ରମେଶ ମହାନ୍ତି ଜଗତସିଂହପୁର: ଆଜି ପୂର୍ବାହ୍ନରେ ଜଗତସଂହପୁର ପଚଂମ ଜିଲ୍ଲା ପରିଷଦର ସ୍ୱତନ୍ତ୍ର ସାଧାରଣ ବୈଠକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ଜିଲ୍ଲା ପରିଷଦ ସଭାପତି ପ୍ରିୟଦର୍ଶିନୀ ବିଶ୍ୱାଳ ଅଧ୍ୟକ୍ଷତା କରିଥିଲେ। ଏହି […]
ରମେଶ ମହାନ୍ତି ଜଗତସିଂହପୁର: ଜ଼ିଲ୍ଲାର ପ୍ରସିଦ୍ଧ ସିଦ୍ଧଳ ସ୍ଥିତ ଶ୍ରୀ ଶ୍ରୀ ବଳଦେବଜୀଉ ମହାପ୍ରଭୁଙ୍କ ପୀଠରେ ପୁଷ୍ପାଭିଷେକ ଓ ରାଜ୍ୟାଭିଷେକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ପୂର୍ବାହ୍ନରେ ମହାପ୍ରଭୁଙ୍କ ସମସ୍ତ ଦେବନୀତି କାନ୍ତି ସମାପ୍ତ ପରେ ରାଜ୍ୟାଭିଷେକ ଉତ୍ସବ ପାଳିତ ହୋଇଥିଲା। ଠାକୁର […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ଉପଖଣ୍ଡର କିସିଣ୍ଡା ଥାନା ମାଛୁଡିହି ନିକଟସ୍ଥ ଲଣ୍ଡାକୋଟ ଜଙ୍ଗଲରେ ଅନୁପ୍ରବେଶକାରୀମାନେ ଘର କରି ରହିବା ଓ ଶହ ଶହ ଜଙ୍ଗଲ କାଟି ଜଙ୍ଗଲ ନଷ୍ଟ କରିଥିବାରୁ ଆଜି ଜେସିବି ଲଗାଇ ଅନୁପ୍ରବେଶ କାରୀଙ୍କର ୫୦ ଘର ଭାଙ୍ଗି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଦୁଇଦିନିଆ ଗଂଜାମ ଗସ୍ତରେ ଆସି ଦିଗପହଣ୍ଡି ବିଧାୟକ ତଥା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ପ୍ରଥମେ ବାଲିପଡ଼ା ଗ୍ରାମରେ ମା’ ମହୁରୀ କାଳୁଆ ଟ୍ରାକ୍ଟର ମାଲିକ ସଂଘ, କଳିଙ୍ଗ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଣତନ୍ତ୍ର ଦିବସ ଅବସରରେ ବ୍ରହ୍ମପୁର ମେଡ଼ିକାଲ୍ କଲେଜ ଷ୍ଟାଡ଼ିୟମ ପରିସରରେ ମିଡ଼ିଆ ଏକାଦଶ ଓ ଯୁବ ବିଜେଡ଼ି ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ମୁଖ୍ୟଅତିଥି […]
ମୋହନା: ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ କାର୍ଯ୍ୟାଳୟ ପରିସର ମଧ୍ୟରେ ଓଡିଶା ଜୀବିକା ମିଶନ ପକ୍ଷରୁ ବିପିଏମ ଇନଚାର୍ଜ ରଜନୀକାନ୍ତ ପଣ୍ଡାଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ପୃଷ୍ଟି ମହୋତ୍ସବ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଗୋଷ୍ଠି ସାଧନ କର୍ମି ପ୍ରେମଲତା ରଇତ ସହଯୋଗ […]
ସୀତାରାମ ଅଗ୍ରୱାଲ ବାଣପୁର: ଓଡିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରତି ସହରର ସଫେଇ କର୍ମଚାରୀମାନଙ୍କୁ ଉତ୍ସାହିତ ଏବଂ ସମ୍ମାନିତ କରିବା ଉଦ୍ଦେଶ୍ୟରେ ‘ବଡ଼ା ଖାନା’ ନାମକ ଏକ କାର୍ଯ୍ୟକ୍ରମ ହାତକୁ ନିଆଯାଇଅଛି। ରାଜ୍ୟର ପ୍ରତ୍ୟେକ ୟୁ.ଏଲ.ବି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ୧୧ତମ ଜାତୀୟ ଭୋଟର ଦିବସ ଟାଉନ୍ ହଲ୍ ପରିସରରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟଅତିଥି ଭାବେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଶ୍ରୀଯୁକ୍ତ ଟି. ଆଓ ଯୋଗଦେଇ ଭାରତବର୍ଷର ଗଣତନ୍ତ୍ର ଓ ପରମ୍ପରା ଉଚ୍ଚକୋଟିର ଓ […]
ମୋହନା: ଗଜପତି ଜିଲ୍ଲା ମୋହନା ବ୍ଳକର କର୍ମଜୀବି ସାମ୍ବାଦିକମାନଙ୍କୁ ନେଇ ଗଠିତ ମୋହନା ସାମ୍ବାଦିକ ସଂଘ (ଏମଜେୟୂ)ର ପ୍ରଥମ ବାର୍ଷିକ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ସ୍ଥାନୀୟ ଶିବ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ସଭାପତି ମିହିର ଜତିଙ୍କ […]
ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ପିପ୍ପଳମାଧବ ପଞ୍ଚାୟତ ଠାରେ ନେତାଜୀ ଜୟନ୍ତୀ ଉପଲକ୍ଷେ କ୍ଷେତ୍ରପାଳ କୃଷକ କ୍ଲବ ଓ ଆଦର୍ଶ ଜନସେବା ଟ୍ରଷ୍ଟ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଗତକାଲି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଖଡ଼ିକାପଲି ବ୍ରିଜ ନିକଟରେ ଏକ ଡକାୟତି ହୋଇଥିଲା। ଉକ୍ତ ଡକାୟତିରେ ସମ୍ପୃକ୍ତ ୭ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣଙ୍କୁ ଘଟଣାସ୍ଥଳରେ ସ୍ଥାନୀୟ […]
ସୀତାରାମ ଅଗ୍ରୱାଲ ଚିଲିକା: ବହୁ ଦିନର ଆଶା ଆକାଂକ୍ଷର ଅନ୍ତ ଘଟାଇ ଚିଲିକା ବ୍ଲକରେ ଆଜି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ନ୍ୟାୟାଳୟର ଆନୁଷ୍ଠାନିକ ଭାବେ ଉଦଘାଟନ ହୋଇଯାଇଛି। ଏହି କୋର୍ଟ ପ୍ରତିଷ୍ଠା ପରେ ଗ୍ରାମାଞ୍ଚଳର ଗରିବ ଅଭାବି ଲୋକମାନେ ଖର୍ଚ୍ଚାନ୍ତରୁ […]
ସୀତାରାମ ଅଗ୍ରୱାଲ ବାଣପୁର: ମୃତ ବ୍ୟକ୍ତି ପାଉଛନ୍ତି ବିଧବା ଭତ୍ତା। ପ୍ରସଙ୍ଗଟି ଟିକେ ଅଜବ ଲାଗୁଥିଲେ ମଧ୍ୟ ଏହା ସତ। ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ତୋରସିଂହ ପଞ୍ଚାୟତରେ ଏପରି ଏକ ମହା ଦୁର୍ନୀତି ନଜରକୁ ଆସିଛି। ସୂଚନା ମୁତାବକ […]
ସୀତାରାମ ଅଗ୍ରୱାଲ ବାଣପୁର: ୩୨ତମ ଜାତୀୟ ସଡକ ସୁରକ୍ଷା ମାସ ପାଳନ ଅବସରରେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ହୋଇଥିବା ସଚେତନତା ରଥ ପରିକ୍ରମା ଏବଂ ସଚେତନତା ନୃତ୍ୟ ପରିବେଷଣର ଶୁଭାରମ୍ଭ ହୋଇଯାଇଅଛି। ମହାବିଦ୍ୟାଳୟ […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ସ୍ଥିତ ରାଣୀ ଅନ୍ନପୂର୍ଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୩୨ ତମ ସଡକ ସୁରକ୍ଷା ସପ୍ତାହ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରେଢାଖୋଲ ବ୍ଲକ୍ର ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ରାଲି ସହର ପରିକ୍ରମା […]
ପିଣ୍ଟୁ ବିଷୋୟୀ ବେଗୁନିଆପଡ଼ା: ଗଂଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ କୁମ୍ଭାରଗାଁ ପଞ୍ଚାୟତରେ ହେବାକୁ ଥିବା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଆଜି ଶେଷ ଦିନ ଥିଲା। ଏହି ଉପନିର୍ବାଚନ ପାଇଁ ୩ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ହେଲେ […]
ରମେଶ ମହାନ୍ତି ଜଗତସିଂହପୁର: ଓଡିଶା ସାମ୍ବାଦିକ ସଂଘର ଏକ ଜିଲ୍ଲା ସ୍ତରୀୟ ସାଂଗଠନିକ ବୈଠକ ଜିଲ୍ଲା ସଭାପତି ସୁନାକର ବେହେରାଙ୍କ ନେତୃତ୍ୱରେ ରାହାମା ବିଜୁ କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଓଡିଶା ସାମ୍ବାଦିକ ସଂଘର ରାଜ୍ୟ ସଭାପତି […]
ସୀତାରାମ ଅଗ୍ରୱାଲ ବାଣପୁର/ଚିଲିକା: ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଏବଂ ଚିଲିକା ଅଞ୍ଚଳରେ ପ୍ରତିଦିନ ବେଆଇନ ବାଲି, ମାଟି, ଗୋଡି, ମାଙ୍କଡା ପଥର ଚାଲାଣ କରୁଥିବା ଗାଡିଗୁଡିକ ଉପରେ ଚଢ଼ାଉ କରାଯାଉଛି। ବାଣପୁର ଏବଂ ଚିଲିକା ତହସିଲଦାର ଏହିସବୁ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଜାନୁୟାରୀ ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି। ଏହି ଅବସରରେ ପୋଲିସ ପ୍ରଶାସନ ଓ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଏକ ସାଇକେଲ ଶୋଭାଯାତ୍ରା ସ୍ଥାନୀୟ ଏସ୍.ପି […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ପୌରପରିଷଦ ଅଞ୍ଚଳରେ ସିସି ଟିଭି ସ୍ଥାପନର ଶୁଭ ଉଦଘାଟନ ଓ ବସଷ୍ଟାଣ୍ଡ ଠାରେ ସର୍ବସାଧାରଣ ଶୌଚାଳୟର ଉଦଘାଟନ ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଓ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଦ୍ଵାରା ହୋଇଯାଇଛି। ପରେ […]
ସୀତାରାମ ଅଗ୍ରୱାଲ ଚିଲିକା: ଓଡିଶା ବିଜେପି ଯୁବମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରାଯାଇଛି। ତେବେ ଏହି ନୂତନ ରାଜ୍ୟ ଟିମରେ ସାମିଲ ହୋଇଛନ୍ତି ଚିଲିକା ନିର୍ବାଚନମଣ୍ଡଳୀର ବିଜେପି ଯୁବ ନେତା […]