ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗତକିଛି ଦିନ ହେଲା ବାହାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜ୍ୟ ସରକାର ମଧ୍ୟ କରୋନା କଟକଣାକୁ ଦୃଢ଼ ଭାବେ ପାଳନ କରିବାକୁ ପୁଣିଥରେ ଏସ୍ଓପି ଜାରି କରିଛନ୍ତି। ଏହି ପରିପ୍ରେକ୍ଷୀରେ […]
ରମେଶ ମହାନ୍ତି ଜଗତସିଂହପୁର: ଗତ ବନ୍ୟାରେ ବିଶେଷକରି ଧୋୟା ଅଞ୍ଚଳର ବହୁ ଗରିବ ଲୋକ କ୍ଷତିଗ୍ରସ୍ତ ହେବା ସହିତ ବନ୍ୟାପାଣି ଛାଡିବା ପର୍ଯ୍ୟନ୍ତ ସେମାନେ ବାତ୍ୟା ଆଶ୍ରୟସ୍ଥଳ ଓ ସ୍କୁଲ୍ ଗୁଡିକରେ ଆଶ୍ରୟ ନେଇଥିଲେ। ଆଶ୍ରୟ ସ୍ଥଳରେ ସେମାନଙ୍କୁ ସରକାରଙ୍କ ତରଫରୁ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଭାରତୀୟ ମଜଦୂର ସଂଘ କୁ ନେଇ ଆଜି ଧର୍ମଗଡ ବିଜୁକଲ୍ୟାଣ ମଣ୍ଡପ ଠାରେ ୧୬ ତମ ଜ଼ିଲ୍ଲା ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏହି ଅଧିବେଶନରେ ଅଖିଳ ଭାରତୀୟ ନିର୍ମାଣ ମଜଦୂର ସଂଘ ପ୍ରଭାରୀ, ସଂଘ ର […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଲାଞ୍ଜିପଲ୍ଲୀ ମା’ ତାରାଦେବୀ କଲ୍ୟାଣ ମଣ୍ଡପରେ ଓଡ଼ିଶା ମୋ ପରିବାର ଓ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଅବସରରେ ଯୁବ ବାହିନୀ ସଭାପତି ଆଦିତ୍ୟ ନାରାୟଣ ସାହୁଙ୍କ ନେତୃତ୍ୱରେ ୨୦ ଜଣ ଅନ୍ୟ ଦଳ ଯୁବକ ବିଜେଡ଼ିରେ ଯୋଗଦାନ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଶ୍ରୀ ଶ୍ରୀ ଊମାମହେଶ୍ଵର ବଣିକ ସଂଘ, ବାଲୁଗାଁର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଅଛି। ଏହି ଅବସରରେ ଆଜି ସନ୍ଧ୍ୟାରେ ସଂଘ ସଭ୍ୟମାନଙ୍କ ଉପସ୍ଥିତିରେ କୁପନର ଉଠାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହି […]
କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ବ୍ଲକ୍ ସାଲେଭଟା ପଂଚାୟତରେ ହୋଇଥିବା ଦୁର୍ନିତି ଓ ସଂପାଦକ ନିଯୁକ୍ତି ବିଜ୍ଞାପନକୁ ରଦ୍ଦ କରିବା ପ୍ରତିବାଦରେ ସାଲେଭଟା ପଂଚାୟତର ୧୯ ଖଣ୍ଡ ଗ୍ରାମର ଶତାଧିକ ଚାଷୀମାନଙ୍କର ଏକ ସଭା ଅନୁଷ୍ଠିତ ହୋଇଥିଲା। ଅଟଳ କୃଷକ ସଂଗଠନର […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ୟୁନିସେଫ୍ର ଦୁଇଜଣିଆ ପ୍ରତିନିଧି ଦଳ ଡ଼ୁରା ସ୍ଥିତ ନ୍ୟାସନାଲ୍ ହାଇସ୍କୁଲ ପରିଦର୍ଶନରେ ଆସିଥିଲେ। ବିଦ୍ୟାର୍ଥୀମାନେ ଦଶମ ଶ୍ରେଣୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ଆଗାମୀ ଭବିଷ୍ୟତ ପାଇଁ ନିଜର କ୍ୟାରିୟର କେଉଁ ଦିଗରେ ଚୟନ କରିବେ […]
ମୋହନା: ଗଜପତି ଜିଲ୍ଲା ରା. ଉଦୟଗିରି ପଞ୍ଚାୟତ ଅନ୍ତର୍ଗତ କଙ୍କଡ଼ାଗୁଡ଼ା ବୁଲାଣିରେ ଗତ ୧୧ ତାରିଖରେ ବରଘରକୁ କନ୍ୟାଯାତ୍ରୀ ଧରି ଯାଉଥିବା ଏକ ୪୦୭ ମିନିଟ୍ରକ ଓଲଟି ପଡିବାରୁ ଘଟଣାସ୍ଥଳରେ ଗାଡ଼ି ତଳେ ଚାପି ହୋଇ ୨ ଜଣ ଯାମଡ଼ିହ ଗ୍ରାମର […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ପୁଣି ବିଦେଶାଗତ ପକ୍ଷୀଙ୍କୁ ଶିକାର କରାଯାଇଛି। ଏନେଇ ଜଣେ ଯୁବକଙ୍କୁ ବନ୍ୟପ୍ରାଣୀ ବିଭାଗ ଗିରଫ କରିଛି। ସୂଚନା ଅନୁଯାୟୀ, ଚିଲିକାରେ କଇଁ ଫୁଲରେ ବିଷ ଦେଇ ଜଣେ ଯୁବକ ବିଦେଶାଗତ ପକ୍ଷୀଙ୍କୁ ଆଜି ଶିକାର କରୁଥିଲେ। […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ସଡ଼କ ସୁରକ୍ଷା ସଚେତନତା ମାସ ପାଳନ ହୋଇଯାଇଛି। ଏହି ସଡ଼କ ସୁରକ୍ଷା ସଚେତନତା ମାସର ଶେଷ ଦିନରେ ଏକ ବାଇକ୍ ଶୋଭାଯାତ୍ରାକୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରକାଶ ଆର୍ ପତାକା ହଲାଇ ଶୁଭ ଉଦଘାଟନ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ବୈଠକ ଡ଼କାଇ ନିଜସ୍ୱ ବିଭାଗ ଅଧିକାରୀଙ୍କୁ ବେଆଇନ ଲଘୁ ଖଣିଜ ଉତ୍ତୋଳନ ଉତ୍ସର ସ୍ଥିତାବସ୍ଥା, ବେଆଇନ ମାଟିପୋଡ଼ା ଇଟାଭାଟି, ଚିମିନିଭାଟିର ଆକଳନ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଜିଲ୍ଲାସ୍ତରୀୟ ରାଜସ୍ୱ ଅଧିକାରୀଙ୍କ […]
ରମେଶ ମହାନ୍ତି ଜଗତସିଂହପୁର: ଗରିବ ଖଟିଖିଆ ଲୋକମାନଙ୍କ ପାଇଁ ସରକାର ଯୋଜନା ପରେ ଯୋଜନା କରିଚାଲିଛନ୍ତି। ମୁଖ୍ୟତଃ ଭୂମିହୀନ ଲୋକମାନଙ୍କ ନିମନ୍ତେ ସରକାରଙ୍କ ଏକ ପ୍ରମୁଖ ଯୋଜନା ବସୁନ୍ଧରା ଯୋଜନା, ଏହି ଯୋଜନାରେ ଭୂମିହୀନ ଲୋକମାନଙ୍କୁ ଚଳିବା ପାଇଁ ଯାଗା ଖଣ୍ଡେ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବିଜେପି ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଏଲ୍.ମୋହନ ରାଓଙ୍କ ନେତୃତ୍ୱରେ ଭାରତମାତାର ବୀରସନ୍ତାନ ତଥା ଗଂଜାମ ଜିଲ୍ଲାର ଗୌରବ ପାଣିଗ୍ରାହୀପେଣ୍ଠ ସାହିର ସହୀଦ୍ ସୁଶାନ୍ତ ଗୌଡ଼ଙ୍କ ୧୪ତମ ସହିଦ୍ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବ୍ରହ୍ମପୁରଠାରେ ବିମାନବନ୍ଦର ପ୍ରତିଷ୍ଠା ପାଇଁ ମଂଚର ସଭାପତି ତ୍ରିନାଥ ମହାରଣାଙ୍କ ନେତୃତ୍ୱରେ ପାଞ୍ଚଦିନ ହେଲା ସହରର ବିଭିନ୍ନ ସାହିର ଘରକୁ ଘର ବୁଲି ଦସ୍ତଖତ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଜି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବରିଷ୍ଠ ସାହିତ୍ୟିକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରଚିତ କବିସୂର୍ଯ୍ୟ ବଳଦେବ ରଥଙ୍କ ଜୀବନୀ ଆଧାରିତ ପୁସ୍ତକ “ଧନ୍ୟ ରଥେ ତୁମ୍ଭ ଜନ୍ମ ଶୁଭକ୍ଷଣେ” ପ୍ରଥମାର୍ଦ୍ଧ ଏବଂ “ମୃତ୍ୟୁଞ୍ଜୟ ତୁମ୍ଭେ ଉତ୍କଳ ଭୁବନେ”ର ଶେଷାର୍ଦ୍ଧ କବିସୂର୍ଯ୍ୟ ଜୟନ୍ତୀରେ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲା ସଦରମହକୁମା ଛତ୍ରପୁର ଅଂଚଳର ୪୦ ବର୍ଷୀୟ ବିଜୟ କୁମାର ପଣ୍ଡା ଏବେ ସରକାରୀ ସହାୟତା ଅପେକ୍ଷାରେ। ଛତ୍ରପୁର ଲେପ୍ରୋସି କଲୋନୀରେ ରହି ଆସୁଥିବା ବିଜୟ ଏବଂ ତାଙ୍କ ପତ୍ନୀ ଏବଂ ଛୋଟ ଛୋଟ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦେଶ ତଥା ନିର୍ଦ୍ଦେଶ ଅନୁସାରେ ଓଡ଼ିଶାରେ ଡ଼ିଜିଟାଲ୍ ଡ଼୍ରାଇଭ୍ କାର୍ଯ୍ୟକ୍ରମ ଚାଲୁ ରହିଛି। କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ରୂପେ ଦଳୀୟ ସଭ୍ୟ ତଥା ସାଧାରଣ ଜନତା ସିଧାସଳଖ ଭାବେ ଦଳର ଆଭିମୁଖ୍ୟ […]
ସୀତାରାମ ଅଗ୍ରୱାଲ ବାଣପୁର: ଦେଶରେ ହୁ ହୁ ହୋଇ ବଢୁଛି ପେଟ୍ରୋଲ ଓ ଡିଜେଲ ଦର। ଏହା ସହିତ ଏଲପିଜି ଗ୍ୟାସ ଦରରେ ମଧ୍ୟ ବୃଦ୍ଧି ଘଟିଛି। ଏନେଇ ସାରା ଦେଶରେ ଅସନ୍ତୋଷ ଦେଖାଦେଇଛି। ତେବେ ଓଡିଶାରେ ଏହାକୁ ବିରୋଧ କରି କଂଗ୍ରେସ […]
ସୀତାରାମ ଅଗ୍ରୱାଲ ବାଣପୁର: ୧୪ ଫେବୃୟାରୀ ୨୦୧୯ରେ ଜମ୍ମୁ-କାଶ୍ମୀରର ପୁଲଓ୍ୱାମାରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଥିଲା। ଏହି ଆତଙ୍କବାଦୀ ଆକ୍ରମଣ ଘଟଣା ମନେ ପଡ଼ିଲେ ଆଖିରୁ ଲୁହ ଝରିପଡ଼ୁଛି। ପୁଲଓ୍ୱାମା ଆକ୍ରମଣକୁ ଆଜି ଦୁଇ ବର୍ଷ […]
ରମେଶ ମହାନ୍ତି ଜଗତସିଂହପୁର: ସଡକ ସୁରକ୍ଷା ମାସ ପାଳନ ଅବସରରେ ଜନସାଧାରଣଙ୍କୁ ସଚେତନତା ବାର୍ତ୍ତା ଦେବା ଉଦ୍ଦେଶ୍ୟରେ ଭାରତୀୟ ସୈନ୍ୟ ବିଭାଗର ପୂର୍ବତନ ସୈନିକ ସିଦ୍ଧାର୍ଥ ଦାସ ୧୦ ଦିନରେ ୫୦୦କି.ମି ଦୌଡ଼ି ଜଗତସିଂହପୁର ଜିଲ୍ଲାରେ ପହଞ୍ଚିଛନ୍ତି। ଜିଲ୍ଲାପାଳ ସଂଗ୍ରାମ କେଶରୀ […]
ସୀତାରାମ ଅଗ୍ରୱାଲ ବାଣପୁର: ୨୦୧୯ ପେବୃଆରୀ ୧୪ ଭାରତ ପାଇଁ ଥିଲା ଏକ କଳାଦିନ। ପାକିସ୍ତାନ ଆତଙ୍କବାଦୀଙ୍କ ଭୀରୁତାପୁର୍ଣ୍ଣ ଆକ୍ରମଣରେ ଭାରତର ୪୦ ଯବାନ ଶହୀଦ ହୋଇଥିଲେ। ପ୍ରତି ଭାରତୀୟଙ୍କ ଆଖିରୁ ସେହିଦିନ ଲୁହ ଝରି ଆସିଥିଲା। ସେହି ଶହୀଦ ଯବାନଙ୍କୁ […]