ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ୱାର୍ଡ଼ ନଂ ୩୭ର ଗଣେଶ ନଗର ବାସିନ୍ଦାମାନେ ଆଜି ଡ୍ରେନ ଓ ନାଳ ସମସ୍ୟାର ସମାଧାନ ପାଇଁ ମହାନଗର ନିଗମ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ଅନ୍ତର୍ଗତ ବିଭିନ୍ନ ୱାର୍ଡ଼କୁ ଆଜି ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ସାଂସଦ ଚନ୍ଦ୍ରଶେଖର ସାହୁ, କମିଶନର ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ପରିଦର୍ଶନ କରି ଉନ୍ନୟନମୂଳକ କାର୍ଯ୍ୟଗୁଡ଼ିକର ସମୀକ୍ଷା କରିଛନ୍ତି। ପ୍ରଥମେ ବିଧାୟକଙ୍କ ସହ […]
ରମେଶ ମହାନ୍ତି ଜଗତସିଂହପୁର: କୁଜଙ୍ଗ ବ୍ଲକ ଅନ୍ତର୍ଗତ ରାହାମା ସ୍ଥିତ ଡାଇନମିକ୍ ଇଂଲିଶ୍ ମିଡିୟମ୍ ବିଦ୍ୟାଳୟକୁ ଓଡିଶା ସରକାର ସ୍ୱୀକୃତି ପ୍ରଦାନ କରିଛନ୍ତି। ଏଥିପାଇଁ ବିଦ୍ୟାଳୟର ପରିଚାଳନା କମିଟି, ସମସ୍ତ କର୍ମଚାରୀ, ବିଦ୍ୟାଳୟର ଅଭିଭାବକ ଓ ବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଧୃବଚରଣ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ବୋରିଗାଁ ଗ୍ରାମରେ ୧୭ ତମ ସଞ୍ଜୟ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। ୮ ଟି ଦଳକୁ ନେଇ ଏହି ସଞ୍ଜୟ ସ୍ମାରକୀ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଥିଲା। ଏହି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଓ ପ୍ରଦେଶ ସଂଗଠନ ସାଧାରଣ ସଂପାଦକ ମାନସ ମହାନ୍ତିଙ୍କ ଅନୁମୋଦନ କ୍ରମେ ଗଂଜାମ ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନା ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟଙ୍କୁ ନିର୍ବାଚିତ କରିଛନ୍ତି। ଜିଲ୍ଲା […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲାର କାଳୁପଡ଼ା ଘାଟ ଅଞ୍ଚଳରେ କାଳୁପଡ଼ା ଘାଟ ପ୍ରିମିୟର ଲିଗ୍ ଦ୍ବିତୀୟ ସଂସ୍କରଣର ଶୁଭାରମ୍ଭ ହୋଇଯାଇଛି। ଉଦ୍ଘାଟନୀ ଉତ୍ସବରେ ଏହି ଟୁର୍ଣ୍ଣାମେଣ୍ଟରେ ଭାଗ ନେବାକୁ ଥିବା ଖେଳାଳି ମନୋନୟନ ପାଇଁ ନିଲାମ ପ୍ରକ୍ରିୟା ଆରମ୍ଭ କରାଯାଇଛି। […]
ସୀତାରାମ ଅଗ୍ରୱାଲ ବାଣପୁର: ଓଡ଼ିଶାର ଖ୍ୟାତିସମ୍ପର୍ଣ୍ଣ ସର୍ବପୁରାତନ ସ୍କୁଲ ବାଣପୁର ମାଇନର ସ୍କୁଲର ୧୯୯୫-୯୬ ମସିହାର ସପ୍ତମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ଏକ ବନ୍ଧୁମିଳନ ଉତ୍ସବ ସ୍ଥାନୀୟ ଉତ୍ତରାୟଣୀ ମନ୍ଦିର ପ୍ରାଙ୍ଗଣରେ ଏକ ମନୋଜ୍ଞ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଏହି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲା ବିଜେଡ଼ି ଅଫିସରେ ମିଶ୍ରଣ ପର୍ବ ଆଜି ଅପରାହ୍ନ ୪ ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କୁମ୍ଭାରି ପଞ୍ଚାୟତର ପ୍ରାୟ ୮୦ ଜଣ କଂଗ୍ରେସ କର୍ମୀ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ଖଲିକୋଟ କଲେଜ ଷ୍ଟାଡିୟମ ପରିସରରେ ଆଜି ବିଜୁ ପଟ୍ଟନାୟକ ସ୍ମାରକି ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଅନୁଷ୍ଟିତ ହୋଇଯାଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୧୨ ଟି ଦଳ ଏଥିରେ ଭାଗନେଇଥିଲେ। ଦୁଇଟି କୋର୍ଟ ମଧ୍ୟରେ ୪ ଗୋଟି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସ ଖଲିକୋଟ କଲେଜ ଖେଳ ପଡ଼ିଆ ପରିସରରେ ପାଳିତ ହୋଇଯାଇଛି। ସାନଖେମୁଣ୍ଡି ବିଧାୟକ ଜିଲ୍ଲା ସଭାପତି ଦାୟିତ୍ୱ ନେବା ପରେ ଜିଲ୍ଲାରେ ଏହା […]
ରମେଶ ମହାନ୍ତି ଜଗତସିଂହପୁର: ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସକୁ ସାରା ଦେଶରେ ଶହୀଦ୍ ଦିବସ ଭାବେ ପାଳନ କରାଯାଉଛି। ସକାଳ ୮ଟା ସମୟରେ ଥାନା ପରିସରରେ ଥିବା ମହାତ୍ମାଗାନ୍ଧୀ ଓ ଗାନ୍ଧୀଛକ ଠାରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଇଂଜିନିୟରିଂ ସ୍କୁଲ ଶିଳ୍ପାଞ୍ଚଳ ରେଳ ଓଭରବ୍ରିଜ୍ର ଶିଳ୍ପାଞ୍ଚଳ ଛକଠାରେ ଆଙ୍କୁଲି ଜାତୀୟ ରାଜପଥ ୧୬କୁ ସଂଯୋଗ କରୁଥିବା ସଂକୀର୍ଣ୍ଣ ପାର୍ଶ୍ଵ ମୁଖ୍ୟ ରାସ୍ତାକୁ ୧୫ ଦିନ ମଧ୍ୟରେ ପ୍ରଶସ୍ତିକରଣ ନକରିଲେ ବିଜେପି ଶିଳ୍ପାଞ୍ଚଳ ମଣ୍ଡଳ ପକ୍ଷରୁ […]
କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ନିର୍ବାଚନ ମଣ୍ଡଳୀ ପକ୍ଷରୁ ଆଜି ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତି ଓ ଚାଷୀ ଅଧିକାର ପାଇଁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୯ ଦଫା ଦାବୀ ଦେଇ ଧାରଣା ଦିଆଯାଇଥିଲା। ରେଢାଖୋଲ ନିର୍ବାଚନ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ପୂର୍ବାହ୍ନରେ ଜଗତସଂହପୁର ପଚଂମ ଜିଲ୍ଲା ପରିଷଦର ସ୍ୱତନ୍ତ୍ର ସାଧାରଣ ବୈଠକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ଜିଲ୍ଲା ପରିଷଦ ସଭାପତି ପ୍ରିୟଦର୍ଶିନୀ ବିଶ୍ୱାଳ ଅଧ୍ୟକ୍ଷତା କରିଥିଲେ। ଏହି […]
ରମେଶ ମହାନ୍ତି ଜଗତସିଂହପୁର: ଜ଼ିଲ୍ଲାର ପ୍ରସିଦ୍ଧ ସିଦ୍ଧଳ ସ୍ଥିତ ଶ୍ରୀ ଶ୍ରୀ ବଳଦେବଜୀଉ ମହାପ୍ରଭୁଙ୍କ ପୀଠରେ ପୁଷ୍ପାଭିଷେକ ଓ ରାଜ୍ୟାଭିଷେକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ପୂର୍ବାହ୍ନରେ ମହାପ୍ରଭୁଙ୍କ ସମସ୍ତ ଦେବନୀତି କାନ୍ତି ସମାପ୍ତ ପରେ ରାଜ୍ୟାଭିଷେକ ଉତ୍ସବ ପାଳିତ ହୋଇଥିଲା। ଠାକୁର […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ଉପଖଣ୍ଡର କିସିଣ୍ଡା ଥାନା ମାଛୁଡିହି ନିକଟସ୍ଥ ଲଣ୍ଡାକୋଟ ଜଙ୍ଗଲରେ ଅନୁପ୍ରବେଶକାରୀମାନେ ଘର କରି ରହିବା ଓ ଶହ ଶହ ଜଙ୍ଗଲ କାଟି ଜଙ୍ଗଲ ନଷ୍ଟ କରିଥିବାରୁ ଆଜି ଜେସିବି ଲଗାଇ ଅନୁପ୍ରବେଶ କାରୀଙ୍କର ୫୦ ଘର ଭାଙ୍ଗି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଦୁଇଦିନିଆ ଗଂଜାମ ଗସ୍ତରେ ଆସି ଦିଗପହଣ୍ଡି ବିଧାୟକ ତଥା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ପ୍ରଥମେ ବାଲିପଡ଼ା ଗ୍ରାମରେ ମା’ ମହୁରୀ କାଳୁଆ ଟ୍ରାକ୍ଟର ମାଲିକ ସଂଘ, କଳିଙ୍ଗ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଣତନ୍ତ୍ର ଦିବସ ଅବସରରେ ବ୍ରହ୍ମପୁର ମେଡ଼ିକାଲ୍ କଲେଜ ଷ୍ଟାଡ଼ିୟମ ପରିସରରେ ମିଡ଼ିଆ ଏକାଦଶ ଓ ଯୁବ ବିଜେଡ଼ି ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ମୁଖ୍ୟଅତିଥି […]
ମୋହନା: ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ କାର୍ଯ୍ୟାଳୟ ପରିସର ମଧ୍ୟରେ ଓଡିଶା ଜୀବିକା ମିଶନ ପକ୍ଷରୁ ବିପିଏମ ଇନଚାର୍ଜ ରଜନୀକାନ୍ତ ପଣ୍ଡାଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ପୃଷ୍ଟି ମହୋତ୍ସବ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଗୋଷ୍ଠି ସାଧନ କର୍ମି ପ୍ରେମଲତା ରଇତ ସହଯୋଗ […]
ସୀତାରାମ ଅଗ୍ରୱାଲ ବାଣପୁର: ଓଡିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରତି ସହରର ସଫେଇ କର୍ମଚାରୀମାନଙ୍କୁ ଉତ୍ସାହିତ ଏବଂ ସମ୍ମାନିତ କରିବା ଉଦ୍ଦେଶ୍ୟରେ ‘ବଡ଼ା ଖାନା’ ନାମକ ଏକ କାର୍ଯ୍ୟକ୍ରମ ହାତକୁ ନିଆଯାଇଅଛି। ରାଜ୍ୟର ପ୍ରତ୍ୟେକ ୟୁ.ଏଲ.ବି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ୧୧ତମ ଜାତୀୟ ଭୋଟର ଦିବସ ଟାଉନ୍ ହଲ୍ ପରିସରରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟଅତିଥି ଭାବେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଶ୍ରୀଯୁକ୍ତ ଟି. ଆଓ ଯୋଗଦେଇ ଭାରତବର୍ଷର ଗଣତନ୍ତ୍ର ଓ ପରମ୍ପରା ଉଚ୍ଚକୋଟିର ଓ […]