ରମେଶ ମହାନ୍ତି ଜଗତସିଂହପୁର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଜଗତସିଂହପୁର ଜିଲ୍ଲାର ବରପୁତ୍ର ଗୋପବନ୍ଧୁ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜଗତସିଂହପୁର ସହରର ବଙ୍ଗଳାଛକ ଓ ଖେରସ ଛକ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ତହସିଲରେ ଦୀର୍ଘ ମାସ ଧରି ଅତିରିକ୍ତ ତହସିଲଦାର ପଦବୀ ଖାଲି ପଡିଥିଲା। ଗତ ବର୍ଷ ପୂର୍ବତନ ଅତିରିକ୍ତ ତହସିଲଦାର ମନ୍ମଥ ବେହରାଙ୍କ ବାଣପୁର ତହସିଲଦାର ରୂପେ ପଦୋନ୍ନତି ହେବା ଦିନଠାରୁ ଉକ୍ତ ପଦବୀ […]
ସୀତାରାମ ଅଗ୍ରୱାଲ ବାଣପୁର: ବର୍ତ୍ତମାନ କରୋନା ମହାମାରୀ ଖୋର୍ଦ୍ଧା ଜିଲ୍ଲାରେ ତାଣ୍ଡବ ସୃଷ୍ଟି କରିଛି। ଏହାକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣାକୁ ଧୀରେ ଧୀରେ କଡାକଡି କାରାଯାଉଥିବା ବେଳେ କେବଳ ଅତି ଜରୁରୀକାଳୀନ କାର୍ଯ୍ୟକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁମତି […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଜିଲ୍ଲାପାଳଙ୍କ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲାରୁ ୧୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପାରାଦ୍ବୀପରୁ ସର୍ବାଧିକ ୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତିର୍ତ୍ତୋଲ ବ୍ଳକରୁ ୧୯ ଜଣ, କୁଜଙ୍ଗ ବ୍ଲକରୁ ୧୯ଜଣ,ଜଗତସିଂହପୁର ବ୍ଳକରୁ ୧୭ଜଣ , […]
ସୀତାରାମ ଅଗ୍ରୱାଲ ବାଣପୁର: ସରପଞ୍ଚଙ୍କ ପ୍ରତିନିଧି ବାର୍ଦ୍ଧକ୍ୟ ଏବଂ ଦିବ୍ୟାଙ୍ଗ ଭତ୍ତାପାଇଁ ହିତାଧିକାରୀଙ୍କୁ ଦୀର୍ଘ ୭ କିଲୋମିଟର ଦୌଡ଼ାଉଥିବାର ଅଭିଯୋଗ ହେଉଛି। ଅସହ୍ୟ ତାତି ସହ କରୋନା ସଂକ୍ରମଣଙ୍କୁ ଭୃକ୍ଷେପ ନକରି ହିତାଧିକାରୀଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ସରପଞ୍ଚଙ୍କ ପ୍ରତିନିଧି ହଇରାଣ କରୁଥିବା […]
କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ଠାରେ ଅତିରିକ୍ତ ଜିଲ୍ଲା ଓ ଦୈାରାଜଜ୍ କୋର୍ଟ ଉଦ୍ଘାଟିତ ହୋଇଯାଇଛି। ଓଡିଶା ଉଚ୍ଚନ୍ୟାୟାଳୟର ମୂଖ୍ୟ ବିଚାରପତି ଡ.ଜଷ୍ଟିସ୍ ଏସ୍.ମୁରଲୀଧର ଭର୍ଚୁଆଲ୍ ମୋଡ୍ ରେ ଏହି ବହୁ ପ୍ରତିକ୍ଷିତ ଅତିରିକ୍ତ ଜିଲ୍ଲା ଓ ଦୈାରାଜଜ୍ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ସଂପ୍ରତି କରୋନାର ଭୟାଭୟତା ସମଗ୍ର କଳାହାଣ୍ଡି ଜିଲ୍ଲାକୁ କବଳିତ କରିବାରେ ଲାଗିଛି। ସେଥିରୁ ଗୋଲାମୁଣ୍ଡା ବ୍ଲକ ବାଦ ପଡିନାହିଁ। ସାଂପ୍ରତିକ ସ୍ଥିତିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ଗୋଲାମୁଣ୍ଡା ବ୍ଲକରେ ବଢିବାରେ ଲାଗିଛି। ସଂକ୍ରମିତଙ୍କ ମଧ୍ୟରୁ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଯୁକ୍ତ ଦୁଇ ପରୀକ୍ଷା ଅନଲାଇନ କିମ୍ବା ବାତିଲ ଦାବିରେ ଆଜି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଯୁକ୍ତ ଦୁଇ ପରୀକ୍ଷା ଅନଲାଇନ ଅଥବା ବାତିଲ କରିବା ପାଇଁ ଦୁର୍ଗା ଚରଣ ଚିଲିକା […]
ରମେଶ ମହାନ୍ତି ଜଗତସିଂହପୁର: ଗାଁ ଗହଳିର ଉନ୍ନତିକରଣ ନିମନ୍ତେ ସରକାରଙ୍କ ତରଫରୁ କୋଟି କୋଟି ଟଙ୍କାର ଅନୁଦାନ ଆସୁଥିବା ବେଳେ ଠିକାଦାରଙ୍କ ସହ ବିଭାଗୀୟ କିଛି ଅସାଧୁ ଅଫିସରଙ୍କ ମଧୁଚନ୍ଦ୍ରିକା ଯୋଗୁଁ ଯେନତେନ ପ୍ରକାରେ ନିମ୍ନମାନର କାର୍ଯ୍ୟ କରି ସିଂହ ଭାଗ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଅନ୍ତର୍ଗତ ବୋରିଗାଁ ଗ୍ରାମରେ ଇଲେଭେନ ଷ୍ଟାର କ୍ରିକେଟ ଟୁର୍ଣ୍ଣାମେଣ୍ଟର ଅଷ୍ଟାଦଶତମ ସଂସ୍କରଣ ଉଦଯାପିତ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟକୁ ବୋରିଗାଁର ଇଲେଭେନ ଷ୍ଟାର କ୍ଲବ ଆୟୋଜନ କରିଥିଲା। ଏଥିରେ ୮ଟି ଟିମ୍ ଭାଗ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଅବସ୍ଥିତ ଥିବା ଶାଳିଆ ଡ୍ୟାମ ନିକଟରୁ ଶନିବାର ସନ୍ଧ୍ୟାରେ ତିନି ଜଣ ଅଜଣା ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଜଣେ ବ୍ୟକ୍ତିଙ୍କଠାରୁ ଟଙ୍କା ସହ ଏଟିଏମ୍ କାର୍ଡ, ପର୍ସ, ଗାଡି […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ପୋଲିସକୁ ମିଳିଛି ସଫଳତା। ତୋରସିଂହ ଗ୍ରାମରେ ଘଟିଥିବା ଲକ୍ଷାଧିକ ଟଙ୍କା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ବାଣପୁର ପୋଲିସ। ଏ ନେଇ ଆଜି ଅପରାହ୍ନରେ ବାଣପୁର ଥାନା ପରିସରରେ ଏକ ସାମ୍ବାଦିକ […]
ସୀତାରାମ ଅଗ୍ରୱାଲ ବାଣପୁର: କରୋନାର ଦ୍ଵିତୀୟ ଲହର ଏବେ ସାରା ଦେଶରେ ଶିଖରରେ ପହଁଚିଛି। ଓଡ଼ିଶାରେ ମଧ୍ୟ ଲଗାତାର ଭାବେ କିଛି ଦିନ ହେବ ୬ ହଜାରରୁ ଉର୍ଦ୍ଧ୍ଵ କରୋନା ଆକ୍ରାନ୍ତ ଚି଼ହ୍ନଟ ହେଉଛନ୍ତି ଯେଉଁଥିରେ ଖୋର୍ଦ୍ଧା ଜିଲ୍ଲା ଏକ ନମ୍ବରରେ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନାର ଦ୍ଵିତୀୟ ଲହର କ୍ଷିପ୍ର ଗତିରେ କାୟା ବିସ୍ତାର କରିଚାଲିଛି। ଗତକାଲି ଚିଲିକା ବ୍ଲକରେ ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ବାଣପୁର ବ୍ଲକରେ ମଧ୍ୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। […]
ସୀତାରାମ ଅଗ୍ରୱାଲ ଚିଲିକା: ଉଚ୍ଚ ନ୍ୟାୟଳୟର ନିର୍ଦ୍ଦେଶକ୍ରମେ ବିଶ୍ୱ ପ୍ରସିଦ୍ଧ ଚିଲିକା ହ୍ରଦକୁ ଘେରି ମୁକ୍ତ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଉଦ୍ୟମ ଅବ୍ୟାହତ ରଖିଛି। ଗତ ଏକ ମାସ ତଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ଚିଲିକା ବ୍ଲକ ହାଟବରଡି […]
ସୀତାରାମ ଅଗ୍ରୱାଲ ଚିଲିକା: ଦୀର୍ଘ ମାସ ପରେ ଚିଲିକାକୁ ପୁଣିଥରେ କଣ୍ଟେନମେଣ୍ଟ ଜୋନ ଫେରିଛି। କରୋନା ଦ୍ଵିତୀୟ ଲହରରେ ସାରା ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିବାବେଳେ ଏବେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ବ୍ଲକରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦ୍ରୁତଗତିରେ ଚିଲିକା ବ୍ଲକରେ ସଂକ୍ରମିତଙ୍କ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲାରେ ବର୍ତ୍ତମାନ କରୋନା ସ୍ଥିତି ଅଣାୟତ୍ତ। ଏସମୟରେ ରାଜ୍ୟ ସରକାର ତଥା ଜିଲ୍ଲା ପ୍ରଶାସନ ସମସ୍ତେ ଏକାସାଙ୍ଗରେ କରୋନାକୁ ଆୟତ୍ତ କରିବା ଦିଗରେ ଲାଗିପଡିଛନ୍ତି। ତେବେ ଆଜି ବାଲୁଗାଁ ଏନଏସି ପ୍ରଶାସନ କରୋନା ଭୁତାଣୁକୁ ପ୍ରତିହିତ […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ମହାମାରୀର ଦୃତ ସଂକ୍ରମଣ ଯୋଗୁ ବିଶ୍ୱରେ ହାହାକାର ପଡିଥିବା ବେଳେ ଏହି ମହାମାରୀର ପ୍ରକୋପରୁ ରକ୍ଷା ପାଇବା ପାଇଁ ବିଭିନ୍ନ ସ୍ଥାନରେ ବିଶ୍ୱଶାନ୍ତି ମହାଯଜ୍ଞ କରାଯାଉଥିବା ଦେଖିବାକୁ ମିଳିଛି। କୁଜଙ୍ଗ ବ୍ଲକ ଅନ୍ତର୍ଗତ କାଠକୋଟ ପଞ୍ଚାୟତ […]
ସୀତାରାମ ଅଗ୍ରୱାଲ ଚିଲିକା: ସଟଡ଼ାଉନ, ଲକଡ଼ାଉନ, କଣ୍ଟେନମେଣ୍ଟ ନାଁ ଶୁଣିଲେ ସାଧାରଣ ଜନତା ଭୟଭୀତ ହୁଅନ୍ତି। କିନ୍ତୁ ଏହି ସମୟରେ କିଛି ଅସାଧୁ ବେପାରୀ ଲାଭବାନ ହୁଅନ୍ତି। ସମ୍ପ୍ରତି ଖୋର୍ଦ୍ଧା ଜିଲ୍ଲାରେ କୋଭିଡ ସଂକ୍ରମଣ ଶୀର୍ଷରେ ରହିଛି। ରାଜ୍ୟ ସରକାର ଆସନ୍ତା […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଦିନକୁ ଦିନ ଟାଙ୍ଗୀ ତହସିଲ ଅଂଚଳରେ ପଥର ମାଫିଆଙ୍କ ଆତଙ୍କ ବଢିବାରେ ଲାଗିଛି। କେତେବେଳେ ତହସିଲଦାର ତ କେତେବେଳେ ରାଜସ୍ୱ ନୀରିକ୍ଷକ ପଥର ମାଫିଆମାନଙ୍କ ଆକ୍ରୋଶର ଶୀକାର ହେଉଛନ୍ତି। ହେଲେ ମାଫିଆମାନଙ୍କୁ ସାବାଡ କରିବା ପାଇଁ ଜିଲ୍ଲା […]