଟିକା ସମୟରେ ସ୍ଥାନୀୟ ସୂଚନା ଭବନରେ ଅନୁଷ୍ଠିତ ହୋଇଯାଇଛି। ପାରାଦ୍ବୀପ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଂଶିକ ଲକଡ଼ାଉନକୁ ଆଉ ଦୁଇ ସପ୍ତାହ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ସମୟରେ ସମସ୍ତ ଦୋକାନ ବଜାର ଗୁଡିକୁ ସକାଳ ୬ ଘଟିକାରୁ ଅପରାହ୍ନ ୨ ଘଟିକା ଯାଏଁ ଖୋଲିବା […]
ଭୁବନେଶ୍ବର, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରଣାଳୟ ପକ୍ଷରୁ ଜାଳେଣୀ ଗ୍ୟାସର ୨୫ ଟଙ୍କା ଦର ବୃଦ୍ଧି ଓ ବ୍ୟବସାୟିକ ଜଳେଣୀ ଗ୍ୟାସର ସିଲିଣ୍ଡର ପିଛା ୮୪ ଟଙ୍କା ଦର ବୃଦ୍ଧି କରିଛନ୍ତି। ଏହା ବିରୁଦ୍ଧରେ ସମାଜବାଦୀ ପାର୍ଟି ରାଜ୍ୟ କାର୍ଯ୍ୟାଳୟ ପରିସରରେ ଏକ […]