ସୀତାରାମ ଅଗ୍ରୱାଲ ବାଣପୁର: ସପ୍ତାହନ୍ତ ସଟଡ଼ାଉନ ସମୟରେ ଦୋକାନ ଖୋଲିବା ମହଙ୍ଗା ପଡିଛି। ସ୍ଥାନୀୟ ପ୍ରଶାସନ ଏନେଇ ଦୁଇଟି ଦୋକାନକୁ ସିଲ୍ କରିଛି। ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ଅଞ୍ଚଳରେ ଏଭଳି ଘଟଣା ଘଟିଯାଇଛି। ଗତକାଲି ସନ୍ଧ୍ୟାସମୟରେ ବାଣପୁର ଏନଏସି କାର୍ଯ୍ୟନିର୍ବାହୀ […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ସକାଳୁ ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ସଲପଡିହ ଗ୍ରାମ ଶୂଳିଆ ଜଙ୍ଗଲରେ ନାଚୁଣୀ ଫାଣ୍ଡି ପୋଲିସ ଏବଂ ବାଲୁଗାଁ ଅବକାରି ବିଭାଗର ମିଳିତ ଚଢ଼ାଉ ହୋଇଥିଲା। ଦେଶୀ ମଦ ତିଆରି ହେଉଥିବାର ଖବର ପାଇ ଉକ୍ତ […]
ସୀତାରାମ ଅଗ୍ରୱାଲ ଚିଲିକା: ଗତକାଲି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଆରକ୍ଷୀ ଉପଖଣ୍ଡ ଅଧୀନରେ ୧୦୭ ଟି ବିବାହ କାର୍ଯ୍ୟ ଏବଂ ୭ ଟି ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତେବେ ଉକ୍ତ କାର୍ଯ୍ୟ ଗୁଡିକରେ ସମସ୍ତେ କୋଭିଡ ନିୟମକୁ ଅନୁପାଳନ କରିଥିବା […]
ସୀତାରାମ ଅଗ୍ରୱାଲ ବାଣପୁର: ଗୋଟିଏ ପଟେ ବୈଶ୍ବିକ ମହାମାରି କରୋନା ଘାତକ ସାଜିଥିବାବେଳେ ଅପର ପକ୍ଷେ ଭାରତୀୟ ପାଣିପାଗ ବିଭାଗର ସମ୍ଭାବ୍ୟ ବାତ୍ୟା ସମ୍ପର୍କିତ ସୂଚନା ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ବାତ୍ୟା “ୟଶ”ଏବେ ଓଡିଶା ମୁଁହା ହୋଇଛି। ଏହା ମେ ୨୬ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୨ ଜଣ […]
ରମେଶ ମହାନ୍ତି ଜଗତସିଂହପୁର: ବଙ୍ଗୋପସାଗରରେ ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଓସୱାନ୍ ଭି.ସି ରୁମ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ଭର୍ଚୁଆଲ୍ ମାଧ୍ୟମରେ ଅନୁଷ୍ଠିତ ଏହି […]
ସୀତାରାମ ଅଗ୍ରୱାଲ ଚିଲିକା: କରୋନା ମହାମାରୀ ଯୋଗୁଁ ଲକଡାଉନ ଜାରି ରହିଥିବା ବେଳେ ଏହି ସମୟରେ ଘର ପାଖରେ ଲୋକଙ୍କୁ ସେବା ଯୋଗାଇ ଦେବା ଲାଗି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ରହିଛି। ଏହି ପ୍ରରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ତହସିଲ ପକ୍ଷରୁ ଆଜି […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀ ଅଞ୍ଚଳରେ ପୋଲିସର କଡା କୋଭିଡ଼ ଏନ୍ଫୋର୍ସମେଣ୍ଟ ଦେଖିବାକୁ ମିଳିଛି। ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ ଏବଂ ଟାଙ୍ଗୀ ଥାନାରେ ନୂତନ ଭାବେ ଦାୟିତ୍ଵ ନେଇଥିବା ଆଇଆଇସି ବିଜୟ କୁମାର […]
ସୀତାରାମ ଅଗ୍ରୱାଲ ଚିଲିକା: ଚିଲିକା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ପାଇଁ ଖୁସି ଖବର। ଆଜି ବିବାହ ପାଇଁ ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ ଗାଇଡ଼ଲାଇନକୁ କୋହଳ କରିଛନ୍ତି। ବିବାହ ପାଇଁ ପୂର୍ବରୁ ଆବେଦନକାରୀଙ୍କୁ ଏକ କୋର୍ଟ ଆଫିଡେଭିଟ ନିକଟସ୍ଥ ପୋଲିସ ଥାନାରେ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସ୍ଥିତି ଦିନକୁ ଦିନ ସଂଗୀନ ହେବାରେ ଲାଗିଛି। ଆଜି ଚିଲିକାରେ ମୋଟ ୫୮ ଜଣ ନୂଆ କୋଭିଡ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ତନ୍ମଧ୍ୟରୁ ବାଣପୁରରୁ ୩୦ ଜଣ ଚିହ୍ନଟ […]
ସୀତାରାମ ଅଗ୍ରୱାଲ ଚିଲିକା: ଗତକାଲି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ ରେକର୍ଡ ସଂଖ୍ୟକ ବିବାହ କାର୍ଯ୍ୟ ଅନୁଷ୍ଠିତ ହୋଇଛି। ବାଣପୁର ଏବଂ ବାଲୁଗାଁ ଥାନା ଅଧୀନରେ ଥିବା ଅଞ୍ଚଳଗୁଡିକରେ ସର୍ବମୋଟ ୯୮ ଗୋଟି ବିବାହ କାର୍ଯ୍ୟ ଅନୁଷ୍ଠିତ ହୋଇଥିବାବେଳେ ତନ୍ମଧ୍ୟରୁ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କୁଜଙ୍ଗ ବ୍ଲକରୁ ସର୍ବାଧିକ ୪୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲିକୁଦା ବ୍ଲକରୁ ୪୬ଜଣ, ଜଗତସିଂହପୁର ବ୍ଲକ ଓ ପାରାଦ୍ବୀପରୁ ୪୩ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ସାରା ରାଜ୍ୟରେ ବୁଧବାରଠାରୁ ଲକଡ଼ାଉନର ଦ୍ଵିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଉକ୍ତ ଲକଡ଼ାଉନକୁ ଆହୁରି କଡାକଡି କରାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ କିଣିବାର ସମୟ ଅବଧିକୁ ୬ ଘଣ୍ଟାରୁ ୪ ଘଣ୍ଟାକୁ କମାଇଦିଆଯାଇଛି। ହେଲେ ଆଜି ଖୋର୍ଦ୍ଧା […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଥାନାରେ ଆଜି ନୂତନ ଥାନାଧିକାରୀ ଭାବେ ରଶ୍ମି ରଞ୍ଜନ ସାହୁ ଯୋଗଦେଇଛନ୍ତି। ଆଜି ମଧ୍ୟାହ୍ନରେ ଶ୍ରୀ ସାହୁ ବାଣପୁର ଥାନାରେ ପହଞ୍ଚିବାପରେ ତାଙ୍କୁ ପୂର୍ବତନ ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକ ଏବଂ […]
ସୀତାରାମ ଅଗ୍ରୱାଲ ବାଣପୁର: ରାଜ୍ୟରେ କରୋନା ମହାମାରୀ ସମୟରେ ରକ୍ତର ଅଭାବ ପରିଲିକ୍ଷିତ ହେଉଛି। ରକ୍ତର ଅଭାବ ଯୋଗୁଁ ବିଭିନ୍ନ ରୋଗରେ ପୀଡିତ ଥିବା ଅନେକ ଲୋକଙ୍କ ଜୀବନ ଚାଲିଯାଉଛି। ଲକଡାଉନ ସମୟରେ ଲୋକେ ଘରେ ରହୁଥିବା ବେଳେ ରୋଗୀଙ୍କ ପାଇଁ […]
ରମେଶ ମହାନ୍ତି ଜଗତସିଂହପୁର:- ଜଗତସିଂହପୁର ଜିଲ୍ଲାରେ କିଛିଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିଲା କିନ୍ତୁ ଆଜି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ମାତ୍ରାରେ କମିଥିବା ଦେଖିବାକୁ ମିଳିଛି। ଜଗତସିଂହପୁର ଜିଲ୍ଲାରୁ ଆଜି ୧୫୯ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ପି.ସି.ପି.ଏନ୍.ଡି.ଟି ପରାମର୍ଶଦାତା କମିଟିର ଏକ ବୈଠକ ଭର୍ଚୁଆଲ୍ ମାଧ୍ୟମରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାରେ କାର୍ଯ୍ୟ କରୁଥିବା ଅଲଟ୍ରାସାଉଣ୍ଡ କ୍ଲିନିକ୍ ଗୁଡିକ ଯେପରି […]
କନ୍ଦର୍ପ ବେହେରା ରେଢାଖୋଲ: ନିଜ ଝିଅ ଘରକୁ କେନ୍ଦୁପତ୍ର ତୋଳିବାକୁ ଯାଇ ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଅଂଚଳର ଜନୈକା ମହିଳା ନିଖୋଜ ହେବାର ୨ ଦିନ ପରେ ହିତସରା ନିକଟସ୍ଥ ଲାଣ୍ଡିମାଳ ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର କରିବାରେ ସଫଳ ହୋଇଛି ବନ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅରାକ୍ଷୀ ଅଧିକ୍ଷକଙ୍କ ଅନୁମୋଦନ କ୍ରମେ ଜିଲ୍ଲାର ବହୁ ଥାନାର ଆଇଆଇସିମାନଙ୍କୁ ଅଦଳ ବଦଳ କରାଯିବା ସହ କେତେ ଗୋଟି ଥାନାରେ ନୂଆ ଆଇଆଇସି ନିଯୁକ୍ତି ଦିଆଯାଇଛି। ଏହି କ୍ରମରେ ଖୋର୍ଦ୍ଧା ଜିଲ୍ଲାର ସବୁଠାରୁ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ନର୍ଲା ନିର୍ବାଚନ ମଣ୍ଡଳୀରେ ଏବେ କରୋନା ସଂକ୍ରମଣ ସଂଖ୍ୟା ଉପର ମୁହାଁ ହେଉଛି। ପ୍ରତ୍ୟେକ ଦିନ ଅଂଚଳରେ ଶହ ଶହ ଜଣଙ୍କ କରୋନା ଟେଷ୍ଟ କରାଯାଉଛି। କଳାହାଣ୍ଡି ଜିଲ୍ଲାରେ କରୋନା ଗ୍ରାଫ ଉପର […]
ସୀତାରାମ ଅଗ୍ରୱାଲ ଚିଲିକା: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଦୀର୍ଘ ୧୩ ଦିନ ହେଲା ଲକଡାଉନ କଟକଣା ଜାରି ରହିଛି। ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା ପନିପରିବା, ଗ୍ରସେରୀ ସାମଗ୍ରୀ କିଣିବା ପାଇଁ ଅନୁମତି ମିଳିଛି। କୌଣସି ବ୍ୟକ୍ତି […]