ରଣପୁର: ନୟାଗଡ ଜିଲ୍ଲାର ରାଜସୁନାଖଳା ଠାରେ ଥିବା ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ରରେ ବନ ମହୋତ୍ସବ ସଚେତନତା ସପ୍ତାହ ପାଳିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଫରେଷ୍ଟର ଅବିନାଶ ଖୁଣ୍ଟିଆ, ଫରେଷ୍ଟର ରଞ୍ଜିତ ବେହେରା, ଫରେଷ୍ଟ ଗାର୍ଡ ଅନିଲ କୁମାର […]
ଖୋର୍ଦ୍ଧା: ‘ମା’ ପାଇଁ ଗଛଟିଏ’ ଅଭିଯାନ ଆଜି ଅପରାହ୍ନରେ ନିର୍ମାଣ ହେବାକୁ ଥିବା ନୂତନ ପର୍ଯ୍ୟଟନ କାର୍ଯ୍ୟାଳୟ ପଡିଆ ଠାରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଖୋର୍ଦ୍ଧାର ପୂର୍ବତନ ବିଧାୟକ ଜିତେନ୍ଦ୍ରିୟ ନାଥ, […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୬ ତମ ଶ୍ରାଦ୍ଧ ଦିବସରେ ବାଲୁଗାଁ ମହାବିଦ୍ୟାଳୟ ରାଷ୍ଟ୍ରୀୟ ସମର ଶିକ୍ଷାର୍ଥୀ ବାହିନୀ ପକ୍ଷରୁ ଏନସିସି ପଦକ ସମାରୋହ ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶଙ୍କ ଦିଗଦର୍ଶନରେ ଆୟୋଜିତ ହୋଇଯାଇଛି। ପ୍ରାରମ୍ଭରେ କ୍ୟାଡେଟମାନଙ୍କ ଗହଣରେ […]
ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଟିକିରାଇ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଉକ୍ତ […]
ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଆଜି ୭୫ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ମୁଖ୍ୟ ବକ୍ତା ଭାବେ […]
ବାଣପୁର (ସୀତାରାମ ଅଗ୍ରୱାଲ): ଚଳିତ ବର୍ଷ ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଶ୍ରୀରଙ୍କନାଥ ଦେବ ଏବଂ ଶ୍ରୀଚରଣ ଚକାଦେବଙ୍କ ପିଠରେ ରଥଯାତ୍ରା ବହୁ ଆଡମ୍ବର ସହକାରେ ପାଳନ ହେବ। ପୂର୍ବ ଥର ଏହାର ପ୍ରସ୍ତୁତି ବୈଠକ ଶେଷ ମୁହୂର୍ତ୍ତରେ ବାତିଲ ହୋଇଥିବା ବେଳେ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ରବିବାର ସନ୍ଧ୍ୟାରେ ଊମା ମହେଶ୍ୱର ବଣିକ ସଂଘ ପକ୍ଷରୁ ସଭା ଗୃହରେ ସଭାପତି ରବି ନାରାୟଣ ନାୟକଙ୍କ ସଭାପତିତ୍ୱରେ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ନବନିର୍ବାଚିତ ଚିଲିକା ବିଧାୟକ ତଥା ମନ୍ତ୍ରୀ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଅପରାହ୍ନରେ ବାଲୁଗାଁ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ବୌଦ୍ଧିକ ମଣ୍ଡପରେ ମେଧାବୀ ଅଭିନନ୍ଦନ ଓ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦୁର୍ଯ୍ୟୋଧନ ସ୍ଵାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଇନି, ପୂର୍ତ୍ତ ଓ […]
ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଅନୁଷ୍ଠିତ ହେବାକୁ ଯାଉଛି ପବିତ୍ର ରଥଯାତ୍ରା। ବାଣପୁର ସ୍ଥିତ ରଙ୍କନାଥ ଦେବ ଏବଂ ଚରଣ ଚକାଦେବଙ୍କ ପିଠରେ ଅନୁଷ୍ଠିତ ହେବ ରଥଯାତ୍ରା। ଏଥି ନିମନ୍ତେ […]
ବାଣପୁର (ସୀତାରାମ ଅଗ୍ରୱାଲ): ନିକଟରେ ଆଇନ ମନ୍ତ୍ରୀ ତଥା ଚିଲିକା ବିଧାୟକ ପୃଥ୍ଵୀରାଜ ହରିଚନ୍ଦନଙ୍କ ପରାମର୍ଶକ୍ରମେ ବାଣପୁର ବିଡିଓ ଶୀତଲ ଅଗ୍ରୱାଲ ବ୍ଲକର ବିଭିନ୍ନ ପଞ୍ଚାୟତ ପରିଦର୍ଶନ କରି ପାନୀୟ ଜଳ ସମସ୍ୟାର ସମାଧାନ ଦିଗରେ ତତ୍ପର ହୋଇଛନ୍ତି। ବିଡିଓ ଗମ୍ଭାରୀମୁଣ୍ଡା, […]
ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର କୋର୍ଟର ବରିଷ୍ଠ ଦେୱାନୀ ବିଚାରପତି ମନୋରଞ୍ଜନ ମିଶ୍ରଙ୍କୁ ବାଣପୁର ଓକିଲ ସଂଘ ପକ୍ଷରୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ବିଚାରପତି ଶ୍ରୀ ମିଶ୍ରଙ୍କ ନିକଟରେ ଦେବଗଡ ଜିଲ୍ଲାକୁ ବଦଳି ହୋଇଛି। ସେ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ବୁଧବାର ପୂର୍ବାହ୍ନରେ ବାଲୁଗାଁ ଚିଲିକା କୁଳ ସ୍ଥିତ କାଳିଜାଇ ମୋଟର ବୋଟ ଆସୋସିଏସନ ସଭା ଗୃହରେ ଶିଶୁ ଓ କିଶୋର ଶ୍ରମିକ ନିରାକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶିଶୁ ମାନଙ୍କୁ କୌଣସି କାମରେ ନିୟୋଜିତ ନକରିବା […]
ରେଢାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ୍ ଅନ୍ତର୍ଗତ ଘୋଷରାମାଳ ପଂଚାୟତ ରେ ଦୁଇ ଘଣ୍ଟା ପ୍ରବଳ ବର୍ଷା ହେବା ଫଳ ରେ ନାହିଁ ନ ଥିବା କ୍ଷୟକ୍ଷତି ହୋଇଛି। ଘୋଷରାମାଳ ଠାରୁ ଲାଣ୍ଡିମାଳ ଯାଇଥିବା ରାସ୍ତା ମଝିରେ ବହି ଯାଉଥିବା ଚମ୍ପାଳି […]
ବାଣପୁର (ସୀତାରାମ ଅଗ୍ରୱାଲ): ରବିବାର ସନ୍ଧ୍ୟାରେ ବାଣପୁର ଭଗବତୀ ବିହାର ଠାରେ ଅବସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ସମ୍ମିଳନୀ କକ୍ଷରେ ଶିକ୍ଷା ବିକାଶ ସମିତି, ଓଡିଶା ତରଫରୁ ଛାତ୍ରଛାତ୍ରୀ ମାନଙ୍କୁ ମେଧାବୀ ଅଭିନନ୍ଦନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଉକ୍ତ ଉତ୍ସବରେ […]
ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ଚାଷଙ୍ଗରା ଗ୍ରାମରେ ବେଶ ଧୂମଧାମରେ ପାଳିତ ହୋଇଯାଇଛି ଦେବସ୍ନାନ ପୂର୍ଣ୍ଣିମା। ସେଠାରେ ପ୍ରାଚୀନ କାଳରୁ ସ୍ଥାପିତ ଶ୍ରୀ ଶ୍ରୀ ପତିତପାବନ ଦେବଙ୍କ ପିଠରେ ପ୍ରଭୃ ସୁବାଶିତ ଜଳରେ ସ୍ନାନ କରିଥିଲେ। ପ୍ରବଳ ବର୍ଷା ସତ୍ବେ […]
ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଗମ୍ଭାରୀମୁଣ୍ଡା ଠାରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କୁ ନିଜ ଜନ୍ମମାଟିରେ ପାଟପଟୁଆର ମାଧ୍ୟମରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇ ଗମ୍ଭାରୀମୁଣ୍ଡା ବଜାରରେ ବିଶାଳ ଶୋଭାଯାତ୍ରା କରାଯାଇଥିଲା। ଏହାପରେ ମାନ୍ୟବର ମନ୍ତ୍ରୀ […]
ରଣପୁର: ଆଜି ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟଗୁଡିକରେ ସି.ଆର.ସି.ସି. ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଏବଂ ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ସହଯୋଗରେ ଯୋଗ ଦିବସ ପାଳିତ ହୋଇ ଯାଇଛି। ନରସିଂହପୁର […]
ରଣପୁର: ଆଜି ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଯୋଗ ଦିବସ ପାଳିତ ହୋଇ ଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଯୋଗ ଦିବସ ପାଳିତ ହୋଇଥିଲା। ସହକାରୀ […]
ଭୁବନେଶ୍ବର: ଆଜି ହେଉଛି ଯୋଗ ଦିବସ। ସାରା ଭାରତ ଆଜି ପାଳନ କରୁଛି ଯୋଗ ଦିବସ। କେବଳ ଭାରତ ନୁହେଁ ସାରା ବିଶ୍ବରେ ମଧ୍ୟ ଏହି ଦିବସ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ଏହି ଦିବସ ପାଳିତ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ସଲିଡାରିଟି ଫର ଡେଭଲପମେଣ୍ଟ କମ୍ୟୁନିଟି (SOLID) ସଂଗଠନ ୨୧ ଜୁନ୍ ୨୦୨୪ରେ KASH କ୍ୟାମ୍ପସରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିଥିଲା। ଦିନବ୍ୟାପୀ ଏହି କାର୍ଯ୍ୟକ୍ରମ ଛାତ୍ର ଏବଂ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ରେଶମ ନଗରୀ ବ୍ରହ୍ମପୁର ସହର ଗାନ୍ଧୀ ନଗର ଠାରେ ଆରୋଗ୍ୟ ଭାରତୀ ଓ ମହର୍ଷି ଦୟାନନ୍ଦ ଯୋଗ କେନ୍ଦ୍ର ମିଳିତ ଯୋଗ ଶିବିର ପୂର୍ଣ୍ଣ ଚନ୍ଦ୍ର ସୁବୁଦ୍ଧିଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏଠାରେ ଆରୋଗ୍ୟ ଭାରତୀ […]