ରମେଶ ମହାନ୍ତି ଜଗତସିଂହପୁର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କୁ ଅଭିଯୋଗ ଓ ବିଭିନ୍ନ ସମସ୍ୟା ନେଇ ଆସୁଥିବା ଜନସାଧାରଣଙ୍କ ନିମନ୍ତେ ଏକ ପ୍ରତୀକ୍ଷା ଗୃହକୁ ଓଡିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂ ଉଦଘାଟନ କରିଛନ୍ତି। ଉପବାଚସ୍ପତିଙ୍କ ସହ ଜଳସମ୍ପଦ, ସୂଚନା ଓ […]
କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ତହସିଲ ଅନ୍ତର୍ଗତ ବିଶ୍ୱ ପ୍ରସିଦ୍ଧ ଓଳକଣା ମେଲଣକୁ ସୂଚାରୁ ରୂପେ ପାଳନ କରିବା ପାଇଁ ମେଲଣ ସମନ୍ୱୟ କମିଟି ତରଫରୁ ଜିଲ୍ଲାପାଳଙ୍କୁ ଭେଟି ଅନୁମତି ପ୍ରଦାନ କରିବା ପାଇଁ ଦାବି କିରିଛନ୍ତି। ଏହା ଏକ ବିଶ୍ୱ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଶାଳିଆ ଡ୍ୟାମ ଏବଂ ପୋଡାସାହି ଅଞ୍ଚଳରେ ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଦେଶୀ ମଦ ଭାଟି ଏବଂ ଦେଶୀ ମଦ ବିକ୍ରି ଆଡ୍ଡା ଉପରେ ମିଳିତ ଚଢ଼ାଉ କରାଯାଇଥିଲା। […]
ଖୋର୍ଦ୍ଧା: କରୋନାରେ ଆକ୍ରାନ୍ତ ହୋଇ ବୈଦ୍ୟୁତିକ ଗଣମାଧ୍ୟମ ନିଉଜ-୧୮ର ଭୁବନେଶ୍ବର ପ୍ରତିନିଧି ପ୍ରବୀର କୁମାର ପ୍ରଧାନଙ୍କ ମୃତ୍ୟୁ ହୋଇଥିଲା। ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସୁପାରିସ କ୍ରମେ ରାଜ୍ୟ ସରକାର ୧୫ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ସ୍ଵର୍ଗତ ପ୍ରବୀର କୁମାର ପ୍ରଧାନଙ୍କ […]
କୃଷ୍ଣଶରଣପୁର/ପଟିଆ: ସମାଜରେ ଅସହାୟ କର୍କଟ ପୀଡିତ/ପୀଡ଼ିତାମାନଙ୍କ ଉଦ୍ଦେଶ୍ୟରେ ରାଜ୍ୟରେ ପ୍ରତିଷ୍ଠା କରାଯାଇଥିବା ସମାଜମଙ୍ଗଳ ହୁଣ୍ଡି ମୋହିତ ଫାଉଣ୍ଡେସନ ଭୁବନେଶ୍ୱର ଆନୁକୁଲ୍ୟରେ କୃଷ୍ଣଶରଣପୁର ମାର୍କେଟ କମ୍ପେ୍ଲକ୍ସ, ପଟିଆ, ଭୁବନେଶ୍ୱରଠାରେ ପ୍ରତିଷ୍ଠା କରାଯାଇଛି। ଓଡ଼ିଶା ସମାଜସେବୀ ମହାସଂଘର ରାଜ୍ୟ ସଭାପତି ତଥା ସମାଜମଙ୍ଗଳ ହୁଣ୍ଡିର […]
ରମେଶ ମହାନ୍ତି ଜଗତସିଂହପୁର: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ ବର୍ହିଃବିଭାଗ ଠାରେ ବରିଷ୍ଠ ନାଗରିକ ମାନଙ୍କର କୋଭିଡ୍ ଟୀକାକରଣ କାର୍ଯ୍ୟକ୍ରମକୁ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଶୁଭ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର ସହରର ଯେଉଁ ବରିଷ୍ଠ ନାଗରିକମାନଙ୍କର ବୟସ […]
ନୟାଗଡ: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ କୋମଣ୍ଡ ଗ୍ରାମରେ ଶ୍ରୀଶ୍ରୀ ଡଙ୍କନାଶନ ଜୀଉଙ୍କ ନୂତନ ବିଗ୍ରହ ନିର୍ମାଣ ପାଇଁ ଦାରୁ ଛେଦନ ପ୍ରକ୍ରିୟା ଶେଷ ହୋଇଛି। ନାମ ସଂକୀର୍ତ୍ତନ ସାଙ୍ଗକୁ ହୋମଯଜ୍ଞ ଓ ବ୍ରାହ୍ମ ଙ୍କ ବେଦପାଠ ମଧ୍ୟରେ ରୀତିନୀତି ଅନୁଯାୟୀ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଝିଂଟିକାପଲ୍ଲୀ ଗ୍ରାମରେ ଦେଶୀ ମଦ ବିକ୍ରି କରୁଥୁବା ସମୟରେ ଜଣେ ଚୋରା ମଦ ବେପାରୀକୁ ଆଜି ଗିରଫ କରିଛି ବାଣପୁର ପୋଲିସ। କୌଣସି ବିଶେଷ ସୂତ୍ରରୁ ଖବର ପାଇ ବାଣପୁର […]
ଖୋର୍ଦ୍ଧା: ବରିଷ୍ଠ ନାଗରିକମାନଙ୍କର କରୋନା ଟିକାକରଣ ଆଜିଠାରୁ ଆରମ୍ଭ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲା ସଦର ମହକୁମା ଚିକିତ୍ସାଳୟରେ କରୋନା ଟିକାକରଣ କାର୍ଯ୍ୟକ୍ରମକୁ ଆଜି ଜିଲ୍ଲାପାଳ ସନତ କୁମାର ମହାନ୍ତି ଶୁଭାରମ୍ଭ କରିଛନ୍ତି। ଆଜି ଜିଲ୍ଲା ଚିକିତ୍ସାଳୟରେ ୬୦ ଜଣଙ୍କୁ ଟିକା ଦିଆଯାଇଛି। […]
ମାଲକାନଗିରି: ପଂଚାୟତ ନିର୍ବାଚନ ପାଖେଇ ଆସିଲାଣି। ବିଭିନ୍ନ ରାଜନୈତିକ ଦଳଗୁଡିକ ଏବେ ଗଡ ସଜାଡିବା ଆରମ୍ଭ କଲେଣି। କିନ୍ତୁ ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଚିତ୍ରକୋଣ୍ଡା ବ୍ଲକରେ୨ ୦୧ ୭ ମସିହା ରେ ପଂଚାୟତ ନିର୍ବାଚନ ହୋଇପାରିଲା ନାହିଁ। ମାଓବାଦୀଙ୍କ ଆଗରେ ସରକାର […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଆଜି ଓଡ଼ିଶା ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ଗଂଜାମ ଜିଲ୍ଲା ଶାଖା ତରଫରୁ ସବୁ ନାଗରିକଙ୍କ ପାଇଁ ଦୁଇଟି ସନ୍ତାନ ଆଇନ ପ୍ରଣୟନ କରିବାକୁ ଦାବି ହୋଇଛି। ଏନେଇ ଗଂଜାମ ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ […]
ରମେଶ ମହାନ୍ତି ଜଗତସିଂହପୁର: ଜିଲ୍ଲାମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷାଗାର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଦ୍ୱାରା ବୁଧବାର ପୂର୍ବାହ୍ନରେ ଶୁଭାରମ୍ଭ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ମହାପାତ୍ର ପତାକା ହଲାଇ ଏହି ଭ୍ରାମ୍ୟମାଣ ପରୀକ୍ଷାଗାର ଗାଡିର ଶୁଭ […]
ଫୁଲବାଣୀ: ଏକଦା ଅଞ୍ଚଳପାଇଁ ଏକ ପରିଚୟ ସୃଷ୍ଟି କରିଥିବା ଏକ ଡ଼ାକ ବଙ୍ଗଳା ବର୍ତ୍ତମାନ ଭୂତକୋଠି ପାଲଟିଛି। ଡ଼ାକ ବଙ୍ଗଳା ପାଶ୍ୱର୍ରେ ଥିବା ଚପରାଣିଙ୍କ ବାସସ୍ଥଳ ଓ ରୋଷେଇ ଗୃହ ସଂପୂର୍ଣ୍ଣଭାବେ ଜରାଜିର୍ଣ୍ଣ ଅବସ୍ଥାରେ ଅଛି। ନଦେଖିବା ଲୋକ ତାହାକୁ ବିଶ୍ୱାସ କରିପାରିବ […]
ସୁନ୍ଦରଗଡ: ରାଜ୍ୟ ସରକାର ରାଜସ୍ୱ ସେବା କ୍ଷେତ୍ରରେ ଅନେକ ଗୁଡିଏ ସଂସ୍କାର ମୂଳକ ପଦକ୍ଷେପମାନ ଗ୍ରହଣ କରିଛନ୍ତି। ବିଭାଗ ପକ୍ଷରୁ ବିବିଧ ପ୍ରମାଣ ପତ୍ର ଠାରୁ ଆରମ୍ଭ କରି ଅନଲାଇନ ଯୋଗେ ଖଜଣା ପୈଠ ଠାରୁ ଅନେକ ଗୁଡିଏ ଜନହିତକର ପଦକ୍ଷେପମାନ […]
ଫୁଲବାଣୀ: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକରେ ଅନେକ ଗ୍ରାମ ଦୁର୍ଗମ ଅଂଚଳରେ ରହୁଥିବା ବେଳେ ବିଭାଗୀୟ ଅଧିକାରୀ ମାନଙ୍କ ଖାମଖିଆଲି ନୀତି ଯୋଗୁଁ ଅନେକ ସରକାରୀ ସୁବିଧା ସୁଯୋଗ ଆଜି ପର୍ଯ୍ୟନ୍ତ ବହୁ ଅଞ୍ଚଳବାସୀ ପାଇବାରୁ ବଂଚିତ ହେଉଥିବା ଅଭିଯୋଗ ହେଉଛି। […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁରଠାରେ ବିମାନବନ୍ଦର ସ୍ଥାପନ ପାଇଁ ଆଜି ଏମ୍କେସିଜି ମେଡ଼ିକାଲ୍ ଛକଠାରେ ଜନସଚେତନତା ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ଇତିମଧ୍ୟରେ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଜିଲ୍ଲାର ବିଭିନ୍ନ ଅଂଚଳରେ ପଥପ୍ରାନ୍ତ ସଭା ସହ ପୋଷ୍ଟକାର୍ଡ଼ ଓ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଜାତୀୟ ଭେକ୍ଟରବାହିତ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ, ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶାଳୟ, ଓଡ଼ିଶା ଏବଂ ଗ୍ରାମୀଣ ସ୍ୱାସ୍ଥ୍ୟ ମିଶନ, ଓଡ଼ିଶାଙ୍କର ମିଳିତ ଆନୁକୂଲ୍ୟରେ ଚଳିତବର୍ଷ ୨୫ ଫେବୃୟାରୀ ଠାରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ବାତଜ୍ୱର ନିରାକରଣ ପାଇଁ […]
ସୀତାରାମ ଅଗ୍ରୱାଲ ବାଣପୁର: ମା’ ଶୁଳିଆ ଦେବୀ କ୍ଲବ(ତୋରସିଂହ) ଆନୁକୁଲ୍ୟରେ ଆଜି ୧୪ତମ ପ୍ରଦୀପ ଓ ରଞ୍ଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। ଆଜିର ଅନ୍ତିମ ଦିବସରେ ବିସିସି ବଉଳାବନ୍ଦ ଓ ଆଇଡିସିସି ସଲପଡିହ ମଧ୍ୟରେ ଖେଳାଯାଇଥିଲା। ବଉଳାବନ୍ଦ ପ୍ରଥମେ ଟସ୍ […]
ରମେଶ ମହାନ୍ତି ଜଗତସିଂହପୁର: ରଘୁନାଥପୁର ବ୍ଲକ ଅଧିନସ୍ଥ ସାଦେଇପୁର ଗ୍ରାମପଞ୍ଚାୟତ ଅଫିସ୍ ଠାରେ ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ମହାମାରୀ ନିୟମ ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ ତଥା ବିଚାରପତି ଶ୍ରୀ କମଳାକାନ୍ତ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: କେନ୍ଦ୍ର ସରକାରଙ୍କ ଜିଏସଟି ଆଇନରେ ବାରମ୍ବାର ସଂଶୋଧନ ବା ପରିବର୍ତ୍ତନ ପ୍ରକ୍ରିୟାକୁ ନେଇ ସର୍ବଭାରତୀୟ ସ୍ତରର ବ୍ୟବସାୟୀ ସଂଗଠନ ସିଏଆଇଟି (CAIT) ଏବଂ ଓଡିଶା ବ୍ୟବସାୟୀ ମହାସଂଘ ଓବିଏମ (OBM) ବିରୋଧ କରୁଛି। ତେବେ ଏନେଇ ସଂଗଠନ […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଭୁବନେଶ୍ୱର ସାଂସଦ ତଥା ଦିଶା କମିଟି ଅଧ୍ୟକ୍ଷା ଅପରାଜିତା ଷଡ଼ଙ୍ଗୀ ଚିଲିକା ନିର୍ବାଚନମଣ୍ଡଳୀରେ ଦିନିକିଆ ଗସ୍ତରେ ଆସିଥିଲେ। ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅନୁରୋଧ କ୍ରମେ ସେ ଏହି ଗସ୍ତ କରି ବିଭିନ୍ନ […]