ରମେଶ ମହାନ୍ତି ଜଗତସିଂହପୁର: ଆଜି ପୂର୍ବାହ୍ନରେ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଝଙ୍କଡର ଅଧିଷ୍ଠାତ୍ରୀ ଦେବୀ ମା’ଶାରଳାଙ୍କ ଜମି ଯେଉଁମାନେ ଚାଷ କରୁଛନ୍ତି ସେମାନଙ୍କୁ ୧୦ଦିନ ମଧ୍ୟରେ ନୋଟିସ୍ କରାଯିବ। ସେମାନଙ୍କ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜଗତସିଂହପୁର ଜିଲ୍ଲାରେ ଥିବା ମନ୍ଦିର ଖୋଲାଯିବା ସମ୍ପର୍କରେ ଏକ ବୈଠକ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ,ପୂର୍ତ୍ତ ବିଭାଗର ନିର୍ବାହୀ […]
ସୀତାରାମ ଅଗ୍ରୱାଲ ନାଚୁଣୀ: ଆଜି ଯୁବପିଢ଼ିଙ୍କ ପ୍ରେରଣାର ଉତ୍ସ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଦିବସ। ଦେଶ ବିଦେଶରେ ସ୍ଵାମିଜୀଙ୍କ ଜନ୍ମ ଦିବସକୁ ରାଷ୍ଟ୍ରୀୟ ଯୁବ ଦିବସ ଭାବେ ବହୁ ଧୁମଧାମରେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) […]
ସୀତାରାମ ଅଗ୍ରୱାଲ ବାଣପୁର: ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଶକ୍ତିପୀଠ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା’ ଭଗବତୀ ପୀଠ ଅନ୍ୟତମ। ସେଇ “ମା” ଭଗବତୀଙ୍କ ଦର୍ଶନ ପାଇବା ପାଇଁ ଭକ୍ତ ଯେ ସଦା ବ୍ୟାକୁଳ। ସେହି ପରିପ୍ରେକ୍ଷୀରେ ଆଜି ମଧ୍ୟାହ୍ନରେ ହଠାତ […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ଉପଖଣ୍ଡ କିସିଣ୍ଡା ର ଲଣ୍ଡାକୋଟ ଜଙ୍ଗଲରେ ଆଦିବାସୀ ମାନଙ୍କ ଅନୁପ୍ରବେଶ ଓ ଶହ ଶହ ଜଙ୍ଗଲ କାଟିବା ପ୍ରତିବାଦରେ ଆଜି କିସିଣ୍ଡା ଠାରେ ବନ ସୁରକ୍ଷା ସମିତି ତରଫରୁ ଏକ ସଭା ଅନୁଷ୍ଠିତ ହୋଇଥିଲା। ପ୍ରକାଶ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଶ୍ରମିକ ବିରୋଧୀ କୋଡ଼ ବାତିଲ କରିବା, କୃଷକ ବିରୋଧୀ ବିଲ୍ ପ୍ରତ୍ୟାହାର କରିବା, ବିଦ୍ୟୁତ ବିଲ୍ ଫେରାଇ ନେବା ଦାବିରେ ସିଟୁ ପକ୍ଷରୁ ଦେଶବ୍ୟାପୀ ଆଇନ ଅମାନ୍ୟ ଓ ପ୍ରତିବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ […]
ସୀତାରାମ ଅଗ୍ରୱାଲ ଚିଲିକା: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜି ରାଜ୍ୟର ସମସ୍ତ ବିଦ୍ୟାଳୟରେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ପାଠ ପଢା ଆରମ୍ଭ ହୋଇଛି। ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲାର ଚିଲିକା ବ୍ଲକ ଏବଂ ବାଲୁଗାଁ ଏନ.ଏ. ସି ଅଧୀନରେ […]
ପିଣ୍ଟୁ ବିଷୋୟୀ ଖଲ୍ଲିକୋଟ: କଂଗ୍ରେସ ବିଧାୟକ ପ୍ରାର୍ଥୀ କାଶୀନାଥ ବେହେରା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ୨୦୦୯ରେ ଭାରତୀୟ ଜାତୀୟ କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ହୋଇଥିଲେ। […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିର୍ତ୍ତୋଲ ବ୍ଲକରୁ ଜଣେ, ଜଗତସିଂହପୁର ବ୍ଲକରୁ ୩ଜଣ, ପାରାଦ୍ଵୀପରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଜିଲ୍ଲାରୁ ସମୁଦାୟ ୯୧୦୧ ଜଣ କରୋନା […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ପୂର୍ବାହ୍ନରେ ସଂସ୍କୃତି ଭବନ ସମ୍ମୁଖସ୍ଥ ମୁନିସିପାଲିଟି ମାର୍କେଟ କମ୍ପ୍ଲେକ୍ସ ଠାରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଓ ଓରମାସ୍ ଆନୁକୂଲ୍ୟରେ ସଂସ୍କୃତି ହ୍ୟାଣ୍ଡଲୁମ୍ ଉତ୍ପାଦକ ଗୋଷ୍ଠୀଙ୍କ ଦ୍ୱାରା ଏକ ଗ୍ରାମୀଣ ବଜାର ଉଦଘାଟିତ ହୋଇଯାଇଛି। ଜିଲ୍ଲାପାଳ ସରୋଜ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଧାନ କିଣା ବ୍ୟବସ୍ଥାରେ ବ୍ୟାପକ ଅନିୟମିତତା ସଂପର୍କରେ ବ୍ୟାପକ ଅଭିଯୋଗ ହୋଇଆସୁଛି। ସେସବୁ ଅନିୟମିତତା ମଧ୍ୟରେ ଆଉ ଏକ ଫର୍ଦ୍ଦ ଯୋଡି ହୋଇଯାଇଛି କୋକସରା ବ୍ଲକ ଅନ୍ତର୍ଗତ କାଶୀବାହାଲ ଧାନମଣ୍ଡିରେ ଟୋକନ ଅନିୟମିତତା […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ଝଙ୍କଡ଼ ବାସିନୀ ମା’ଶାରଳାଙ୍କ ପୀଠର ଚନ୍ଦନ ପୋଖରୀରେ ଅଳିଆ ଆବର୍ଜନା ପଡି ପାଣିରୁ ପଚାଗନ୍ଧ ବାହାରୁଥିବା ଦେଖିବାକୁ ମିଳିଛି। ମନ୍ଦିର ପରିସର ସହ ସ୍ଥାନୀୟ ବଜାରରେ ମଧ୍ୟ ବ୍ୟାପୁଛି ଏହି ପଚାପାଣିର […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଅନ୍ତରକିଆରୀ ଛକରେ ଦୁଇ ଜଣ ବ୍ୟକ୍ତିଙ୍କୁ ମାରଣାସ୍ତ୍ରରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ଦୁଇ ଜଣଙ୍କ ଅବସ୍ଥା ଏବେ ସଙ୍କଟାପନ୍ନ ଅଛି। ସୂଚନା ମୁତାବକ ଗତକାଲି ରାତି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ କାର୍ଯ୍ୟାଳୟ ପରିସରରେ ଆଜି ଓରମାସ୍ ତରଫରୁ ଦୁଇଟି କାର୍ଯ୍ୟକ୍ରମ ହୋଇଥିଲା। ପ୍ରଥମତଃ ଜିଲ୍ଲାର ୨୩ଟି ଏସ୍ଏଚ୍ଜି ଗୋଷ୍ଠୀଙ୍କୁ ଗାଁ ଶକ୍ତି ଯୋଜନାରେ ଖୁଚୁରା ଏକ୍ସଟେନସନ କାଉଣ୍ଟର/ବିତରଣ ସହଭାଗୀ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷାର ଫଳାଫଳରେ ରାଜ୍ୟରେ ଅଭୂତପୂର୍ବ କୃତିତ୍ୱର ଅଧିକାରୀ ହୋଇଥିବାରୁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ନୀଳକଣ୍ଠନଗର ତୃତୀୟ ଥର ପାଇଁ ଶ୍ରେଷ୍ଠ ବିଦ୍ୟାଳୟ ରୂପେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷିତ ହୋଇଅଛି। ପୂର୍ବରୁ ଏଭଳି […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଚାଟରା କୃଷକ ବଜାର ଠାରେ କଣ୍ଟାବଲ୍ଲଭପୁର ପ୍ରାଥମିକ କୃଷି ସମବାୟ ସମିତି ଆନୁକୂଲ୍ୟରେ ଜଗତସିଂହପୁର ଜିଲ୍ଲାରେ ୨୦୨୦-୨୧ ଖରିଫ ବର୍ଷ ନିମନ୍ତେ ପ୍ରଥମ ଧାନମଣ୍ଡି ଜଗତସିଂହପୁର ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି। […]
ସୀତାରାମ ଅଗ୍ରୱାଲ ଚିଲିକା: ମାହାଙ୍ଗା ଡବଲ ମର୍ଡର ପ୍ରତିବାଦରେ ଆଜି ଚିଲିକା ନିର୍ବାଚନମଣ୍ଡଳୀର ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବାଲୁଗାଁଠାରେ ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଛି। ଅପରାହ୍ନ ୪ ଟା ସମୟରେ ଖୋର୍ଦ୍ଧା ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସମ୍ପାଦକ ପଠାଣି ବଳବନ୍ତରାୟଙ୍କ […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଆଇ.ଏନ.ଏସ ଚିଲିକାରେ ଏକ ଆକର୍ଷଣୀୟ ପାସିଙ୍ଗ ଆଉଟ ପରେଡ଼ ଅନୁଷ୍ଠିତ ହୋଇଯାଇଅଛି। ଯେଉଁଥିରୁ ଭାରତୀୟ ନୌସେନା ଏବଂ ତଟ ରକ୍ଷକ ୦୧/୨୦ ବ୍ୟାଚର ୪୫୫ ଜଣ ପ୍ରଶିକ୍ଷାର୍ଥୀମାନେ ଉତ୍ତୀର୍ଣ୍ଣ ହୋଇ ସ୍ନାତକ ହାସଲ କରିଛନ୍ତି। ଏହା ପ୍ରାରମ୍ଭିକ […]
ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ, କୁଜଙ୍ଗ ଓ ଏରସମା ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ମଠ ମନ୍ଦିର ମାନଙ୍କରେ ଆଲୋକିକରଣ ନିମନ୍ତେ ମହାଶକ୍ତି ଫାଉଣ୍ଡେସନ୍ ଓ ସ୍ମାର୍ଟ ପାୱାର ଇଣ୍ଡିଆ ସହଯୋଗରେ ମାଗଣା ଏଲ୍.ଇ.ଡି ଲାଇଟ୍ ବଣ୍ଟନ କରାଯାଇଛି। ସ୍ମୃତି ରଞ୍ଜନ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅଞ୍ଚଳରେ ଜଙ୍ଗଲୀ ହାତୀ ଦେଖିବାକୁ ମିଳିଛି। ଚିଲିକା କୂଳ ଠାରୁ ୮ କିଲୋମିଟର ଭୁଷଣ୍ଡପୁରରେ ୧୩ ଟିକିଆ ହାତୀ ପଲ ବୁଲୁଥିବାର ଦେଖିବାକୁ ମିଳିଛି। ଏହି ହାତୀ ପଲ ନଳ ଘାସ ନିକଟରେ […]
କନ୍ଦର୍ପ ବେହେରା ରେଢାଖୋଲ: ସରକାରୀ ଜାଗାକୁ ବେଦଖଲ କରିବାରୁ ରେଢାଖୋଲ ତହସିଲ୍ଦାର ନୋଟିସ୍ ଦେବା ପରେ ୪ ପରିବାର ଆଜି ରେଢାଖୋଲ ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ପ୍ରକାଶ ଯେ, ରେଢାଖୋଲ ତହସିଲ ଅନ୍ତର୍ଗତ ବଡବାହାଳ ପଂଚାୟତର ଲଇଣ୍ଡାମାଳ ଗ୍ରାମର […]