ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ରାଜ୍ୟ ବିଜୁ ଛାତ୍ର ଜନତା ଦଳର ପୁନର୍ବିନ୍ୟାସ କରାଯାଇଛି। ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଆଜି ବିଜୁ ଛାତ୍ର ଜନତା ଦଳର ନୂତନ ରାଜ୍ୟ କର୍ମକର୍ତ୍ତା ଏବଂ ଜିଲ୍ଲା […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଶୁକ୍ରବାର ଦିନିକିଆ ବେଗୁନିଆପଡ଼ା ବ୍ଳକ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ବିଧାୟିକା ପ୍ରଥମେ କେ ବରିଡ଼ା ପଞ୍ଚାୟତର ବିରିବାଟିଆ ଠାରେ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ୧୦୨. ତିର୍ତ୍ତୋଲ(ସଂ) ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ଜନସାଧାରଣଙ୍କ ଅବଗତି ନିମନ୍ତେ ପ୍ରକାଶ ପାଇଥିବା ଏକ ବିଜ୍ଞପ୍ତି ଅନୁଯାଇ ନିର୍ବାଚନ ଆୟୋଗ ଭାରତ ସରକାରଙ୍କ ପତ୍ରସଂଖ୍ୟା – 64/0R/2020-ES-ll ତା ୧୦.୦୯.୨୦୨୦ […]
ଭୁବନେଶ୍ବର, ଠିକ ଉପନିର୍ବାଚନ ତାରିଖ ଘୋଷଣା ହେବାର କିଛି ସମୟ ପୂର୍ବରୁ ରାଜ୍ୟ ସରକାର ତିର୍ତ୍ତୋଲ ପାଇଁ ବଡ ଘୋଷଣା କରିଛନ୍ତି। ତିର୍ତ୍ତୋଳ ନିର୍ବାଚନ ମଣ୍ଡଳିର ଲୋକଙ୍କ ପାଇଁ ଘୋଷଣା ହୋଇଛି ୧୧୮. ୫୬ କୋଟି ଟଙ୍କାର ବ୍ରିଜ ନିର୍ମାଣ କାମ। […]
ସୀତାରାମ ଅଗ୍ରୱାଲ ଚିଲିକା: ରୋଷେଇ କରିବାକୁ ନେଇ ଦୁଇ ଭଉଣୀଙ୍କ ମଧ୍ୟରେ ମନାନ୍ତର ହେବାରୁ ଜଣେ ନାବାଳିକା ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକର ଆଙ୍କୁଲା ଚଟି ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି। ଖବର […]
ସୀତାରାମ ଅଗ୍ରୱାଲ ବାଣପୁର: ଗତକାଲି ବିଳମ୍ବିତ ରାତ୍ରିରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଅନ୍ତରକିଆରୀ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଅଛି। ଯେଉଁଥିରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ ବାଲୁଗାଁ ରାମପୁର ରୋଡ଼ରେ ରହୁଥିବା […]
ସୀତାରାମ ଅଗ୍ରୱାଲ ଚିଲିକା: ଗତକାଲି ସମୀକ୍ଷା ନିୟୁଜରେ ଚିଲିକା ବ୍ଲକ ମାନସିଂହପୁର ପଞ୍ଚାୟତରେ ରାସନ କାର୍ଡ ମହାଦୁର୍ନୀତିର ଖବର ପ୍ରସାରଣ ହେବାପରେ ଚେଇଁ ଉଠିଛି ଚିଲିକା ବ୍ଲକ ପ୍ରଶାସନ। ଚିଲିକା ବି.ଡ଼ି.ଓ ଶ୍ରୀମତୀ ସୁଷମା ବାରିକ ଯୋଗାଣ ନିରୀକ୍ଷକ ତ୍ରିଲୋଚନ ସାହୁଙ୍କୁ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: ବେଗୁନିଆପଡା ବ୍ଲକ ପ୍ରଶାସନ ତରଫରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କରୋନା ସଚେତନତା ନେଇ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଁ ଜିତିବି ସମଗ୍ର ମାନବ ଜାତି ଜିତିବ ନାରା ଦେଇ କରୋନା ମହାମାରୀରୁ ସୁରକ୍ଷା […]
ସୀତାରାମ ଅଗ୍ରୱାଲ ଚିଲିକା: ଗତ କିଛି ଦିନ ହେଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ଗ୍ରାଫ କମୁଥିଲେ ମଧ୍ୟ ଜିଲ୍ଲା ଅଧିକାରୀମାନଙ୍କ ମାରାଥନ ଗସ୍ତ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ଖୋର୍ଦ୍ଧା ଉପଜିଲ୍ଲାପାଳ ଶ୍ରୀ ଅଶୋକ କୁମାର ବେହୁରିଆ ଏବଂ […]
କନ୍ଦର୍ପ ବେହେରା ରେଢାଖୋଲ: କେନ୍ଦ୍ର ସରକାର ଯେଉଁଭଳି ଭାବରେ ଅଗଣତାନ୍ତ୍ରୀକ ଉପାୟରେ ରାଜ୍ୟସଭାରେ କୃଷିବିଲ୍ ପାସ୍ କଲେ ତାହା ଠିକ୍ ହେଲା ନାଇଁ ବୋଲି ଆମ୍ ଆଦମୀ ପାର୍ଟି ତରଫରୁ ସମଗ୍ର ଭାରତବର୍ଷରେ ଘୋର ବିରୋଧ କରାଯାଇଛି। ରେଢାଖୋଲ ସବଡିଭିଜନ୍ ତରଫରୁ […]
ସୀତାରାମ ଅଗ୍ରୱାଲ ଚିଲିକା: ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ଗ୍ରାଫ ଧୀରେ ଧୀରେ ତଳକୁ ଖସୁଥିବାବେଳେ ଜିଲ୍ଲା ଏବଂ ସ୍ଥାନୀୟ ପ୍ରଶାସନର ମନୋବଳ ବଢୁଛି। ଜିଲ୍ଲା ଏବଂ ସ୍ଥାନୀୟ ପ୍ରଶାସନ ସମଗ୍ର ନିର୍ବାଚନମଣ୍ଡଳୀରେ ଜିରୋ କୋଭିଡ କେସ ଲକ୍ଷ୍ୟ ନେଇ ପ୍ରୟାସ ଜାରି […]
ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ସେକ୍ ମତଲୁବ ଅଲ୍ଲୀଙ୍କର ଆଜି ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକରେ ନଜରକୁ ଆସିଛି ରାସନ କାର୍ଡର ମହାଦୁର୍ନୀତି। ଦୀର୍ଘ ବର୍ଷ ଧରି ମୃତ ବ୍ୟକ୍ତିଙ୍କ ରାସନ କାର୍ଡରୁ ରାସନ ସାମଗ୍ରୀ ଉଠୁଥିବା ନେଇ ଅଭିଯୋଗ ହେଉଛି। ମାନସିଂହପୁର ପଞ୍ଚାୟତରେ ଏପରି ଜଘନ୍ୟ କାରନାମା […]
ବୋଲଗଡ଼, କେନ୍ଦ୍ର ସରକାରଙ୍କ ଦ୍ୱାରା ଆଗତ ଦୁଇଟି କୃଷି ବିଲକୁ ବିରୋଧ କରି ସାରା ଭାରତ ବର୍ଷର କୃଷକ ସଂଗଠନଗୁଡିକ ଆସନ୍ତା 25 ତାରିଖରେ ଭାରତ ବନ୍ଦ କରୁଛନ୍ତି। ସେଥିରେ ନବନିର୍ମାଣ କୃଷକ ସଂଗଠନ ଅଂଶଗ୍ରହଣ କରିବ ବୋଲି ଏକ ସାମ୍ବାଦିକ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲାରୁ ପୁଣି ୧୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ନାଉଗାଁ ବ୍ଲକରୁ ସର୍ବାଧିକ ୩୨ଜଣ ଚିହ୍ନଟ ହୋଇଥିବା ବେଳେ ବାଲିକୁଦା ବ୍ଲକରୁ ୧୪ଜଣ, ବିରିଡ଼ି ବ୍ଲକରୁ ୧୭ଜଣ, ଏରସମା ବ୍ଲକରୁ ୨୯ଜଣ, […]
ସୀତାରାମ ଅଗ୍ରୱାଲ ବାଣପୁର: କରୋନା ମହାମାରୀ ବର୍ତ୍ତମାନ ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ବେଶୀ ବ୍ୟାପୁଥିବାବେଳେ ସ୍ଥାନୀୟ ପ୍ରଶାସନ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଯଥାସମ୍ଭବ ଚେଷ୍ଟା କରୁଛି। ବାଣପୁର ତହସିଲଦାର ତଥା କୋଭିଡ ଏନ୍ଫୋର୍ସମେଣ୍ଟ କମିଟି ଚେୟାରମ୍ୟାନ ଶ୍ରୀ ମନ୍ମଥ […]
ସୀତାରାମ ଅଗ୍ରୱାଲ ବାଣପୁର: ଗତକାଲି ବାଣପୁର ବ୍ଲକ ଅନ୍ତର୍ଗତ କୁମାରଙ୍ଗ ପଞ୍ଚାୟତ ନୀଳକଣ୍ଠେଶ୍ୱର ବିଦ୍ୟାପୀଠର ପୂର୍ବତନ ପ୍ରଧାନଶିକ୍ଷକ ଶ୍ରୀ ନବଘନ ଦଳାଇଙ୍କ ପରଲୋକ ହୋଇଯାଇଛି। ମାତ୍ର ୬୭ ବର୍ଷ ବୟସରେ ଶ୍ରୀ ନବଘନ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ସୂଚନା ଅନୁସାରେ […]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଆସନ୍ତାକାଲି ଠାରୁ କୋଭିଡ଼ ସଚେତନ ସପ୍ତାହ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ଏନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଳାଙ୍ଗେ ସୂଚନା ଦେଇଛନ୍ତି। ଜନପ୍ରତିନିଧି ଏବଂ ସ୍ଵେଚ୍ଚାସେବୀମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ରାଲି ମାଧ୍ୟମରେ କରୋନା ସଚେତନତା କାର୍ଯ୍ୟକ୍ରମ […]
ସୀତାରାମ ଅଗ୍ରୱାଲ ଚିଲିକା: ଗତକାଲି ସଂଧ୍ୟାରେ ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲା ସୀମାରେ ଅବସ୍ଥିତ ମା’ ନାରାୟଣୀଙ୍କ ମନ୍ଦିର ପରିସରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଏକାଧିକ ଆହତ ହୋଇଛନ୍ତି। ଏବଂ ଏହାକୁ ନେଇ ଦୁଇ ଗୋଷ୍ଠୀ ତରଫରୁ ଭେଜିପୁଟ […]
ମାଲାକାନାଗିରି, ଆଜି ଛଅ ଜଣ କୋଭିଡ ଯୋଦ୍ଧା ସେମାନଙ୍କର ପ୍ଲାଜମା ଦାନ କରିଛନ୍ତି। ଏହି ଛଅ ଜଣ ମାଲାକାନାଗିରି ଜିଲ୍ଲା ପୋଲିସରେ କାର୍ଯ୍ୟରତ ଥିବା ବେଳେ କୋଭିଡ ପଜେଟିଭ ଚିହ୍ନଟ ହୋଇଥିଲେ। ଏହାପରେ ସେମାନେ ସୁସ୍ଥ ହେବା ପରେ ସେମାନଙ୍କର ପ୍ଲାଜମା […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ବାଣପୁର ବ୍ଲକ ଅନ୍ତର୍ଗତ ମା’ ପାଣ୍ଡବାଶୁଣୀ ମନ୍ଦିରରେ ନୂତନ ଓଡିଆ ଚଳଚ୍ଚିତ୍ର ‘ତୋ ପାଇଁ କିଛି ବି କରିପାରେ’ ର ଶୁଭ ମହୁରତ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଓଲିଉଡ ଅଭିନେତା ଅମ୍ଲାନ ଓ ଅଭିନେତ୍ରୀ ରିୟା […]