ବ୍ରହ୍ମପୁର: ସଂପ୍ରତି ପ୍ରାଣୀମାନଙ୍କ ସୁରକ୍ଷା, ଚିକିତ୍ସା ଓ ଲାଳନପାଳନ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସ୍କିମ୍ ଥିଲେ ମଧ୍ୟ ବ୍ରହ୍ମପୁର ମହାନଗର ନିଗମ ଅଂଚଳରେ ତାହା କାର୍ଯ୍ୟକାରୀ ହେଉନାହିଁ। ୨୦୧୬-୧୭ ମସିହାରେ ସରକାର ପ୍ରାଣୀ ଚିକିତ୍ସା ପାଇଁ ହେଲପଲାଇନ୍ ପ୍ରଚଳନ କରିଥିଲେ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଜିଲ୍ଲା ବିଜେଡ଼ି ଆନୁକୂଲ୍ୟରେ ଆଜି ବିଜେଡ଼ି କାର୍ଯ୍ୟାଳୟ ନିକଟରେ ଜିଲ୍ଲା ସଭାପତି ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବହୁ କଂଗ୍ରେସ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସ୍ପର୍ଶକାତର ଘଟଣା କ୍ରମେ ମନୋଜାଇଟ୍ କଂପାନୀ ବିରୋଧରେ ଲଢ଼ୁଥିବା ନେତା ବଡ଼ପୁଟି ଗ୍ରାମର ଗୁରୁଦେବ ବେହେରାଙ୍କ ସହ ଏହି ଅଂଚଳରେ ଥିବା ୨୭ ଗ୍ରାମବାସୀଙ୍କ ଚମାଖଣ୍ଡି ପୋଲିସ୍ ଗିରଫ କରିବା ପ୍ରତିବାଦରେ ଆଜି ବହୁ ଗ୍ରାମବାସୀ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ବାଲୁଗାଁ ପୋଲିସ ଜଣେ ନାବାଳିକା ଝିଅକୁ ଅପହରଣକାରୀକୁ ଧରିବାରେ ବିଫଳ ହୋଇଥିବାରୁ ଓକିଲ ସଂଘ ଅସନ୍ତୋଷ ପ୍ରକାଶ କରିଛି। ଏପରି ଅତି ସମ୍ବେଦନଶୀଳ ଘଟଣାକୁ ନେଇ ପୋଲିସର ତଦନ୍ତ ଉପରେ ଓକିଲ ସଙ୍ଘ ସନ୍ଦେହ କରିଛି। ଏନେଇ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ସମଗ୍ର ଦେଶରେ ମହାମାରୀର ରୂପ ନେଇ ଥିବା କୋଭିଡ-୧୯ ର ମୁକାବିଲା ପାଇଁ ସରକାର ଯୁଦ୍ଧ କାଳୀନ ଭିତ୍ତିରେ କୋଭିଡ ସଂକ୍ରମିତ ରୋଗୀଙ୍କ ଚିକିତ୍ସା ପାଇଁ ଅସ୍ଥାୟୀ ଡାକ୍ତର ଖାନା ଓ ସ୍ୱାସ୍ଥ୍ୟ କର୍ମୀ ନିଯୁକ୍ତି […]
ସୀତାରାମ ଅଗ୍ରୱାଲ ଚିଲିକା: ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀ ରେ ଚାରି ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। ନାଭାଲ ଗ୍ରୀଡ଼ର ରକ୍ଷଣାବେକ୍ଷଣ କାର୍ଯ୍ୟ ନିମନ୍ତେ ଆସନ୍ତାକାଲି […]
ସୀତାରାମ ଅଗ୍ରୱାଲ ବାଣପୁର: ବାଣପୁରର ଆରାଧ୍ୟ ଠାକୁର ପ୍ରଭୁ ଶ୍ରୀ ରଙ୍କନାଥଙ୍କର ମାନବୀୟ ଲୀଳାର ଅନ୍ୟତମ ପ୍ରତୀକ ଦେବ ଦୀପାବଳୀ ଉତ୍ସବ ତିନିଦିନ ଧରି ମହାସମାରୋହରେ ପାଳିତ ହୋଇଯାଇଛି। ମାର୍ଗଶୀର ମାସ କୃଷ୍ଣ ଚତୁର୍ଦ୍ଦଶୀ ଅମାବାସ୍ୟା ଶୁକ୍ଳପକ୍ଷ ପ୍ରତିପଦା ଠାରୁ ତିନିଦିନ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାରେ ଖରିଫ୍ ଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚଳିତ ମାସ ୧୬ ତାରିଖଠାରୁ ଆରମ୍ଭ ହେବ। ଧାନ ସଂଗ୍ରହ ପ୍ରକ୍ରିୟାକୁ ଠିକ୍ ପରିଚାଳନା ପାଇଁ ପ୍ରତି ବ୍ଲକ୍ରେ ତିନିଜଣ ଲେଖାଏଁ ନୋଡ଼ାଲ୍ ଅଧିକାରୀ ନିଯୁକ୍ତି […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: ଗଂଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ଫାଶୀ ପଞ୍ଚାୟତର ବିଲିପଡା ଗ୍ରାମକୁ ଆଦର୍ଶ ଗ୍ରାମ କରିବା ପାଇଁ ଆରମ୍ଭ ହୋଇ ଯାଇଛି ପ୍ରସ୍ତୁତି। ପ୍ରସ୍ତୁତି ଆରମ୍ଭ କଲେ ବିଧାୟିକା। ଆଜି କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ଉପସ୍ଥିତିରେ […]
ରମେଶ ମହାନ୍ତି ଜଗତସିଂହପୁ୍ର: ଶିକ୍ଷା ନିର୍ଦ୍ଦେଶକ କାର୍ଯ୍ୟାଳୟ ପକ୍ଷରୁ ପତ୍ର ସଂଖ୍ୟା ୨୬୧୨୦ରେ ଛଅ ବର୍ଷ ପୂରଣ କରିଥିବା କିଛି ବରିଷ୍ଠ ଓ କନିଷ୍ଠ କିରାଣିଙ୍କର ଗତ ୪ତାରିଖରେ ବଦଳୀ କରାଯାଇଛି। ଏଥିରେ ଚଞ୍ଚକତା କରାଯାଇଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚାର ବିଷୟ […]
କନ୍ଦର୍ପ ବେହେରା ରେଢାଖୋଲ: ରାଜ୍ୟ ସରକାର ଗ୍ରାମାଂଚଳର ବିକାଶ ପାଇଁ ତଥା ଗରିବ ପରିବାର ଲୋକମାନଙ୍କୁ ବିଭିନ୍ନ ସମୟରେ କାମ ଯୋଗାଇ ଦେବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଟଙ୍କା ସବୁ ସତ୍ ମାର୍ଗରେ ଖର୍ଚ୍ଚ ନ […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ଓକିଲସଂଘର ୨୦୨୦-୨୧ ବର୍ଷ ପାଇଁ ନିର୍ବାଚନ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନରେ ଓକିଲ ଗଣେଶ୍ୱର ପ୍ରଧାନ ସଭାପତି ଭାବରେ ନିର୍ବାଚିତ ହୋଇଥିବା ବେଳେ ଅନ୍ୟ ପଦବୀ ଗୁଡିକରେ ସମସ୍ତେ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି। ସଭାପତି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ପାଠ ପଢ଼ିବା, ଖେଳକୁଦ ବୟସରେ ଦାଉ ସାଧିଛି ରୋଗ। ଗଂଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ୍ ଅନ୍ତର୍ଗତ ଷଣ୍ଢମୁଳ ଗ୍ରାମର ଭୁଜବଳ ସାହିର ପାଞ୍ଚବର୍ଷର ଝଅ ମାମା ନାୟକ। ଦୁର୍ବଳ ଶରୀର ସହିତ ତା’ର ପେଟକୁ ଲାଗି […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ବିଜେପି ଜିଲ୍ଲା ସମ୍ପାଦକ ଭାବେ ବିଦ୍ୟୁତ୍ କୁମାର କାଣ୍ଡିକୁ ଦାୟିତ୍ବ ପ୍ରଦାନ କରାଯାଇଛି। ଖୋର୍ଦ୍ଧା ଜିଲ୍ଲାର ସାଙ୍ଗଠନିକ ସ୍ଥିତିକୁ ସୁଦୃଢ କରିବା ପାଇଁ ତାଙ୍କୁ ଏହି ଦାୟିତ୍ବ ପ୍ରଦାନ କରାଯାଇଥିବାର ସୂଚନା ରହିଛି। ଚିଲିକା ନିର୍ବାଚନ ମଣ୍ଡଳୀ […]
ନୂଆଦିଲ୍ଲୀ, ଆଜି ତିନୋଟି ରାଶିର ଭାଗ୍ୟ ବେଶ ଉଜ୍ଜଳମୟ ରହିଛି। ଏହି ରାଶିର ବ୍ୟକ୍ତିମାନେ ଆଜି ଜୀବନରେ ଅନେକ ଭଲ ଖବର ଶୁଣିବାକୁ ପାଇବେ, ବିଦେଶରୁ ଭଲ ଖବର ପାଇବାର ସମ୍ଭାବନା ଅଛି। ଯଦି ଆପଣ କାମ ସହ ଜଡିତ କୈଣସି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଆସନ୍ତା ଡ଼ିସେମ୍ବର ୧୨ରେ ଓକିଲ ସଂଘ ନିର୍ବାଚନ ହେବାକୁ ଯାଉଛି। ଯାହାକୁ ନେଇ ବର୍ତ୍ତମାନ ବ୍ରହ୍ମପୁରର କୋର୍ଟ ପରିସର ବେଶ୍ ସରଗରମ ଦେଖିବାକୁ ମିଳିଛି। କରୋନାକୁ ଆଖି ଆଗରେ ରଖି ହେବାକୁ ଥିବା ଓକିଲ ସଂଘ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବୁଗୁଡ଼ା ବ୍ଲକ୍ ବାଲିପଦର ପଞ୍ଚାୟତ ସଦାଶିବପୁର ଗ୍ରାମର ଥିବା ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରି ଏଠାରେ ପଢ଼ୁôଥବା କୋମଳମତି ପିଲାଙ୍କ ଭବିଷ୍ୟତକୁ ଅନ୍ଧାରକୁ ଠେଲି ଦେଇଥିବା ସରକାରଙ୍କ ନିର୍ଦ୍ଦେଶ ବିରୋଧରେ ଆଜି ଗର୍ଜିଛନ୍ତି ଗ୍ରାମବାସୀ। ବିଭିନ୍ନ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ରେଳଷ୍ଟେସନ ନିକଟରେ ଅସହାୟ ଅବସ୍ଥାରେ ପଡ଼ି ରହିଥିବା ବୃଦ୍ଧବୃଦ୍ଧାଙ୍କୁ ଜିଲ୍ଲା ପ୍ରଶାସନ ଆଜି ଉଦ୍ଧାର କରିଛି। ଉକ୍ତ ବୃଦ୍ଧବୃଦ୍ଧା ନିରଶ୍ରୟ ଅବସ୍ଥାରେ ଏବଂ ଆଖିକୁ ଦେଖାଯାଉନଥିବାରୁ ବହୁ ଅସୁବିଧାର ସମ୍ମୁଖୀନ ହୋଇ ଉକ୍ତ ସ୍ଥାନରେ […]
କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ଥାନା ଜାମୁଜୋରି ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ବିଦ୍ୟୁତ ତାର ବୋଝେଇ ଟ୍ରକ ଓଲଟି ପଡିବା ଫଳରେ ଡ୍ରାଇଭର ଆହତ ହୋଇ ନାକଟିଦେଉଳ ଡାକ୍ତରଖାନାରେ ଚିକିତ୍ସାଧିନ ଥିବା ଖବର ହସ୍ତଗତ ହୋଇଛି। ପ୍ରକାଶ ଯେ, […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ସହର ସମଗ୍ର ଓଡ଼ିଶାରେ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଅକ୍ତିଆର କରିଛି। ଓଡ଼ିଶାର ପ୍ରମୁଖ ଶକ୍ତିପୀଠ ମା’ ଭଗବତୀ ମନ୍ଦିର, ବରବରା ଠାରେ ଏସିଆ ମହାଦେଶର ବୃହତ୍ତମ ଶାଗୁଆନ ଜଙ୍ଗଲ, […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗ୍ରାମର ହୋଇଥିବା ହରିଜନ ଯୁବତୀ ପ୍ରମୋଦିନି ହତ୍ୟାକାଣ୍ଡ ଘଟଣାରେ ୨୧୦ ବିତିଗଲା ପରେ ଆଜି ପୋଲିସ୍ ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ଆଜି ଦକ୍ଷିଣାଞ୍ଚଳ ଡ଼ିଆଇଜି ସତ୍ୟବ୍ରତ ଭୋଇ […]