ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: କୋଭିଡ଼୍ ଗାଇଡ଼୍ଲାଇନ୍ ଅନୁସାରେ ସ୍ଥାନୀୟ ପ୍ରକାଶମ ହଲ୍ଠାରେ ମାର୍ଚ୍ଚ ୧୮ ତାରିଖରୁ ୨୨ ତାରିଖ ଯାଏଁ ପାଞ୍ଚଦିନ ବ୍ୟାପୀ ଦକ୍ଷିଣ ଓଡ଼ିଶା ନାଟକ ମହୋତ୍ସବ ଅନୁଷ୍ଠିତ ହେବ। ଚଳିତବର୍ଷର ନାଟକ ମହୋତ୍ସବ ଗଂଜାମ ଜିଲ୍ଲା ମଞ୍ଚ […]
ସୀତାରାମ ଅଗ୍ରୱାଲ ବାଣପୁର: ଗତ ୮ ତାରିଖରୁ ରାଜ୍ୟରେ ବରିଷ୍ଠ ନାଗରିକମାନଙ୍କୁ ଟୀକାକାରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କିନ୍ତୁ ବରିଷ୍ଠ ନାଗରିକମାନେ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କୋଭିଡ ଟୀକା ନେବା ସମୟରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଆଜି ମେଡ଼ିକାଲ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଚିଲିକା ବ୍ଲକ୍ ଅନ୍ତର୍ଗତ ଇଞ୍ଜନପୁରସ୍ଥିତ ଚିଲିକା ମଧ୍ୟଇଂରାଜୀ ବିଦ୍ୟାଳୟରେ ୧୯୮୪ ମସିହା ବାଲୁଗାଁ ଉଚ୍ଚବିଦ୍ୟାଳୟର ମାଟ୍ରିକ୍ ବ୍ୟାଚ୍ର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ୩୭ ବର୍ଷ ବ୍ୟବଧାନ ପରେ ଭାରତୀୟ ନୌସେନା କମାଣ୍ଡର ତପନ କୁମାର […]
ରମେଶ ମହାନ୍ତି ଜଗତସିଂହପୁର: ରାଜ୍ୟ ମିଶନଶକ୍ତି ବିଭାଗର କମିଶନର ତଥା ନିର୍ଦ୍ଦେଶିକା ସୁଜାତା କାର୍ତ୍ତିକେୟନ ଏକ ଦିନିକିଆ ଜଗତସିଂହପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଏକ ସମୀକ୍ଷା ବୈଠକରେ ଯୋଗଦେଇଥିଲେ। ବହୁବର୍ଷ ହେଲା ରାଜ୍ୟ ସରକାର […]
ରମେଶ ମହାନ୍ତି ଜଗତସିଂହପୁର: ଓସେପାର ରାଜ୍ୟ କାର୍ଯ୍ୟାଳୟ ଜାଲି କର୍ମଚାରିଙ୍କ ଉପରେ ନିଆଯାଉଥିବା ପଦକ୍ଷପକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। ଶିକ୍ଷକଟିଏ ଜାଲି ବୋଲି ଧରା ହୋଇ ଚାକିରୀରୁ ବିଦା ହୋଇ ଗଲା ବେଳେ ଓସେପା ଜାଲି ମାନଙ୍କୁ ତଳ […]
ରମେଶ ମହାନ୍ତି ଜଗତସିଂହପୁର: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ୪୫ତମ ରାଜ୍ୟ ଅଧିବେଶନ ମାର୍ଚ୍ଚ ୬, ୭ ଦୁଇଦିନ ଧରି ବ୍ରହ୍ମପୁରରେ ହୋଇଥିଲା। ଏହି ଅବସରରେ ୨୦୨୧-୨୦୨୨ ର ନୂଆ କାର୍ଯ୍ୟକାରିଣୀ ଘୋଷଣା କରାଯାଇଥିଲା। ରାଜ୍ୟ ସଭାନେତ୍ରୀ ଭାବେ ଅଧ୍ୟାପିକା ଗାର୍ଗୀ […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜିକାଲିର ସମାଜରେ ଦୁଃଖୀରଙ୍କିଙ୍କୁ ସାହାଯ୍ୟ କରୁଥିବା ସଂଗଠନ ମିଳିବା ଏକ ସ୍ଵପ୍ନ ସଦୃଶ। କିନ୍ତୁ ମିଶନ ଜୟ ଜଗନ୍ନାଥ ସଂଗଠନ ଏଭଳି ଏକ ସଂଗଠନ, ଯାହା ଏବେ ଲୋକଙ୍କ ପାଖରେ ଅସମୟରେ ଠିଆ ହେଉଥିବାର ଦେଖିବାକୁ ମିଳୁଛି। […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାର ଶ୍ରେଷ୍ଠ ପୋଲିସ୍ ଅଫିସର ଭାବେ ଗଂଜାମ ଏସ୍ପି ବ୍ରିଜେଶ କୁମାର ରାୟଙ୍କ ସମେତ ଅନ୍ୟ ୩ ଜଣ ଅଧିକାରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଆଜି ଗଂଜାମ ଜିଲ୍ଲା କୃମି କ୍ଷେତ୍ରୀୟ ସମାଜ ପକ୍ଷରୁ ସଦସ୍ୟମାନେ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ହୋମିଓ ପ୍ୟାଥିକ ଚିକିତ୍ସା ଲୋକଙ୍କ ମଧ୍ୟରେ ପୁଣିଥରେ ଅସ୍ଥାଭାଜନ ହେଉଛି। ବିଶେଷକରି ଗ୍ରାମାଞ୍ଚଳ ଲୋକଙ୍କ ଅପେକ୍ଷା ସହରାଞ୍ଚଳର ଲୋକେ ଏହି ଚିକିତ୍ସାକୁ ଏବେ ବେଶୀ ପ୍ରାଧାନ୍ୟ ଦେଉଛନ୍ତି। ଏହି ଚିକିତ୍ସା ମାଧ୍ୟମରେ ବହୁ ସାଂଘାତିକ ରୋଗ ମଧ୍ୟ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ସୋରଣ ଗ୍ରାମପଞ୍ଚାୟତରେ ୨୦୧୯/୨୦ ଆର୍ଥିକ ବର୍ଷରେ କରାଯାଇଥିବା ମାହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ ଯୋଜନାରେ ବହୁତ ଟଙ୍କା ସ୍ଥାନୀୟ ଜିଆରଏସ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ହଡ଼ପ କରିଥିବା ଅଭିଯୋଗ […]
ସୀତାରାମ ଅଗ୍ରୱାଲ ବାଣପୁର: ଓଡିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ୨୦୧୯ -୨୦ ବର୍ଷ ପାଇଁ ଓଡିଶା ନ୍ୟାୟିକ ସେବା(ଓଜେଏସ) ପରୀକ୍ଷାର ଫଳାଫଳ ମଙ୍ଗଳବାର ଦିନ ଅପରାହ୍ନରେ ପ୍ରକାଶ ପାଇଛି। ଏଥିରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳର କୃଷ୍ଣା ସୁବୁଦ୍ଧି (୨୮) କୃତିତ୍ଵ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଆଜି ଜଣେ ବରିଷ୍ଠ ନାଗରିକ ତହସିଲଦାରଙ୍କ ପ୍ରକୋଷ୍ଠ ସମ୍ମୁଖରେ ଆତ୍ମାହୁତି ଧମକ ଦେଇଛନ୍ତି। ଖଣି ଲିଜ କାଗଜପତ୍ର ନମିଳିଲେ ସେ ତହସିଲଦାରଙ୍କ କାର୍ଯ୍ଯାଳୟ ସମ୍ମୁଖରେ ପେଟ୍ରୋଲ ଢାଳି ଆତ୍ମହତ୍ୟା କରିବେ ବୋଲି ଧମକ ଦେଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ […]
ସୀତାରାମ ଅଗ୍ରୱାଲ ବାଣପୁର: ନାରୀଙ୍କୁ ସମ୍ମାନିତ କରିବାର ଓ ସ୍ବୀକୃତି ଦେବାର ଅବସର ହେଉଛି ମହିଳା ଦିବସ। ମହିଳାଙ୍କ ସ୍ୱପ୍ନର ଜୀବନ ହେଉଛି ସଶକ୍ତିକରଣ, ସ୍ବାଧୀନତା ଓ ସୁରକ୍ଷା। ନିଜ ପାଇଁ ନିଜେ ଉଦାହରଣ ପାଲଟୁଛନ୍ତି ମହିଳା, ନିଜେ ସ୍ୱାବଲମ୍ବୀ ହେବା […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ଆନ୍ତର୍ଜାତିକ ମହିଳା ଦିବସ। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଏନ.ଏ.ସି ର ସମସ୍ତ ମହିଳା ସଂଘଗୁଡିକର ମିଳିତ ଆନୁକୁଲ୍ୟରେ ଉକ୍ତ ଦିବସ ମହା ସମାରୋହରେ ପାଳିତ ହୋଇଯାଇଅଛି। ଏନ୍ଏସିର ପ୍ରାୟ ଦେଢ ହଜାରରୁ ଉର୍ଦ୍ଧ୍ଵ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ଆଜି ଶ୍ରୀ ଶ୍ରୀ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ପକ୍ଷରୁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଅଛି। କରୋନା କଟକଣା ଅନୁପାଳନ କରି କମିଟିର ସଦସ୍ୟ ଏବଂ ସ୍ଥାନୀୟ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକରେ ଅଗ୍ନିକାଣ୍ଡ ଘଟି ୧୦ ରୁ ଉର୍ଦ୍ଧ୍ଵ ବଖରା ଜଳି ପାଉଁଶ ହୋଇଯାଇଛି। ଆଜି ଚିଲିକା ବ୍ଲକ ଅନ୍ତର୍ଗତ ସାନନଇରୀର ଦଣ୍ଡା ସାହିରେ ଭୟଙ୍କର ନିଆଁ ଲାଗି ଅନେକ ଘର ପୋଡ଼ି ପାଉଁଶ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆଜିଠାରୁ ବାଦୀପାଲା ପରିବେଷଣ କରାଯାଉଛି। ବାଦୀପାଲା ମଞ୍ଚ କମିଟି, ବିଧାରପୁର ଏହାକୁ ଆୟୋଜନ କରୁଥିବା ବେଳେ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ଶ୍ରୀ ସତ୍ୟନାରାୟଣ ଦେବଙ୍କ କୃପା ଲାଭ କରିବା ପାଇଁ ଲୋକମାନଙ୍କୁ […]
ଭଦ୍ରକ: ଚଳିତ ବର୍ଷ କରୋନା କଟକଣା ପାଇଁ ପ୍ରଶାସନିକ ନିଷ୍ପତ୍ତି ପ୍ରକାରେ ଭଦ୍ରକ ଆରଡ଼ି ସ୍ଥିତ ପ୍ରସିଦ୍ଧ ଆଖଣ୍ଡଳମଣି ପୀଠରେ ବିନା ଶ୍ରଦ୍ଧାଳୁରେ ଅନୁଷ୍ଠିତ ହେବ ଜାଗର ଯାତ୍ରା। ୧୦ ତାରିଖ ସକାଳ ୭ଟା ଠାରୁ ୧୨ ତାରିଖ ସକାଳ ୭ଟା […]
ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବ୍ଲକ ସଭାଗୃହରେ ଆଜି ବ୍ଳକ୍ ସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି। ତିର୍ତ୍ତୋଲ ପଞ୍ଚାୟତ ସମିତିର ଅଧ୍ୟକ୍ଷା ସୁଜାତା ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଡିଓ ଅଟଳ ବିହାରୀ ସ୍ୱାଇଁ, ଏବିଡିଓ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଏଲ୍ଆଣ୍ଡଟି ଯେଉଁଦିନଠାରୁ ଜାନବିଲି ପ୍ରକଳ୍ପ କରିବା ପାଇଁ ଟେଣ୍ଡର ନେଇ କାମ ଆରମ୍ଭ କରିଥିଲା ସେହି ଦିନଠାରୁ ବ୍ରହ୍ମପୁର ସହରବାସୀଙ୍କ ପାଇଁ ଦୁଃଖଦୁର୍ଦ୍ଦଶା ଆରମ୍ଭ ହୋଇଯାଇଥିଲା। ଶତାବ୍ଦୀର ଶୋଷକୁ ମେଣ୍ଟିଯିବ ବୋଲି ବ୍ରହ୍ମପୁର ବାସୀ କେତେ […]
କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଜିଲ୍ଲା ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା କାର୍ଯ୍ୟକାରିଣୀ ଘୋଷଣା କରାଯାଇଛି। ରାଜ୍ୟ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ସଭାପତି ଡ଼ଃ ବିଭୂପ୍ରସାଦ ତରାଇଙ୍କ ଅନୁମୋଦନ ଓ ଜିଲ୍ଲା ସଭାପତି କିଶୋର କୁମାର ପଣ୍ଡାଙ୍କ ପ୍ରସ୍ତାବ କ୍ରମେ ଅନୁସୂଚିତ ମୋର୍ଚ୍ଚାର […]