ରମେଶ ମହାନ୍ତି ଜଗତସିଂହପୁର: ମୁଖ୍ୟମନ୍ତ୍ରୀଙ୍କ ଯୁଗାନ୍ତକାରୀ ପଦକ୍ଷେପକୁ ଜଗତସିଂହପୁର ବିଜୁ ଯୁବ ଜନତା ଦଳ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଛକଠାରେ ଏକତ୍ରିତ ହୋଇ ସ୍ୱାଗତ କରାଯାଇଛି। ଜଗତସିଂହପୁର ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ସୌମ୍ୟଜିତ […]
ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବ୍ଳକ ଅନ୍ତର୍ଗତ ଦାଇଁଲୋ ପଞ୍ଚାୟତର ଦାମୋଦରପୁର ପାଟଣା ଖେଳ ପଡିଆରେ ଏସ୍.ଏସ୍ ବ୍ରଦର୍ସ ଆସୋସିଏସନ ଆନୁକୂଲ୍ୟରେ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଗତ ୨୫ ତାରିଖରୁ ଆରମ୍ଭ ହୋଇଥିବା ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟ ୮ଗୋଟି ଦଳ […]
ସୀତାରାମ ଅଗ୍ରୱାଲ ଚିଲିକା: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ହଡପ ଓ ଚଞ୍ଚକତା କରି କେନ୍ଦ୍ର ସରକାରଙ୍କ ନାମକୁ ଲୁଚାଇ ବିଜୁ ପକ୍କା ଘର ଯୋଜନା ନାମରେ ଷ୍ଟିକର ଲଗାଇ ଜନସାଧାରଣଙ୍କୁ ବିଭ୍ରାଟ କରୁଥିବା ପ୍ରତିବାଦରେ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଏତଲା ଦେଇଛି […]
ବ୍ରହ୍ମପୁର: ଦିନକୁ ଦିନ ରାଜ୍ୟରେ ସାମ୍ବାଦିକଙ୍କ ପ୍ରତି ପ୍ରତିହିଂସାପରାୟଣ, ଆକ୍ରମଣକାରୀ ମନୋଭାବ ବୃଦ୍ଧି ପାଇବାରେ ଲାଗିଛି। କିଛିଦିନ ତଳେ ଜନୈକ ଇଲୋକ୍ଟ୍ରାନିକସ୍ ମିଡ଼ିଆ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା ମନରୁ ନଯାଉଣୁ ପୁଣି ୨୫ ତାରିଖରେ ଅର୍ଗସ ନୁଉଜ୍ର ସାମ୍ବାଦିକଙ୍କୁ ଆକ୍ରମଣ ହୋଇଛି। […]
ସୀତାରାମ ଅଗ୍ରୱାଲ ବାଣପୁର: ବାଣପୁରର ବଡହନ୍ତୁଆଡ଼ ସେବା ସମବାୟ ସମିତି ଅଧୀନରେ ଥିବା ଧାନ ମଣ୍ଡିକୁ ଐତିହାସିକ ପଲଟନ ପଡ଼ିଆଠାରେ ଶୁଭ ଉଦଘାଟନ କରିଛନ୍ତି ସ୍ଥାନୀୟ ତହସିଲଦାର ମନ୍ମଥ କୁମାର ବେହେରା। କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ଉପସ୍ଥିତ ଅତିଥି ମାନେ ବାଣପୁର ଆତ୍ମା […]
କନ୍ଦର୍ପ ବେହେରା ରେଢାଖୋଲ: ଆଜି ରେଢାଖୋଲ ଓ ନାକଟିଦେଉଳ ବ୍ଲକ୍ ବିଜେପି ପକ୍ଷରୁ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଥାନାରେ ଏକ ଏତଲା ଦେଇଥିବା ଜଣା ପଡିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପ୍ରଧାନମନ୍ତ୍ରୀଙ୍କର ଏକ ଯୋଜନା। କେନ୍ଦ୍ରସରକାର ଦେଇଥିବା ଏହି ଯୋଜନାକୁ ରାଜ୍ୟ […]
ସୀତାରାମ ଅଗ୍ରୱାଲ ବାଣପୁର: ୧୫ ଓ ୨୦ ରୁ କମ ଛାତ୍ର ଓ ଛାତ୍ରୀ ଥିବା ୭୭୭୨ ରୁ ଉର୍ଦ୍ଧ୍ଵ ସରକାରୀ ବିଦ୍ୟାଳୟକୁ ବନ୍ଦ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଘୋଷଣା କରିଛନ୍ତି। ଏହାକୁ ବିରୋଧ କରି ସର୍ବ ଦଳୀୟ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଦଳୁଆ ସାହି ସ୍ଥିତ ଲିୟାନା ଡ଼େନ୍ସ ଏକାଡ଼ମୀ ପରିସରରେ ବ୍ରହ୍ମପୁରର ଆରାଧ୍ୟ ଦେବୀ ମା’ ବୁଢ଼ୀ ଠାକୁରାଣୀ ଉପରେ ଏକ ଭିଡ଼ିଓ ଆଲବମ୍ ନିର୍ମାଣ ହୋଇ ତାହା ଉନ୍ମୋଚିତ ହୋଇଯାଇଛି। ଷ୍ଟାର କ୍ରିଏଟିଭ୍ ଦ୍ୱାରା ନିର୍ମିତ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: କୃଷକ ବିରୋଧୀ, କର୍ପୋରେଟ ସପକ୍ଷବାଦୀ କୃଷି ଆଇନ ରବ୍ଦ ଦାବିରେ ଆଜି ବ୍ରହ୍ମପୁରଠାରେ ଧିକ୍କାର ଦିବସ ପାଳିତ ହୋଇଯାଇଛି। ଏ ଅବସରରେ ଅଖିଳ ଭାରତ କିଷାନ ସଂଘର୍ଷ ସମନ୍ୱୟ ସମିତି ଏବଂ ସଂଯୁକ୍ତ କିଷାନ ମୋର୍ଚ୍ଚା […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଗଡଜାତ ସମୟରେ ରାଜସ୍ୱ ଆଦାୟ କିମ୍ବା ଅନ୍ୟାନ୍ୟ ରାଜକୀୟ କାର୍ଯ୍ୟ ପାଇଁ ବିଭିନ୍ନ ଗ୍ରାମକୁ ତତ୍କାଳୀନ ପ୍ରଶାସନିକ ପଦାଧିଧିକାରୀମାନେ ଦୌରାରେ ଯାଉଥିବା ବେଳେ ଯେଉଁ ଘରେ ଡେରା ପକାଉଥିଲେ ସେହି ଘରକୁ ଡେରାଘର ଆଖ୍ୟା ଦିଆଯାଇଥିବା […]
ସୀତାରାମ ଅଗ୍ରୱାଲ ବାଣପୁର: ୧୯୯୭ ମସିହା ଡିସେମ୍ବର ୨୬ ତାରିଖରେ ଗଢିଉଠିଥିବା ବିଜୁ ଜନତା ଦଳ ଆଜିକୁ ୨୪ଟି ସ୍ୱର୍ଣ୍ଣିମ ବର୍ଷ ଅତିକ୍ରାନ୍ତ କରିସାରିଛି। ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଶହୀଦ କୃତିବାସ ଭବନ ପରିସରରେ ବିଜୁ ଜନତା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଦିଲ୍ଲୀର ଗ୍ରେଟର ନୋଏଡ଼ାର କ୍ରାଉନ୍ ପ୍ଲାଜାରେ ଏମ୍ଆଇକ୍ୟୁଏଚ୍ ଦ୍ୱାରା ମିସ୍ ଆଣ୍ଡ ମିସେସ୍ କ୍ୱିନ୍ ଅଫ୍ ହାର୍ଟସ ଫେସନ ସୋ’ର ତୃତୀୟ ସଂସ୍କରଣ ଡ଼ିସେମ୍ବର ୨୧ ତାରିଖରୁ ଡ଼ିସେମ୍ବର ୨୩ ତାରିଖ ତିନି ଦିନ ବ୍ୟାପୀ […]
ପିଣ୍ଟୁ ବିଷୋୟୀ କୋଦଳା: ଆଜି ସାରା ରାଜ୍ୟରେ ବିଜେଡି ପାଳୁଛି ୨୪ ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋଦଳା ଠାରେ ୨୪ ତମ ପ୍ରତିଷ୍ଠା ଦିବସ ମହା ଆଡମ୍ବରରେ ପାଳନ କରାଯାଇଛି। ଦଳର ଶହ […]
ରମେଶ ମହାନ୍ତି ଜଗତସିଂହପୁର: ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ୟୁନିସେଫ ଓଡିଶା ଶାଖା ସହଯୋଗରେ କୋଭିଡ୍ ସଚେତନତା ରଥ ପରିକ୍ରମା ଆରମ୍ଭ ହୋଇଛି। ଶୁକ୍ରବାର ଦିନ ପୂର୍ବାହ୍ନରେ ଜଗତସିଂହପୁର ପୌରପରିଷଦ ସମ୍ମୁଖରେ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: ବେଗୁନିଆପଡା ବ୍ଲକର ଠିକାଦାର ମାନଙ୍କ ଦ୍ୱାରା ଏକ ନୂତନ ସଂଘ ଗଠିତ ହୋଇଯାଇଛି। ଅମରେଶ୍ୱର ଠିକାଦାର ସଙ୍ଘ ନାମରେ ଏହି ସଙ୍ଘ ଗଠିତ ହୋଇଯାଇଛି। ବ୍ଲକର ସମସ୍ତ ଠିକାଦାର ମାନଙ୍କୁ ନେଇ ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ନାରାୟଣୀ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଗ୍ରାମାଂଚଳରେ ଅମାନିଆ ବାଇକ୍ ଆରୋହୀଙ୍କୁ ନିସ୍ତାର ନାହିଁ। ଖୋର୍ଦ୍ଧା ଜିଲ୍ଲା କୁହୁଡି ଫାଣ୍ଡି ପୋଲିସ୍ ର ବାଇକ୍ ଧର ପଗଡ ବେଳେ ପୋଲିସ୍ ହାତରେ ଧରାପଡିଲା ନାବାଳକ ବାଇକ୍ ଆରୋହୀ। ପୋଲିସ୍ କାଟିଲା ୩୦ ହଜାର ଟଙ୍କାର […]
କନ୍ଦର୍ପ ବେହେରା ରେଢାଖୋଲ: ଆଜି ସକାଳୁ ସକାଳୁ ଚାରମାଳ ରେଞ୍ଜ ବଂଶାଜାଲ ସେକ୍ସନରେ ଏକ ଭାଲୁ ଓ ତାରଛୁଆ ଅଜଣା ଗାଡି ଧକ୍କାରେ ମୃତ୍ୟୁବରଣ କରିଥିବା ଜଙ୍ଗଲ ବିଭାଗ ସୂତ୍ରରୁ ପ୍ରକାଶ। ସୂଚନା ଅନୁଯାୟୀ, ଆଜି ଭୋରରୁ ରେଢାଖୋଲ ବନଖଣ୍ଡ ଚାରମାଳ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ସୁସ୍ଥ ଓ ନିରାମୟ ଜୀବନ ପ୍ରତି ଗୁରୁତ୍ୱ ଦେଇ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ମୋ ମଶାରୀ ଯୋଜନା। ଏହି ଅବସରରେ ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଦ୍ୱାରା ସ୍ଥାନୀୟ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: କରୋନା ଯୁଦ୍ଧ ସମୟରେ ସର୍ବୋଚ୍ଚ ବଳିଦାନ ଦେଇଥିବା ଦୁଇ କରୋନା ଯୋଦ୍ଧାଙ୍କ ପରିବାରକୁ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ୫୦ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ବ୍ରହ୍ମପୁର ଟ୍ରାଫିକ୍ ପୋଲିସ୍ […]
ଖୋର୍ଦ୍ଧା: କୋଭିଡ଼ ଯୋଗୁଁ ମୃତ୍ୟୁବରଣ କରିଥିବା କୋଭିଡ଼ ଯୋଦ୍ଧାଙ୍କ ପରିବାରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁବରଣ କରିଥିବା କୋଭିଡ଼ ଯୋଦ୍ଧାଙ୍କ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଜଣେ କର୍ତ୍ତବ୍ୟନିଷ୍ଠ ଆଇନଜୀବୀ, ପୂର୍ବତନ ସେନାଧିକାରୀଙ୍କୁ ଜଣେ ଥାନାଧିକାରୀ ନିଜର କ୍ଷମତା ବଳରେ କିଭଳି ଉଦ୍ଦେଶ୍ୟମୂଳକ ଭାବେ ଅପଦସ୍ତ କରୁଛନ୍ତି ତାହାର ନିରପେକ୍ଷ ତଦନ୍ତ ପାଇଁ ଆଜି ଆଇନଜୀବୀ ଲଳିତ ମଙ୍ଗରାଜ ବ୍ରହ୍ମପୁର ଏସ୍ପିଙ୍କୁ ସାକ୍ଷାତ […]