ରମେଶ ମହନ୍ତି ଜଗତସିଂହପୁର: ତିର୍ତ୍ତୋଲ ବ୍ଳକ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଏକ ରକମ ପ୍ରହସନରେ ପରିଣତ ହୋଇଥିବା ଦେଖିବାକୁ ମିଳିଛି। ଏକ ସୁନ୍ଦର ସମାଜ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବିଦ୍ୟାଳୟ ଏକ ମନ୍ଦିର ଛାତ୍ରଛାତ୍ରୀମାନେ ଦେଶର ଭବିଷ୍ୟତ କୁହାଯାଉଥିବା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଦିଗପହଣ୍ଡି ମେଡିକାଲ ପରିସରରେ ଜଣେ ସାମ୍ବାଦିକଙ୍କ ବାଇକରୁ ପମ୍ପ ଛାଡ଼ିବା ଡାକ୍ତରଙ୍କୁ ମହଙ୍ଗା ପଡିଥିଲା। ଶେଷରେ ସର୍ବ ସମୁଖରେ ଡାକ୍ତର ଜଣକ କ୍ଷମା ମାଗିଥିବା ଜଣାପଡ଼ିଛି। ସୂଚନା ପ୍ରକାରେ ସକାଳ ୯ ଟା ସମୟରେ ବ୍ରହ୍ମପୁରର […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଅହେତୁକ ଭାବେ ଘର ଟିକସ ବୃଦ୍ଧି କରାଯାଉଛି। ଯାହାକୁ ନେଇ ଜନଅସନ୍ତୋଷ ବଢ଼ିବାରେ ଲାଗିଛି। ଦୀର୍ଘଦିନ ଧରି ବ୍ରହ୍ମପୁର ମହାନଗରର ନିର୍ବାଚିତ ପ୍ରତିନିଧିଙ୍କର କାର୍ଯ୍ୟକାଳ ସରିଯାଇଥିଲେ ମଧ୍ୟ ରାଜ୍ୟ ସରକାରଙ୍କ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସମନ୍ୱିତ ଶିଶୁବିକାଶ ବ୍ରହ୍ମପୁର-୨ ତରଫରୁ ବ୍ରହ୍ମପୁର ମହାନଗର ୱାର୍ଡ଼ ନଂ ୭ ଅନ୍ତର୍ଗତ ବାଲ୍ମିକୀ ପେଟା ସାହି କଲ୍ୟାଣ ମଣ୍ଡପରେ ଗୋବର୍ଦ୍ଧନ ପେଟା, ସରୋଜିନି ପେଟା, ଆଡ଼ୁଆ ସାହି, ବାଲ୍ମିକୀପେଟା, ନୂଆ ବାଲ୍ମିକୀ ପେଟା, ସାହି […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ୩ ଦିନ ଧରି ବିଦେଶୀ ପକ୍ଷୀ ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଜାରି ରହିଥିଲା। ଆଜି ଏହି କାର୍ଯ୍ୟକ୍ରମର ଉଦଯାପନ ଦିବସ ଥିଲା। ପ୍ରଥମ ଦିନ ସୋରଣ ଗ୍ରାମରେ ଏହି ସଚେତନା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସଡ଼କ ସୁରକ୍ଷା ନିୟମ ପାଳନ ଦ୍ୱାରା ହିଁ ନିଜର ଅମୂଲ୍ୟ ଜୀବନକୁ ସୁରକ୍ଷିତ ରଖିପାରିବା। ଏହା ହିଁ ଏକ ମାତ୍ର ରକ୍ଷା କବଚ ବୋଲି ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଆଜି ନିଜ ବକ୍ତବ୍ୟରେ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାରେ ଦିନକୁ ଦିନ ନାବାଳିକା ଦୁଷ୍ମର୍ମ ବୃଦ୍ଧି ପାଇବାରେ ଲାଗିଥିବାବେଳେ ଏଭଳି ଘଟଣାମାନ ପୋଲିସ୍ ପାଇଁ ଚାଲେଞ୍ଜ ସଦସ୍ୟ ହୋଇଛି। ତେଣୁ ଆଜି ମାନବାଧିକାର ସୁରକ୍ଷା ମଂଚର ସଦସ୍ୟମାନେ ବ୍ରହ୍ମପୁର ଏସ୍ପିଙ୍କୁ ସାକ୍ଷାତ କରି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: କିଛିଦିନ ଧରି ଗୋପାଳପୁର ନିର୍ବାଚନ ମଣ୍ଡଳୀ ଚର୍ଚ୍ଚାରେ ରହିଥିବାବେଳେ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜେଲ୍ରେ ଅଛନ୍ତି। ଏହି ସମୟରେ ରଙ୍ଗେଇଲୁଣ୍ଡା ବ୍ଲକ୍ ବିଶ୍ୱନାଥପୁର ପଞ୍ଚାୟତର ସରପଞ୍ଚ ପଦବି ନେଇ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଜେଡ଼ି […]
ରମେଶ ମହାନ୍ତି ଜଗତସିଂହପୁର: କୁଜଙ୍ଗ ବ୍ଲକ ଅନ୍ତର୍ଗତ ପଙ୍କପାଳ ସ୍ଥିତ ଶ୍ରୀ ସତ୍ୟସାଇ ଜ୍ଞାନ ବିକାଶ ବିଦ୍ୟାଳୟର ୧୦ମ ଶ୍ରେଣୀର ଛାତ୍ରୀ ସିଦ୍ଧିକା ସାହୁଙ୍କୁ ଅନ୍ତରାଷ୍ଟ୍ରୀୟ ମାନବାଧିକାର ପରିଷଦ ତରଫରୁ ମାନପତ୍ର ପ୍ରଦାନ କରାଯାଇଛି। ଅନ୍ତରାଷ୍ଟ୍ରୀୟ ମାନବାଧିକାର ପରିଷଦର ରାଜ୍ୟ ସହ-ସମ୍ପାଦକ […]
ସୀତାରାମ ଅଗ୍ରୱାଲ ଖୋର୍ଦ୍ଧା/ଚିଲିକା: ଗତ ୩୧ ତାରିଖରୁ ପୂର୍ବତନ ଏସପି ଅଜେୟ ପ୍ରତାପ ସ୍ୱାଇଁ ଅବସର ନେବା ପରେ ଖୋର୍ଦ୍ଧା ଆରକ୍ଷୀ ଅଧିକ୍ଷକ ପଦବୀ ଖାଲିପଡିଥିଲା। ବର୍ତ୍ତମାନ ଖୋର୍ଦ୍ଧା ଜିଲ୍ଲାର ନୂତନ ଆରକ୍ଷୀ ଅଧିକ୍ଷକ ଭାବେ ବରିଷ୍ଠ ଓପିଏସ ଅଧିକାରୀ ରାଜକିଶୋର […]
ସୀତାରାମ ଅଗ୍ରୱାଲ ବାଣପୁର: ଇତିହାସର ପୃଷ୍ଠା ଯଦି ଓଲଟାଇବା ତେବେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁରର ସ୍ଥାନ ସ୍ଵତ୍ରନ୍ତ୍ର। ଏଠାର ମୁଖ୍ୟ ଆକର୍ଷଣ ହେଉଛି ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ବାଣପୁର ଅଧିଷ୍ଠାତ୍ରୀ ଦେବୀ ମା’ ଭଗବତୀ ମନ୍ଦିର। ତତ୍ ସହିତ ବେତ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: କୁକୁଡ଼ାଖଣ୍ଡି ବ୍ଲକ୍ର ବିଭିନ୍ନ ପଞ୍ଚାୟତରେ ପାଣି ସମସ୍ୟା ଥିଲେ ମଧ୍ୟ ପ୍ରଶାସନର ଦୂରଦୃଷ୍ଟି ଅଭାବରୁ ଲୋକେ ପାଟି ମୁନ୍ଦାଏ ପାଇଁ ଡ଼ହଳବିକଳ ହେଉଛନ୍ତି। ଲୋଚାପଡ଼ା ପଞ୍ଚାୟତାରେ ଏହି ସମସ୍ୟା ଉତ୍କଟ ରୂପ ଧାରଣ କରିଥିବାବେଳେ ବିଜେପି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଦୁର୍ଘଟଣାର ଶିକାର ହୋଇଥିବା ଜଣେ ମାଙ୍କଡ଼କୁ କିଛି ସ୍ୱେଚ୍ଛାସେବୀ ପ୍ରାଣପ୍ରଣେ ଚେଷ୍ଟା କରି ମଧ୍ୟ ବଂଚାଇ ପାରିଥିଲେ। ଏହାର ମୁଖ୍ୟ କାରଣ ଥିଲା ପଶୁ ଚିକିତ୍ସାଳୟ ପକ୍ଷରୁ ଅବହେଳା। ଖବରରୁ ପ୍ରକାଶ ଯେ ଆଜି ବ୍ରହ୍ମପୁର-ହିଂଜିଳିକାଟୁ […]
କନ୍ଦର୍ପ ବେହେରା ରେଢାଖୋଲ: ଜଳ ସଂପଦ ବିଭାଗ ତରଫରୁ ନାକଟିଦେଉଳ ବ୍ଲକ୍ରେ ୪ ଟି ସ୍ଥାନରେ କ୍ଷୁଦ୍ର ଜଳ ସଂପଦ ପ୍ରକଳ୍ପର ଲୋକାର୍ପଣ ସ୍ଥାନୀୟ ବିଧାୟକଙ୍କ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି। ନାକଟିଦେଉଳ ବ୍ଲକ୍ କିସିଣ୍ଡା ପଂଚାୟତର ଧଳପୁର ଠାରେ କ୍ଷୁଦ୍ରଜଳ ସେଚନ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଓଡଗାଁ ଗ୍ରାମର ସନ ସାଇନ କ୍ରିକେଟ କ୍ଲବ ଆନୁକୂଲ୍ୟରେ ମଧୁସୂଦନ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦୀର୍ଘ ୭ ଦିନ ଧରି ଚାଲିଥିଲା। ଆଜି ଏହାର ଉଦଯାପନ ହୋଇଯାଇଛି। ଏହି ଅବସରରେ ଚିଲିକା […]
ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବ୍ଲକ ଦୁର୍ନୀତିର ଗନ୍ତାଘର ପାଲଟିଥିବା ବେଳେ ଏଠି ଅଫିସର୍ ରାଜ୍ ଚାଲିଥିବା ଅଭିଯୋଗ ହୋଇଛି। ତିର୍ତ୍ତୋଲ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ତିର୍ତ୍ତୋଲ ପଞ୍ଚାୟତ ସମିତିର ଦ୍ୱାଦଶ ସାଧାରଣ ବୈଠକରେ ଜରଜଙ୍ଗା ପଞ୍ଚାୟତର ସରପଞ୍ଚ ବସନ୍ତ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଋଷିକୂଲ୍ୟା ମୁହାଣରେ ସାମୁଦ୍ରିକ ଅଲିଭ୍ରିଡ଼ଲେ୍ କଇଁଚଙ୍କ ସଂରକ୍ଷଣ ଓ ସାମୁହିକ ଅଣ୍ଡଦାନ ସକାଶେ ଜିଲ୍ଲାସ୍ତରୀୟ କର୍ମଶାଳା ଜିଲ୍ଲା ପରିଷଦ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ସାମୁଦ୍ରିକ କଇଁଚଙ୍କ ପରିଚାଳନା ଓ ସଂରକ୍ଷଣ ପ୍ରଦର୍ଶନୀକୁ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ରୋଟାରୀ କ୍ଳବ୍ ସହାୟତାରେ ଅଖିଳ ଭାରତୀୟ ମାରୱାଡ଼ି ମହିଳା ସମିତି ପକ୍ଷରୁ ଏକ ରକ୍ତଦାନ ଶିବିର ରୋଟାରୀ କ୍ଳବ୍ ଇଷ୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉପଦେଷ୍ଟା ମମତା ଚୌଧୁରୀ ଏବଂ ଅନ୍ୟାନ୍ୟ ସଦସ୍ୟ ଯଥା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବିଜେପି ଜିଲ୍ଲା ତରଫରୁ ରାଜ୍ୟ ସଭାପତି ସମୀର ଭାଇ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ନବରଙ୍ଗପୁର ପୂର୍ବତନ ସାଂସଦ ପର୍ଶୁରାମ ମାଝୀ, ରାଜ୍ୟ ସଂପାଦକ କାଳନ୍ଦୀ ସାମଲ, ରାଜ୍ୟ ମୁଖପାତ୍ର ବିରଞ୍ଚି ତ୍ରିପାଠୀଙ୍କୁ କୋରାପୁଟ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବଡକୁଳ ପଞ୍ଚାୟତ ଅନ୍ତର୍ଗତ ବୋରିଆସାହି ଗ୍ରାମରେ ଭାଲେରୀ ପ୍ରିମିଅର ଲିଗ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ଉତ୍ସବରେ ଚିଲିକାର ପୂର୍ବତନ ବିଧାୟକ ରଘୁନାଥ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ଫ୍ରଣ୍ଟଲାଇନ୍ ୱାର୍କରଙ୍କ କୋଭିଡ୍ ଟୀକାକରଣ ପ୍ରକ୍ରିୟା ଫେବୃୟାରୀ ୬ ତାରିଖ ଠାରୁ ଆରମ୍ଭ ହୋଇଛି। ଦ୍ବିତୀୟ ଦିବସରେ ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର କୋଭିଡ୍-୧୯ ଟୀକା ନେଇଛନ୍ତି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଟୀକା […]