ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଦୃଷ୍ଟିହୀନ ହିତାଧିକାରୀଙ୍କୁ ରାସନ ସାମଗ୍ରୀ ମିଳିଛି। ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ସାନନଇରୀ ପଞ୍ଚାୟତର ଦୃଷ୍ଟିହୀନ ବ୍ୟକ୍ତି ଯୋଗେନ୍ଦ୍ର ବେହେରା ରାସନ ସାମଗ୍ରୀ ପାଇବାରୁ ବଞ୍ଚିତ ହେଉଥିଲେ। ଗତକାଲି ଏନେଇ ଏକ ଖବର ସମୀକ୍ଷା […]
ସୀତାରାମ ଅଗ୍ରୱାଲ ଚିଲିକା: ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟକୁ ବାରମ୍ବାର ଦୌଡୁଥିଲେ ମଧ୍ୟ ହିତାଧିକାରୀଙ୍କୁ ରାସନ ସାମଗ୍ରୀ ମିଳୁନାହିଁ। ପଞ୍ଚାୟତ କାର୍ଯ୍ୟାଳୟ ସବୁବେଳେ ବନ୍ଦ ରହୁଥିବା ଅଭିଯୋଗ ହେଉଛି। ଫଳରେ ରାସନ ସାମଗ୍ରୀ ନମିଳିବାରୁ ଜଣେ ଭିନ୍ନକ୍ଷମ ବ୍ୟକ୍ତି ମଧ୍ୟ ଭୋକ ବିକଳରେ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ମଧ୍ୟ ସାମାନ୍ୟ ଅଛି। ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୪ ଜଣ […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ସାମ୍ବାଦିକ ସଂଘ ତରଫରୁ ରେଢାଖୋଲ ଠାରେ ଏକ ଅକ୍ସିଜେନ୍ ବ୍ୟାଙ୍କ ଲୋକାର୍ପିତ ହୋଇଯାଇଛି। ସମ୍ବଲପୁରର ସମ୍ବଳ ଅନୁଷ୍ଠାନ ଓ ବ୍ରଜରାଜନଗରର ବାସୁ ଅନୁଷ୍ଠାନ ମିଳିତ ସହଯୋଗରେ ରେଢାଖୋଲ ସାମ୍ବାଦିକ ସଂଘକୁ ଲୋକମାନଙ୍କ ସେବାରେ ୫ଟି ସିଲିଣ୍ଡର, […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ହୁ ହୁ ହୋଇ ବଢୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଦିନ ହେଲା କମିବାରେ ଲାଗିଛି। ଗତକାଲି ଜିଲ୍ଲାରୁ ୧୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଜିଲ୍ଲାରୁ ୧୮୩ ଜଣ ପଜିଟିଭ୍ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୫ ଜଣ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: କରୋନା କାଳରେ ଲୋକଙ୍କ ମାନବିକତା ହଜିଯାଉଥିବାର ଅନେକ ନଜିର ରହିଛି। ନିଜ ସମ୍ପର୍କୀୟ ମଧ୍ୟ ମୃତକଙ୍କ ଶବକୁ ସ୍ପର୍ଶ କରିବାକୁ କୁଣ୍ଠିତ ହେଉଛନ୍ତି। ହେଲେ ଏପରି ପରିସ୍ଥିତିରେ ଥାନା ଅଧୀକାରୀ, ଅତିରିକ୍ତ ତହସିଲଦାର ଓ ଡାକ୍ତର ମଣିଷ […]
ସୀତାରାମ ଅଗ୍ରୱାଲ ବାଣପୁର: କରୋନା ମହାମାରୀ ଯୋଗୁ ଲୋକଙ୍କୁ ଘର ପାଖରେ ସେବା ଯୋଗାଇ ଦେବା ଲାଗି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୋର୍ଦ୍ଧା ଜିଲା ବାଣପୁର ତହସିଲ ପକ୍ଷରୁ ଆଜି ରାଜସ୍ବ ରଥ ଗଡ଼ିଛି। ତହସିଲଦାର ମନ୍ମଥ ବେହେରାଙ୍କ ତତ୍ତ୍ୱାବଧାନରେ […]
ଭୁବନେଶ୍ୱର: ମହାବୋଧି ସୋସାଇଟି ଅଫ୍ ଇଣ୍ଡିଆ ଓଡ଼ିଶା ଶାଖା ପକ୍ଷରୁ ବୁଦ୍ଧ ପୂର୍ଣ୍ଣିମା ନିଆରା ଢଙ୍ଗରେ ପାଳିତ ହୋଇଯାଇଛି। କରୋନା ମହାମାରୀର ପ୍ରକୋପ ତଥା ବାତ୍ୟା ପରିପ୍ରେକ୍ଷୀରେ ସୋସାଇଟି ପକ୍ଷରୁ କଳିଙ୍ଗ ନଗରଠାରେ ଗରିବଶ୍ରେଣୀର ଲୋକଙ୍କ ମଧ୍ୟରେ ଶୁଖିଲା ଖାଦ୍ୟ ଯଥା-ଚାଉଳ, […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସର୍ବନିମ୍ନ ସ୍ତରକୁ ପହଁଚିଛି। କିନ୍ତୁ ବାତ୍ୟା ଲାଗି ଦୁଇ ଦିନ ଟେଷ୍ଟିଙ୍ଗ ବନ୍ଦ ଥିବାରୁ ସଂକ୍ରମିତଙ୍କ ସଂଖ୍ୟାରେ କମ ଆସି ଥାଇପାରେ ବୋଲି କୁହାଯାଉଛି। ଆଜି କେବଳ ବାଣପୁର […]
ସୀତାରାମ ଅଗ୍ରୱାଲ ବାଣପୁର: କରୋନା ମହାମାରୀ ବର୍ତ୍ତମାନ ସମଗ୍ର ମାନବ ସମାଜକୁ ଧ୍ୱସ୍ତ ବିଧ୍ୱସ୍ତ କରିସାରିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଏକ ମାତ୍ର ପନ୍ଥା ଲକଡ଼ାଉନ ଆପଣେଇଛନ୍ତି। ବିଶେଷ କରି ଖୋର୍ଦ୍ଧା ଜିଲ୍ଲା ସଂକ୍ରମଣରେ ଏକ ନମ୍ବରରେ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ଅଣାୟତ୍ତ ଅବସ୍ଥାରେ ଅଛି। ସ୍ଥାନୀୟ ଏବଂ ଜିଲ୍ଲା ପ୍ରଶାସନର ଶତ ଚେଷ୍ଟା ସତ୍ତ୍ୱେ ସଂକ୍ରମଣ କମିବାର ନାଁ ଧରୁନାହିଁ। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୮୦ ଜଣ […]
ସୀତାରାମ ଅଗ୍ରୱାଲ ଚିଲିକା: ଆସନ୍ତାକାଲି ସାମୁଦ୍ରିକ ଝଡ ‘ୟଶ’ ଓଡ଼ିଶାରେ ଲ୍ୟାଣ୍ଡଫଲ କରିବ। ଏହି ପରିପ୍ରେକ୍ଷୀରେ ସରକାରଙ୍କ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାକୁ ମଧ୍ୟ ବିପଦ ଜୋନ ଭାବେ ଘୋଷଣା କରାଯାଇଛି। ଖୋର୍ଦ୍ଧା ଜିଲ୍ଲାର ଚିଲିକା ନିର୍ବାଚନମଣ୍ଡଳୀରେ ମୁଖ୍ୟତଃ ବାତ୍ୟାର ପ୍ରଭାବ ପଡ଼ିବାର ଆଶଙ୍କା […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ପୁଣି ଉପରମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ଗତକାଲି ସଂଖ୍ୟାର ଦୁଇ ଗୁଣରୁ ଅଧିକ। ଚିହ୍ନଟ ହୋଇଥିବା ୬୩ […]
ରମେଶ ମହାନ୍ତି ଜଗତସିଂହପୁର: ରାଜ୍ୟ ସରକାରଙ୍କ ଦ୍ବାରା ନିଯୁକ୍ତ ବରିଷ୍ଠ ଅଧିକାରୀ ତଥା ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଆଜି ଅପରାହ୍ନରେ ଜଗତସିଂହପୁର ଠାରେ ପହଞ୍ଚି ସାମ୍ଭାବ୍ୟ ‘ୟାସ୍’ ବାତ୍ୟା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ପ୍ରସ୍ତୁତି […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଏବଂ ବାଣପୁର ସହରରେ ଆଜି ତହସିଲ, ଏନଏସି ଏବଂ ପୋଲିସ ପକ୍ଷରୁ ଭିନ୍ନ ଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଜିଲ୍ଲାପାଳଙ୍କ ଗସ୍ତ ପରେ ଆହୁରି ଆକ୍ଟିଭ ହୋଇଯାଇଛି ସ୍ଥାନୀୟ ପୋଲିସ ଏବଂ ପ୍ରଶାସନ। […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଗତକାଲି କରୋନା ସ୍ଥିତି ଉପରମୁହାଁ ଥିବା ବେଳେ ଆଜି ତଳ ମୁହାଁ ହୋଇଛି। ଯାହା ଲୋକଙ୍କୁ ସାମାନ୍ୟ ଆଶ୍ଵସ୍ତି ମିଳିଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୦ ଜଣ ଆକ୍ରାନ୍ତ ଚିହ୍ନଟ […]
ସୀତାରାମ ଅଗ୍ରୱାଲ ଚିଲିକା: ନିୟମ ଉଲ୍ଲଂଘନ ଅଭିଯୋଗରେ ଆଜି ଦୁଇଟି ପଥର ବୋଝେଇ ଗାଡିକୁ ଜବତ କରାଯାଇଛି। ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ଏହି ଦୁଇ ଗାଡିକୁ ଜବତ କରି ଟାଙ୍ଗୀ ତହସିଲକୁ ଜିମା ଦେଇଛନ୍ତି। ସୂଚନା ମୁତାବକ ଆଜି ମଧ୍ୟାହ୍ନରେ ବାଲୁଗାଁ ଏସଡ଼ିପିଓ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୫୯ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨୪ ଜଣ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ସାମ୍ଭାବ୍ୟ ବାତ୍ୟା ଏବଂ କୋଭିଡ ସ୍ଥିତି ଅନୁଧ୍ୟାନ ପାଇଁ ଚିଲିକା ନିର୍ବାଚନମଣ୍ଡଳୀ ଗସ୍ତରେ ଆସିଥିଲେ। ଉକ୍ତ ଗସ୍ତରେ ଅତିରିକ୍ତ ଜିଲ୍ଲାପାଳ ମନୋଜ ପାଢ଼ୀ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ଅନୁଜ ଦାସ […]
ସୀତାରାମ ଅଗ୍ରୱାଲ ଚିଲିକା: କିଛିଦିନର ବ୍ୟବଧାନପରେ ପୁଣି ଆସନ୍ତାକାଲି ଆରମ୍ଭ ହେବାକୁ ଯାଉଛି ଚିଲିକା ନିର୍ବାଚନମଣ୍ଡଳୀରେ ଟୀକାକରଣ। ତେବେ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନେ କେବଳ ପ୍ରଥମ ଡୋଜ ଟୀକା ନେବେ। ଏ ନେଇ ଉଭୟ ବାଣପୁର ଏବଂ ବାଲୁଗାଁ […]